Latest Odisha News

BREAKING NEWS

Browsing Category

ଓଡିଶା

Odisha

ବ୍ରିଜ ଉପରେ ଦୁଇ ଭାଗ ହୋଇଗଲା ମାଲବାହୀ ଟ୍ରେନ୍

କୋରାପୁଟ: ମଝିରୁ ଅଲଗା ହୋଇଗଲା ଚଳନ୍ତା ମାଲବାହୀ ଟ୍ରେନ୍ । କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ଷ୍ଟେସନରୁ କିଛି କିଲୋମିଟର ଦୂରରେ ମାଲବାହୀ ଟ୍ରେନ୍ ଦୁଇ ଭାଗ ହୋଇଗଲା । ଟ୍ରେନର ପଛ ଭାଗ ବ୍ରିଜ୍ ଉପରେ ରହିଯାଇଥିଲା । ଗାର୍ଡଙ୍କଠାରୁ ସୂଚନା ପାଇ ସଙ୍ଗେ ସଙ୍ଗେ ଟ୍ରେନ୍କୁ ଅଟକାଇଥିଲେ ଲୋକୋ…

୬ ଦିନ ପରେ ଘରକୁ ଫେରିଲେ ଅପହୃତ ବ୍ୟବସାୟୀ ପ୍ରଦୀପ କୁଣ୍ଡୁ

ରାଉରକେଲା: ଘରକୁ ଫେରିଲେ ନିଖୋଜ ବ୍ୟବସାୟୀ । ଦୀର୍ଘ ୬ ଦିନ ପରେ ସୁନ୍ଦରଗଡ ଜିଲ୍ଲା ବୀରମିତ୍ରପୁରର ଯୁବ ବ୍ୟବସାୟୀ ପ୍ରଦୀପ କୁଣ୍ଡୁ ଘରକୁ ଫେରିଛନ୍ତି । ଗତକାଲି ରାତିରେ ରହସ୍ୟଜନକ ଭାବେ ସେ ଘରକୁ ଫେରିଥିବା ସୂଚନା ମିଳିଛି। ଏନେଇ ସୁନ୍ଦରଗଡ଼ ଏସ୍‌ପି ସାଗରିକା ନାଥ ସ୍ପଷ୍ଟ କରିଥିବା ବେଳେ…

ଉପନିର୍ବାଚନ ବିଜୟ ପରେ ବିଜେଡି କର୍ମକର୍ତ୍ତାଙ୍କୁ ସମ୍ବୋଧିତ କରିବେ ନବୀନ

ଭୁବନେଶ୍ୱର: ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନରେ ବାଜି ମାରିଛି ବିଜେଡି । ସଫଳତା ପରେ ଦଳୀୟ କର୍ମୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତିର୍ତ୍ତୋଲ ଓ ବାଲେଶ୍ୱର ନିର୍ବାଚନମଣ୍ଡଳୀର ଦଳୀୟ କର୍ମକର୍ତ୍ତାଙ୍କୁ ଆଜି ସମ୍ବୋଧିତ କରିବେ । ସନ୍ଧ୍ୟା ୬ଟାରେ ତିର୍ତ୍ତୋଲର…

ଉଲଗ୍ନ ହୋଇ ଥାନା ସାମ୍ନାରେ ମହିଳାଙ୍କ ଉନ୍ମତ୍ତକାଣ୍ଡ

ପାଲଲହଡା: ଅନୁଗୁଳ ଜିଲ୍ଲା ପାଲଲହଡା ଅଞ୍ଚଳସ୍ଥିତ ଏକ ଥାନା ସମ୍ମୁଖରେ ଜଣେ ମହିଳାଙ୍କ ଉଲଗ୍ନ ହୋଇ ଲୋକଙ୍କୁ ମାରପିଟ ସହ ରାସ୍ତା ଅବରୋଧ କରିଥିବା ଜଣାପଡିଛି। ସୂଚନା ଅନୁସାରେ ଆଜି ସକାଳ ପ୍ରାୟ ୮ଟା ସମୟରେ ଜଣେ ମହିଳା ଥାନା ସମୁଖରେ ପହଞ୍ଚିଥିଲେ। ପରେ କୌଣସି କାରଣ ବଶତଃ ସେ ହଠାତ୍…

ପୋଲିସ ହେପାଜତରୁ ଅଭିଯୁକ୍ତ ଚମ୍ପଟ

କଟକ: ପୋଲିସ ହେପାଜତରୁ ଅଭିଯୁକ୍ତ ଫେରାର । କଟକ ସଦର ଥାନା ପୋଲିସ ହେପାଜତରୁ ଅଭିଯୁକ୍ତ ଚମ୍ପଟ ମାରିଛି । ଫେରାର ଅଭିଯୁକ୍ତ ଜଣକ ହେଲେ ଯୁଗା ଖାଁ । ପେଷାଦାର ଅପରାଧୀ ଭାବେ ବୁଧବାର ଯୁଗା ଖାଁକୁ ପୋଲିସ ଉଠାଇ ଆଣିଥିଲା । ବିଳମ୍ବିତ ରାତିରେ ଡ୍ୟୁଟି କରୁଥିବା କନେଷ୍ଟବଳଙ୍କୁ ଧକ୍କା ଦେଇ…

ଭୁବନେଶ୍ୱରର ବରିଷ୍ଠ କିରାଣୀଙ୍କ ଘରେ ଭିଜିଲାନ୍ସ ରେଡ୍‌

ଭୁବନେଶ୍ୱର: ଭୁବନେଶ୍ୱର ସବ କଲେକ୍ଟର ଅଫିସର ବରିଷ୍ଠ କିରାଣୀଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ କିରାଣୀ ଉଦୟନାଥ ଜେନାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ସୁନ୍ଦରପଦାର ଘର, ଭୁବନେଶ୍ୱର ଅଫିସ ଏବଂ କେନ୍ଦ୍ରାପଡା ରାଜନଗର ପୈତୃକ ଘରେ ରେଡ୍ କରିଛି ଭିଜିଲାନ୍ସ…

ପାଟଣାଗଡ ଗଣହତ୍ୟା ପଛରେ ପୂର୍ବ ଶତ୍ରୁତା ! ୨ ଜଣଙ୍କୁ ଅଟକ ରଖି ପୋଲିସର ପଚରାଉଚରା

ବଲାଙ୍ଗିର: ବଲାଙ୍ଗିର ପାଟଣାଗଡର ଗୋଟିଏ ପରବାରର ୬ ଜଣଙ୍କୁ ନିର୍ମମ ହତ୍ୟା ଘଟଣାରେ ପୋଲିସ ମିଳିଛୁ ନୂଆ ନୂଆ ଖିଅ । ଏହି ଘଟଣାରେ ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି । ସେପଟେ ମୃତକଙ୍କ ଆଉ ୩ ପୁଅ ଗାଁରେ ପହଂଚିଛନ୍ତି । ୩ ପୁଅଙ୍କୁ ମଧ୍ୟ ପୋଲିସ ପଚରାଉଚରା କରୁଛି । ଅଟକ…

ରାଜ୍ୟରେ ଆଖି ବୁଜିଲେ ଆଉ ୧୪ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ହେଲେ କରୋନା ଜନିତ ମୃତ୍ୟୁ ସଂଖ୍ୟା କିନ୍ତୁ କମୁନି । ବଢ଼ି ଚାଲିଛି କରୋନାରେ ପ୍ରାଣ ହରାଉଥିବା ମୃତକଙ୍କ ସଂଖ୍ୟା । ଗତ ୨୪ ଘଂଟାରେ ପୁଣି ଥରେ ରାଜ୍ୟରେ ଆଉ ୧୪ କରୋନା ରୋଗୀଙ୍କ ଜୀବନ ଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍…

ରାଜ୍ୟରେ ଖସୁଛି କରୋନା ଟ୍ରେଣ୍ଡ: ୨୪ ଘଣ୍ଟାରେ ହଜାରେରୁ କମ୍ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଧୀର ଧୀରେ ରାଜ୍ୟରେ କମୁଛି କରୋନା କାୟା । ଖସୁଛି ଦୈନିକ ପଜିଟିଭି କେସ୍ । ଆକ୍ଟିଭ କେସ୍ କମୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ପୁଣି ହଜାରେରୁ କମ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତ ହୋଇଛନ୍ତି ଆଉ ୯୮୬ ଜଣ । କ୍ୱାରେଣ୍ଟାଇନରୁ ୫୭୨ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି…

ଅଜଣା ଗାଡ଼ି ଧକ୍କାରେ ମାଆ ଓ ପୁଅ ମୃତ, ବାପା ଗୁରୁତର

ବାଲେଶ୍ୱର: ଅଜଣା ଗାଡି ଧକ୍କାରେ ମାଆ ଓ ପୁଅଙ୍କ ମୃତ୍ୟୁ । ବାପା ଗୁରୁତର ହୋଇଛନ୍ତି । ବାଲେଶ୍ୱର ଜିଲ୍ଲା ୧୬ ନମ୍ୱର ଜାତୀୟ ରାଜପଥର ଖନ୍ତପଡ଼ା ଅନ୍ତର୍ଗତ ଓଳିଆପାଟଣା ପେଟ୍ରୋଲ ପମ୍ପ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ସ୍କୁଟିକୁ ଅଜଣା ଗାଡ଼ି ଧକ୍କା ଦେଇ ପଳାଇ ଯାଇଛି ।…