Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଶିଷ୍ଟ ସମାଜବାଦୀ ନେତା ପ୍ରଦ୍ୟୁମ୍ନ ବଳଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ବିଶିଷ୍ଟ ସମାଜବାଦୀ ନେତା ତଥା ପ୍ରଗତିବାଦୀର ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ଜୟନ୍ତୀ ଅବସରରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। "ଜଣେ ଛାତ୍ର ନେତା ଭାବରେ ଜୀବନ ଆରମ୍ଭ କରି ପ୍ରଦ୍ୟୁମ୍ନ ବାବୁ ରାଜନୀତି, ସମାଜସେବା ଓ ସାମ୍ବାଦିକତା…

ଦ୍ଵିତୀୟ ଦିନରେ ଟେରାକୋଟା ପ୍ରଦର୍ଶନୀ; କୋଭିଡ ନିୟମ ସହ ହେଉଛି ଜନ ସମାଗମ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ହସ୍ତ ଓ କୁଟୀର ଶିଳ୍ପ ନିର୍ଦ୍ଦେଶାଳୟ ପକ୍ଷରୁ ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ ନଭେମ୍ବର ୬ ତାରିଖଠାରୁ ପଞ୍ଚଦଶ ମୃତ୍ତିକା ହସ୍ତଶିଳ୍ପ (ଟେରାକୋଟା) ପ୍ରଦର୍ଶନୀ ଆରମ୍ଭ ହୋଇଛି । ଏହି ପ୍ରଦର୍ଶନୀରେ…

ନମିତା ଟପ୍ପୋ ପାଇବେ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର: ଓଡିଆ ହକି ଅଲମ୍ପିଆନ୍ ନମିତା ଟପ୍ପୋ ଚଳିତ ବର୍ଷ ସମ୍ମାନଜନକ ଏକଲବ୍ୟ ପୁରସ୍କାର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି । ଏକଲବ୍ୟ କମିଟି ସଦସ୍ୟ ମାନେ ରବିବାର ଦିନ ସର୍ବସମ୍ମତି କ୍ରମେ ଇମ୍ଫା ଦ୍ୱାରା ପରିଚାଳିତ ଇମ୍ପାକ୍ଟ ପକ୍ଷରୁ ନମିତା ଟପ୍ପୋଙ୍କୁ ଚୟନ କରାଯାଇଥିଲା ।…

ଭୁବନେଶ୍ୱରରେ ୬୦ ତଳକୁ ଖସିଲା କରୋନା ସଂକ୍ରମଣ; ଆଜି ୫୭ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୫୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)। ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୩…

ମାଲକାନଗିରି ଗସ୍ତରେ ଓଡିଶା ଡିଜିପି

ଭୁବନେଶ୍ୱର: ପୋଲିସ ଡିଜି ଅଭୟ ରବିବାର ଦିନ ମାଲକାନଗିରି ଗସ୍ତ କରିବା ସହ ମାଓ ସମସ୍ୟା ସମ୍ପର୍କରେ ସମୀକ୍ଷା କରିଛନ୍ତି । ସୂଚନା ଅନୁଯାୟୀ ଗୋରାସେତୁରେ ନିର୍ମିତ ନୂଆ ବିଏସଏଫ କ୍ୟାମ୍ପକୁ ଯିବା ସହ ବିଏସଏଫ୍ ଯବାନ ଓ ଏସଓଜି କର୍ମଚାରୀଙ୍କୁ ସେମାନଙ୍କ କାର୍ଯ୍ୟ ପାଇଁ ପ୍ରଶଂସା କରିଛନ୍ତି…

‘ମୋ ଧାମ ମୋ ଗର୍ବ’ ଉଦଯାପିତ, ସହରକୁ ସ୍ୱଚ୍ଛ ରଖିବାକୁ ଶପଥ ନେଲେ ପୁରୀବାସୀ

ପୁରୀ: ଜିଲ୍ଲା ପ୍ରଶାସନ ପକ୍ଷରୁ ପୁରୀ ସହରରେ ସଚେତନତା ଧର୍ମୀ ଅଭିଯାନ "ମୋ ଧାମ ମୋ ଗର୍ବ" ଆଜି ଉଦଯାପିତ ହୋଇଛି । ବ୍ଲୁ ପ୍ଳାଗ ବିଚରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ ରାଜ୍ୟ ଆଇନ ମନ୍ତ୍ରୀ ପ୍ରତାପ ଜେନା । ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ,…

ବଦଳିବନି ଏସସି ଓ ଏସଟି ଛାତ୍ରଛାତ୍ରୀଙ୍କ ପୋଷ୍ଟ ମାଟ୍ରିକ ସ୍କଲାରସିପ୍

ଭୁବନେଶ୍ୱର: ଏସସି ଓ ଏସଟି ଛାତ୍ରଛାତ୍ରୀଙ୍କ ପୋଷ୍ଟ ମାଟ୍ରିକ ସ୍କଲାରସିପ୍ ପରିବର୍ତନ ହେବ ନାହିଁ ବୋଲି ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୂଚନା ଅନୁଯାୟୀ ସେମାନେ ବର୍ତମାନ ସମୟରେ ପ୍ରଚଳିତ ହାରରେ ସ୍କଲାରସିପ୍ ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆହୁରି…

ବିଶିଷ୍ଟ ଆଇନଜୀବୀ ପ୍ରତାପ ଦାସଙ୍କ ଦେହାନ୍ତ

ଭୁବନେଶ୍ୱର: ବିଶିଷ୍ଟ ଆଇନଜୀବୀ ପ୍ରତାପ ଦାସଙ୍କର ରବିବାର ଦିନ ଭୁବନେଶ୍ଵର ସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା। ସୂଚନା ଅନୁଯାୟୀ ସେ ଭୁବନେଶ୍ୱର ବାର ଆସୋସିଏସନର ପୂର୍ବତନ ସଚିବ ତଥା ପୂର୍ବତନ ଉପସଭାପତି ଏବଂ ଭୁବନେଶ୍ୱର…

ଓଡିଶାର କେଉଁ ସ୍ଥାନରେ ହେଉଛି ଇକୋ-ରିଟ୍ରିଟ୍‌; ଆକର୍ଷଣ ପାଲଟିପାରେ ହୀରାକୁଦ

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୧ ତାରିଖରୁ ଫେବୃଆରୀ ୨୮ ତାରିଖ ଯାଏଁ ଓଡିଶାର ରାମଚଣ୍ଡି ବିଚ୍ ସମେତ ହୀରାକୁଦ, ଦାରିଙ୍ଗବାଡି, ନଳିତପଟିଆ (ଭିତରକନିକା), ବଡମୂଳ (ସାତକୋଶିଆ) ଆଦି ସ୍ଥାନରେ ଇକୋ-ରିଟ୍ରିଟ୍ ଆୟୋଜିତ କରାଯିବ । ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ ଆର୍ ଯାଦବ ରବିବାର ଦିନ…

ଜୋ ବାଇଡେନ୍ ଓ କମଲା ହାରିସଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ ଓ ଉପରାଷ୍ଟ୍ରପତି କମଲା ହାରିସଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୟୀ ହେବା ପରେ ଟ୍ୱିଟ୍ କରି ଅଭିନନ୍ଦନ ଜଣାଇଛନ୍ତି ନବୀନ । ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଆମେରିକା ରାଷ୍ଟ୍ରପତି ନିର୍ବାଚନରେ…