Latest Odisha News

BREAKING NEWS

Browsing Category

ଓଡିଶା

Odisha

କଟକରୁ ଜବତ ହେଲା ବିପୁଳ ପରିମାଣର ବାଣ; ୩ ଅଟକ

କଟକ: ଟ୍ଵିନ ସିଟି କମିଶନରେଟ୍ ପୋଲିସ୍ କଟକ ଜଗତପୁର ଅଞ୍ଚଳରୁ ଜବତ କରିଛି ଲକ୍ଷାଧିକ ମୂଲ୍ୟର ବାଣ। ଏହି ଘଟଣାରେ ପୋଲିସ ତିନି ଜଣଙ୍କୁ ଗିରଫ ମଧ୍ୟ କରିଛି। ସୋମବାର ସକାଳେ ଜଗତପୁର ଥାନା ଆଇଆଇସିଙ୍କ ନେତୃତ୍ୱରେ ଏକ ଟିମ୍ ପଦ୍ମପୁର, ମହାଜନପୁର ଏବଂ ତ୍ରିଲୋଚନପୁରରେ ଏକାଧିକ କାରଖାନା ଉପରେ…

ରାଜ୍ୟ ସ୍ତରୀୟ ଆଇନ ସାକ୍ଷରତା ଉତ୍ସବ ଆୟୋଜିତ; ଘରେ ବସି ଭାଗ ନେଇପାରିବେ ପ୍ରତିଯୋଗୀ

ଭୁବନେଶ୍ୱର: ଚଳିତ ଥର ନଭେମ୍ବର ୯ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି ଜାତୀୟ ଆଇନ ସେବା ଦିବସ । ଏହି ଅବସରରେ ରାଜ୍ୟ ଆଇନ ସେବା ପ୍ରାଧିକରଣ ଦ୍ୱାରା ଏକ ରାଜ୍ୟ ସ୍ତରୀୟ ଆଇନ ସାକ୍ଷରତା ଉତ୍ସବ ଆୟୋଜିତ କରାଯିବ । ସୂଚନା ଅନୁଯାୟୀ, ରାଜ୍ୟର ୩୦ଟି ଜିଲ୍ଲା ମଧ୍ୟରେ କାର୍ଯ୍ୟକାରୀ ହେଉଥିବା…

ଦର୍ଶକଙ୍କ ଲାଗି ଆଜିଠୁ ଖୋଲୁଛି ‘ଗାନ୍ଧୀ ସ୍ମୃତିପୀଠ’

ପୁରୀ: ଦର୍ଶକଙ୍କ ଲାଗି ପୁରୀର ଗାନ୍ଧୀ ସ୍ମୃତିପୀଠ ସୋମବାର ଦିନଠାରୁ ଖୋଲାଯାଉଛି । ଯାହା କୋଭିଡ-୧୯ ମହାମାରୀ ଯୋଗୁଁ ଦୀର୍ଘ ୭ ମାସ ଧରି ବନ୍ଦ ରହିଥିଲା । ଗାନ୍ଧୀ ସ୍ମୃତିପୀଠ ପୁରୀର ଅନ୍ୟ ଏକ ଆକର୍ଷଣ ପାଲଟିଥିବା ବେଳେ ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଉକ୍ତ…

କାର୍ତ୍ତିକ ମାସର ଦ୍ଵିତୀୟ ସୋମବାର; ରାଧାଦାମୋଦର ବେଶରେ ଶ୍ରୀଜୀଉ, ଖାଁ ଖାଁ ଶୈବ ପୀଠ

ପୁରୀ: ହିନ୍ଦୁ ଧର୍ମରେ ବର୍ଷକ ବାରମାସ ମଧ୍ୟରୁ ସବୁଠାରୁ ପୁଣ୍ୟ ମାସ ହେଉଛି କାର୍ତ୍ତିକ । କାର୍ତ୍ତିକ ମାସର ଆଜି ହେଉଛି ଦ୍ଵିତୀୟ ସୋମବାର । ଏହି ମାସରେ ମହାପ୍ରଭୁ ରାଧା ଦାମୋଦର ବେଶରେ ଦର୍ଶନ ଦେଇଥାନ୍ତି । ପରିସ୍ଥିତି ଆଜି ସ୍ୱାଭାବିକ ଥିଲେ ଏହି ପବିତ୍ର ମାସରେ କୋଳାହଳରେ ଫାଟି…

