Latest Odisha News

BREAKING NEWS

Browsing Category

ଓଡିଶା

Odisha

ପ୍ରେମଜନିତ କାରଣରୁ ଯୁବକଙ୍କୁ ହତ୍ୟା ଅଭିଯୋଗ, ମୃତଦେହ ଉଦ୍ଧାର

ଧର୍ମଗଡ଼: କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା ଅଞ୍ଚଳରେ ଯୁବକଙ୍କୁ ହତ୍ୟା ଅଭିଯୋଗ । ଗଏନ୍ଦିମୁଣ୍ଡା ଗାଁରୁ ଉଦ୍ଧାର ହୋଇଛି ମୃତଦେହ । ମୃତକଙ୍କ ନାଁ ଦିଲ୍ଲୀପ ମେହେର ଓ ଘର କାଳିଆକାଣି ଗାଁରେ । ପ୍ରେମଜନିତ କାରଣରୁ ଦିଲ୍ଲୀପଙ୍କୁ ପିଟିପିଟି ମାରି ଦିଆଯାଇଥିବା ଅଭିଯୋଗ ହୋଇଛି ।…

ସ୍ୱାଭିମାନ ଅଞ୍ଚଳରେ ମାଓବାଦୀ-ସୁରକ୍ଷାକର୍ମୀ ଗୁଳିବିନିମୟ

ମାଲକାନଗିରି: ସ୍ୱାଭିମାନ ଅଞ୍ଚଳରେ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ । ଚିକ୍ରକୋଣ୍ଡାର ଧୂଳିପୁଟ ପଞ୍ଚାୟତ ଅନ୍ତର୍ଗତ ଜୁମାଡାଙ୍ଗ ଜଙ୍ଗଲରେ ଗୁଳି ବିନିମୟ ହୋଇଛି । ଏସଓଜି ଓ ଡିଭିଏଫର ମିଳିତ କମ୍ବିଂ ଅପରେସନ ବେଳେ ଗୁଳି ବିନିମୟ ହୋଇଛି । ଧୂଳିପୁଟ ପଞ୍ଚାୟତ ଜୁମଡାଙ୍ଗ ଜଙ୍ଗଲରେ  …

ଆଜିଠୁ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ କାର୍ତ୍ତିକ ନୀତି ଆରମ୍ଭ

ପୁରୀ: ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ କାର୍ତ୍ତିକ ନୀତି । ପୂର୍ବରୁ ସ୍ଥିର ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୪ ଟାରେ ଦ୍ୱାର ଫିଟା ପରେ ମଙ୍ଗଳାଆରତୀ ହୋଇଥିଲା । ଏହାପରେ ଚାଲିଛି ଶ୍ରୀଜିଉଙ୍କ ଅନ୍ୟାନ୍ୟ ନୀତିକାନ୍ତି । ସନ୍ଧ୍ୟା ଆରତୀ, ସନ୍ଧ୍ୟା ଧୂପ, ବଡ଼ସିଂହାର ବେଶ…

ରାଜଧାନୀ ଛାତି ଉପରେ ସ୍ୱାମୀ ସମ୍ମୁଖରେ ସ୍ତ୍ରୀକୁ ବଳାତ୍କାର ଅଭିଯୋଗ

ଭୁବନେଶ୍ୱର: ରାଜଧାନୀରେ ବଢିଚାଲିଛି ଅପରାଧିକ ମାମଲା। ଭୁବନେଶ୍ୱରର ମାଷ୍ଟର କ୍ୟାଣ୍ଟିନ ଅଞ୍ଚଳର ବସଷ୍ଟାଣ୍ଡ ନିକଟରେ ଥିବା ଏକ ଢାବା ମ୍ୟାନେଜର ଜଣେ ସ୍ୱାମୀଙ୍କ ଉପସ୍ଥିତିରେ ସ୍ତ୍ରୀଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ରାଜଧାନୀ ଛାତି ଉପରେ ଅକ୍ଟୋବର ୨୫ ତାରିଖ ସନ୍ଧ୍ୟାରେ ଘଟିଛି…

ନିତ୍ୟାନନ୍ଦ ନାୟକଙ୍କୁ ମିଳିଲା ଶାରଳା ପୁରସ୍କାର

ଭୁବନେଶ୍ୱର: ବିଶିଷ୍ଟ ଓଡ଼ିଆ କବି ନିତ୍ୟାନନ୍ଦ ନାୟକଙ୍କୁ ମିଳିଲା ଶାରଳା ପୁରସ୍କାର । କବିତା ‘ସେତେ ବେଳକୁ ନଥିବି’ ପାଇଁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ନିତ୍ୟାନନ୍ଦଙ୍କୁ ପୁରସ୍କାର ସ୍ୱରୁପ ୫ ଲକ୍ଷ ଟଙ୍କା, ମାନପତ୍ର ଓ ଉପଢୌକନ ପ୍ରଦାନ କରାଯାଇଛି । କୋଭିଡ କଟକଣା ଭିତରେ…

ନିଜ ଦେହରେ କିରୋସିନ ଢାଳି ଆତ୍ମହତ୍ୟା କଲେ ଆଉ ଜଣେ ବଧୂ; କାରଣ ଅସ୍ପଷ୍ଟ

ବୁଗୁଡା : ଗଞ୍ଜାମ ଜିଲ୍ଲା ବୁଗୁଡା ଥାନା ଅନ୍ତର୍ଗତ ମୋଟବାଡ଼ି ଗ୍ରାମରେ ୨୩ ବର୍ଷ ବୟସ୍କା ଜଣେ ବଧୂ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି।  ଦୁଇ କନ୍ୟା ସନ୍ତାନଙ୍କ ମାଆ ହୋଇ ଥିବା ଏହି ମହିଳା ଜଣଙ୍କ ଅକ୍ଟୋବର ୨୬ ତାରିଖ ଦିନ ନିଜେ ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମହତ୍ୟା…

ମାସ୍କ ଓ ସଚେତନତା ବାଂଟିଲେ ପୂର୍ବତନ ହକି ଅଲିମ୍ପିଆନ ଲାଜରୁସ ବାର୍ଲା

ରାଉରକେଲା: ପୂର୍ବତନ ହକି ଅଲିମ୍ପିଆନ ଲାଜରୁସ ବାର୍ଲା ଆଦିବାସୀ ଅଂଚଳର ପ୍ରତିଭାବାନ ଯୁବ ଖେଳାଳିଙ୍କୁ ମାସ୍କ ବାଂଟିବା ସହ କୋଭିଡ-୧୯ ମହାମାରୀଠାରୁ କିପରି ଦୂରେଇ ରହିହେବ ସେ ନେଇ ସେଚତନତାର ବାର୍ତା ଦେଇଛନ୍ତି । ସୁନ୍ଦରଗଡର ରାଜଗାଙ୍ଗପୁର ବ୍ଲକର ଗୋରିୟାମାଲ ଗ୍ରାମରେ ଥିବା ଗ୍ରାମସ୍ତରୀୟ…

ଶ୍ରୀମନ୍ଦିରରେ ଦଶହରା ଓ ଆୟୁଧ ପୂଜା ନୀତି ପାଳିତ

ଭୁବନେଶ୍ୱର: ଆଶ୍ୱିନ ଶୁକ୍ଳ ଦଶମୀ ତିଥିରେ ଶ୍ରୀମନ୍ଦିରରେ ବିଶେଷ ନୀତି ପାଳିତ ହୋଇଛି। ସୋମବାର ସକାଳ ୭.୩୫ରେ ଅବକାଶ ବଢିବା ପରେ ସକାଳ ୭.୫୦ରେ ସର୍ବାଙ୍ଗ ଚନ୍ଦନ ଲାଗି ଏବଂ ନୂଆଲୁଗା ଲାଗି ହୋଇଥିଲା। ଏହା ଛଡ଼ା ୩୨ ମୂର୍ତି ତଡାଉ ଦ୍ୱାରା ଶ୍ରୀଜୀଉ ମାନଙ୍କର ରାଜବେଶ (ସୁନାବେଶ) ସକାଳ…

ସୁସ୍ଥ ହେଲେ ଆଉ ୨୦୦୩ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ । ଅକ୍ଟୋବର ମାସ ଆରମ୍ଭରୁ ନୂଆ ପଜିଟିଭ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ସେହିପିର ସୁସ୍ଥ ସଂଖ୍ୟା ବଢ଼ିବାରେ ଲାଗିଛି । ପ୍ରତିଦିନ ୨ହଜାରରୁ ଅଧିକ କରୋନା ରୋଗୀ ସୁସ୍ଥ ହେଉଛନ୍ତି । ଗତ ୨୪ ଘଂଟାରେ ରାଜ୍ୟରେ ୨୦୦୩ କରୋନା ଆକ୍ରାନ୍ତ…

ଭୁବନେଶ୍ୱରରୁ ଗତ ୨୪ ଘଣ୍ଟାରେ ୯୧ ଜଣ କୋଭିଡ ପଜିଟିଭ; ୨୨୮ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୯୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ…