Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା; ସତର୍କତା ଜାରି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ୟୁରୋପ ଓ ଅନ୍ୟ ପାଶ୍ଚାତ୍ୟ ଦେଶ ମାନଙ୍କରେ ପ୍ରଥମ ପର୍ଯ୍ୟାୟ କୋଭିଡ ସଂକ୍ରମଣ ପରେ ବର୍ତ୍ତମାନ ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣ ଚାଲିଛି । ଓଡିଶାରେ ଡିସେମ୍ବର ଦ୍ବିତୀୟ ସପ୍ତାହ ପରେ ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା ଥିବାରୁ ଆମକୁ ଏବେଠୁ ସତର୍କ ରହି କାର୍ଯ୍ୟ କରିବାକୁ ପଡିବ…

ପୁରୀରେ କୈବଲ୍ୟ ରଥର ଶୁଭାରମ୍ଭ

ପୁରୀ: ମୋ ଧାମ ମୋ ଗର୍ବ ଅଭିଯାନ ଅଧିନରେ ଆଉ ଏକ ପଦକ୍ଷେପ ଗ୍ରହଣ କରାଯାଇଛି । ବ୍ୟବହୃତ ଅବଡା କୁଡୁଆ, ବଳିଯାଇଥିବା ପ୍ରସାଦ ଓ ଫୁଲ, ଫଳ ଚୋପା, ଦ୍ବିପ, ଧୂପକାଠି ଭଳି ବ୍ୟବହୃତ ପୂଜା ସାମଗ୍ରୀ ଆଦି ସୁବ୍ୟବସ୍ଥିତ ଭାବେ ଘରୁ ସଂଗ୍ରହ କରିବା ନିମନ୍ତେ ସ୍ବତନ୍ତ୍ର ଗାଡି କୈବଲ୍ୟ ରଥର ଶୁଭାରମ୍ଭ…

ରାଜଧାନୀରେ ଅସ୍ଥାୟୀ ଦୋକାନରେ ଦୀପ ବିକ୍ରି ମନା

ଭୁବନେଶ୍ୱର: କରୋନା ସଙ୍କଟ ମଧ୍ୟରେ ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ (ବିଏମସି) ରାସ୍ତା କଡ଼ରେ ବସୁଥିବା ଅସ୍ଥାୟୀ ଦୋକାନ ଗୁଡିକରେ ଦୀପ ବିକ୍ରି ଉପରେ ପ୍ରତିବନ୍ଧକ ଲଗାଇଛି। କୋଭିଡ୧୯ ମହାମାରୀ ଯୋଗୁଁ ସମ୍ଭାବ୍ୟ କ୍ଷତିକାରକ ପରିଣାମକୁ ବିଚାର କରି ବାଣ କିଣିବା ଓ ଫଟାଇବାକୁ ଓଡିଶା…

‘ଶୀତ ଦିନ ପାଇଁ ସାବଧାନ’

ଭୁବନେଶ୍ୱର: ରାଜ୍ୟରେ ଏବେ କରୋନା ତଳମୁହାଁ ରହିଛି । ହେଲେ ରାଜ୍ୟରୁ କରୋନାର କୋପ କମିନି । ଅନ୍ୟ ଭୂତାଣୁ ଓ କରୋନା ଭାଇରସ ମଧ୍ୟରେ ଅନେକ ଫରକ ରହିଛି । ଆଗକୁ ଶୀତ ଆସୁଥିବାରୁ ସଜାଗ ରହିବା ଆବଶ୍ୟକ । ଶୀତ ଲାଗି କରୋନା ବ୍ୟାପିବା ଅଧିକ ସମ୍ଭାବନା ରହିଥିବା ନେଇ ଆଜି ସାମ୍ବାଦିକ ସମ୍ମିଳନୀରେ…

ନଭେମ୍ବର ୨୦ରୁ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୨୦ରୁ ବସିବ ବିଧାନସଭା ଶୀତ ଅଧିବେଶନ । ଏହା ନଭେମ୍ବର ୨୦ରୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ । ବିଧାନସଭା ଶୀତ ଅଧିବେଶନର ପ୍ରଥମ ଦିନରେ ହିଁ ୨୦୨୦-୨୧ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଆଗତ ହେବ ବୋଲି କାର୍ଯ୍ୟସୂଚୀ ପ୍ରସ୍ତୁତ ହୋଇଛି। ଚଳିତଥର…

