Latest Odisha News

BREAKING NEWS

Browsing Category

ଓଡିଶା

Odisha

ଯୌନ ଉତ୍ପୀଡ଼ନ ଅଭିଯୋଗରେ ବନ୍ଧା ହେଲେ କଲେଜ ଅଧ୍ୟକ୍ଷ

କୋରାପୁଟ: ମହିଳା ସହକର୍ମୀଙ୍କୁ ଅସଦାଚରଣ କରି ବନ୍ଧା ହେଲେ କଲେଜ ଅଧ୍ୟକ୍ଷ । କମ୍ପ୍ୟୁଟର ଅପରେଟରଙ୍କୁ ଯୌନ ଉତ୍ପୀଡ଼ନ ଅଭିଯୋଗରେ ସୁନାବେଡା ସରକାରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷ ପବିତ୍ର ବେଦାନ୍ତ ଗିରଫ ହୋଇଥିବା ଜଣାଯାଇଛି। ସମ୍ପୃକ୍ତ ଡାଟା ଏଣ୍ଟ୍ରିଙ୍କ ଅଭିଯୋଗ ପରେ ପବିତ୍ରଙ୍କୁ ଗିରଫ…

ଆସନ୍ତାବର୍ଷ ବି ହେବ ଶ୍ରୀଜିଉଙ୍କ ନାଗାର୍ଜୁନ ବେଶ !

ପୁରୀ: ଆସନ୍ତାବର୍ଷ ମଧ୍ୟ ହୋଇପାରେ ଶ୍ରୀଜିଉଙ୍କ ନାଗାର୍ଜୁନ ବେଶ । ଏନେଇ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ସୂଚନା ଦେଇଛନ୍ତି । ସୂଚନା ଅନୁଯାୟୀ ୨୦୨୧ ରେ ମଧ୍ୟ ପଞ୍ଚୁକ ଛଅ ଦିନ ପଡୁଥିବାରୁ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦେଖିବାକୁ ମିଳିବ ।  ହେଲେ ଆସନ୍ତାବର୍ଷ ଏହି ବେଶ କେଉଁ ଦିନ…

କାରରୁ ଜବତ ହେଲା ୧୪ କେଜିର ଗଞ୍ଜେଇ

ଭୁବନେଶ୍ୱର: ଭୁବନେଶ୍ୱରର ବଙ୍କୁଆଳ ନିକଟରେ ଦୁଇଟି ଦାମୀ କାର୍ ଭିତରୁ କମିଶନରେଟ୍ ପୋଲିସ ପ୍ରାୟ ୧୪ କେଜିର ଗଞ୍ଜେଇ ଜବତ କରିଛି । ଘଟଣାରେ ସମ୍ପୃକ୍ତି ନେଇ ପୋଲିସ ଦୁଇ ଜଣଙ୍କୁ ଅଟକ ରଖିବା ସହ ପଚରାଉଚରା ଜାରି ରଖିଛି । ତେବେ ଏହି ମାଦକ ଦ୍ରବ୍ୟ କନ୍ଧମାଳରୁ ବ୍ରହ୍ମପୁର ଦେଇ…

ଦିନ ୧୧ଟା ସୁଦ୍ଧା ବାଲେଶ୍ୱରରେ ୨୭.୬% ଓ ତିର୍ତ୍ତୋଲରେ ୨୪.୯୩% ଭୋଟିଂ

ଭୁବନେଶ୍ୱର: ଆଜି ରାଜ୍ୟର ଦୁଇଟି ଆସନରେ ଚାଲିଛି ଉପନିର୍ବାଚନ ପାଇଁ ମତଦାନ । ଉଭୟ ବିଧାନସଭା ଆସନ ଲଗି ମତଦାନ ପ୍ରକ୍ରିୟା ଶାନ୍ତି ଶୃଙ୍ଖଳାର ସହ ଚାଲିଛି । ତେବେ ସକାଳୁ ସକାଳୁ ମତଦାନ ହାର ସେଭଳି ଅଧିକ ନଜର ଆସିନି । ସକାଳ ୧୧ଟା ସୁଦ୍ଧା ୨୬.୨୪ ପ୍ରତିଶତ ଭୋଟଦାନ ରେକର୍ଡ ହୋଇଛି ।…

ପ୍ରକାଶ ପାଇଲା ରମାଦେବୀ ବିଶ୍ୱବିଦ୍ୟାଳୟ ଟପ୍ପର ତାଲିକା

ଭୁବନେଶ୍ୱର: ବହୁ ବିବାଦ ପରେ ପ୍ରକାଶ ପାଇଲା ରମାଦେବୀ ବିଶ୍ୱବିଦ୍ୟାଳୟର ଟପ୍ପର ତାଲିକା । ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ୟୁଜି ଓ ପିଜି ବର୍ଗର ଟପ୍ପର ତାଲିକା ପ୍ରକାଶ କରିଛନ୍ତି । ୟୁଜିରେ ସୁଶ୍ରୀ ଶୁଭସ୍ମିତା ନାୟକ ବେଷ୍ଟ ଗ୍ରାଜୁଏଟ ହୋଇଛନ୍ତି । ୟୁଜି ଶ୍ରେଣୀ‌ରେ ଆନ୍ଥ୍ରୋପୋଲୋଜି…

