Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ମାମଲା: ଓଟିଭି ଏମ୍‌ଡିଙ୍କ ସମେତ ୪ଜଣଙ୍କୁ ନୋଟିସ

ଭୁବନେଶ୍ୱର: ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ମାମଲାରେ ଓଟିଭି ଏମ୍‌ଡି ଜଗି ମଙ୍ଗତ ପଣ୍ଡାଙ୍କୁ ନୋଟିସ । ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ତାଙ୍କୁ ନୋଟିସ ଜାରି କରିଛନ୍ତି । ଏଥିସହ କ୍ରାଇମବ୍ରାଞ୍ଚ ତଦନ୍ତକାରୀ ଅଫିସର, ଅଭିଯୋଗକାରିଣୀ ଓ ଭୁବନେଶ୍ୱର ଡିସିପିଙ୍କୁ ମଧ୍ୟ ନୋଟିସ ଜାରି…

ବାଲେଶ୍ୱର ଉପନିର୍ବାଚନ: କେତେ ଖଣ୍ଡ ଭୋଟ ପାଇଛନ୍ତି ବେଣୁ ମଉସା?

ବାଲେଶ୍ୱର: ମଙ୍ଗଳବାର ରାଜ୍ୟର ଦୁଇଟି ଉପନିର୍ବାଚନରେ ଭୋଟ ଗଣତି ଚାଲିଛି । ଉଭୟ ଆସନରେ ଆଗରେ ରହିଛି ବିଜେଡି । ତେବେ ନିର୍ବାଚନୀ ବେଳେ ଚର୍ଚ୍ଚାରେ ରହିଥିବା ସ୍ୱାଧିନ ପ୍ରାର୍ଥୀ ବେଣୁଧର ବାରିକ ଓରଫ ବେଣୁ ମେଉସା କେତେ ପାଇଛନ୍ତି ଭୋଟ । ଏ ସମ୍ପର୍କରେ ଜାଣିବା ପାଇଁ ତାଙ୍କ ସମର୍ଥକଙ୍କ…

ଭୁବନେଶ୍ୱରରେ କମୁଛି ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୬୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ଆକ୍ରାନ୍ତଙ୍କ ମଧ୍ୟରେ ୧୫ ଜଣ କ୍ୱାରେଣ୍ଟାଇନ୍ ଏବଂ…

ରାଉଣ୍ଡ-୧୪: ତିର୍ତ୍ତୋଲରେ ବିଜେଡି ପ୍ରାର୍ଥୀ ଶଙ୍କର ଦାସ ଆଗୁଆ

ତିର୍ତ୍ତୋଲ: ତିର୍ତ୍ତୋଲ ବିଧାନସଭାରେ ଆଗରେ ରହିଛି ବିଜେଡି । ୧୪ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୨୦୯୪୬ ଭୋଟରେ ଆଗୁଆ ରହିଥିବା ଜଣାଯାଇଛି। ଏହି ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କରଙ୍କୁ ମୋଟ୍ ୪୬୯୩୧ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ…

ସନ୍ଧ୍ୟା ସୁଦ୍ଧା ବାହାରିବ ଉପନିର୍ବାଚନ ଫଳାଫଳ

ଭୁବନେଶ୍ୱର: ବାଲେଶ୍ୱର ଓ ତିର୍ତ୍ତୋଲ ପାଇଁ ଆଗେଇ ଚାଲିଛି ଭୋଟ ଗଣତି । ସନ୍ଧ୍ୟା ସୁଦ୍ଧା ସରିଗ ଗଣତି ଏବଂ ବହାରିବ ଫଳାଫଳ । ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ତିର୍ତ୍ତୋଲରେ ୧୨ ରାଉଣ୍ଡ ଓ ବାଲେଶ୍ୱରରେ ୧୨ ରାଉଣ୍ଡ…

ଗିରଫ ହେଲେ ପୂର୍ବତନ କର୍ପୋରେଟର ରଞ୍ଜିତା ବିଶ୍ୱାଳ

କଟକ: ଦାଦାବଟି ମାଗିବା ଅଭିଯୋଗରେ ଗିରଫ ହେଲେ ପୂର୍ବତନ କର୍ପୋରେଟର ରଂଜିତା ବିଶ୍ୱାଳ । ରଂଜିତାଙ୍କ ସମେତ ୩ ଜଣଙ୍କୁ ପୋଲିସ ଗିରଫ କରିଛି । ଜଣେ ବ୍ୟବସାୟୀଙ୍କୁ ଏମାନେ ଦାଦାବଟି ମାଗୁଥିଲେ । ଏନେଇ ବ୍ୟବସାୟୀ ଜଣକ ଥାନାର ଦ୍ୱାରସ୍ଥ ହୋଇଥିଲେ । ଏହାପରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ…

