Latest Odisha News

BREAKING NEWS

Browsing Category

ଓଡିଶା

Odisha

ଫେବୃଆରୀ ୧୨ ତାରିଖରେ ଧର୍ମଘଟ ଡାକରା ଦେଇଛି ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଂଘ ମିଳିତ ମଞ୍ଚ

ଭୁବନେଶ୍ବର: ଆସନ୍ତା ୧୨ ତାରିଖରେ ଧର୍ମଘଟ ଡାକରା ଦେଇଛି ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଂଘ ମିଳିତ ମଞ୍ଚ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ବିଦ୍ୟାଳୟରେ ଯେପରି ମଧ୍ୟାହ୍ନ ଭୋଜନ ବ୍ୟବସ୍ଥାର ବିକଳ୍ପ ବ୍ୟବସ୍ଥା ସୁନିଶ୍ଚିତ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ…

୧୪ ବର୍ଷୀୟା ନାବାଳିକାକୁ ୫୯ ବର୍ଷୀୟ ବ୍ୟକ୍ତି ଦୁଷ୍କର୍ମ ଅଭିଯୋଗ

ଦେବଗଡ: ଜଣେ ୧୪ ବର୍ଷୀୟା ନାବାଳିକାକୁ ୫୯ ବର୍ଷୀୟ ବ୍ୟକ୍ତି ଦୁଷ୍କର୍ମ କରିଥିବା ଅଭିଯୋଗ ଆସିଛି। ଅଭିଯୋଗ ଆଧାରରେ ଦେବଗଡ ଥାନା ପୋଲିସ ଖୁଂଟିଆପାଲି ଗ୍ରାମର ଗୌରହରୀ ବିଶ୍ୱାଳ(୫୯) ନାମକ ଜଣେ ବ୍ୟକ୍ତିକୁ ଗିରଫ କରି କୋର୍ଟ ଚାଲାଣ କରିଛି। ମାତ୍ର ଅଦାଲତରେ ଜାମିନ ଆବେଦନ ଖାରଜ ହେବାରୁ ତାକୁ…

କଟକରେ ଆଉ ରହିବନି ଟ୍ରାଫିକ୍‌ ସମସ୍ୟା: ନିର୍ମାଣ ହେବ ଆଉଟର ରିଙ୍ଗ୍‌ରୋଡ୍‌

କଟକ: ଏଣିକି କଟକରେ ଆଉ ରହିବନି ଟ୍ରାଫିକ୍‌ ସମସ୍ୟା। ଏହାର ସମଧାନ ପାଇଁ ନିର୍ମାଣ ହେବ ଆଉଟର ରିଙ୍ଗ୍‌ରୋଡ୍‌। ଏନନେଇ ଚାଲିଛି ବଡ଼ ଯୋଜନା। ଭୁବନେଶ୍ୱର ସହର ପରିବର୍ଦ୍ଧିତ ଯୋଜନା ପରି କଟକରେ ରିଙ୍ଗ୍‌ରୋଡ୍‌ ନିର୍ମାଣ ନେଇ ସରକାର ଯୋଜନା କରିଛନ୍ତି। ଏଥିସହ କଟକ-ସମ୍ବଲପୁର ଜାତୀୟ ରାଜପଥ-୫୫…

ମାଟ୍ରିକ୍‌ ପରୀକ୍ଷା ପାଇଁ ଜୋରଦାର ପ୍ରସ୍ତୁତି: ଆଜିଠୁ ନୋଡାଲ୍ ସେଣ୍ଟର ଯିବ ପ୍ରଶ୍ନପତ୍ର

ଭୁବନେଶ୍ୱର: ଆସନ୍ତା ୧୯ତାରିଖରୁ ଆରମ୍ଭ ହେବାକୁ ଯାଉଛି ଦଶମ ଶ୍ରେଣୀ ପରୀକ୍ଷା। ଏହା ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ମାଟ୍ରିକ୍‌ ପରୀକ୍ଷା ସହ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷା(ଓପନ ସ୍କୁଲ) ମଧ୍ୟ ସମାନ ଦିନରେ ହେବ । ଏଥର ରାଜ୍ୟର ୩୦୮୨ ସେଣ୍ଟରରେ ହେବ…

Mystery Death:ଫାର୍ମ ହାଉସ୍ ମାଟି ତଳୁ ଅଜଣା ମୃତଦେହ ଉଦ୍ଧାର

କଳାହାଣ୍ଡି:ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ମାଟି ତଳୁ ଅଜଣା ମୃତଦେହ ଉଦ୍ଧାର । ମାଟି ତଳୁ ଅଧା ପୋତା ଅବସ୍ଥାରେ ମୃତଦେହ ଉଦ୍ଧାର । ସୋମବାରସ୍ଥାନୀୟ ସଫେଇ କର୍ମଚାରୀ ସଫେଇ କରୁଥିବାବେଳେ ପୋତାଯାଇଥିବା ଅବସ୍ଥାରେ ମୃତ ମହିଳାଙ୍କ ଆଙ୍ଗୁଠି ଦେଖିଥିଲେ। ଖବର…

