Latest Odisha News

BREAKING NEWS

Browsing Category

ଓଡିଶା

Odisha

୬ ବର୍ଷ ପରେ ଘରକୁ ଫେରିଲେ ନାଚିକା ଲିଙ୍ଗା

କୋରାପୁଟ: ଦୀର୍ଘ ୬ ବର୍ଷ ପରେ ଘରକୁ ଫେରିଲେ ଚାଷୀ ମୂଲିଆ ଆଦିବାସୀ ସଂଘର ନେତା ନାଚିକା ଲିଙ୍ଗା ।ଜାମିନ୍‌ ପାଇ ଜେଲରୁ ମୁକୁଳିବା ପରେ ଗତ ରାତିରେ ସେ ନିଜ ଗାଁ କୋରାପୁଟ ଜିଲ୍ଲା ନାରାୟଣପାଟଣାର ଭାଲିଆପୁଟକୁ ଫେରିଛନ୍ତି। ପ୍ରଥମେ ନଦୀ କୂଳରେ ଆଦିବାସୀଙ୍କ ପାରମ୍ପରିକ ବନ୍ଦାପନା, ନୂତନ…

ପୁଣି କରୋନା ନେଲା ଜୀବନ, ଆଖି ବୁଜିଲେ ଆଉ ୧୭

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ ହେଉଛି କରୋନା ମିଟର । ହେଲେ କମୁନି ମୃତ୍ୟୁ ସଂଖ୍ୟା । ପ୍ରତିଦିନ ୧୦ରୁ ଅଧିକ ସଂକ୍ରମିତଙ୍କ ମୁଣ୍ଡ ନେଉଛି କିଲର ଭାଇରସ । ଗତ ୨୪ ଘଂଟାରେ ରାଜ୍ୟରେ ପୁଣି ଆଉ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ…

ରାଜ୍ୟରେ ୩ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ଟପିଲା । ଓଡ଼ିଶାରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ପଜିଟିଭ ସଂଖ୍ୟା କମୁଛି । କମ୍ ସଂଖ୍ୟକ କରୋନା ଚିହ୍ନଟ ହେଉଥିଲେ ମଧ୍ୟ ଆଜି ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ଲକ୍ଷ ୧୪୦ରେ…

ବାଲେଶ୍ୱରରୁ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ, ୩ ଗିରଫ

ଭୁବନେଶ୍ୱର: ବ୍ରାଉନସୁଗାର ବିଜନେସର ପେଣ୍ଠସ୍ଥଳୀ ପାଲଟିଛି ବାଲେଶ୍ୱର । ବଡ ଧରଣର ଡ୍ରଗ୍ସ ରାକେଟର ପର୍ଦ୍ଦାଫାଶ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଜବତ ହୋଇଛି କୋଟିଏ ଟଙ୍କାର ବ୍ରାଉନସୁଗାର । ୧ କେଜି ୧୦୫ ଗ୍ରାମ୍‌ ଧଳା ଜହର ଜବତ କରିଛି କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ର ସ୍ପେଶାଲ ଟିମ୍‌ ।…

ରାଜ୍ୟରେ ସବୁଠୁ ଥଣ୍ଡା ସହର ସୋନପୁର, ଏସବୁ ଜିଲ୍ଲାରେ ବଢୁଛି ଶୀତ

ଭୁବନେଶ୍ୱର: ରାଜ୍ୟରେ ଖସୁଛି ପାରଦ, ବଢୁଛି ଥଣ୍ଡା । ଅନୁଭୂତ ହେଲାଣି ଶୀତ । ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ଅଞ୍ଚଳରେ ଥଣ୍ଡା ବଢ଼ିଲାଣି । ୧୧.୮ ଡିଗ୍ରୀ ସେଲସିୟସ ସହ ରାଜ୍ୟରେ ସବୁଠୁ ଥଣ୍ଡା ସହର ହୋଇଛି ସୋନପୁର । ଗତକାଲି ସୋନପୁରରେ ପାରଦ ୧୨ ଡିଗ୍ରୀ ତଳକୁ ଖସିଛି । ସେହିପରି ଆଉ…

ପ୍ରତ୍ୟାହାର ହେବ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ବିଜ୍ଞପ୍ତି

ଭୁବନେଶ୍ୱର: ପ୍ରତ୍ୟାହାର ହେବ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ବିଜ୍ଞପ୍ତି । ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ବୋର୍ଡ ସଭାପତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ୫ ତାରିଖରେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଯାହାକୁ ନେଇ ଅସନ୍ତୋଷ ପ୍ରକାଶ…