ପୁରୀରୁ ଜବତ ହେଲା ୨୭୩ ଗ୍ରାମ ବ୍ରାଉନସୁଗାର; ୪ ଅଟକ

ପୁରୀ: ପୁରୀ ପୋଲିସକୁ ସଫଳତା । ରବିବାର ରାତିରେ ଚନ୍ଦନପୁର ଥାନା ପୋଲିସ ୨୭୩ ଗ୍ରାମ ବ୍ରାଉନ ସୁଗାର ଜବତ କରିବାରେ ସଫଳ ହୋଇଛି। ଏହାସହ ୪ ଜଣଙ୍କୁ ଗିରଫ ମଧ୍ୟ କରାଯାଇଥିବା ସୂଚନା ରହିଛି। ଆହୁରି ମଧ୍ୟ କୁମ୍ଭାରପଡା ଥାନା ପୋଲିସ ୨୫୭ ଗ୍ରାମ ବ୍ରାଉନ ସୁଗାର ଜବତ କରିଥିବ ସୂଚନା ମିଳିଛି।…

ଚଳିତ ଦୀପାବଳିରେ ବଢ଼ିଛି ମାଟିଦୀପର ଚାହିଦା; ଜୋରସୋରରେ ଆଗେଇ ଚାଲିଛି ଦୀପକାରିଗଙ୍କ ପ୍ରସ୍ତୁତି

ଭୁବନେଶ୍ୱର: ଚଳିତ ବର୍ଷ କରୋନା ମହାମାରୀକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦୀପାବଳୀରେ ବାଣ ବିକ୍ରି କରିବା ଓ ଫୁଟାଇବା ଉପରେ ରୋକ ଲଗାଇବା ସହ ପାରମ୍ପରିକ ରୀତିରେ ଦୀପ ଜାଳି ଦୀପାବଳି ପାଳନ କରିବାକୁ ରାଜ୍ୟବାସୀଙ୍କୁ ନିର୍ଦେଶ ରହିିଛି୍ । ଆଉ ଏନେଇ ଲୋକଙ୍କ ମଧ୍ୟରେ ମାଟି ଦୀପ କିଣାକୁ ନେଇ…

ଦୀର୍ଘ ଦିନ ପରେ ସମ୍ବଲପୁରରେ ରୋପୱେ ସେବା ଆରମ୍ଭ

ସମ୍ବଲପୁର: ଦୀର୍ଘ ସାତ ମାସ ପରେ ସମ୍ବଲପୁରର ବୁର୍ଲାସ୍ଥିତ ହୀରାକୁଦ ଡ୍ୟାମ ନିକଟରେ ଥିବା ରୋପୱେ ସେବା ରବିବାର ଦିନ ଖୋଲିଛି। ଯାହାକୁ କୋଭିଡ-୧୯ ମହାମାରୀ ଯୋଗୁଁ ବନ୍ଦ କରାଯାଇଥିଲା। ସମ୍ବଲପୁର ମ୍ୟୁନିସିପାଲ କର୍ପୋରେସନ କମିଶନର ଅନିରୁଦ୍ଧ ପ୍ରଧାନ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି…

ପାଲା ଜଗତର ସାରସ୍ୱତ ସାଧକ; ରଘୁନାଥ ଜେନାମଣି

ଭୁବନେଶ୍ୱର: ପେଶା ତାଙ୍କର ଶିକ୍ଷକତା, ହେଲେ ନିଶା ପାଲା । ସେ ହେଉଛନ୍ତି ବରିଷ୍ଠ ପାଲା ଗାୟକ ରଘୁନାଥ ଜେନାମଣି । ରାଜଧାନୀ ଉପକଣ୍ଠରେ ଘର, ଉଚ୍ଚଶିକ୍ଷିତ, ଚାହିଁଥିଲେ ବଡ ଚାକିରି କରିପାରିଥାନ୍ତେ, ହେଲେ ପାଲା ମାଧ୍ୟମରେ ସାହିତ୍ୟ ସାଧନାରେ ସେ ବ୍ରତୀ ହେଲେ । ୧୯୫୬ ମସିହା ଜାନୁଆରି ୨୧…

ଓଡିଶାରୁ ସୁସ୍ଥ ହେଲେ ଆଉ ୧୩୧୧ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୩୧୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । https://twitter.com/HFWOdisha/status/1325453981854756864?s=19 …

ବିଶିଷ୍ଟ ସମାଜବାଦୀ ନେତା ପ୍ରଦ୍ୟୁମ୍ନ ବଳଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ବିଶିଷ୍ଟ ସମାଜବାଦୀ ନେତା ତଥା ପ୍ରଗତିବାଦୀର ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ଜୟନ୍ତୀ ଅବସରରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। "ଜଣେ ଛାତ୍ର ନେତା ଭାବରେ ଜୀବନ ଆରମ୍ଭ କରି ପ୍ରଦ୍ୟୁମ୍ନ ବାବୁ ରାଜନୀତି, ସମାଜସେବା ଓ ସାମ୍ବାଦିକତା…