ଭୋଟରଙ୍କୁ ବାଣ୍ଟୁଥିଲେ ଟଙ୍କା, ଧରିଲା ପୋଲିସ

ବାଲେଶ୍ୱର: ଆଜି ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଚାଲିଛି ଭୋଟିଂ । ଏହି ସମୟ ବାଲେଶ୍ୱରରୁ ଆସିଛି ସଙ୍ଗୀନ ଅଭିଯୋଗ । ସେଠାକାର ୧ ନମ୍ବର ୱାର୍ଡ ଆଦିବାସୀ ସାହିରେ ଜଣେ ମହିଳା କିଛି ସମର୍ଥକଙ୍କ ସହ ଆସି ଭୋଟରଙ୍କୁ ଟଙ୍କା ବାଂଟୁଥିବା ଅଭିଯୋଗ ହୋଇଛି । ଏହାପରେ ସ୍ଥାନୀୟ…

କରୋନା ଡେଥ୍ କେସ୍: ଓଡ଼ିଶାର ୯ ଜିଲ୍ଲାରୁ ଆଉ ୧୨ ମୃତ

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟାରେ ଲାଗୁନି ବ୍ରେକ୍ । ବଢୁଛି ଡେଥ୍ କେସ୍ । ଗତ ୨୪ ଘଣ୍ଟାରେ ଆଉ ୧୨ ଜୀବନ ନେଇଛି ମହାମାରୀ । ଚିକିତ୍ସାଧୀନ ଅବସ୍ଥାରେ ୯ଟି ଜିଲ୍ଲାର ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ ଅଛନ୍ତି ୫ ଜଣ ମହିଳା ଓ ୭ ଜଣ ପୁରୁଷ…

ରାଜ୍ୟରେ ୧୨ ଶହ ନୂଆ କରୋନା ପଜିଟିଭ୍, ୧୪ ହଜାର ତଳକୁ ଖସିଲା ଆକ୍ଟିଭ୍ କେସ୍

ଭୁବନେଶ୍ୱର: କରୋନା ଲଢ଼େଇ ଭିତରେ ରାଜ୍ୟବାସୀଙ୍କ ପାଇଁ ଆଶ୍ୱସ୍ତିକର ଖବର । ମହାମାରୀ କାୟା କମୁଛି । ଖସୁଛି ଆକ୍ଟିଭ୍ କେସ୍ । ସୁସ୍ଥ ହେଉଛନ୍ତି ଅଧିକ ଆକ୍ରାନ୍ତ । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧ ହଜାର ୨୦୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୯୭୯ ଜଣ…

ଦେବ ନାରାୟଣ ପଣ୍ଡା ମୃତ୍ୟୁ ମାମଲା: ମାଲକାନଗିରି ଜିଲ୍ଲାପାଳଙ୍କ ନାମରେ ମାମଲା ରୁଜୁ

ମାଲକାନଗିରି: ମାଲକାନଗିରି ଜିଲ୍ଲାପାଳ ମନିଷ ଅଗ୍ରୱାଲଙ୍କ ନାମରେ ମାମଲା ରୁଜୁ। ଜିଲ୍ଲାପାଳଙ୍କ ବ୍ୟକ୍ତିଗତ ସହାୟକ ଦେବ ନାରାୟଣ ପଣ୍ଡାଙ୍କ ମୃତ୍ୟୁ ଘଟଣାରେ ତାଙ୍କ ପତ୍ନୀ ବନଜା ପଣ୍ଡା ଅଭିଯୋଗ ଆଣିଛନ୍ତି। ପତ୍ନୀଙ୍କ ଅଭିଯୋଗକୁ ଆଧାର କରି  ମାଲକାନଗିରି ଏସଡିଜେଏମ କୋର୍ଟରେ ଜିଲ୍ଲାପାଳଙ୍କ…

ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଖୋର୍ଦ୍ଧା: ଜଙ୍କିଆ ଥାନା ଛଣଗିରି ରାସ୍ତା କଡ଼ରୁ ଜଣେ ଯପୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ତାଙ୍କ ନାଁ ଶେଖ ସୁଲେମାନ । ଘର ଛଣଗିରି ଗାଁରେ । ତାଙ୍କୁ କେହି ହତ୍ୟା କରିବା ପରେ ରାସ୍ତାକଡ଼ରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା…