Latest Odisha News

BREAKING NEWS

Browsing Category

ଓଡିଶା

Odisha

କୂଳଡିହାରେ ହାତୀ ଉପଦ୍ରବ; ବ୍ୟାପକ ଚାଷ ନଷ୍ଟ

ଭୁବନେଶ୍ୱର: ଗୋଟିଏ ପଟେ ନୀଳଗିରି ମୁହାଁ ଝାଡ଼ଖଣ୍ଡ ହାତୀ ଏବଂ ଅନ୍ୟପଟେ କୂଳଡିହା ଅଭୟାରଣ୍ୟରୁ ହାତୀପଲଙ୍କ ଉପଦ୍ରବ ଯୋଗୁଁ ବ୍ୟାପକ ଧାନଚାଷ ନଷ୍ଟ ହେଉଥିବା ଅଭିଯୋଗ ହେଉଛି। ସୂଚନା ଅନୁଯାୟୀ ଗତ ୪ ତାରିଖ ଦିନ ସନ୍ଧ୍ୟାରେ ଦୁଇଟି ଦନ୍ତାହାତୀ କୂଳଡିହା ଅଭୟାରଣ୍ୟରୁ ଖସିଆସି ନୀଳଗିରି…

ନବରଙ୍ଗପୁରରେ ବ୍ୟବସାୟୀଙ୍କଠାରୁ ଝାମ୍ପିନେଲେ ସାଢ଼େ ୬ ଲକ୍ଷ ଟଙ୍କା

ନବଙ୍ଗପୁର:  ଜଗଦଲପୁର ବ୍ୟବସାୟୀଙ୍କଠାରୁ ସାଢ଼େ ୬ ଲକ୍ଷ ଟଙ୍କା ଲୁଟ୍ । ନବରଙ୍ଗପୁର ସହରରୁ ଲୁଟ୍ କରି ଛୁ ମାରିଲେ ଦୁର୍ବୃତ୍ତ । ଅଭିଯୋଗ ପରେ ସିସିଟିଭି ଫୁଟେଜ ଆଧାରରେ ତଦନ୍ତ କରୁଛି ପୋଲିସ । ଗତକାଲି ରାତିରେ ଏହି ଲୁଟ୍ ହୋଇଛି । ଡକାୟତିର ଶିକାର ହୋଇଛନ୍ତି ଜଗଦଲପୁରର ବ୍ୟବସାୟୀ ରମେଶ…

ରାଜ୍ୟରେ ଆଉ ୧୫ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ଓଡିଶାରେ ଆଉ ୧୫ ଜଣ କୋଭିଡ-୧୯ ରୋଗୀଙ୍କ ମୃତ୍ୟୁ ପରେ ମୋଟ୍ ସଂଖ୍ୟା ୧୪୨୫କୁ ବୃଦ୍ଧି ପାଇଛି। ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସ୍ୱାସ୍ଥ୍ୟ ବିଭାଗର ଟ୍ୱିଟ୍ ଅନୁଯାୟୀ ବରଗଡରୁ ୨, ବଲାଙ୍ଗିରରୁ ୨, ଭୁବନେଶ୍ୱରରୁ ୨, କଟକରୁ ୧, ଦେବଗଡରୁ…

ରାଜ୍ୟରୁ ୨୪ ଘଣ୍ଟାରେ ୧, ୪୩୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା କେସ୍ ବଢୁଛି । ତଥାପି ବିଭିନ୍ନ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ଖସୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୪ ଶହ ୩୪ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୮୩୩ ଜଣ ଥିବା ବେଳେ ୬୦୧ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ।…

ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳରେ ପୋଲିସ ଡିଜି

ମାଲକାନାଗିରି: ଦିନିକିଆ ସ୍ୱାଭିମାନ ଅଞ୍ଚଳ ଗସ୍ତରେ ଆସିଛନ୍ତି ପୋଲିସ ଡିଜି ଅଭୟ । ସେ ସ୍ୱାଭିମାନ ଅଞ୍ଚଳର ଗୁରା ସେତରୁ ପହଞ୍ଚିଛନ୍ତି । ସେଠାରେ ମାଓବାଦୀଙ୍କ ଗତିବିଧି ଓ ଲାଲବାହିନୀକୁ ଦମନ କରିବା ନେଇ ଚାଲିଥିବା ଅଭିଯାନର ସମୀକ୍ଷା କରିଛନ୍ତି ପୋଲିସ ଡିଜି ଅଭୟ । ଗତ କିଛି ଦିନ ତଳେ ଗୁରା…

