Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡ଼ିଶାରେ ୨୧ ଲକ୍ଷ ଲୋକଙ୍କ ପାଖରେ ନାହିଁ ଆଧାରକାର୍ଡ

ଭୁବନେଶ୍ୱର: ଓଡିଶାର ପ୍ରାୟ ୨୧ ଲକ୍ଷ ଲୋକଙ୍କ ପାଖରେ ଆଧାର କାର୍ଡ ନାହିଁ ବୋଲି ୟୁନିକ୍ ଆଇଡେଣ୍ଟିଫିକେସନ୍ ଅଥରିଟି ଅଫ୍ ଇଣ୍ଡିଆ (UIDAI) ସୂତ୍ରରୁ ପ୍ରକାଶ। UIDAI ଦେଇଥିବା ତଥ୍ୟ ଅନୁଯାୟୀ, ଚଳିତ ବର୍ଷ ଜୁନ୍ ୩୦ ସୁଦ୍ଧା ଆଧାର କାର୍ଡ ପାଇଁ ଯୋଗ୍ୟ ୪,୩୬,୫୬,୩୩୩ ଜନସଂଖ୍ୟା ମଧ୍ୟରୁ…

ଦୁଇ ଭାଇଙ୍କ ଉପରେ ଗୁଳିମାଡ଼ ଓ ଭୂଜାଲିରେ ହାଣିଲେ ଦୁର୍ବୃତ୍ତ, ଜଣେ ମୃତ

ଅନୁଗୋଳ: ଦୁଇ ଭାଇଙ୍କ ଉପରେ ସଂଘବଦ୍ଧ ଆକ୍ରମଣ । ଭୂଜାଲୀରେ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି । ଗୁଳିମାଡ଼ରେ ଅନ୍ୟ ଜଣେ ଭାଇ ଗୁରୁତର ହୋଇଛନ୍ତି । ଅନୁଗୋଳ ଜିଲ୍ଲା ମୁଷାପାପୁଲୀ ଛକରେ ଘଟିଛି ଏହି ଜଘନ୍ୟ ହତ୍ୟାକାଣ୍ଡ । ମୃତକ ହେଲେ ରନ୍ତଲେଇ ଗାଁର ଦୁଃଶାସନ ସେନାପତି । ତାଙ୍କ ଭାଇ…

କାରକୁ ଚାପି ଦେଲା ହାଇଓ୍ୱା, ୨ ଜଣ ଗୁରୁତର

କଟକ: ବାରଙ୍ଗ ନିକଟ ତ୍ରିଶୂଳିଆରେ ନେତାଜୀ ସୁଭାଷ ସେତୁ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କାର୍ ଉପରେ ମାଡ଼ି ଗଲା ବାଲି ବୋଝେଇ ହାଇଓ୍ୱା । ଏଥିରେ କାରରେ ଥିବା ଡ୍ରାଇଭର ଅ ଅନ୍ୟ ଜଣେ ଆହତ ହୋଇଛନ୍ତି । କାର୍ ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ରହିଛି । ତାଙ୍କୁ ଚିକିତ୍ସା ପାଇଁ କଟକ ବଡ଼…

ଶ୍ରୀମନ୍ଦିରର ରତ୍ନଭଣ୍ଡାର ସମ୍ପର୍କରେ ଜାଣନ୍ତୁ, କିଛି ଅଜଣା କଥା

ଭୁବନେଶ୍ୱର: ଜଗତର ନାଥ ଜଗନ୍ନାଥ। ଅନେକ ରସହ୍ୟରେ ପରିପୂର୍ଣ୍ଣ ଏହି ମନ୍ଦିର। କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ । ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା…

ପୂର୍ବତନ କୁଳପତି ପ୍ରଫେସର ହରିହର ଦାସଙ୍କ ପରଲୋକ

ବ୍ରହ୍ମପୁର: ବ୍ରହ୍ମପୁର ବିଶ୍ୱବିଦୟାଳୟର ପୂର୍ବତନ କୁଳପତି ପ୍ରଫେସର ହରିହର ଦାସଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା । କିଛି ଦିନ ପୂର୍ବରୁ ସେ କରୋନାରେ ଆକ୍ରାନ୍ତ ହୋଇଥିଲେ । ଚିକିତ୍ସା ପରେ ସୁସ୍ଥ ହେବାରୁ ଗତକାଲି ସେ ଘରକୁ ଫେରିଥିଲେ । ଆଜି ହଠାତ୍ ସେ…

ବ୍ୟକ୍ତି ଏକ, ବ୍ୟକ୍ତିତ୍ୱ ଅନେକ; ରାଜଗୋପାଳ ମିଶ୍ର !

