Latest Odisha News

BREAKING NEWS

Browsing Category

ଓଡିଶା

Odisha

ମୋବାଇଲରେ ହେବ ଜଳସେଚନ ସମସ୍ୟା ସମାଧାନ; ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଜଳସଂପଦ ବିଭାଗର ୪ଟି ଅନ୍‌ଲାଇନ ସେବାର ଶୁଭାରମ୍ଭ

ଭୁବନେଶ୍ୱର: ଜଳସଂପଦ ବିଭାଗର ୪ଟି ଅନ୍‌ଲାଇନ ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୋବାଇଲ ଫୋନର ଫଟୋ ଓ ଭିଡିଓ ଜରିଆରେ ଚାଷୀ ଜଳସେଚନ ସମସ୍ୟା ସଂପର୍କରେ ସିଧାସଳଖ ଜଣାଇ ପାରିବେ ଜଳସଂପଦ ବିଭାଗକୁ। ସୂଚନା ଅନୁଯାୟୀ ଜଳସେଚନ ସମସ୍ୟା ପାଇଁ ଚାଷ କାମ ଛାଡି ଆଉ…

ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ; ଆଜି ୭୦ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୭୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୨୦ ଜଣ…

ଭିଜିଲାନ୍ସ ଜାଲରେ ଲାଞ୍ଚୁଆ କନିଷ୍ଠ ଯନ୍ତ୍ରୀ

ଭୁବନେଶ୍ୱର: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡିଲେ ଢେଙ୍କାନାଳ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ବିପିନ ବିହାରୀ ଦାସ। ସୂଚନା ଅନୁଯାୟୀ ଉକ୍ତ କାର୍ଯ୍ୟାଳୟର କନିଷ୍ଠ ଯନ୍ତ୍ରୀ ବିଲ ପାସ କରାଇଦେବା ପାଇଁ ଜଣେ ମଧ୍ୟସ୍ତି ଶକ୍ତି ପ୍ରସାଦ ମହାନ୍ତିଙ୍କ ଜରିଆରେ ୧୬,୦୦୦…

ମଙ୍ଗଳବାରକୁ ଘୁଞ୍ଚିଲା ଓଟିଭି ସିଏଫ୍ଓଙ୍କ ଜାମିନ ଶୁଣାଣି

ଭୁବନେଶ୍ୱର: ସାରୁଅ ଜମି କେଳେଙ୍କାରୀ ମାମଲା ଓଟିଭି ସିଏଫଓ ମନୋରଞ୍ଜନ ଷଡଙ୍ଗୀଙ୍କ ଜାମିନ ଆବେଦନର ଶୁଣାଣି ଘୁଞ୍ଚିଲା । ମଙ୍ଗଳବାର ଭୁବନେଶ୍ୱର ଜିଲ୍ଲା ଓ ଦୌରାଜଜଙ୍କ କୋର୍ଟରେ ଜାମିନ ଆବେଦନର ଶୁଣାଣି ହେବ। ସୋମବାର ମନୋରଞ୍ଜନ ଷଡଙ୍ଗୀଙ୍କ ଅନ୍ତରୀଣ ଜାମିନ ଆବେଦନର ଶୁଣାଣି ଥିଲା ।…

ବିଶିଷ୍ଟ ଚିତ୍ରଶିଳ୍ପୀ ଶିବ ପାଣିଗ୍ରାହୀଙ୍କ ପରଲୋକ

କଟକ: ଜଣାଶୁଣା ଚିତ୍ରଶିଳ୍ପୀ ଶିବ ପାଣିଗ୍ରାହୀଙ୍କ ଆଜି ପରଲୋକ ହୋଇଛି । ହୃଦଘାତରେ ତାଙ୍କର ପରଲୋକ ହୋଇଥିବା ତାଙ୍କ ପୁଅ ରାଜ ପାଣିଗ୍ରାହୀ ସୂଚନା ଦେଇଛନ୍ତି ।  ଆଜି ହଠାତ୍ ସେ ଘରେ ଖାଉଥିବା ବେଳେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ପରିବାର ଲୋକେ ତାଙ୍କୁ ଡାକ୍ତରଖାନାକୁ ନେଇଥିଲେ…

