Latest Odisha News

BREAKING NEWS

Browsing Category

ଓଡିଶା

Odisha

ବଟି ମାଗି ବନ୍ଧା ହେଲେ ସାମ୍ବାଦିକ

ଭୁବନେଶ୍ୱର: ଦାଦା ବଟି ମାଗିବା ପଡିଲା ମହଙ୍ଗା । ବନ୍ଧା ହେଲେ ସାମ୍ବାଦିକ । ଖବର ପ୍ରସାରଣ କରିଦେବା ନାମରେ ଚାନ୍ଦା ଆଦାୟ କରୁଥିବା ୬ ଜଣ ସାମ୍ବାଦିକଙ୍କୁ ଗିରଫ୍ କରିଛି କମିଶନରେଟ୍ ପୋଲିସ। ଏକ ଘିଅ କମ୍ପାନୀର ମାଲିକଙ୍କୁ ଧମକ ଦେଇ ତାଙ୍କ ଠାରୁ ୨ ଟି କିସ୍ତିରେ ୧ ଲକ୍ଷ ୬୪ ହଜାର ଟଙ୍କା…

ଦୀର୍ଘ ୨୫ ବର୍ଷ ପରେ ଶ୍ରୀଜିଉଙ୍କ ନାଗାର୍ଜୁନ ବେଶ

ପୁରୀ: ଦୀର୍ଘ ୨୫ ବର୍ଷର ଅପେକ୍ଷା ପରେ ଶ୍ରୀମନ୍ଦିରରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ। ମସ୍ତକରେ ହାଣ୍ଡିଆ, ହାତରେ ଛୁରୀ କଟାରୀ, ଶ୍ରୀମୁଖରେ ଲମ୍ବା ଦାଢ଼ି ଭଳି ଅନନ୍ୟ ଓ ଅପୂର୍ବ ନାଗା ରୂପରେ ମହାବାହୁ ଭକ୍ତଙ୍କୁ ଦର୍ଶନ ଦେବେ। ସୂଚନା ଅନୁଯାୟୀ ଏ ବର୍ଷ ପଞ୍ଚକ…

କୋଲ୍ ବ୍ଲକ ଆବଣ୍ଟନ ଦୁର୍ନୀତି ଓ ଦିଲ୍ଲୀପ ରାୟଙ୍କ ଭୂମିକା

ନୂଆଦିଲ୍ଲୀ: ୧୯୯୯ରେ ଦିଲ୍ଲୀପ ରାୟ କେନ୍ଦ୍ର କୋଇଲା ରାଷ୍ଟ୍ରମନ୍ତ୍ରୀ ଥିବା ବେଳେ ଝାଡ଼ଖଣ୍ଡରେ ଏକ କୋଲବ୍ଲକ ଆବଣ୍ଟନରେ ଅନୁକମ୍ପା ପ୍ରଦର୍ଶନ କରାଯାଇଥିବା ଅଭିଯୋଗ ହୋଇଥିଲା । ୧୯୯୮ରେ ଝାଡଖଣ୍ଡର ବ୍ରହ୍ମଡିହା କୋଲବ୍ଲକ ପାଇଁ ଆବେଦନ କରିଥିଲା କାଷ୍ଟ୍ରୋନ ମାଇନିଂ ଲିମିଟେଡ । କମ୍ପାନୀ…

ଠାକୁରାଣୀଙ୍କ ଭୋଗ ଖାଇ ଶତାଧିକ ଅସୁସ୍ଥ

କେନ୍ଦ୍ରାପଡ଼ା: ଠାକୁରାଣୀଙ୍କ ଭୋଗ ଖାଇ ଗୋଟିଏ ଗାଁର ଶତାଧିକ ଲୋକ ଅସୁସ୍ଥ । କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ ଅନ୍ତର୍ଗତ ପିଲଛାପାଟିଆ ଗାଁରେ ଏହି ଘଟଣା ଘଟିଛି । ଗ୍ରାମଦେବତୀ ଶୀତଳା ଚଣ୍ଡୀ ଠାକୁରାଣୀଙ୍କ ଭୋଗ ଖାଇ ଶତାଧିକ ଲୋକ ଅସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କିଛି ଲୋକଙ୍କୁ…

