Latest Odisha News

BREAKING NEWS

Browsing Category

ଓଡିଶା

Odisha

୧୨ ମାସ ଶିଶୁର ଶ୍ୱାସନଳୀରୁ ବାହାରିଲା ଆତ ମଞ୍ଜି

ଭୁବନେଶ୍ୱର: ଜଣେ ୧୨ ମାସର ଶିଶୁର ଶ୍ୱାସନଳୀରୁ ଏଣ୍ଡୋସ୍କୋପିକ୍ ପଦ୍ଧତିରେ ବାହାର କରାଯାଇଛି ଆତ ମଞ୍ଜି । ଏହି ମଞ୍ଜି ଅଟକିଥିବା ଯୋଗୁଁ  ଶିଶୁର ଜୀବନ ସଙ୍କଟାପନ୍ନ ହୋଇପଡିଥିଲା। ସମ୍ ଅଲ୍ଟିମେଟ୍ ମେଡିକେୟାର ସର୍ଜନଙ୍କ ଦ୍ୱାରା ସଫଳତାର ସହ ଏହି ଜଟିଳ ଅସ୍ତ୍ରୋପଚାର ସମ୍ପାଦିତ ହୋଇଛି।…

କଟକରେ ୪୬.୩୯ % ଲୋକଙ୍କ ଦେହରେ ଆଣ୍ଟିବଡି

କଟକ: ଧୀରେ ଧୀରେ ରାଜ୍ୟରେ କମୁଛି କରୋନା । ଏଥିସହ ସୁସ୍ଥ ହାର ମଧ୍ୟ ବଢ଼ିଚାଲିଛି । ଏଥିସହ ଲୋକଙ୍କ ଦେହରେ ବିକଶିତ ହେଉଛି ଆଂଟିବଡି । କଟକ ସହରରେ ୪୬.୩୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡି ବିକଶତି ହୋଇଛି। ଆର୍‌ଏମ୍‌ଆର୍‌ସି ପକ୍ଷରୁ କରାଯାଇଥିବା ସେରୋ ସର୍ଭେ ରିପୋର୍ଟରୁ ଏଭଳି ତଥ୍ୟ…

୬ ମାସ ମଧ୍ୟରେ ହେବ ପୌର ନିର୍ବାଚନ !

ଭୁବନେଶ୍ୱର: ପୌର ନିର୍ବାଚନକୁ ନେଇ ୨ ବର୍ଷ ହେବ ଲାଗି ରହିଛି ଅଚଳାବସ୍ଥା । ଏହାରି ଭିତରେ କେବେ ହେବ ପୌର ନିର୍ବାଚନ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଗଲାଣି। ଦୀର୍ଘ ୩ ବର୍ଷ ଧରି ପୌର ନିର୍ବାଚନ ହୋଇନଥିବା ବେଳେ ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ରନାଥ ସାହୁ ଆଜି ଏନେଇ ସୂଚନା…

ଭୁବନେଶ୍ୱରରେ ଖସୁଛି କରୋନା ସକ୍ରିୟ ମାମଲା; ୬୯ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୬୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)। ଆକ୍ରାନ୍ତଙ୍କ ମଧ୍ୟରେ ୧୬ ଜଣ କ୍ୱାରେଣ୍ଟାଇନ୍ ଏବଂ…

ରାଉରକେଲାରେ ଏ ବର୍ଷ ଛଟ୍ ପୂଜା ମନା

ରାଉରକେଲା: ଏ ବର୍ଷ ରାଉରକେଲାରେ ହେବନି ଛଟ୍ ପୂଜା । ଏଥିସହ ନଭେମ୍ବର ୩୦ ଯାଏଁ ରାଉରକେଲା ସହରରେ କୌଣସି ପୂଜା ହେବ ନାହିଁ । କରୋନା ଯୋଗୁଁ ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି । ଏହାଛଡ଼ା ନଭେମ୍ବର ୩୦ ତାରିଖ ଯାଏଁ ରାଉରକେଲା ସହରରେ କୌଣସି ପୂଜା ହେବ ନାହିଁ। ଛଟ୍‌ ପୂଜା ପରି ଦୀପାବଳି,…

ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପୟା ଶ୍ରାଦ୍ଧ ମନା

ପୁରୀ: ଏଥର ଶ୍ରୀମନ୍ଦିର ସିଂହଦ୍ୱାର ଆଗରେ ପିଣ୍ଡଦାନ କରିପାରିବେନି ସାଧାରଣ ଲୋକ । ଚଳିତ ବର୍ଷ କରୋନା ପାଇଁ ସିଂହଦ୍ୱାର ସମ୍ମୁଖରେ ପୟା ଶ୍ରାଦ୍ଧ ତଥା ପିଣ୍ଡ ଦାନ କରିବାକୁ ମନା ହୋଇଛି। ପୟା ଶ୍ରାଦ୍ଧ କ’ଣ? ଘରେ ରହି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପୟାଶ୍ରାଦ୍ଧ କରିବାକୁ ଲୋକମାନଙ୍କୁ…

ରାଉରକେଲା ବାସୀଙ୍କ ଲାଗି ପ୍ରସ୍ତୁତ ହେଉଛି ରାଉରକେଲା ୱାନ୍ ପ୍ରକଳ୍ପ

ରାଉରକେଲା: ରାଉରକେଲା ସ୍ମାର୍ଟ ସିଟି ଅଧିନରେ ଏବେ ବିଭିନ୍ନ ପ୍ରକଳ୍ପ ଜୋରସୋରରେ ଚାଲିଛି। ତନ୍ମଧ୍ୟରୁ ମୁଖ୍ୟ ପ୍ରକଳ୍ପ ହେଲା ରାଉରକେଲା ୱାନ୍ ପ୍ରକଳ୍ପ। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବା ଦ୍ୱାରା ସହରବାସୀଙ୍କୁ ବିବିଦ୍ଧ ସୁବିଧା ଗୋଟିଏ ସ୍ଥାନରେ ମିଳିପାରିବ। ଏହି ପ୍ରକଳ୍ପ ବର୍ତ୍ତମାନ…

ଅଙ୍ଗାରଗାଁରେ ‘ମୋ ଗାଁରେ ତହସିଲ କାର୍ଯ୍ୟକ୍ରମ’ ଆୟୋଜିତ

ବେଗୁନିଆପଡା: ଗଞ୍ଜାମ ଜିଲ୍ଲା କୋଦଳା ତହସିଲ ଅନ୍ତର୍ଗତ ଅଙ୍ଗାରଗାଁ ପଞ୍ଚାୟତ କାର୍ଯ୍ୟାଳୟରେ 'ମୋ ଗାଁରେ ତହସିଲ' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ତହସିଲଦାର ଅବନୀ କୁମାର ସାହୁ, ଅତିରିକ୍ତ ତହସିଲଦାର ଅଶୋକ କୁମାର ତ୍ରିପାଠୀ, ସୁପରଭାଇଜର ବିଶ୍ୱନାଥ ବେହେରା ପ୍ରମୁଖ ଯୋଗ ଦେଇ…

ମାଲକାନଗିରିରୁ ବିପୁଳ ମାଓ ସାମଗ୍ରୀ ଜବତ

ମାଲକାନଗିରି: ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଅଣ୍ଡରାପାଲି ନିକଟ ଜଙ୍ଗଲରୁ ବିପୁଳ ମାଓ ସାମଗ୍ରୀ ଜବତ କରାଯାଇଛି। ମାଲକାନଗିରି ଏସପି ଋଷିକେଶ ଖିଲାରିଙ୍କ ସୂଚନା ଅନୁଯାୟୀ, ଉକ୍ତ ଜଙ୍ଗଲରେ ମାଓବାଦୀଙ୍କ ଗତିବିଧି ନେଇ ଖବର ମିଳିବା ପରେ ବିଏସ୍‌ଏଫ୍‌, ଡିଭିଏଫ, ଏସଓଜି…

ମହଙ୍ଗା ପଡିଲା ମିଛ ମାମଲା, ୫ ଲକ୍ଷ ଗଣିବେ ଥାନା ଅଧିକାରୀ

ଭୁବନେଶ୍ୱର: ମହଙ୍ଗା ପଡିଲା ମିଛ ମାମଲା । ଜୀବିତ ନାବାଳକଙ୍କୁ ହତ୍ୟା କରାଯାଇଥିବା ଦର୍ଶାଇ ୨ ଜଣଙ୍କୁ ଜେଲ୍ ପଠାଇଥିବା ମାମଲାରେ ପୋଲିସକୁ ମହଙ୍ଗା ପଡିଛି । ଏହି ମାମଲାରେ ଏବେ ଥାନା ଅଧିକାରୀଙ୍କୁ ୫ ଲକ୍ଷ ଟଙ୍କା ଦେବାକୁ ରାଜ୍ୟ ମାନବାଧିକାର କମିଶନ ନିର୍ଦ୍ଦେଶ ଦେଇଛନ୍ତି ।…