କରୋନାକୁ ପରାସ୍ତ କଲେ ୯୨ ବର୍ଷୀୟା ବୟୋଜ୍ୟେଷ୍ଠା ମହିଳା

ଭୁବନେଶ୍ୱର: କରୋନାକୁ ପରାସ୍ତ କରିଛନ୍ତି ଜଣେ ୯୨ ବର୍ଷୀୟା ବୟୋଜ୍ୟେଷ୍ଠା ମହିଳା। କରୋନା ଆକ୍ରାନ୍ତ ହୋଇ ସମ୍ କୋଭିଡ ହସ୍ପିଟାଲ୍‌ରେ  ଉତମ ଚିକିତ୍ସା ପାଇ ସୁସ୍ଥ ହେବା ପରେ ଘରକୁ ଫେରିଛନ୍ତି ଭୁବନେଶ୍ୱର ବରମୁଣ୍ଡା ଅଂଚଳର ୯୨ ବର୍ଷୀୟା ସରୋଜିନୀ ପଟ୍ଟନାୟକ। କିଛି ଦିନ ଧରି ଥଣ୍ଡା,…

ଭୁବନେଶ୍ୱରରେ ବାଲିଯାତ୍ରା ବାତିଲ

ଭୁବନେଶ୍ୱର: କଟକ ପରେ ଭୁବନେଶ୍ୱରରେ ବନ୍ଦ ହେଲା ବାଲିଯାତ୍ରା । ଏନେଇ କମିଶନରେଟ ପୋଲିସ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଭୁବନେଶ୍ୱର ବାଲିଯାତ୍ରା ମହୋତ୍ସବ କମିଟିର ସଦସ୍ୟମାନଙ୍କ ସଙ୍ଗେ ଆଲୋଚନା ପରେ କୋଭିଡ ମହାମାରୀ ଯୋଗୁଁ ଜନସାଧାରଣଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି, ଏବର୍ଷ…

ବିରକ୍ତ ହେଲେ ହାଇକୋର୍ଟ, ଡିଜିପିଙ୍କୁ ହାଜର ହେବାକୁ ଦେଲେ ନିର୍ଦ୍ଦେଶ

କଟକ: ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ବିରକ୍ତି ପ୍ରକାଶ କଲେ ହାଇକୋର୍ଟ ।ମାମଲାର ତଦନ୍ତର ଷ୍ଟାଟସ ରିପୋର୍ଟକୁ ନେଇ ହାଇକୋର୍ଟ ବିରକ୍ତି ପ୍ରକାଶ କରିଛନ୍ତି । ପୁଲିସ ମହାନିର୍ଦ୍ଦେଶକଙ୍କୁ ବ୍ୟକ୍ତିଗତ ଭାବେ ହାଜର ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବ୍ୟକ୍ତିଗତ ହାଜର ସହ…

୧୩ ବିଦେଶୀ ପକ୍ଷୀଙ୍କ ମୃତଦେହ ଉଦ୍ଧାର; ୨ ଶିକାରୀ ଗିରଫ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଫରେଷ୍ଟ ଡିଭିଜନର ଅଧିକାରୀମାନେ ସୋମବାର ଦିନ ଚିଲିକା ହ୍ରଦ ନିକଟ ଭୁସଣ୍ଡାପୁର ଅଞ୍ଚଳରୁ ଦୁଇଜଣ ଶିକାରୀଙ୍କୁ ଗିରଫ କରିଛନ୍ତି। ଏଥିସହିତ ସେମାନଙ୍କ ନିକଟରୁ ୧୩ଟି ବିଦେଶୀ ପକ୍ଷୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ ଶୀତଦିନ ଆରମ୍ଭ…

ଏଣିକି ପ୍ରତିଦିନ ୯ ମିନିଟ୍ ଘଣ୍ଟ ବାଡେଇ ପ୍ରତିବାଦ

ଭୁବନେଶ୍ୱର: କରୋନା ପାଇଁ ଶ୍ରୀମନ୍ଦିର ସମେତ ବନ୍ଦ ରହିଛି ରାଜ୍ୟର ସବୁ ମନ୍ଦିର । ଭକ୍ତ ଶୂନ୍ୟ ହୋଇପଡିଛି ଧର୍ମପୀଠ । ଭକ୍ତଙ୍କୁ ମନ୍ଦିର ଦୁଆର ମନା ହୋଇଛି । ମନ୍ଦିର ଖୋଲିବାକୁ ଦୀର୍ଘ ଦିନର ଦାବି, ଗୁହାରୀ ସତ୍ତ୍ୱେ ଶୁଣୁନି ପ୍ରଶାସନ। ଏପରି ସମୟରେ ମନ୍ଦିର ଆଗରେ ଘଣ୍ଟ ବଜାଇ ପ୍ରତିବାଦ…