ଆରପାରିରେ ପୂର୍ବତନ କ୍ରିକେଟ ଖେଳାଳି ଶାନ୍ତନୁ ଶତପଥୀ

ଭୁବନେଶ୍ୱର: ପରଲୋକରେ ପୂର୍ବତନ କ୍ରିକେଟ୍ ଖେଳାଳି ଶାନ୍ତନୁ କୁମାର ଶତପଥୀ। ୭୯ ବର୍ଷ ବୟସରେ ଗତକାଲି ତାଙ୍କର ଦେହାନ୍ତ ହୋଇଛି। ଶାନ୍ତନୁ ଜଣେ ପ୍ରସିଦ୍ଧ କ୍ରିକେଟର ଥିଲେ ଯିଏ ରଣଜୀ ଟ୍ରଫିରେ ଓଡିଶା, ଉତ୍ତରପ୍ରଦେଶ ଏବଂ ଆନ୍ଧ୍ର ଭଳି ତିନୋଟି ରାଜ୍ୟକୁ ପ୍ରତିନିଧିତ୍ୱ କରିଥିଲେ। ସେ…

ରାସ୍ତା ମଝିରେ ଦୁଇ ଯୁବତୀଙ୍କୁ ଛୁରାମାଡ

ନୂଆପଡା: ବିଚ ରାସ୍ତାରେ ଦୁଇ ଯୁବତୀଙ୍କୁ ଛୁରାମାଡ । ଥରେ କି ଦୁଇ ଥର ନୁହେଁ ବାରମ୍ବାର ଛୁରାମାଡ କଲା ଯୁବକ । ଏଭଳି ଘଟଣା ଦେଖିବାକୁ ମିଳିଛି ନୂଆପଡା ଜିଲ୍ଲା ବୋଡେନ୍ ବଜାର ରାସ୍ତାରେ । ଏକ ତରଫା ପ୍ରେମରେ ବିଫଳ ହେବା ପରେ ଯୁବକ ଜଣକ ଛୁରାମାଡ କରିଥିବା ଅଭିଯୋଗ ହୋଇଛି । ଛୁରାମାଡରେ…

ଢେଙ୍କାନାଳରୁ ଉଦ୍ଧାର ହେଲା ୬ଫୁଟ ଲମ୍ବର ଅଜଗର

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲାର ଆଲାସୁଅ ଅଞ୍ଚଳରୁ ଉଦ୍ଧାର ହୋଇଛି ଏକ ୬ଫୁଟ ଲମ୍ବର ଅଜଗର ସାପ। ସାପ ଖେଳ ଦେଖାଉଥିବା ସମୟରେ ଜଙ୍ଗଲ ଅଧିକାରୀମାନେ ଏହି ୬ ଫୁଟ ଲମ୍ବର ପାଇଥନକୁ ଉଦ୍ଧାର କରିବା ସହ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛନ୍ତି। ସାପ ଖେଳ ହେଉଥିବା ଖବର ପାଇ ବିଭାଗୀୟ ବନ ଅଧିକାରୀ…

ଶ୍ରୀମନ୍ଦିର ବାଇଶି ପାହାଚର ସ୍ଥିିତି ଅନୁଧ୍ୟାନ କଲା ASI ଟିମ୍‌

ପୁରୀ: ଶ୍ରୀମନ୍ଦିର ବାଇଶି ପାହାଚର ମରାମତି ହେବ । ଏଥିପାଇଁ ଆଜି ପ୍ରତ୍ନତତ୍ତ୍ୱ ବିଭାଗ ତଥା ଏଏସ୍‌ଆଇର ୫ ଜଣିଆ ଟିମ୍ ଶ୍ରୀମନ୍ଦିର ଯାଇ ବାଇଶି ପାହାଚର ଅବସ୍ଥା ଓ ସ୍ଥିତି ଅନୁଧ୍ୟାନ କରିଛି । ଏଥିସହ ମହାଲକ୍ଷ୍ମୀ ମନ୍ଦିର ଭିତରର ମଧ୍ୟ ସ୍ଥିତି ଅନୁଧ୍ୟାନ କରିଛନ୍ତି ଏଏସ୍‌ଆଇ ଟିମ୍ ।…

ଲ୍ୟାଣ୍ଡମାଇନ୍ ଉଦ୍ଧାର, ବିପୁଳ ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି: ମାଲକାନଗିରି ପୋଲିସ ଓ ବିଏସ୍‌ଏଫ୍ ଯବାନଙ୍କୁ ମିଳିଛି ବଡ ସଫଳତା । ଆନ୍ଧ୍ର-ଓଡ଼ିଶା ସୀମାନ୍ତ ଗୋରାସେତୁ ଜଙ୍ଗଲରେ ଠାବ ହୋଇଛି ମାଓ କ୍ୟାମ୍ପ । କମ୍ୱିଂ ଅପରେଶନ୍‌ରେ ଗଲା ବେଳେ ମିଳିଲା ଲ୍ୟାଣ୍ଡମାଇନ୍‌। ଏଥିସହ ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ସ୍ୱାଭିମାନ…