Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୁବନେଶ୍ୱରରେ ଡେଲିଭରି ବଏଙ୍କୁ ଲୁଟିଲେ ଦୁବୃର୍ତ୍ତ

ଭୁବନେଶ୍ୱର: ଭୁବନେଶ୍ୱରର ପଥରବନ୍ଧ ନିକଟରେ ଶନିବାର ଦିନ ୩ ଜଣ ଦୁବୃର୍ତ୍ତ ଜଣେ ଅନଲାଇନ୍ ଡେଲିଭରି ବଏଙ୍କୁ ଆକ୍ରମଣ କରିବା ପରେ ଲୁଟ୍ କରିଥିବା ଅଭିଯୋଗ ହୋଇଛି । ପ୍ରାପ୍ତ ସୂଚନାନୁଯାୟୀ ସମ୍ପୃକ୍ତ ବ୍ୟକ୍ତି ଜଣକ ଅର୍ଡର ଡେଲିଭରି କରିବାକୁ ଯାଉଥିବା ବେଳେ ଦୁବୃର୍ତ୍ତ ମାନେ ତାଙ୍କୁ…

ଦୁଇ ଓଟିଭି କର୍ମଚାରୀ ଗିରଫ

ଭୁବନେଶ୍ୱର: ସାରୁଆ ଜମି ବିବାଦରେ ଗିରଫ ହେଲେ ଓଟିଭିର ଦୁଇ କର୍ମଚାରୀ । ଇଂଜିନିୟର ଓ ସୁପରଭାଇଜରଙ୍କୁ ପୋଲିସ ଗିରଫ କରିଛି । ଠିକା କର୍ମଚାରୀଙ୍କୁ ଧମକ ଦେବା ଅଭିଯୋଗରେ ଏ ଦୁଇ ଜଣଙ୍କୁ ଗିରଫ କରାଯାଇଛି । ଅଭିଯୋଗ ଅନୁଯାୟୀ, ଆଜି ସାରୁଆ ଅଂଚଳରେ ଠିକା କର୍ମଚାରଙ୍କୁ ଓଟିଭିର ଇଂଜିନିଅର ଓ…

ରାଜଧାନୀରେ କମୁଛି କରୋନା, ହେଲେ କମୁନି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ତଳମୁହାଁ ହେଉଛି କରୋନା । ଗତ କିଛି ଦିନ ହେବ ଲଗାତର ଶହେ ତଳେ କରୋନା ରୋଗୀ ଚିହ୍ନଟ ହେଉଛନ୍ତି । ତେବେ କରୋନା ରୋଗୀଙ୍କ ସଂଖ୍ୟା କମିଥିବା ବେଳେ ସ୍ଥାନୀୟ ସଂକ୍ରମଣ କିନ୍ତୁ କମୁନାହିଁ । ଏଠାରେ କ୍ୱାରେଂଟାଇନ୍ ଅପେକ୍ଷା ଲୋକାଲ କଂଟାକ୍ଟ କେସ୍ ଅଧିକ…

କାଲି ସରିବ ଉପନିର୍ବାଚନ ପ୍ରଚାର, ଶେଷ ମୁହୂର୍ତ୍ତରେ ଭୋଟ ମାଗୁଛନ୍ତି ନେତା

ବାଲେଶ୍ୱର: ଆସନ୍ତାକାଲି ସରିବ ବାଲେଶ୍ୱର ଓ ତିର୍ତ୍ତୋଲ ପାଇଁ ଉପନିର୍ବାଚନ ପ୍ରଚାର । ଏଥିପାଇଁ ଶେଷ ମୁହୂର୍ତ୍ତରେ ଚାଲିଛି ଚୋରଦାର ଉଦ୍ୟମ । ମଇଦାନରେ ୩ ପ୍ରମୁଖ ଦଳର ନେତା ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ପ୍ରାଣପ୍ରଣେ ଉଦ୍ୟମ ଚଳାଇଛନ୍ତି । ଘର ଘର ବୁଲି ନିଜ ନିଜ ପ୍ରାର୍ଥୀଙ୍କ ସମର୍ଥନରେ…

ରାଜଧାନୀରୁ ଧରାପଡିଲେ ନିଶାଦିଆ ଲୁଟେରା

ଭୁବନେଶ୍ୱର: ବସଷ୍ଟାଣ୍ଡକୁ ଆସୁଥିବା ଯାତ୍ରୀଙ୍କ ସହ ପ୍ରଥମେ ଆତ୍ମୀୟତା ବଢାଉଥିଲେ । ତାପରେ ଖାଦ୍ୟରେ ନିଶା ଦେଇ ଲୁଟ୍ କରୁଥିଲେ । ଭୁବନେଶ୍ୱରର ବରମୁଣ୍ଡା ବସଷ୍ଟାଣ୍ଡରୁ ଧରାପଡିଛନ୍ତି ଏଭଳି ଲୁଟେରା ଗ୍ୟାଙ୍ଗ । ୧୦ରୁ ଅଧିକ ଯାତ୍ରୀଙ୍କୁ ନିଶା ଦେଇ ଏହି ଗ୍ୟାଙ୍ଗ ଲୁଟିନେଇଥିବା ଅଭିଯୋଗ…

କେରଳ ଶ୍ରେଷ୍ଠ ଶାସିତ ରାଜ୍ୟ, ଓଡ଼ିଶାକୁ ନେଗେଟିଭ୍ ର‌୍ୟାଙ୍କ

ବେଙ୍ଗଳୁରୁ: ଦେଶରେ କେରଳ ହେଉଛି ଶ୍ରେଷ୍ଠ ଶାସିତ ରାଜ୍ୟ । ଏହି କ୍ଷେତ୍ରରେ ଓଡିଶାର ସ୍ଥିତି ନୈରାଶ୍ୟଜନକ । ନେଗେଟିଭ୍ ପଏଂଟ ସ୍କୋର ସହ ର‌୍ୟାଙ୍କିଙ୍ଗରେ ତଳ ଆଡୁ ଦ୍ୱିତୀୟ ସ୍ଥାନରେ ରହିଛି ଓଡିଶା । ସ୍ଥାୟୀ ବିକାଶ ପ୍ରସଙ୍ଗରେ ଆଧାରିତ ଉନ୍ନତ ଶାସନ ବ୍ୟବସ୍ଥାକୁ ନେଇ ଏହି ସର୍ଭେ କରାଯାଇଛି…

କେନ୍ଦ୍ରାପଡାରୁ ଉଦ୍ଧାର ହେଲା ବିରଳ ପ୍ରଜାତିର କୋବ୍ରା, ଦେଖନ୍ତୁ ଭିଡିଓ

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲାର ରାଜକନିକା ଗ୍ରାମର ହୃଦାନନ୍ଦ ମଲ୍ଲିକଙ୍କ ଘରୁ ସ୍ନେକ ହେଲ୍ପଲାଇନ ସଦସ୍ୟମାନେ ଏକ ବିରଳ ଧଳା ସାପକୁ ଉଦ୍ଧାର କରିଛନ୍ତି। ସୂଚନା ଅନୁଯାୟୀ ତାଙ୍କ ଘର ଭିତରେ ସାପ ପଶିଯାଇଥିବା ଜାଣିବା ପରେ ପରିବାରର ସଦସ୍ୟମାନେ ସ୍ନେକ ହେଲ୍ପ ଲାଇନକୁ ଖବର ଦେଇଥିଲେ…

ପୁରୀ ଗସ୍ତରେ ସ୍ୱାତ୍ମାନନଦେନ୍ଦ୍ର ସରସ୍ୱତୀ ମହାରାଜ୍

ବିଶାଖାପାଟଣା: ଆନ୍ଧ୍ରପ୍ରଦେଶ ସ୍ଥିତ ବିଶାଖାପାଟଣାର ବିଶାଖାଶ୍ରୀ ଶାରଦା ପୀଠମର ଉତ୍ତରାଧିକାରୀ ସ୍ୱାତ୍ମାନନଦେନ୍ଦ୍ର ସରସ୍ୱତୀ ମହାରାଜ୍ ପୁରୀ ଗସ୍ତରେ ଆସିଛନ୍ତି। କୋଭିଡ-୧୯ କଟକଣା ସମୟରେ ମହାପ୍ରଭୁଙ୍କ ଦର୍ଶନ ଭକ୍ତଙ୍କ ପାଇଁ ବନ୍ଦ ରହିଥିବାରୁ ସେ ସିଂହଦ୍ୱାର ସମ୍ମୁଖ ବ୍ୟାରିକେଡ…

ନନ୍ଦନକାନନରେ ନୀଳ ଗାଈର ମୃତ୍ୟୁ

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠସ୍ଥ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଶନିବାର ଦିନ ଏକ ମାଈ ୬୯ ବର୍ଷ ବୟସ୍କ ନୀଳ ଗାଈର ମୃତ୍ୟୁ ଘଟିଛି। ଉକ୍ତ ନୀଳ ଗାଈଟି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥିଲା ବୋଲି ପ୍ରାଣୀ ଉଦ୍ୟାନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି । ବର୍ତ୍ତମାନ ସମୟରେ…

ଭୁବନେଶ୍ୱରରୁ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

ଭୁବନେଶ୍ୱର: ରାଜଧାନୀରୁ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ । ଏତେ ପରିମାଣର ଦଳ ଜହର ଜବତ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଏହି ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି । ତା ନାଁ ଏସ୍. ହସୀମ ବକ୍ସ ଓ ଘର ବାଲେଶ୍ୱର ଜିଲ୍ଲାରେ ବୋଲି ଜଣା ପଡ଼ିଛି । କୌଣସି ସୂତ୍ରରୁ ଖବର ପାଇ ଗତକାଲି ରାତିରେ…