ଦୁଲେ ରାପରଙ୍କ ସ୍ବପ୍ନ ପୂରା କଲେ ପ୍ରେମ ଆନନ୍ଦ

ଭୁବନେଶ୍ୱର: ଦୁଲେ ରାପରଙ୍କ ସ୍ବପ୍ନ ପୂରା କରିବାକୁ ଯାଉଛନ୍ତି ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ। ନଭେମ୍ବର ୧୧ ତାରିଖରେ ଭୁବନେଶ୍ୱରରେ ଗୀତ ରେକର୍ଡ଼ିଂ ହେବ ବୋଲି ସୂଚନା ମିଳିଛି। ୟୁଟ୍ୟୁବ ସେନ୍ସେସନ ତଥା ଖପର ଘରର ରାପର ଭାବେ ପରିଚିତ କଳାହାଣ୍ଡିର ଦୁଲେଶ୍ଵର ତାଣ୍ଡି…

ରୁପାରେ ଝଲସିବ ଶ୍ରୀମନ୍ଦିରର ୮ଟି ଦ୍ୱାର, ଡିଜାଇନ ଅନୁଧ୍ୟାନ କଲେ ଟିମ୍

ପୁରୀ: ରୁପାରେ ଝଲସିବ ଶ୍ରୀମନ୍ଦିରର ୮ଟି ଦ୍ୱାର । ତେବେ କେଉଁ ଡିଜାଇନରେ ତିଆରି ହେବ କବାଟ ସେ ନେଇ ଚୂଡାନ୍ତ ନିଷ୍ପତ୍ତି ହୋଇନାହିଁ । ଆଜି ଶ୍ରୀମନ୍ଦିରର ସ୍ୱତନ୍ତ୍ର କମିଟିର ୧୦ ଜଣିଆ ଟିମ୍ ଶିଳ୍ପୀ ଗ୍ରାମ ରଘୁରାଜପୁର ଯାଇ ବିଭିନ୍ନ ଡିଜାଇନ୍ ଅନୁଧ୍ୟାନ କରିଛନ୍ତି । ବିଭିନ୍ନ ଚିତ୍ରକଳା…

କୋଭିଡ-୧୯ ଗାଇଡଲାଇନ ମଧ୍ୟରେ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୨୦ରୁ ଆରମ୍ଭ ହେବାକୁ ଥିବା ଓଡିଶା ବିଧାନସଭାର ଶୀତକାଳୀନ ଅଧିବେଶନ କୋଭିଡ-୧୯ ଗାଇଡଲାଇନ ମଧ୍ୟରେ ଅନୁଷ୍ଠିତ ହେବ। ଏସମ୍ପର୍କରେ ମଙ୍ଗଳବାର ଦିନ ଗଣମାଧ୍ୟମକୁ ସୂଚନା ଦେଇ ଓଡ଼ିଶା ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି ଯେ କୋଭିଡ-୧୯…

ଦ୍ୱାଦଶ ରାଉଣ୍ଡ ଗଣତି ଶେଷ, ବାଲେଶ୍ୱର ସଦରରେ ବିଜେଡି ପ୍ରାର୍ଥୀ ଆଗୁଆ

ବାଲେଶ୍ୱର: ବାଲେଶ୍ୱରରେ ଦ୍ୱାଦଶ ରାଉଣ୍ଡ ଗଣତି ସରିଛି । ଏହି ରାଉଣ୍ଡରେ ମଧ୍ୟ ବିଜେଡି ତାର ଦବ୍ଦବା ବଜାୟ ରଖିଛି । ଦଶମ ରାଉଣ୍ଡରେ ବିଜେଡି ୭୪୪, ଏକାଦଶ ରାଉଣ୍ଡରେ ୧୭୧ ଏବଂ ଦ୍ୱାଦଶ ରାଉଣ୍ଡରେ ୬୨୪  ଭୋଟରେ ଆଗରେ ରହିଛି। ଏଯାବତ୍ ବିଜେଡି ସର୍ବମୋଟ୍ ୫୭୧୩ ଭୋଟରେ ବିଜେପିଠାରୁ ଆଗୁଆ…