Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜୋରିମାନା ଦେଇ ନପାରିବାରୁ ଚାଷୀଙ୍କୁ କାନଧରି ବସଉଠ କରାଇଲେ ତହସିଲଦାର

ଆଠମଲ୍ଲିକ: ଅନୁଗୋଳ ଜିଲ୍ଳା କିଶୋରନଗର ଥାନା ଅଞ୍ଚଳରେ ଦେଖିବାକୁ ମିଳିଛି ସରକାରୀ ବାବୁଙ୍କ ଦବଙ୍ଗଗୀରୀ। ସୂଚନାନୁସାରେ, ଶନିବାର ଦିନ ସ୍ଥାନୀୟ କଲେଜ ଛକ ନିକଟରେ ମାସ୍କ ଯାଞ୍ଚ କରୁଥିଲେ କିଶୋରନଗର ତହସିଲଦାର ଲକ୍ଷ୍ମୀପ୍ରସାଦ ସାହୁ । ଏହି ସମୟରେ ଧାନବିଲରୁ ଫେରୁଥିବା ଦୁଇଜଣ ଚାଷୀଙ୍କୁ…

ବୁଲିଯିବା କଳାହାଣ୍ଡିର ‘ଭୀମଖୋଜ’; ଆଜ୍ଞାତବାସ ସମୟରେ ଯେଉଁଠି ପାଣ୍ଡବ ମାନେ ନେଇଥିଲେ ବିଶ୍ରାମ

ଭୁବନେଶ୍ୱର: ଭୀମଖୋଜ ଓଡ଼ିଶାର କଳାହାଣ୍ଡି ଜିଲ୍ଲାର ଧର୍ମଗଡ଼ଠାରେ ଅବସ୍ଥିତ ଏକ ଶୈବପୀଠ । କଳାହାଣ୍ଡି ଜିଲ୍ଲାର ଧର୍ମଗଡ ସହରରୁ ପ୍ରାୟ ୧କିମି ଦୂର ଗଲେ ପଡେ ଭୀମଖୋଜ ପଡା । ଏଠାରେ ବିରାଜିତ ସ୍ୱୟଂ ପାତାଳେଶ୍ୱର ମହାଦେବ । ରାଜ୍ୟରେ ପ୍ରମୁଖ ଶୈବପୀଠ ମଧ୍ୟରେ ଭିମଖୋଜର ପାତାଳେଶ୍ୱର…

ସ୍ୱର୍ଗତଃ ପ୍ରବୀର ପ୍ରଧାନଙ୍କ ପରିବାରକୁ ୫୦ ଲକ୍ଷ ପ୍ରଦାନ ପାଇଁ ଦାବିକଲା କଳିଙ୍ଗ ସାମ୍ବାଦିକ ସଂଘ 

ଭୁବନେଶ୍ୱର: କରୋନା ଯୋଦ୍ଧା ପ୍ରବିର କୁମାର ପ୍ରଧାନ କରେନାରେ ଆକ୍ରାନ୍ତ ହୋଇ ଅକାଳରେ ମୃତ୍ୟୁ ବରଣ କରିଛନ୍ତି । ତାଙ୍କ ଅମର ଆତ୍ମାର ସଦଗତ କାମନା କରି କଳିଙ୍ଗ ସାମ୍ବାଦିକ ସଂଘ ପକ୍ଷରୁ ଲୋୟର ପିଏମ୍‌ଜି ଠାରୁ ଏକ କ୍ୟାଣ୍ଡେଲ ରାଲି ବାହାରି ମାଷ୍ଟର କ୍ୟାଣ୍ଟିନ୍ ଠାରେ ପହଞ୍ଚି ଥିଲା ।…

ମନା କରିଦେଲେ ସରକାରୀ ବାବୁ; ରାସ୍ତା ମରାମତି ପାଇଁ ଅଣ୍ଟା ଭିଡ଼ିଲେ ଗ୍ରାମବାସୀ

ବୁଗୁଡ଼ା : ରାସ୍ତା ଏବେ ପାଲଟିଛି ମରଣ ଯନ୍ତା। ବାରମ୍ବାର ଅଭିଯୋଗ ଆସିବା ସତ୍ତ୍ୱେ ଲୋକଙ୍କ ସମସ୍ୟାକୁ ବେଖାତିର କରୁଛନ୍ତି ସରକାରୀ ବାବୁ । ଏପରି ସଙ୍ଗୀନ ଅଭିଯୋଗ ଆସିଛି ଗଞ୍ଜାମ ଜିଲ୍ଲା ବୁଗୁଡା ବ୍ଲକ ଅଞ୍ଚଳରୁ। ସୂଚନାନୁସାରେ, ପୂର୍ତ୍ତବିଭାଗ ରାସ୍ତା ବଡ ପଥର ଠାରୁ ମାଣିତରା -…

