Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜିଠୁ ଆରମ୍ଭ ଧର୍ମମାସ କାର୍ତ୍ତିକ; ପୁରୀରେ ମହାପ୍ରସାଦ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା

ପୁରୀ: ଆଜିଠାରୁ ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ମାସ ତା ସହ କାର୍ତ୍ତିକ ବ୍ରତ ମଧ୍ୟ ଆରମ୍ଭ ହୋଇଛି । ଏହାକୁ ଦୃଷ୍ଟିରେ ରଖି ସିଂହଦ୍ବାର ସମ୍ମୁଖରେ ବ୍ୟାରିକେଡ କରାଯାଇଛି । ତେବେ ମହାପ୍ରଭୁଙ୍କ ଦର୍ଶନ ଉପରେ କଟକଣା ଥିବାରୁ ଶ୍ରଦ୍ଧାଳୁ ମାନେ ଶ୍ରୀମନ୍ଦିର ଚତୁଃପାର୍ଶ୍ବ ପ୍ରଦକ୍ଷଣ…

ଆସ ବୁଲିଯିବା ଶିମିଳିପାଳ: ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଅଭୟାରଣ୍ୟ

ମୟୂରଭଞ୍ଜ: ସାତ ମାସ ପରେ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ । କୋଭିଡ ଯୋଗୁ ବନ୍ଦ ରହିଥିଲା ଅଭୟାରଣ୍ୟ । ଏବେ ଖୋଲିଥିବାରୁ ପର୍ଯ୍ୟଟକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । ତେବେ କୋଭିଡ୍ କଟକଣା ଭିତରେ ପର୍ଯ୍ୟଟକ ଶିମିଳିପାଳର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରି ପାରିବେ ।…

ଆଜି ସରୁଛି ପ୍ରଚାର: ଦୁଲୁକୁଛି ବାଲେଶ୍ୱର ଓ ତିର୍ତ୍ତୋଲ ବ୍ୟାଟଲ୍ ଗ୍ରାଉଣ୍ଡ

ଭୁବନେଶ୍ୱର: ହାତରେ ରହିଲା ଆଉ ମାତ୍ର କେଇ ଘଣ୍ଟାର ସମୟ । ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଆଜି ସରିବ ପ୍ରଚାର । ଭୋଟରଙ୍କୁ ମନାଇବା ପାଇଁ ପ୍ରାର୍ଥୀଙ୍କ ପାଖରେ ଶେଷ ସୁଯୋଗ ରହିଛି । ନିଜ ସପକ୍ଷରେ ଜନମତ ସୃଷ୍ଟି କରିବାକୁ ଲାଗି ପଡ଼ିଛନ୍ତି ତିନି ପ୍ରମୁଖ ଦଳ ବିଜେଡି,…

ଯାଜପୁରରେ ଟ୍ରାକ୍ଟର ଓଲଟି ଜଣଙ୍କର ମୃତ୍ୟୁ

ଯାଜପୁର : ଯାଜପୁର ଜିଲ୍ଲା ଯାଜପୁର ରୋଡ଼ ଥାନା ନେଳିବାରୀ ନିକଟରେ ଦୁର୍ଘଟଣା। ଭାରସାମ୍ଯ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଲା ଟ୍ରାକ୍ଟର। ଫଳରେ ଘଟଣାସ୍ଥଳରେ ଟ୍ରାକ୍ଟର ଚାଳକଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ସ୍ଥାନୀୟ ମୁଣ୍ଡମାଳ ଅଞ୍ଚଳର ଗଣେଷ ବେହେରା ବୋଲି ଜଣାପଡିଛି। ସେ ଆଜି ସକାଳୁ…

ସୋଆ ବିଶ୍ୱବିଦ୍ୟାଳୟରେ ରାଷ୍ଟ୍ରୀୟ ଏକତା ଦିବସ

ଭୁବନେଶ୍ୱର: ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ୍‌ଙ୍କ ଜନ୍ମ ବାର୍ଷିକି ଅବସରରେ ରାଷ୍ଟ୍ରୀୟ ଏକତା ଦିବସ ପାଳନ କରାଯାଉଥିବା ବେଳେ ଏହି ଅବସରରେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)ର ଏନଏସଏସ ଶାଖା ଆନୁକୂଲ୍ୟରେ ଏହି ସ୍ୱତନ୍ତ୍ର ଦିବସ ପାଳନ କରାଯାଇଛି। ସୋଆ କୁଳପତି…

ବିରଜା ମହାପାତ୍ରଙ୍କ ଉପନ୍ୟାସ ‘ସାରିଆ ନାନୀ’ ଉନ୍ମୋଚିତ

ଭୁବନେଶ୍ୱର: ରାଜ୍ୟର ଅଗ୍ରଣୀ ପ୍ରକାଶନ ସଂସ୍ଥା ପେନ୍ ଇନ୍ ବୁକ୍ସ ପ୍ରକାଶିତ ବିଶିଷ୍ଟ ଲେଖକ ବିରଜା ମହାପାତ୍ରଙ୍କ ପ୍ରଥମ ଉପନ୍ୟାସ 'ସାରିଆ ନାନୀ' ଉନ୍ମୋଚିତ ହୋଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପୂର୍ବତନ କେନ୍ଦ୍ର ସୂଚନା ଓ ପ୍ରସାରଣ ମହାନିର୍ଦ୍ଦେଶକ ଡ. ଉମାକାନ୍ତ ମିଶ୍ର ଓ…

ନଭେମ୍ବର ୨ରୁ ୧୭ଟି ରୁଟ୍‌ରେ ଗଡିବ ‘ମୋ ବସ୍‌’

ଭୁବନେଶ୍ୱର: ନଭେମ୍ବର ୨ରୁ ଭୁବନେଶ୍ୱରର ୧୭ଟି ରୁଟରେ ଗଡିବ ‘ମୋ ବସ୍‌’ । ଏନେଇ କ୍ୟାପିଟାଲ ରିଜିଅନ୍ ଅର୍ବାନ ଟ୍ରାନ୍ସପୋର୍ଟ ତଥା କ୍ରୁଟ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ଅନୁସାରେ ରୁଟ୍‌ ନମ୍ବର ୧୧, ୧୨, ୧୬, ୧୭, ୧୮, ୧୯, ୨୦, ୨୨, ୨୩, ୨୪, ୨୫, ୨୭, ୨୮, ୩୦, ୩୩, ୫୦ ଓ ୭୦ରେ ମୋ…

ଓଡିଶାରୁ ସୁସ୍ଥ ହେଲେ ଆଉ ୧୯୧୧ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୯୧୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । https://twitter.com/HFWOdisha/status/1322527655892189184?s=19…

ଏକ ମାସ ମଧ୍ୟରେ ୧୨ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ!

ବୁଗୁଡା: ସୁରାଟର ବିଭିନ୍ନ ଫ୍ୟାକ୍ଟେରୀରେ କାର୍ଯ୍ୟ କରୁଥିବା ଶ୍ରମିକଙ୍କ ମଧ୍ୟରୁ ପ୍ରାୟ ଏକ ମାସ ମଧ୍ୟରେ ୧୨ ଜଣ ଶ୍ରମିକଙ୍କ ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ବେଳେ ଫ୍ୟାକ୍ଟେରୀ ମାଲିକ ବୃନ୍ଦ କୌଣସି କ୍ଷତିପୂରଣ ଦେଉନଥିବା ଅଭିଯୋଗ କରିଛନ୍ତି ସୁରତ ପ୍ରବାସୀ ଓଡ଼ିଆ ସମାଜ ଟ୍ରଷ୍ଟ ସଭାପତି…

ଅଢ଼େଇ କିଲୋର ସୁନା ଗହଣା ଲୁଟିନେଲେ ଦୁର୍ବୃତ୍ତ

ବ୍ରହ୍ମପୁର: ସୁନା ଦୋକନାରରେ କଳାକନା ବୁଲାଇଲେ ଦୁର୍ବୃତ୍ତ । ଲୁଟିନେଲେ ଅଢ଼େଇ କିଲୋର ସୁନା ଗହଣା । ବ୍ରହ୍ମପୁର ବଡବଜାର ଅଂଚଳରେ ଘଟିଛି ଏଭଳି ବଡ ଧରଣର ଲୁଟ୍ । ବଡ଼ବଜାର ମୁଖ୍ୟ ରାସ୍ତାରେ ଥିବା ବିନୋଦ ଜୁଏଲର୍ସରେ ଦୁର୍ବୃତ୍ତମାନେ ଲୁଟ୍ କରିଛନ୍ତି  । ଦୋକାନର ଆଇରନ୍ ଚେଷ୍ଟରେ ଥିବା…