Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏବେ ଛୁଟି ଦିନ ଓ ରବିବାର ହେବ ଚାଷୀ ପଞ୍ଜୀକରଣ

ଭୁବନେଶ୍ବର: ଛୁଟି ଦିନ ଓ ରବିବାର ହେବ ଚାଷୀ ପଞ୍ଜୀକରଣ । ଏ ନେଇ ସମବାୟ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।ଟାର୍ଗେଟ୍ ପୂରଣ ହୋଇପାରୁନଥିବାରୁ ଚିନ୍ତା ପ୍ରକାଶ କରୁଛି ସମବାୟ ବିଭାଗ । ସକାଳ ୮ରୁ ରାତି ୮ଟା ଯାଏଁ ଚାଷୀ ମାନଙ୍କର ପଞ୍ଜିକରଣ କରାଯିବ । ଅଗଷ୍ଟ ୨୦ ତାରିଖରେ ଖରିଫ…

୨୦୨୭ ସୁଦ୍ଧା ପଞ୍ଚାୟତଗୁଡ଼ିକର ହେବ ପୁନର୍ଗଠନ: ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ସରକାର ସ୍ଥାନୀୟ ଶାସନକୁ ସୁଦୃଢ଼ କରିବା ପାଇଁ ୨୦୨୭ ପୂର୍ବରୁ ରାଜ୍ୟବ୍ୟାପୀ ପଞ୍ଚାୟତଗୁଡ଼ିକର ପୁନର୍ଗଠନ ଏବଂ ୨୦୨୯ ସୁଦ୍ଧା ବ୍ଲକଗୁଡ଼ିକର ପୁନର୍ଗଠନ କରିବାକୁ ଯୋଜନା କରିଛନ୍ତି। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ କହିଛନ୍ତି ଯେ ପରବର୍ତ୍ତୀ ପଞ୍ଚାୟତ…

ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ମାମଲାର ଖୋଲିଲା ଗୁମର; ଡ୍ରାଇଭର ଜରିଆରେ କଟକରୁ ନୟାଗଡ଼କୁ ନେଇଥିଲେ ପ୍ରଶ୍ନପତ୍ର

କଟକ: ଓଟିଇଟି ପ୍ରଶ୍ନପତ୍ର କେଳେଙ୍କାରୀର ଖୋଲିଲା ବଡ଼ ଗୁମର । କଟକରୁ ପ୍ରଶ୍ନପତ୍ର ଚୋରି ହେବା ପରେ ଜଣେ ଡ୍ରାଇଭରଙ୍କ ଜରିଆରେ ନୟାଗଡ଼ ପଠା ଯାଇଥିଲା । ରିମାଣ୍ଡରେ ଆସିଥିବା ବୋର୍ଡର ଡାଟା ଏଣ୍ଟ୍ରି ଅପରେଟର ଜିତନ ମହାରଣା ଓ ଶିକ୍ଷକ ନେତା ବିଜୟ ମିଶ୍ର ମାନିଛନ୍ତି ଦୋଷ । ସୂଚନାଥାଉକି,…

୭ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ୍‌ରେ ଅନୁମୋଦନ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ୨୪ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣ ମାଧ୍ୟମକୁ ସୂଚନା ଦେଇଛନ୍ତି।…

ଲୋଭ ସାମାଜିକ ମୂଲ୍ୟବୋଧ ହ୍ରାସର ମୂଳ କାରଣ: ଜଷ୍ଟିସ୍‍ ଏନଏସ୍ ହେଗଡେ

ଭୁବନେଶ୍ୱର: ବର୍ତ୍ତମାନ ଯୁଗରେ ଲୋଭ ହିଁ ସାମାଜିକ ମୂଲ୍ୟବୋଧର ହ୍ରାସର ମୂଳ କାରଣ। ଏନେଇ ସ୍ୱନାମଧନ୍ୟ ଆଇନଜ୍ଞ, ସର୍ବୋଚ୍ଚ ନ୍ୟାୟାଳୟର ପୂର୍ବତନ ବିଚାରପତି ତଥା କର୍ଣ୍ଣାଟକ ପ୍ରାକ୍ତନ ଲୋକାୟୁକ୍ତ ଜଷ୍ଟିସ୍‍ ଏନ୍‍ ସନ୍ତୋଷ ହେଗଡେ କହିଛନ୍ତି। ଦୁଇ ଦିନିଆ କିଟ୍‍ ଓ କିସ୍‍ ପରିଦର୍ଶନରେ…

‘ଏମ୍‌.ଏଲ.ଏ ଲ୍ୟାଡ ୱେବ୍ ପୋର୍ଟାଲ’ର ଶୁଭାରମ୍ଭ; ପ୍ରକଳ୍ପର ବାସ୍ତବ ସ୍ଥିତି ସମ୍ପର୍କରେ ହେବେ ଅବଗତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ‘ଏମ.ଏଲ.ଏ ଲ୍ୟାଡ଼’ ଓ ‘ସିଏମ୍-ଏସ୍.ଏ’ ର ସରଳୀକୃତ ଗାଇଡଲାଇନ ଉନ୍ମୋଚିତ କରିବା ସହିତ ଏମ.ଏଲ.ଏ ଲ୍ୟାଡ ୱେବ୍ ପୋର୍ଟାଲର (https://mlalads.odisha.gov.in) ମଧ୍ୟ ଶୁଭାରମ୍ଭ କରିଛନ୍ତି। ଆଜି କ୍ୟାବିନେଟ୍ ବୈଠକ ଆରମ୍ଭ…

ଥାନା ପରିସରରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ, ଏତଲା ଦେବାକୁ ଯାଇ ଖାଇଲେ ନିର୍ଧୁମ୍ ମାଡ଼

ଜଗତସିଂହପୁର: ବନ୍ଦର ମେରାଇନ୍ ଥାନାରେ ଥାର୍ଡ ଡିଗ୍ରୀ ଅଭିଯୋଗ। ଏତଲା ଦେବାକୁ ଯାଇଥିବା ଯୁବକଙ୍କୁ ଥାନାଧିକାରୀ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଗାଳି ଗୁଳଜ ସହିତ ବିଧା, ଗୋଇଠା, ଧକ୍କା ମାରିବା ଅଭିଯୋଗ ହୋଇଛି। ଅଭିଯୋଗ କଲେ ମାଡ଼ ଖାଇଥିବା ବ୍ୟକ୍ତିଙ୍କ ଝିଆରୀ। ମାଡ଼ ମାରିବା ସହ…

ଅମଲା ସଂଘର ସମୂହ ଛୁଟି ପ୍ରସଙ୍ଗ;’ଆନ୍ଦୋଳନରୁ ନ ଓହରିଲେ ଆବଶ୍ୟକୀୟ ପଦକ୍ଷେପ ନିଆଯିବ’

ଭୁବନେଶ୍ବର: ଓଡ଼ିଶା ରାଜସ୍ବ ଅମଲା ସଂଘକୁ ଆନ୍ଦୋଳନରୁ ଓହରିବାକୁ ରାଜସ୍ବ ମନ୍ତ୍ରୀଙ୍କ ଅପିଲ୍‌ । ଆନ୍ଦୋଳନରୁ ନ ଓହରିଲେ ଆବଶ୍ୟକୀୟ ପଦକ୍ଷେପ ନିଆଯିବ କହିଛନ୍ତି । ବିନା ସ୍ବୀକୃତିରେ ଛୁଟିରେ ରହିଲେ ଦରମା ବନ୍ଦ ହେବ । ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି,କ୍ୟାଡର ପୁନର୍ଗଠନ କଥା…

ଜନ୍ମ ପ୍ରମାଣପତ୍ର ପ୍ରଦାନ ପାଇଁ ଲାଞ୍ଚ ଦାବି; ବନ୍ଧା ହେଲେ ସ୍ୱାସ୍ଥ୍ୟ କର୍ମୀ 

ଭୁବନେଶ୍ୱର: ରାୟଗଡ଼ା ଜିଲ୍ଲାର ମୁନିଗୁଡ଼ାରେ ଜଣେ ବ୍ୟକ୍ତିଙ୍କ ପୁଅର ଜନ୍ମ ପ୍ରମାଣପତ୍ର ପ୍ରଦାନ ପାଇଁ ଲାଞ୍ଚ ଦାବି କରି ଫସିଲେ ଅଧିକାରୀ। ବୁଧବାର ଦିନ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଜଣେ ପୁରୁଷ ସ୍ୱାସ୍ଥ୍ୟ କର୍ମୀ (ଏମଏଚଡବ୍ଲୁ) ଏବଂ କିରାଣୀଙ୍କୁ ଗିରଫ କରିଛନ୍ତି। ଅଭିଯୁକ୍ତ…

ଶ୍ରୀମନ୍ଦିରରେ ଧମକପୂର୍ଣ୍ଣ ପୋଷ୍ଟର ଘଟଣା: ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ

ପୁରୀ: ଶ୍ରୀମନ୍ଦିର ଦକ୍ଷିଣ ପାର୍ଶ୍ବ ପରିକ୍ରମା ମାର୍ଗରେ ଧମକପୂର୍ଣ୍ଣ ଲେଖା ଘଟଣା। ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଅଟକ ରଖିଲା ସିଂହଦ୍ବାର ଥାନା ପୋଲିସ। ସିଂହଦ୍ବାର ଥାନାରେ ଅଟକ ରଖି ପୋଲିସ କରୁଛି ପଚରାଉଚରା। ସନ୍ଦିଗ୍ଧ ବ୍ୟକ୍ତି ହେଉଛନ୍ତି ରଘୁନାଥ ସାହୁ। ସେ କାହିଁକି ଏଭଳି ଲେଖିଥିଲେ ସେନେଇ…