Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଜେଡି ପାଇଁ ତିର୍ତ୍ତୋଲରେ ଭୋଟ୍ ମାଗିବେ ଦାମୋଦର ରାଉତ

ଭୁବନେଶ୍ୱର: ବିଜେଡି ପାଇଁ ପ୍ରଚାର କରିବେ ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତ । ତିର୍ତ୍ତୋଲରେ ବିଜେଡି ପ୍ରାର୍ଥୀ ବିଜୟ ବିଜୟ ଶଙ୍କର ଦାସଙ୍କ ପାଇଁ ଭୋଟ୍ ମାଗିବେ । କାଲି ସେ ତିର୍ତ୍ତୋଲ ଯିବେ । ଏନେଇ ସୂଚନା ଦେଇଛନ୍ତି ବରିଷ୍ଠ ନେତା ଦାମୋଦର ରାଉତ । ବିଜେଡିକୁ ଭୋଟ ଦେବା ପାଇଁ…

ସାବଧାନ ! ଓଡ଼ିଶାରେ କରୋନାର ପୁନଃ ସଂକ୍ରମଣ

ଭୁବନେଶ୍ୱର: ଓଡ଼ିଶାରେ କରୋନାର ରି-ଇନଫେକ୍ସ (ପୁନଃ ସଂକ୍ରମଣ) ମାମଲା ସାମନାକୁ ଆସିଛି । ଆଇଏଲଏସରେ କୋଭିଡ୍ ଟେଷ୍ଟ ହୋଇଥିବା କିଛି ଲୋକଙ୍କ ମଧ୍ୟରୁ ୩-୪ ଜଣଙ୍କର ପୁନଃ ସଂକ୍ରମଣ ହୋଇଥିବା ଜଣାପଡ଼ିଛି । ଏଭଳି ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ଇନଷ୍ଟିଚ୍ୟୁଟ୍ ଅଫ ଲାଇଫ ସାଇନସେସ୍ ବା…

ଦୀପାବଳି ପରେ ରାଜ୍ୟରେ ଖୋଲିବ କି ସ୍କୁଲ !

ଭୁବନେଶ୍ୱର: ଦିପାବଳୀ ପରେ ରାଜ୍ୟରେ ସ୍କୁଲ ଖୋଲିବ କି ନାହିଁ, ତାକୁ ନେଇ ସସପେନ୍ସ ଲାଗି ରହିଛି । ଏନେଇ ସରକାର ବିଚାରବିମର୍ଶ ଚଳାଇଛନ୍ତି । କୌଣସି ନିଷ୍କର୍ଷ ହୋଇ ନାହିଁ । ପୂର୍ବରୁ ମୁଖ୍ୟମନ୍ତ୍ରୀ ପୂଜା ଛୁଟି ଯାଏ ସ୍କୁଲ ବନ୍ଦ ରହିବା ନେଇ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ । ତେବେ କେବେ…

ଶ୍ରୀଜିଉଙ୍କ ନାଗାର୍ଜୁନ ବେଶ ଦେଖିପାରିବେନି ଶ୍ରଦ୍ଧାଳୁ

ପୁରୀ: ଆସନ୍ତା ନଭେମ୍ବର ୨୭ ତାରିଖରେ ହେବାକୁ ଥିବା ଶ୍ରୀଜିଉଙ୍କ ନାଗାର୍ଜୁନ ବେଶ ବିନା ଭକ୍ତରେ ହେବ ବୋଲି ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜିଟିଏ) ନିଷ୍ପତ୍ତି ନେଇଛନ୍ତି । ଚଳିତ ଥର କୋଭିଡ-୧୯ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଥିବା ସୂଚନା ମିଳିଛି।…

ଓଡିଶାରେ ୧୫୪୭ ନୂଆ କୋଭିଡ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ ଘଣ୍ଟାରେ ନୂଆ ୧୫୪୭ କୋଭିଡ ପଜିଟିଭ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୮ ହଜାର ୬୪୬ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