ଆନନ୍ଦପୁରରେ ୨୪ ମେଗାୱାଟର କ୍ଷୁଦ୍ର ଜଳବିଦ୍ୟୁତ ପ୍ରକଳ୍ପ ଲୋକାର୍ପିତ

କେନ୍ଦୁଝର: ଜିଲ୍ଲା ଖଣିଜ ପାଣ୍ଠିର ଟଙ୍କା ହେଉଛି ଲୋକଙ୍କ ଟଙ୍କା। ଏହାର ସବୁ ଟଙ୍କା କେବଳ ଲୋକଙ୍କ କଲ୍ୟାଣ ପାଇଁ ଖର୍ଚ୍ଚ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।  ଆଜି ଭିଡିଓ କନ୍‌ଫରେନସିଂ ଜରିଆରେ ଆନନ୍ଦପୁରର ସିଂହନାଳୀରେ ୨୪ ମେଗାୱାଟ ବିଶିଷ୍ଟ ବୈତରଣୀ କ୍ଷୁଦ୍ର…

ଗଂଜାମରୁ ଜବତ ହେଲା ୭୦ ଲକ୍ଷ ଟଙ୍କା ମୂଲ୍ୟର ବାଣ !

ଗଂଜାମ: ଚଳିତବର୍ଷ ଓଡିଶାରେ ବାଣ ବିକ୍ରି କରିବା ଓ ଫୁଟାଇବା ଉପରେ ନିଷେଧାଦେଶ ଜାରି କରିଛନ୍ତି ରାଜ୍ୟ ସରକାର । ଏପରି ସ୍ଥିତିରେ ବେଆଇନ ବାଣ କାରବାର ଉପରେ ରୋକ ଲଗାଇବାକୁ ପୋଲିସ ପ୍ରଶାସନ ଅଣ୍ଟା ଭିଡିଛି । ମାତ୍ର କିଛିଦିନ ପୂର୍ବରୁ ଅନୁଗୁଳରେ ଜବତ ହୋଇଥିଲା ୨୫ ଲକ୍ଷ ଟଙ୍କା ମୂଲ୍ୟର…

ଅଜଣା ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ରାସ୍ତା ଅବରୋଧ

ଯାଜପୁର: ଯାଜପୁର ୧୬ ନଂ ଜାତୀୟ ରାଜପଥର ପାଣିକୋଇଲି ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଅଜଣା ଗାଡି ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକଙ୍କ ପରିଚୟ ମିଳିପାରି ନଥିବା ବେଳେ ଦୁର୍ଘଟଣା ଘଟାଇ ଗାଡିଟି ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଘଟଣାକୁ ନେଇ ଚାପା…

ଆରପାରିରେ ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ର

ଭୁବନେଶ୍ୱର: ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ରଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ଓଡିଶା ହାଇକୋର୍ଟ ବାର୍ ଆସୋସିଏସନ୍‌ର ପୂର୍ବତନ ସଭାପତି ଥିଲେ ଅଶୋକ ମହାପାତ୍ର। ଅଶୋକ ମହାପାତ୍ରଙ୍କ ହେବ…

ଲାଲଗଡରେ ପଇଁତରା ମାରୁଛି ବାୟୁସେନାର ଲଢ଼ୁଆ ବିମାନ

ମାଲକାନଗିରି: ଲାଲଗଡରେ ପଇଁତରା ମାରୁଛି ବାୟୁସେନାର ଲଢ଼ୁଆ ବିମାନ । ଆଜି ହଠାତ୍ ଦୁଇଟି ଚପର ସ୍ୱାଭିମାନ ଅଂଚଳ ଆକାଶରେ ଚକର କାଟିବା ଦେଖି ଆଶ୍ଚଯ୍ୟ ହୋଇଯାଇଥିଲେ ସ୍ଥାନୀୟ ଲୋକେ । ଗୋଟିଏ ହେଲିକପ୍ଟର ଗୁରାସେତୁ ବିଏସଏଫ କ୍ୟାମ୍ପରେ ଅବତରଣ କରିଥିବା ବେଳେ ଅନ୍ୟଟି ଜଙ୍ଗଲ ଉପରେ ପଇଁତରା…

ଜୀବନ ପ୍ରଦୀପ ଦାସଙ୍କ ଅଡିଓ ଭାଇରାଲ ପ୍ରସଙ୍ଗ: ଜୋର ଧରିଲା ରାଜନୀତି

ଭୁବନେଶ୍ୱର: ଜୀବନ ପ୍ରଦୀପ ଦାସଙ୍କ ଅଡିଓ ଭାଇରାଲ ପ୍ରସଙ୍ଗରେ ବିଜେପି ଓ ବିଜେଡିକୁ ଟାର୍ଗେଟ୍ କରିଛି କଂଗ୍ରେସ । ବିଜେପି-ବିଜେଡି ଗୋଟିଏ ଦଳ ବୋଲି ଯେଉଁ ଅଭିଯୋଗ କଂଗ୍ରେସ କରୁଥିଲା ତାହା ଜୀବନଙ୍କ ଅଡିଓ ଟେପ୍ ପ୍ରମାଣିତ କରିଛି । ଚିଟଫଣ୍ଡ ସ୍କାମ୍ ଭଳି ବିଭିନ୍ନ ଦୁର୍ନୀତିରେ ସୁରକ୍ଷା…