ଭୁବନେଶ୍ୱର: ଆଉ ନାହାନ୍ତି ରାଜଗୋପାଳ ମିଶ୍ର । ଚଳଚ୍ଚିତ୍ର ନିର୍ଦ୍ଦେଶକ, ଅଭିନେତା, ଚିତ୍ରନାଟ୍ୟ ଲେଖକ ଓ ସଙ୍ଗୀତ ନିର୍ଦ୍ଦେଶକ ଭାବେ ସିନେ ଜଗତରେ ସେ ହାସଲ କରିଥିଲେ ଏକ ଅବର୍ଣ୍ଣନୀୟ ଉପାଧି । ଏହି ମହାନ ବ୍ୟକ୍ତିତ୍ୱ ୧୯୪୯ ମସିହା ଅକ୍ଟୋବର ୨୬, ବୁଧବାର ଦିନ ଜନ୍ମ ଗ୍ରହଣ କରିଥିଲେ । ବାପା…

ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା; ସତର୍କତା ଜାରି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ୟୁରୋପ ଓ ଅନ୍ୟ ପାଶ୍ଚାତ୍ୟ ଦେଶ ମାନଙ୍କରେ ପ୍ରଥମ ପର୍ଯ୍ୟାୟ କୋଭିଡ ସଂକ୍ରମଣ ପରେ ବର୍ତ୍ତମାନ ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣ ଚାଲିଛି । ଓଡିଶାରେ ଡିସେମ୍ବର ଦ୍ବିତୀୟ ସପ୍ତାହ ପରେ ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା ଥିବାରୁ ଆମକୁ ଏବେଠୁ ସତର୍କ ରହି କାର୍ଯ୍ୟ କରିବାକୁ ପଡିବ…

ପୁରୀରେ କୈବଲ୍ୟ ରଥର ଶୁଭାରମ୍ଭ

ପୁରୀ: ମୋ ଧାମ ମୋ ଗର୍ବ ଅଭିଯାନ ଅଧିନରେ ଆଉ ଏକ ପଦକ୍ଷେପ ଗ୍ରହଣ କରାଯାଇଛି । ବ୍ୟବହୃତ ଅବଡା କୁଡୁଆ, ବଳିଯାଇଥିବା ପ୍ରସାଦ ଓ ଫୁଲ, ଫଳ ଚୋପା, ଦ୍ବିପ, ଧୂପକାଠି ଭଳି ବ୍ୟବହୃତ ପୂଜା ସାମଗ୍ରୀ ଆଦି ସୁବ୍ୟବସ୍ଥିତ ଭାବେ ଘରୁ ସଂଗ୍ରହ କରିବା ନିମନ୍ତେ ସ୍ବତନ୍ତ୍ର ଗାଡି କୈବଲ୍ୟ ରଥର ଶୁଭାରମ୍ଭ…

ରାଜଧାନୀରେ ଅସ୍ଥାୟୀ ଦୋକାନରେ ଦୀପ ବିକ୍ରି ମନା

ଭୁବନେଶ୍ୱର: କରୋନା ସଙ୍କଟ ମଧ୍ୟରେ ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ (ବିଏମସି) ରାସ୍ତା କଡ଼ରେ ବସୁଥିବା ଅସ୍ଥାୟୀ ଦୋକାନ ଗୁଡିକରେ ଦୀପ ବିକ୍ରି ଉପରେ ପ୍ରତିବନ୍ଧକ ଲଗାଇଛି। କୋଭିଡ୧୯ ମହାମାରୀ ଯୋଗୁଁ ସମ୍ଭାବ୍ୟ କ୍ଷତିକାରକ ପରିଣାମକୁ ବିଚାର କରି ବାଣ କିଣିବା ଓ ଫଟାଇବାକୁ ଓଡିଶା…

‘ଶୀତ ଦିନ ପାଇଁ ସାବଧାନ’

ଭୁବନେଶ୍ୱର: ରାଜ୍ୟରେ ଏବେ କରୋନା ତଳମୁହାଁ ରହିଛି । ହେଲେ ରାଜ୍ୟରୁ କରୋନାର କୋପ କମିନି । ଅନ୍ୟ ଭୂତାଣୁ ଓ କରୋନା ଭାଇରସ ମଧ୍ୟରେ ଅନେକ ଫରକ ରହିଛି । ଆଗକୁ ଶୀତ ଆସୁଥିବାରୁ ସଜାଗ ରହିବା ଆବଶ୍ୟକ । ଶୀତ ଲାଗି କରୋନା ବ୍ୟାପିବା ଅଧିକ ସମ୍ଭାବନା ରହିଥିବା ନେଇ ଆଜି ସାମ୍ବାଦିକ ସମ୍ମିଳନୀରେ…