ରାଜ୍ୟରେ ୧୩ ଶହ ପାର କଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଜି ୧୩ ଶହ ପାର କରିଛି କରୋନା ମୃତ୍ୟୁ ସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୧୧ ଜଣ ମୃତ୍ୟୁବରଣ କରିଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି ୮ ଜିଲ୍ଲାର ଆକ୍ରାନ୍ତ । ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩ ଶହ ୮କୁ ବୃଦ୍ଧି ପାଇଛି । Regret to…

ତିର୍ତ୍ତୋଲ ଉପନିର୍ବାଚନରେ ପୋଲିସ ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି ଅଭୟ

ଜଗତସିଂହପୁର: ତିନି ଦିନ ପରେ ତିର୍ତ୍ତୋଲ ଓ ବାଲେଶ୍ୱର ଉପନିର୍ବାଚନ । ଆଜି ତିର୍ତ୍ତୋଲରେ ଭୋଟିଂ ନେଇ ପୋଲିସ ବ୍ୟବସ୍ଥା ଓ ଆଇନଶୃଙ୍ଖଳା ସ୍ଥିତିର ସମୀକ୍ଷା କରିଛନ୍ତି ପୋଲିସ ଡିଜି ଅଭୟ । ତିର୍ତ୍ତୋଲ ଉପନିର୍ବାଚନରେ ମୁତୟନ ହେବେ ୨୧ ପ୍ଲାଟୁନ୍ ପୋଲିସ ଫୋର୍ସ । ୧୫୦ରୁ ଅଧିକ ଅଫିସର…

କାର୍ତ୍ତିକ ଆରମ୍ଭ ନହେଉଣୁ ଶୀତ: ୪ଟି ସହରର ୧୫ ଡିଗ୍ରୀ ତଳକୁ ଖସିଲା ପାରଦ

ଭୁବନେଶ୍ୱର: ମୌସୁମୀ ଓଡ଼ିଶା ଛାଡ଼ିବା ଓ ବର୍ଷା କମିବା ପରେ ପରେ ଅନୁଭୂତ ହେଲାଣି ଶୀତ । ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ରାତିରେ ଥଣ୍ଡା ସାମାନ୍ୟ ବଢିଛି । ରାଜ୍ୟର ଚାରିଟି ଜିଲ୍ଲା ସୋନପୁର, ଅନୁଗୁଳ, କନ୍ଧମାଳ ଓ କୋରାପୁଟର ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ସେଲସିୟସରୁ…

କୋଦଳା ତହସିଲ ଅଫିସରେ ନୂତନ ତହସିଲଦାରଙ୍କ ଯୋଗଦାନ

କୋଦଳା: ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ କୋଦଳା ତହସିଲରେ ନୂତନ ତହସିଲଦାର ଭାବେ ଅବନୀ କୁମାର ସାହୁ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ଅବନୀ କୁମାର ସାହୁ ଗଞ୍ଜାମ ତହସିଲଦାର ଭାବେ କାର୍ଯ୍ୟ କରି ବେଶ ସୁନାମ ଅର୍ଜନ କରିଥିଲେ। ଗଞ୍ଜାମ ଭଳି ଅଞ୍ଚଳରେ ସଫଳତାର ସହ ପ୍ରାକୃତିକ…

କରୋନା ଯୋଗୁ ଏବର୍ଷ କଟକରେ ହେବନି ଐତିହାସିକ ବାଲିଯାତ୍ରା

କଟକ: କରୋନା ମହାମାରୀ ପରମ୍ପରା ଓ ପର୍ବପର୍ବାଣୀ ଉପରେ ପ୍ରଭାବ ପକାଇଛି । ଏବର୍ଷ ହେବନି କଟକର ଐତିହାସିକ ବାଲିଯାତ୍ରା । କରୋନା ଯୋଗୁ ବାଲିଯାତ୍ରା ଆୟୋଜନ ଉପରେ କଟକଣା ଲାଗିଛି । କୋଭିଡ୍ ସ୍ଥିତିକୁ ଦୃଷ୍ଟିରେ ରଖି ଏଭଳି ବିରାଟ ଆୟୋଜନ ସମ୍ଭବ ନୁହେଁ ବୋଲି କଟକ ଜିଲ୍ଲାପାଳ କହିଛନ୍ତି ।…