Latest Odisha News

BREAKING NEWS

Browsing Category

ଓଡିଶା

Odisha

ନଦୀକୁ ଡେଇଁଲେ ମହିଳା; ଓଡିଆ ଅଭିନେତାଙ୍କ ପତ୍ନୀ ବୋଲି ଚର୍ଚ୍ଚା!

କଟକ: କଟକର ମଧୁସୂଦନ ବ୍ରିଜ ଉପରୁ ମହାନଦୀକୁ ଜଣେ ମହିଳା ରବିବାର ଦିନ ଡେଇଁ ପଡିଥିଲା ବେଳେ ତାଙ୍କୁ ଉଦ୍ଧାର କରାଯାଇଛି । ସୂଚନାନୁଯାୟୀ, ସମ୍ପୃକ୍ତ ମହିଳା ଜଣକ ବ୍ରିଜ୍ ନିକଟରେ ଗାଡି ରଖି ନଦୀକୁ ଡେଉଁଥିବା ନେଇ ସ୍ଥାନୀୟ ଲୋକମାନେ ଦେଖିବାକୁ ପାଇଥିଲେ । ଯାହା ପରେ ସଙ୍ଗେସଙ୍ଗେ…

ଆସୁଛି ଓଡିଆ ଆକ୍ସନ୍ ଥ୍ରୀଲର ଫିଲ୍ମ “ଗୁରୁଦେବ”

ଭୁବନେଶ୍ୱର: କରୋନା ମହାମାରୀ ପରେ ଧୀରେଧୀରେ ସକ୍ରିୟ ହେଲାଣି ଓଲିଉଡ ଇଣ୍ଡଷ୍ଟ୍ରୀ । ଅଭିନେତା, ଅଭିନେତ୍ରୀ ଓ ନିର୍ଦ୍ଦେଶକଙ୍କ ସମେତ ପ୍ରଯୋଜକ ବି ଫିଲ୍ମ ନିର୍ମାଣ କରିବାକୁ ଅଣ୍ଟା ଭିଡିଲେଣି । ଆଗାମୀ ଦିନରେ ଖୁବଶୀଘ୍ର ନବାଗତ ନାୟକ ଦେବାନନ୍ଦଙ୍କୁ ନେଇ ରିଲିଜ୍ ହେବ ଆକ୍ସନ ଥ୍ରୀଲର ଫିଲ୍ମ…

ଓଡ଼ିଶାର ପୂର୍ବତନ ଡିଜିପି ଏସ.କେ ଚାଟାର୍ଜୀଙ୍କ ଦେହାନ୍ତ

ଭୁବନେଶ୍ୱର: ଓଡିଶାର ପୂର୍ବତନ ଡିଜିପି ଏସ.କେ ଚାଟାର୍ଜୀଙ୍କର ଶନିବାର ରାତିରେ ନୂଆଦିଲ୍ଲୀ ଠାରେ ଦେହାନ୍ତ ହୋଇଛି। ଏନେଇ ଓଡିଶା ଡିଜିପି ଅଭୟ ରବିବାର ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି । https://twitter.com/DGPOdisha/status/1327907631466332160?s=19 ୧୯୬୬ ବ୍ୟାଚର ଏହି…

ଭୁବନେଶ୍ୱରରେ କମୁଛି କରୋନା ପଜିଟିଭ କେସ୍‌

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କମୁଛି କରୋନା । ଧୀରେ ଧରରେ ପଜିଟିଭ ସଂଖ୍ୟା ହ୍ରାସ ପାଉଛି । ଗତ କିଛି ଦିନ ହେବ ରାଜଧାନୀରେ ଶହେ ତଳକୁ କରୋନା ରୋଗୀ ବାହାରୁଛନ୍ତି । ଗତ ୨୪ ଘାଂଟାରେ ୫୭ଟି ନୂଆ ମାମଲା ସାମ୍ନାକୁ ଆସିଛି । ସେଥିମଧ୍ୟରୁ ସଙ୍ଗରୋଧରୁ ୧୧ ଓ ସ୍ଥାନୀୟ ଅଂଚଳରୁ ୪୬ ଜଣ…

ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କୋଠାରେ ଚାଲିଲା ଅତ୍ୟାଧୁନିକ ଏସଏନସିୟୁ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଶିଶୁ ବିଭାଗରେ ଥିବା ସ୍ୱତନ୍ତ୍ର ନବଜାତ ଶିଶୁ ଚିକିତ୍ସା ୟୁନିଟ୍ (ଏସଏନସିୟୁ)କୁ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ (ଏମସିଏଚ୍) କେନ୍ଦ୍ର କୋଠାକୁ ସ୍ଥାନାନ୍ତର କରାଯାଇଛି। ଗତ ଶନିବାର ଦିନ ଏହି ନୂଆ ବ୍ୟବସ୍ଥାର ଉଦଘାଟନ କରିଛନ୍ତି ଜିଲ୍ଲାପାଳ…