ଟ୍ରକ ପଛରେ ପିଟି ହେଲା ସ୍କୁଟି: ଜଣେ ଭଉଣୀ ମୃତ ଓ ଜଣେ ଗୁରୁତର

ଯାଜପୁର: ସ୍କୁଟିରେ ଟିଉସନ ଯାଉଥିଲେ ଦୁଇ ଉଉଣୀ । ରାସ୍ତା କଡ଼ରେ ଠିଆ ହୋଇଥିବା ଟ୍ରକକୁ ପଛରୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି ।  ଯାଜପୁର ଜିଲ୍ଲା ଦେଇ ଯାଇଥବା ୧୬ ନମ୍ୱର ଜାତୀୟ ରାଜପଥର ରଥିଆ ଛକ ନିକଟରେ ଏଭଳି…

ଆଇଓସିଏଲ୍ ଭଦ୍ରକରେ ପ୍ରତିଷ୍ଠା କରିବ ‘ଟେକ୍ସଟାଇଲ୍ ପାର୍କ’

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିସନ ପୂର୍ବୋଦୟକୁ ସଫଳ କରିବା ପାଇଁ ପୂର୍ବ ଭାରତର ବିକାଶ ଉପରେ ପ୍ରାଧାନ୍ୟ ଦେଇଆସିଛନ୍ତି । ଏହି ପରିପ୍ରେକ୍ଷୀରେ ଓଡିଶାରେ ପ୍ରାକୃତିକ ସମ୍ପଦ ଠାରୁ ଆରମ୍ଭ କରି ଅନ୍ୟାନ୍ୟ ସୁବିଧା ସୁଯୋଗ ରହିଥିଲେ ମଧ୍ୟ, ଏହା କେତେକ କ୍ଷେତ୍ରରେ ପୂର୍ବ…

ରାଜ୍ୟରେ ବଢିଲାଣି ଜାଡ଼, ୧୫ ଡିଗ୍ରୀ ତଳେ ୧୧ ସହରର ପାରଦ

ଭୁବନେଶ୍ୱର: ରାଜ୍ୟରେ ଖସୁଛି ପାରଦ । ବଢୁଛି ଜାଡ଼ । ବିଭିନ୍ନ ଜିଲ୍ଲାରେ ଶୀତ ଅନୁଭୂତ ହେଲାଣି । ରାଜ୍ୟର ୧୧ଟି ସହରରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ତଳକୁ ଖସିଛି । ସୋନପୁରରେ ୧୦ ଡିଗ୍ରୀ ତଳକୁ ଖସିଲା ପାରଦ । ୯.୬ ଡିଗ୍ରୀ ସେଲସିୟସ ସହ ସୋନପୁରରେ ରାଜ୍ୟର ସବୁଠୁ ଥଣ୍ଡା ସହର…

ଖସୁଛି ପାରଦ; ୧୫ ଡିଗ୍ରୀ ତଳେ ରାଜ୍ୟର ୪ ସହରର ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଖସୁଛି ତାପମାତ୍ରା। ଦକ୍ଷିଣ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ରାତିର ସର୍ବନିମ୍ନ ତାପମାତ୍ରା ଖସୁଥିବା ଜଣାପଡିଛି। ସୂଚନାନୁସାରେବ୨୪ ଘଣ୍ଟାରେ ସୋନପୁରରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୧.୮ ଡିଗ୍ରି ରେକର୍ଡ ହୋଇଥିବା ବେଳେ ଝାରସୁଗୁଡାରେ ୧୪.୪,…

ଭଦ୍ରକରେ ଭାରସାମ୍ୟ ହରାଇ ଓଲଟିଲା ବସ୍, ୧୧ ଯାତ୍ରୀ ଆହତ

ଭଦ୍ରକ: ଭାରସାମ୍ୟ ହରାଇ ଓଲଟିଲା ବସ୍ । ଭଦ୍ରକର ତ୍ରିଶଲପୁର ନିକଟରେ ଆଜି ସକାଳୁ ସକାଳୁ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ଆହତ ହୋଇଛନ୍ତି ୧୧ ଜଣ ଯାତ୍ରୀ । ସେମାନଙ୍କୁ ଉଦ୍ଧାର କରି ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଆଜି ସକାଳୁ ସକାଳୁ ଏହି ଗୁର୍ଘଟଣା…