Latest Odisha News

BREAKING NEWS

Browsing Category

ଓଡିଶା

Odisha

ପାଣି ଗରମ କରୁଥିବା ବେଳେ ଚାଲିଗଲା ମା’-ଝିଅଙ୍କ ଜୀବନ

ରାୟଗଡା: ରାୟଗଡା ଜିଲ୍ଲା ପଦ୍ମପୁର ଥାନା ସାଇନଗରରେ ଘଟିଛି ଅଭାବନୀୟ ଘଟଣା । ମା’-ଝିଅଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି । ଘର ଭିତରୁ ଦୁଇ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଉଭୟଙ୍କ ମୃତ୍ୟୁର କାରଣ ଜଣା ପଡ଼ି ନାହିଁ। ତେବେ ପାଣି ଗରମ କରୁଥିବାବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି…

ରୋଗାଗ୍ରସ୍ତ ବାପାକୁ ହତ୍ୟା କଲା ପୁଅ

ବରଗଡ: ବରଗଡ ଜିଲ୍ଲା ଅତାବିରା ଥାନା ଅନ୍ତର୍ଗତ ଜମିଦାର ପଡା ଅଞ୍ଚଳରେ ପକ୍ଷାଘାତରେ ଆକ୍ରାନ୍ତ ଜଣେ ବ୍ୟକ୍ତିଙ୍କୁ ତାଙ୍କ ପୁଅ ହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତକଙ୍କ ନାମ ସଉକିଲାଲ୍ ସେଠ୍ ବୋଲି ସୁତ୍ରରୁ ପ୍ରକାଶ । ପ୍ରାପ୍ତ ସୂଚନାନୁଯାୟୀ, ଗତ ଶୁକ୍ରବାର ସନ୍ଧ୍ୟା ସମୟରେ କୌଣସି…

ବରମୁଣ୍ଡାରୁ ଚୋରି ହେଲା, ବ୍ରହ୍ମପୁରରୁ ମିଳିଲା

ଭୁବନେଶ୍ୱର: ବରମୁଣ୍ଡା ବସ୍‌ଷ୍ଟାଣ୍ଡରୁ ଚୋରି ହେଲା ବସ୍‌, ବ୍ରହ୍ମପୁରୁର ଧରାପଡିଲା । ଗତ ବିଳମ୍ବିତ ରାତିରେ ଦାସ ନାମକ ଏକ ଯାତ୍ରୀବାହୀ ବସ୍ ବରମୁଣ୍ଡା ବସଷ୍ଟାଣ୍ଡରୁ ଚୋରି ହୋଇଥିବା ଅଭିଯୋଗ ହୋଇଥିଲା । ବସ୍ ମାଲିକ କେଦାର ଦାସ ଏନେଇ ଖଣ୍ଡଗିରି ଥାନାରେ ଏତଲା ଦେଇଥିଲେ । ଏହାପରେ…

ଥମୁନି କରୋନା ମୃତ୍ୟୁ, ରାଜ୍ୟରେ ଆଖି ବୁଜିଲେ ଆଉ ୧୭

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂଖ୍ୟା ହେଲେ କମୁନି କରୋନା ମୃତ୍ୟୁ । ପ୍ରତିଦିନ ୧୦ରୁ ଉର୍ଦ୍ଧ୍ୱ ଲୋକଙ୍କ ଜୀବନ ନେଉଛି ପ୍ରାଣଘାତି ଭାଇରସ । ଗତ ୨୪ ଘଂଟାରେ ରାଜ୍ୟରେ ପୁଣି ୧୭ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୨୭ରେ…

ରାଜ୍ୟରେ ୮୦୦ ତଳକୁ ଖସିଲା କରୋନା ପଜିଟିଭ କେସ୍‌

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନାର କୋପ । ଖସୁଛି କରୋନା ଗ୍ରାଫ । ହାରୁଛି କରୋନା ଜିତିଛୁ ଓଡ଼ିଶା । ଗତ ୨୪ ଘଂଟାରେ ରାଜ୍ୟରେ ୮ଶହ ତଳକୁ କରୋନା ପଜିଟିଭ କେସ୍ ଚିହ୍ନଟ ହୋଇଛି । ୩୦ ଜିଲ୍ଲାରୁ ୭୫୩ଟି ନୂଆ ମାମଲା ସାମ୍ନାକୁ ଆସିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୪ଜଣ…

ଦୀପାବଳି ରାତିରେ ଅଟୋକୁ ପିଟିଲା ଟ୍ରକ, ୩ ମୃତ

ବରଗଡ଼: ଅଟୋକୁ ସାମନା ପଟରୁ ଧକ୍କା ଦେଲା ଟ୍ରକ । ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଛି । ବରଗଡ଼ ସହର ସରସରା ଗାଁ ନିକଟରେ ଦୀପାବଳି ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଗତକାଲି ରାତି ପ୍ରାୟ ୧୦ଟା ବେଳେ ଦୁର୍ଘଟଣା ଘଟିଛି । ୩ ଜଣ ଯୁବକ ଗୋଟିଏ ଅଟୋରେ ବରଗଡ଼ରୁ ବରପାଲି…

ଲଜ୍ଜା ! ୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

ବାରିପଦା: ମୟୂରଭଞ୍ଜ ଜିଲ୍ଲାରେ ଲଜ୍ଜା । ଜଣେ ୪ ବର୍ଷର ଶିଶୁ କନ୍ୟାଙ୍କୁ ଦୁଷ୍କର୍ମ ଅଭିଯୋଗ । ବନ୍ଧା ଗେଲେ ଜଣେ ଯୁବକ । ବାରିପଦା ଟାଉନ ଥାନା ଅଞ୍ଚଳରେ ଘଟିଛି ଏପରି ଲଜ୍ଜାଜନକ ଘଟଣା । ଜଙ୍ଗଲକୁ ବୁଲାଇ ନେବା ବାହାନାରେ ଅଭିଯୁକ୍ତ ନାବାଳିକାଙ୍କୁ ସାଙ୍ଗରେ ନେଇଥିଲା । ପରେ ଏକୁଟିଆ ପାଇ…

ଓଡ଼ିଶାର ପ୍ରସିଦ୍ଧ ଲୋକ କଳା ‘ଭାରତ ଲୀଳା’ ସମ୍ପର୍କରେ ଜାଣନ୍ତୁ…

ଭୁବନେଶ୍ୱର: ଓଡ଼ିଶାର ଲୋକ କଳା ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଆମ ରାଜ୍ୟର ଲୋକକଳା ବିବିଧ ଏବଂ…

ଅସହାୟ କଳ୍ପନାଙ୍କୁ ପରିହାସ କରୁଛି ମାଳ ମାଳ ସରକାରୀ ଯୋଜନା

ଯାଜପୁର: ଏ ହେଉଛି ଏମିତି ଏକ ପରିବାର, ଯେଉଁ ପରିବାର କଥା କହିଲେ ଯେ କୌଣସି ବ୍ୟକ୍ତିର ଆଖିରୁ ଆପେ ଆପେ ଲୁହ ଝରି ଆସିବ। ହେଉଛି ଯାଜପୁର ଜିଲ୍ଲା ଦାନଗଦୀ ବ୍ଲକ ନୀଳମଣିଦେଇପୁର ଶାସନ ଗାଁର କଳ୍ପନା ଖଟ୍ଟୁଆଙ୍କ ପରିବାରର କରୁଣ କାହାଣୀ। ଯକ୍ଷ୍ମା ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସା ଅଭାବରୁ…

ଦୁଷ୍କର୍ମ ପରେ ବ୍ଲାକମେଲିଂ ଅଭିଯୋଗ; ବନ୍ଧା ହେଲେ ଅଭିଯୁକ୍ତ

ଅନୁଗୁଳ: ଅନୁଗୁଳ ଜିଲ୍ଲାର ଜଣେ ମହିଳାଙ୍କୁ ଦୁଷ୍କର୍ମ ପରେ ବ୍ଲାକମେଲିଂ କରିବା ଅଭିଯୋଗରେ ଅନୁଗୁଳ ଥାନା ପୁଲିସ୍ ଜଣେ ଟେଲର ମାଷ୍ଟରକୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣଙ୍କ ହେଉଛନ୍ତି ଅନୁଗୁଳ ଥାନା ଇଲାକା ଶାବଳ ଭଙ୍ଗା ଗ୍ରାମ ମାଣପୁର ସାହିର ଟୁକୁନା ସାହୁ। ପ୍ରାପ୍ତ ସୂଚନାନୁସାରେ,…