ମେଡିକାଲ ପରିସରରୁ ନବଜାତ ଶିଶୁ ଉଦ୍ଧାର

ଯାଜପୁର: ଯାଜପୁର ମୁଖ୍ୟ ଡାକ୍ତରଖାନା ପରିସରରୁ କ୍ଷତାକ୍ତ ଅବସ୍ଥାରେ ଜଣେ ନବଜାତ ଶିଶୁ ପୁତ୍ରକୁ ଉଦ୍ଧାର କରାଯାଇଛି। ଗୁରୁତର ଅବସ୍ଥାରେ କଟକକୁ ସ୍ଥାନାନ୍ତର । ସୂଚନା ଅନୁଯାୟୀ ଆଜି ବଢ଼ି ଭୋରୁ ଜଣେ ସପେଂଇ କର୍ମୀ ଡାକ୍ତରଖାନା ପରିସରରେ ସଫା କରୁଥିବା ବେଳେ ଏକ ନବଜାତ ଶିଶୁ ପୁତ୍ରକୁ…

ଜେଲ୍ ଦଣ୍ଡାଦେଶ ପରେ ଦିଲ୍ଲୀପ ରାୟଙ୍କୁ ମିଳିଲା ବେଲ୍

ନୂଆଦିଲ୍ଲୀ: କୋଇଲା ଦୁର୍ନୀତି ମାମଲାରେ ସ୍ୱତନ୍ତ୍ର ସିବିଆଇ କୋର୍ଟ ଜେଲ୍ ଦଣ୍ଡାଦେଶ ଶୁଣାଇବା ପରେ ପରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ବେଲ୍ । ଜଣେ ଜାମିନଦାର ଓ ୧ ଲକ୍ଷ ଟଙ୍କା ବେଲ ବଣ୍ଡରେ ତାଙ୍କୁ ଜାମିନ ମିଳିଛି । ଦିଲ୍ଲୀପଙ୍କ ସମେତ ଅନ୍ୟ ଦୁଇ ଦୋଷୀଙ୍କ ଜାମିନ…

ଶିଶୁ ଉପରେ ଚଢିଗଲା ବୋଲେରୋ, କ୍ଷତିପୂରଣ ଦାବିରେ ରାସ୍ତାରୋକ

କନ୍ଧମାଳ: କ.ନୂଆଁଗା ବ୍ଲକ୍ ଜିଡୁବାଡିରରେ ବୋଲେରୋ ମାଡ଼ି ଯିବାରୁ ଶିଶୁ ପୁତ୍ରର ମୃତ୍ୟୁକୁ ନେଇ ଉତ୍ତେଜନା । ତାତିଲେ ଲୋକ । ବାଲିଗୁଡ଼ା-ରାଇକିଆ ରାସ୍ତାକୁ ଅବରୋଧ କରିିଥିଲେ । ରାସ୍ତାରେ ମୃତଦେହ ରଖିବା ସହ କାଠ ଓ ପଥର ପକାଇ ଧାରଣା ଦେଇଥିଲେ ଉତ୍ୟକ୍ତ ଲୋକ । ଫଳରେ ଏହି ରାସ୍ତାରେ…

ରେଳଧାରଣାରୁ ବାପା-ଝିଅ-ପୁଅଙ୍କ ମୃତଦେହ ଉଦ୍ଧାର

କୋରାପୁଟ: ଲକ୍ଷ୍ମୀପୁର ବ୍ଲକ ଅନ୍ତର୍ଗତ ସିଙ୍ଗାରାମ ରେଳ ଷ୍ଟେସନ ନିକଟରେ ବାପା, ଝିଅ ଓ ପୁଅଙ୍କ ମୃତଦେହ ଉଦ୍ଧାର ହୋଇଛି । ପୁଅ-ଝିଅଙ୍କ ଶରୀର ରେଳ ଧାରଣାରେ କଟି ଯାଇଛି । କିଛି ଦୂରରେ ପଡ଼ିଛି ବାପାଙ୍କ କ୍ଷତବିକ୍ଷତ ମୃତଦେହ । ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଛି ଲକ୍ଷ୍ମୀପୁର ପୋଲିସ ।…

ରାଜ୍ୟର ୮ ଜିଲ୍ଲାରୁ କରୋନା ନେଲା ଆଉ ୧୪ ଜୀବନ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୧୪ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ୮ଟି ଜିଲ୍ଲାର ଆକ୍ରାନ୍ତ । ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁସଂଖ୍ୟା ୧୨ ଶହ ୫୯କୁ ବୃଦ୍ଧି ପାଇଛି । ମୃତ୍ୟୁହାର ରହିଛି ୦.୪୪…

ଓଡିଶାରେ ଆଉ ୧୪୮୦ କରୋନା ଆକ୍ରାନ୍ତ ଚିହ୍ନଟ; ମୋଟ୍ ସଂଖ୍ୟା ୨ ଲକ୍ଷ ୮୨ହଜାର ଟପିଲା

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୪୮୦ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୨ ହଜାର ୬୯୫ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…