Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ ଆଉ ୧୫ କରୋନା ରୋଗୀଙ୍କ ମୃତ୍ୟୁ; ମୋଟ୍ ମୃତକଙ୍କ ସଂଖ୍ୟା ୧୩୯୩କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଶୁକ୍ରବାର ଦିନ ଆଉ ୧୫ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୧୩୯୩ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, କଟକରୁ ୧, ଭୁବନେଶ୍ୱରରୁ ୨, ଖୋର୍ଦ୍ଧାରୁ ୧, ମାଲକାନଗିରିରୁ ୧,…

ଓଡିଶାରେ ୧୪୯୪ କରୋନା ଆକ୍ରାନ୍ତ ଚିହ୍ନଟ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୪୯୪ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୮ ହଜାର ୭୬୮ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

୧୦ ଦିନ ପାଇଁ ବର୍ଷା ଘର ଛାଡନ୍ତୁ: ଅନୁଭବଙ୍କ ମାଆ

କଟକ: ଓଲିଉଡର ଚର୍ଚ୍ଚିତ ଯୋଡି ତଥା ଅଭିନେତାରୁ ସାଂସଦ ପାଲଟିଥିବା ଅନୁଭବ ଓ ତାଙ୍କ ପତ୍ନୀ ବର୍ଷାଙ୍କୁ ନେଇ ପୁଣି ଏକ ଖବର ସାମ୍ନାକୁ ଆସିଛି । ପ୍ରାପ୍ତ ସୂଚନାନୁଯାୟୀ, ଅନୁଭବଙ୍କ ମା’ ପୁରୀଘାଟ ଥାନାରେ ବର୍ଷାଙ୍କ ନାମରେ ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ ଅନୁଯାୟୀ କଟକ ସ୍ଥିତ…

୮ ମାସ ପରେ ପୁଣି ଆରମ୍ଭ ହେଉଛି ‘ଏଲ୍‌ଏଲ୍’ ପାଇଁ ସ୍ଲଟ୍‌ ବୁକିଂ, ଜାଣନ୍ତୁ କେବେଠୁ

ଭୁବନେଶ୍ୱର: ଦୀର୍ଘଦିନର ବ୍ୟବଧାନ ପରେ ପୁଣି ଥରେ ଡ୍ରାଇଭିଂ ଲର୍ଣ୍ଣର ଲାଇସେନ୍ସ (ଏଲ୍‌ଏଲ୍‌) ପାଇଁ ସ୍ଲଟ୍‌ ବୁକିଂ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ସୂଚନାନୁସାରେ, ନଭେମ୍ବର ୧୨ ତାରିଖରୁ ଲର୍ଣ୍ଣର ଲାଇସେନ୍ସ ପାଇଁ ସ୍ଲଟ୍‌ ବୁକିଂ କରିହେବ ବୋଲି ରାଜ୍ୟ ପରିବହନ କମିସନରଙ୍କ…

କର୍ତ୍ତବ୍ୟରେ ଅବହେଳା ଯୋଗୁଁ ନିଲମ୍ବିତ ହେଲେ କୋଣାର୍କ ଥାନା ଏସ୍‌ଆଇ

କୋଣାର୍କ: କର୍ତ୍ତବ୍ୟରେ ଅବହେଳା ଯୋଗୁଁ ନିଲମ୍ବିତ ହୋଇଛନ୍ତି କୋଣାର୍କ ଥାନା ଏସଆଇ ଦିଲ୍ଲୀପ କୁମାର ବେହେରା।ସୂଚନାନୁସାରେ, ବିଭିନ୍ନ ସମୟରେ ପୁଲିସ ସେବା ନିୟମର ଖୋଲା ଉଲ୍ଲଂଘନ ସାଙ୍ଗକୁ ସାଧାରଣ ଜନତାଙ୍କ ଉପରେ ଅତ୍ୟାଚାର ଅଭିଯାଗରେ ପୁରୀ ଏସ୍‌ପି ଅଖିଳେଶ୍ୱର ସିଂ କୋଣାର୍କ ଥାନାରେ…

ସନ୍ଦେହଜନକ ଅବସ୍ଥାରେ ମିଳିଲା ବିଡ଼ିଓଙ୍କ ପତ୍ନୀଙ୍କ ମୃତଦେହ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆର ବିଡିଓ ରଶ୍ମିରଂଜନ ମହନ୍ତଙ୍କ ପତ୍ନୀଙ୍କର ମୃତଦେହ ସନ୍ଦେହଜନକ ଅବସ୍ଥାରେ ମିଳିଛି।ତାଙ୍କ ମୃତ୍ୟୁ ସମ୍ପର୍କରେ ପରିବାର ଲୋକଙ୍କୁ ଜଣାଇବା ସତ୍ତ୍ୱେ ମଧ୍ୟ ଡାକ୍ତରଖାନାକୁ ତାଙ୍କ ମୃତଦେହ ନେବାକୁ କେହି ଆସି ନଥିଲେ। ଯାହା ଘଟଣାକୁ ସନ୍ଦେହଜନକ ସ୍ଥିତିକୁ…

ସତ୍ୟନାରାୟଣ ପୂଜା ଭୋଗ ଖାଇ ଗୋଟିଏ ପରିବାରର ୬ ଅସୁସ୍ଥ

ଉଦଳା: ଘରେ ହୋଇଥିବା ସତ୍ୟନାରାୟଣ ପୂଜାର ଭୋଗ ଖାଇ ଗୋଟିଏ ପରିବାରର ୬ଜଣ ସଦସ୍ୟ ଅସୁସ୍ଥ ହୋଇଥବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ୪ଜଣଙ୍କ ଅବସ୍ଥା ଗୁରୁତର ରହିଥିବା ଜଣାପଡିଛି। ଗୁରୁତର ମାନଙ୍କୁ ଡାକ୍ତରଖାନାରେ ଭର୍ତି କରାଯାଇଛି । ସୂଚନାନୁସାରେ, କପ୍ତିପଦା ଥାନା ସୋଲଗଡିଆ ଗ୍ରାମର…

ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ହତ୍ୟାକାଣ୍ଡ

ଭୁବନେଶ୍ୱର: ରାଜଧାନୀ ସ୍ଥିତ ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରେ ହତ୍ୟାକାଣ୍ଡ। ଜଣେ ଶ୍ରମିକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଜଣାପଡିଛି। ମୃତକଙ୍କ ଗୁଜୁରାମ ସିଂ ହୋଇଥିବା ବେଳେ ତାଙ୍କ ଘର ମୟୂରଭଞ୍ଜ ଜିଲ୍ଲାର ଉଦଳାରେ ବୋଲି ଜଣାପଡିଛି। ସୂଚନାନୁସାରେ, ଗୁଜୁରାମ ଏହି…

ଓଡ଼ିଶା-ଆନ୍ଧ୍ରପ୍ରଦେଶ ସୀମାନ୍ତରୁ ୨୫୦ କେଜି ଗଞ୍ଜେଇ ଜବତ; ୨ ଅଟକ

ଲମତାପୁଟ: ପୁଣି ଓଡ଼ିଶା-ଆନ୍ଧ୍ରପ୍ରଦେଶ ସୀମାନ୍ତରୁ ୨୫୦ କେଜିର ଗଞ୍ଜେଇ ଜବତ। ଯାହାର ଆନୁମାନିକ ମୂଲ୍ୟ ପାଖାପାଖି ୨୫ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି। ପ୍ରାପ୍ତ ସୂଚନାନୁଯାୟୀ, କଳାହାଣ୍ଡିକୁ ଗଞ୍ଜେଇ ଚୋରା ଚାଲାଣ ବେଳେ କୋରାପୁଟ ଜିଲ୍ଲା ପାଡ଼ୁଆ ପୋଲିସ ଚଢ଼ାଉ କରି ଏହି ଗଞ୍ଜେଇ…

ନଭେମ୍ବରରେ ଖୋଲାହେବନି ସ୍କୁଲ: ସମୀର ଦାଶ

ଭୁବନେଶ୍ୱର: ଡିସେମ୍ବରରେ ଦ୍ୱିତୀୟ ପର୍ଯ୍ୟାୟ କରୋନା ସଂକ୍ରମଣର ଆଶଙ୍କା ଥିବାରୁ ରାଜୟରେ ଏବେ ଖୋଲିବନି ସ୍କୁଲ । ଏ ନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଚଳିତ ମାସରେ ନବମରୁ ଦ୍ବାଦଶ ଶ୍ରେଣୀ ଯାଏଁ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ଖୋଲିବା ନେଇ ସରକାର ନିଷ୍ପତ୍ତି…