Latest Odisha News

BREAKING NEWS

Browsing Category

ଓଡିଶା

Odisha

କୋଭିଡରୁ ସୁସ୍ଥ ହୋଇ ୩ ଥର ପ୍ଲାଜମା ଦାନ କଲେ ଗଞ୍ଜାମର ଏହି ବ୍ୟକ୍ତି

ବ୍ରହ୍ମପୁର: ଗଞ୍ଜାମର ଜଣେ ବ୍ୟକ୍ତି ପ୍ରଥମ କୋଭିଡ ଯୋଦ୍ଧା ଭାବେ ତିନି ଥର ପ୍ଲାଜମା ଦାନ କରିିଛନ୍ତି । ତାଙ୍କର ଏଭଳି କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ପ୍ରଶଂସା କରିଛନ୍ତି । ସମ୍ପୃକ୍ତ ବ୍ୟକ୍ତିଙ୍କ ନାମ ଏନ୍ ଡମ୍ବୁରୁ ରେଡ୍ଡୀ ଏବଂ ସେ ରଙ୍ଗେଇଲୁଣ୍ଡା ବ୍ଲକ୍ ର…

କାଲି ଆସିବ ଉପନିର୍ବାଚନ ଫଳାଫଳ, ପ୍ରଥମେ ପୋଷ୍ଟାଲ ବାଲାଟ ଗଣତି

ଭୁବନେଶ୍ୱର: କାହା ଦଖଲରେ ଯିବ ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଆସନ । କାଲି ଜଣାପଡିବ ସ୍ପଷ୍ଟ ଚିତ୍ର । ଏ ଦୁଇଟି ଆସନରେ ଆସନ୍ତାକାଲି ଭୋଟ ଗଣତି ହେବ । ତେବେ ଏହା ପୂର୍ବରୁ ପ୍ରଶାସନ ପକ୍ଷରୁ ଚୂଡାନ୍ତ ପ୍ରସ୍ତୁତି କରାଯାଇଥିବା ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ସୂଚନା…

ନୂଆ କୃଷି ଆଇନକୁ ବିରୋଧ, କଂଗ୍ରେସର ଟ୍ରାକ୍ଟର ରାଲି

ଭୁବନେଶ୍ୱର: କେନ୍ଦ୍ରର କୃଷି ଆଇନ୍‌କୁ ଜୋରଦାର ବିରୋଧ । ଭୁବନେଶ୍ୱରରେ ଆୟୋଜିତ ହୋଇଛି କଂଗ୍ରେସର କ୍ଷେତି ବଂଚାଅ ଯାତ୍ରା । ଏହି ଯାତ୍ରାରେ କଂଗ୍ରେସର ନେତା ଓ କର୍ମୀମାନେ ଟ୍ରାକ୍ଟର ରାଲି କରିଛନ୍ତି । ଏହି ରାଲି ରାଜ୍ୟ କଂଗ୍ରେସ ଭବନ ଅଫିସରୁ ବାହାରି କଟକର କଂଗ୍ରେସ ଅଫିସରେ ପଂହଚିବ ।…

କଟକଣା ଭିତରେ କଟକର କାଳୀ ପୂଜା

କଟକ: କରୋନା କଟକଣା ଭିତରେ ହେବ କଟକର କାଳୀ ପୂଜା । ଦୁର୍ଗାପୂଜା ଭଳି କାଳୀ ପୂଜା ମଧ୍ୟ ପାଳନ ହେବ । ପୂଜାକୁ ନେଇ କଟକ ଡିସିପ ପ୍ରତୀକ ସିଂ କଟକଣା ଜାରି କରିଛନ୍ତି । କାଳୀପୂଜା ବେଳେ ଗହଳୀକୁ କଣ୍ଟ୍ରୋଲ କରିବାକୁ ପୋଲିସ ପାଟ୍ରୋଲିଂକୁ କଡା କଡି କରାଯିବା ସହ ବିଭିନ୍ନ ସ୍ଥାନରେ ଏଡ୍…

କାହା ଦଖଲକୁ ଯିବ ବାଲେଶ୍ୱର ଓ ତିର୍ତ୍ତୋଲ? କାଲି ଉପନିର୍ବାଚନ ଗଣତି

ଭୁବନେଶ୍ୱର: ସରଛି ଉପନିର୍ବାଚନ ଭୋଟ । ଏବେ ସମସ୍ତଙ୍କ ନଜର କାହା ଦଖଲକୁ ଯିବ ବାଲେଶ୍ୱର ସଦର ଓ ତର୍ତ୍ତୋଲ ଉପନିର୍ବାଚନ । କିଏ ମାରିବ ଏ ଦୁଇଟି ଆସନରେ ବାଜି । କାହା ମୁଣ୍ଡରେ ହାତୀ ସୁନା କଳସ ଢ଼ାଳିବ । କିଏ ବସିବ ବାଲେଶ୍ୱର ଓ ତିର୍ତ୍ତୋଲ ଆସନରେ । ଏନେଇ ସମସ୍ତ ମନରେ ଏବେ ଏଭଳି କିଛି…

ଗଞ୍ଜେଇ ଗଛ କାଟିଲେ କନ୍ଧମାଳ ଏସ୍‌ପି

ଫୁଲବାଣୀ: ହାତରେ କଟର ଧରି ଗଞ୍ଜେଇ ଗଛ କାଟିଲେ କନ୍ଧମାଳ ଏସ୍‌ପି। ଗତକାଲି କନ୍ଧମାଳ ଏସ୍‌ପି ଭୀନିତ ଅଗ୍ରୱାଲ ଖୋଦ୍ ଗଞ୍ଜେଇ ଚାଷକୁ ନଷ୍ଟ କରିଛନ୍ତି। ରବିବାର କନ୍ଧମାଳ ପୋଲିସ୍‌ ଓ ଅବକାରୀ ବିଭାଗ ପକ୍ଷରୁ ଫିରିଙ୍ଗିଆ ଥାନା ଅନ୍ତର୍ଗତ ମୋତିଙ୍ଗିଆ ଗାଁ ଜଙ୍ଗଲରେ ଚଢ଼ଉ ହୋଇଥିଲା। ଏହାପରେ ୧୩୦…

ରାଜ୍ୟରୁ କରୋନା ନେଲା ଆଉ ୧୬ ଆକ୍ରାନ୍ତଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୧୬ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ୧୧ ଜିଲ୍ଲାରୁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ ଅଛନ୍ତି ୧୪ ଜଣ ପୁରୁଷ ଓ ଦୁଇ ଜଣ ମହିଳା । କେନ୍ଦୁଝର ଜିଲ୍ଲାରୁ ସର୍ବାଧିକ…

ରାଜ୍ୟରେ ୧୨୧୯ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରେ ୧୦୦ ତଳକୁ ଖସିଲା ସଂଖ୍ୟା

ଭୁବନେଶ୍ୱର: ଧୀରେ ଧୀରେ ରାଜ୍ୟରେ କମୁଛି କରୋନାର ପ୍ରକୋପ । ଖସୁଛି କରୋନା ମିଟର । ପ୍ରତିଦିନ ୨ ହଜାର ତଳକୁ ନୂଆ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଂଟାରେ ରାଜ୍ୟରେ ଆଉ ୧୨୧୯ ନୂଆ ମାମଲା ସାମ୍ନାକୁ ଆସିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୦୮ଜଣ କ୍ୱାରେଣ୍ଟାଇନ୍‌ରେ…

ରାତିସାରା ମଞ୍ଚାରେ ମଣିଷ, ଫସଲ ସୁରକ୍ଷା ପାଇଁ ବିତୁଛି ଜୀବନ

ବାଲେଶ୍ଵର: ନୀଳଗିରିରେ ଥମୁନି ହାତୀ ଆତଙ୍କ । ହାତୀଙ୍କ ଦାଉରୁ ଫସଲ ସୁରକ୍ଷା ନେଇ ଚାଷୀଙ୍କ ଚିନ୍ତା ଘାରିଛି। ତେଣୁ କିଛି ଗ୍ରାମବାସୀ ଓ ଚାଷୀମାନେ  ଫସଲ ସୁରକ୍ଷା ଓ ପରିବାର ସୁରକ୍ଷା ପାଇଁ ହାତରେ ଡ୍ରମ, ଟିଣ, ବାସନ ଧରି ମଞ୍ଚା ବାନ୍ଧି ରାତିସାରା ତା ଉପରେ ରହୁଛନ୍ତି । ବାଲେଶ୍ଵର ଜିଲ୍ଲା…

ଫୁଲବାଣୀରେ ଶୀତର ପହିଲି ଛୁଆଁ

ଫୁଲବାଣୀ: ଶୀତୁଆ ସକାଳ କାକରର ପହିଲି ସ୍ପର୍ଶ । ଫୁଲବାଣୀ ଛୁଇଁଛି ଶୀତ । ଚାରିଆଡ଼େ କୁହୁଡିର ଚାଦର । ସୂର୍ଯ୍ୟର ହାଲକା କିରଣ ଆଉ ଘାସ ଗାଲିଚା ଉପରେ ମୁକ୍ତାର ଭ୍ରମ ସୃଷ୍ଟି କରୁଛି କାକର ଟୋପା । ପ୍ରାକୃତିକ ମନୋରମ ପରିବେଶ ଭିତରେ ଶୀତୁଆ ସକାଳର ମଜା ନେଉଛନ୍ତି ଲୋକେ । ଦାର୍ଜିଲିଂ ର…