ବାନ୍ଧକଳାରେ ବିଜୁ ବାବୁଙ୍କ ଫଟୋ ଚିତ୍ର

ଭୁବନେଶ୍ୱର: ସୁବର୍ଣ୍ଣପୁରର ବାନ୍ଧକଳା ସାରା ବିଶ୍ବରେ ପରିଚିତ ହୋଇପାରିଛି। ଏଠାକାର ବାନ୍ଧକଳା କାରିଗର ବିଭିନ୍ନ ପ୍ରକାର ବାନ୍ଧ ଡିଜାଇନ କରି ଚର୍ଚ୍ଚାରେ ମଧ୍ୟ ଆସିଛନ୍ତି । ନିକଟରେ ହିନ୍ଦୀ ଚଳଚିତ୍ର ଅଭିନେତ୍ରୀ ବିଦ୍ୟା ବାଲାନ ସୋନପୁରରେ ତିଆରି ବାନ୍ଧଶାଢୀ ପିନ୍ଧୀ ଚର୍ଚ୍ଚାରେ…

ପୁରୀ ସମୁଦ୍ରରେ ବୁଡ଼ି ଯୁବକଙ୍କ ମୃତ୍ୟୁ

ପୁରୀ: ପୁରୀ ସମୁଦ୍ରରେ ବୁଡ଼ି ରବିବାର ଦିନ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ କଟକ ଅନ୍ତର୍ଗତ ଜଗତପୁର ଅଞ୍ଚଳର ବିଜେନ୍ଦ୍ର ବାରିକ ବୋଲି ଜଣାପଡିଛି। ସୂଚନାନୁସାରେ, ବିଜେନ୍ଦ୍ର କିଛି ସାଙ୍ଗଙ୍କ ସହ ପୁରୀ ଗସ୍ତରେ ଯାଇଥିଲେ। ସେମାନେ ଦିଗବାରେଣୀ ଛକ ନିକଟ ସମୁଦ୍ରରେ ଗାଧୋଉ…

ରାଜଧାନୀରେ କମିଲା ବାୟୁ ପ୍ରଦୂଷଣ

ଭୁବନେଶ୍ୱର: ରାଜଧନୀ ଭୁବନେଶ୍ୱରରେ କମିଲା ବାୟୁ ପ୍ରଦୂଷଣ । ଦୀପାବଳି ପରେ ଭୁବନେଶ୍ୱରର ବାୟୁ ପ୍ରଦୂଷଣ କମିଛି । ମିଳିଛି ବାଣ ଫୁଟ ବନ୍ଦ ହେବାର ସୁଫଳ । ଲୋକେ ମାନିଛନ୍ତି କଟକଣା । ଫଳରେ ଦୀପାବଳିରେ ରାଜଧାନୀରେ କିଛି ପରିମାଣରେ କମିଛି ପ୍ରଦୂଷଣ ସ୍ତର । ଭୁବନେଶ୍ୱରର ୪ଟି ସ୍ଥାନରେ…

ଅଲୌକିକ ନାଗାର୍ଜୁନ ପରମ୍ପରା

ଦ୍ୱାପର ଯୁଗରେ ଭଗବାନ ଶ୍ରୀକୃଷ୍ଣଙ୍କ ଶିକ୍ଷାଗୁରୁ ସନ୍ଦିପନୀଙ୍କ ପତ୍ନୀଙ୍କୁ ଗୁରୁଦକ୍ଷିଣା ସ୍ୱରୂପ ତାଙ୍କର ମୃତ ପଂଚପୁତ୍ରଙ୍କୁ ଯମପୁରରୁ ଫେରାଇ ଆଣିବା ପାଇଁ ପ୍ରତିଜ୍ଞାବଦ୍ଧ ହୋଇଥିଲେ। ଏଥିପାଇଁ ଶ୍ରୀକୃଷ୍ଣ ଯମପୁରକୁ ଯାଇ ଯମରାଜାଙ୍କୁ ସନ୍ଦିପନୀଙ୍କ ପଂଚପୁତ୍ରଙ୍କର ପ୍ରାଣ ଭିକ୍ଷା…

୧୮ରେ ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରୁ ବିଧାନସଭାରେ ଅନୁଷ୍ଠିତ ହେବ ଶୀତ ଅଧିବେଶନ । ତେବେ ଅଧିବେଶନ ପୂର୍ବରୁ ନଭେମ୍ବର ୧୮ରେ ବିଧାନସଭାରେ ବସିବ ସର୍ବଦଳୀୟ ବୈଠକ । ୧୮ ତାରିଖରେ ସର୍ବଦଳୀୟ ବୈଠକ ଡକାଇଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। ଏହି ବୈଠକ ସକାଳ ୧୧ଟାରେ ବସିବ। ବିଧାନସଭା…