ଧାନ ସଂଗ୍ରହ ପ୍ରସଙ୍ଗରେ ବିଜେପିର ପ୍ରତିଶ୍ରୁତି ପ୍ରତାରଣାରେ ପରିଣତ:ବିଜେଡି

ଭୁବନେଶ୍ୱର: ରାଜ୍ୟରେ ଧାନକିଣାକୁ ନେଇ ସୃଷ୍ଟି ହୋଇଥିବା ଅଭାବନୀୟ ପରିସ୍ଥିତିକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖି ଉଦବେଗ ପ୍ରକାଶ କରିବା ସହିତ ତୁରନ୍ତ ଏହାର ସମାଧାନ ପାଇଁ ପଦକ୍ଷେପ ନେବାକୁ…

ପ୍ରତି ଶୁକ୍ରବାର ସମସ୍ତ ଅଧିକାରୀ ଓ କର୍ମଚାରୀ ପିନ୍ଧିବେ ହସ୍ତତନ୍ତ ଲୁଗା:ଅରବିନ୍ଦ ପାଢ଼ୀ

ଭୁବନେଶ୍ବର: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ବରିଷ୍ଠ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଡଃ ଅରବିନ୍ଦ କୁମାର ପାଢ଼ୀ ଦାୟିତ୍ବ ଗ୍ରହଣ କରିବା ପରେ ବିଭାଗର ରାଜ୍ୟ ମୁଖ୍ୟାଳୟ, ଜିଲ୍ଲା ଏବଂ ତହସିଲ୍ କାର୍ଯ୍ୟାଳୟରେ କାର୍ଯ୍ୟରତ ସମସ୍ତ ଅଧିକାରୀ ଓ…

କିଟରେ ଓଡ଼ିଶା ଅର୍ଥନୈତିକ ସଂଘର ୫୮ତମ ବାର୍ଷିକ ସମ୍ମିଳନୀ ଉଦ୍‍ଯାପିତ

ଭୁବନେଶ୍ୱର: କିଟ୍‍ ସ୍କୁଲ ଅଫ୍ ଇକୋନୋମିକ୍ସ ଆଣ୍ଡ କମର୍ସ ଓ ଓଡ଼ିଶା ଅର୍ଥନୈତିକ ସଂଘ (ଓଇଏ) ମିଳିତ ସହଯୋଗରେ ଓଇଏର ୫୮ତମ ବାର୍ଷିକ ସମ୍ମିଳନୀ ଓ ଅନ୍ତର୍ଜାତୀୟ ଆଲୋଚନାଚକ୍ର ଉଦ୍‍ଯାପିତ ହୋଇଯାଇଛି। ଫେବୃଆରୀ ୭ ଓ ୮ ତାରିଖ ଦୁଇ ଦିନ ଧରି ଚାଲିଥିବା ଏହି ସମ୍ମିଳନୀର ବିଷୟବସ୍ତୁ ଥିଲା…

ବାଙ୍କୀରେ ଆଇସକ୍ରିମ ଖାଇ ୧୮ ପିଲା ଅସୁସ୍ଥ

କଟକ: କଟକ ଜିଲ୍ଲାର ବାଙ୍କୀ ଥାନା ଅଧୀନସ୍ଥ କୁମୁସର ଗାଁରେ ଅନୁଷ୍ଠିତ ହୋଇଥିବା ଏକ ଅଷ୍ଟପ୍ରହରୀ ଉତ୍ସବରେ ସୋମବାର ଦିନ ଆଇସକ୍ରିମ୍ ଖାଇ ୧୮ ଜଣ ପିଲା ଅସୁସ୍ଥ ହୋଇପଡ଼ିଥିବା ସୂଚନା ମିଳିଛି। ଆଇସକ୍ରିମ ଖାଇବାର କିଛି ମିନିଟ୍ ପରେ ସେମାନେ ଅସୁସ୍ଥ ହୋଇପଡ଼ିଥିଲେ। ଯାହାପରେ ସେମାନଙ୍କୁ…

ଗଞ୍ଜେଇ ତେଲ ପ୍ରସ୍ତୁତ କାରଖାନା ଠାବ;୪ ଗିରଫ

ମାଲକାନଗିରି: ଗଞ୍ଜେଇ ତେଲ ପ୍ରସ୍ତୁତ କରାଯାଉଥିବା କାରଖାନା ଠାବ । ମାଲକାନଗିରିର ଚିତ୍ରକୋଣ୍ଡାର ବଡପଦର ଗାଁରେ କାରଖାନା ଠାବ ହୋଇଛି । ୪ଜଣ ଗଞ୍ଜେଇ ତେଲ ପ୍ରସ୍ତୁତକାରୀ ଗିରଫ ହୋଇଛନ୍ତି । ଏହି ଗଞ୍ଜେଇ ତେଲକୁ ରାଜ୍ୟ ସହ ରାଜ୍ୟ ବାହାରକୁ ଏବଂ ବିଦେଶକୁ ରପ୍ତାନୀ କରାଯାଉଥିଲା। ଜବତ…