କୂଳଡିହା ଅଭୟାରଣ୍ୟ ଅଞ୍ଚଳରେ ବିରଳ ରେଡ୍ ନେପଡ୍ ଆଇବିସ୍ ପକ୍ଷୀ

ବାଲେଶ୍ୱର: ନୀଳଗିରି ଫରେଷ୍ଟ ରେଞ୍ଜ ଅଞ୍ଚଳରେ ବିରଳ ରେଡ୍ ନେପଡ୍ ଆଇବିସ୍ (ନାଲି ମଥା ବାଜେଣି) ପକ୍ଷୀ ଚିହ୍ନଟ । ନୀଳଗିରି ନିକଟ ପୋଡାଶୂଳ ଅଞ୍ଚଳରେ ଏକ ସାଙ୍ଗରେ ଏଭଳି ଅନେକ ବିରଳ ପକ୍ଷୀ ମୋବାଇଲ ଟାୱାରରେ ବସିଥିବା ଦେଖିବାକୁ ମିଳିଛି । କୂଳଡିହା ଅଭୟାରଣ୍ୟର ରିଷିଆ, ଖୋମକୁଟ ଓ କେନ୍ଦୁଝର…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶି ଫଳ ତା ୭-୧୧-୨୦୨୦ ଶନିବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ନଭେମ୍ବର ତା ୭ ରିଖ ଶନିବାର ତୁଳା ୨୨ ଦିନ କାର୍ତ୍ତିକ ମାସ କୃଷ୍ଣ ପକ୍ଷ ସପ୍ତମୀ ତିଥି ପୁନର୍ବସୁ ଭୁକ୍ତ ପୁଷ୍ଯା ନକ୍ଷତ୍ର କର୍କଟ ଚନ୍ଦ୍ର ଘାତ ବାର-: ବୃଷ ସିଂହ ଓ କନ୍ୟା ରାଶିର ଆଜି: ତାଳ ଖାଇବା…

ସୁନ୍ଦରଗଡ଼ରେ ଡିସେମ୍ବର ୧୨ରୁ ଖୋଲିବ ମାଣ୍ଡିଆ ମଣ୍ଡି; ୭,୫୦୦ କୁଇଣ୍ଟାଲ ମାଣ୍ଡିଆ କ୍ରୟ ଲକ୍ଷ୍ୟ

ସୁନ୍ଦରଗଡ଼: ଚଳିତ ବର୍ଷ ସୁନ୍ଦରଗଡ଼ ଜିଲ୍ଲାରେ ଚାଷୀଙ୍କଠାରୁ ଟିଡିସିସି ମାଧ୍ୟମରେ ୭ ହଜାର ୫୦୦ କୁଇଣ୍ଟାଲ ମାଣ୍ଡିଆ କ୍ରୟ କରିବାକୁ ପ୍ରଶାସନ ଲକ୍ଷ୍ୟ ଧାର୍ଯ୍ୟ କରିଛି। ୮ଟି ବ୍ଲକରେ ୧୯୦ଟି ମଣ୍ଡି ଦିବସ ମାଧ୍ୟମରେ ଜିଲ୍ଲାର ୫,୮୬୪ ଚାଷୀଙ୍କଠାରୁ ବିଭିନ୍ନ କିସମର ମାଣ୍ଡିଆ କିଣାଯିବ। ଏଫଏକ୍ୟୁ…

ସବୁଦିନ ଚଳାଚଳ କରିବ ରାଉରକେଲା-ଭୁବନେଶ୍ୱର-ରାଉରକେଲା ବିଶେଷ ଟ୍ରେନ

ଭୁବନେଶ୍ୱର: ନଭେମ୍ବର ମାସ ୭ ତାରିଖ ଠାରୁ ଡିସେମ୍ବର ମାସ ୩୧ ତାରିଖ ପର୍ଯ୍ୟନ୍ତ ରାଉରକେଲା-ଭୁବନେଶ୍ୱର-ରାଉରକେଲା ବିଶେଷ ଟ୍ରେନ ସପ୍ତାହକୁ ପାଞ୍ଚଦିନ ପରିବର୍ତ୍ତେ ସବୁଦିନ ଚଳାଚଳ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ୦୨୮୬୧/୦୨୮୬୨ ରାଉରକେଲା-ଭୁବନେଶ୍ୱର-ରାଉରକେଲା ବିଶେଷ ଟ୍ରେନ…