Latest Odisha News

BREAKING NEWS

Browsing Category

ଓଡିଶା

Odisha

ପ୍ରଶାସନର ତଥ୍ୟ; ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ୧୮୩ ପଜିଟିଭ, ସେଥିରୁ ଭୁବନେଶ୍ୱରରୁ ୧୮୨ ଜଣ

ଭୁବନେଶ୍ୱର: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ପ୍ରଶାସନର ଅଜବ ତଥ୍ୟ ସମସ୍ତଙ୍କୁ ଆଶ୍ଚର୍ଯ୍ୟ ଚକିତ କରିଦେଇଛି । ପ୍ରଶାସନର କରୋନା ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧାରୁ ୧୮୩ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ହେଲେ ଭୁବନେଶ୍ୱରରୁ ୧୮୨ ନୂଆ ପଜିଟିଭ ଚିହ୍ନଟ…

ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ: ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲଙ୍କୁ ମାଡ ଅଭିଯୋଗ

ବଲାଙ୍ଗିର: ବହୁ ଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ୍ ମେହେରକୁ ଜେଲ୍ ଭିତରେ ଜେଲର ମାଡ ମାରିଥିବା ଅଭିଯୋଗ ହୋଇଛି । ଏସମ୍ପର୍କରେ ତାଙ୍କ ଓକିଲ ପାଟଣାଗଡ ଏସଡିଜିଏମ୍ କୋର୍ଟକୁ ଅବଗତ କରିବା ସହ ପୁଞ୍ଜିଲାଲଙ୍କୁ ଆବଶ୍ୟକୀୟ ଚିକିତ୍ସା ପ୍ରଦାନ…

କନ୍ଦାଉଛି ପିଆଜ: ଗଛିତ ଅଛି ହେଲେ ଦର ବଢୁଛି !

ଭୁବନେଶ୍ୱର: ରାଜ୍ୟରେ ପିଆଜ ଦର ହୁ ହୁ ହୋଇ ବଢି ଚାଲିଛି । ଦର ଏବେ ୮୦ ପାଖାପାଖି ପହଁଚିଗଲାଣି । ଦୁଇ ସପ୍ତାହ ମଧ୍ୟରେ କିଲୋ ପିଛା ଦର ୨୦ ଟଙ୍କା ବଢିଗଲାଣି । ଏହାରି ଭିତରେ ସରକାର କହିଛନ୍ତି ଯେ, ପିଆଜ ଖୁଚୁରା ବ୍ୟବସାୟୀଙ୍କ ପାଇଁ ୨ଟନ୍ ଏବଂ ହୋଲସେଲରଙ୍କ ପାଇଁ ୨୫ ଟନ୍ ଗଛିତ ସୀମା…

ଉପନିର୍ବାଚନ: ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ବିଜେପି

ଭୁବନେଶ୍ୱର: ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ନେଇ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଛି ରାଜ୍ୟ ବିଜେପି । ଦଳର ରାଜ୍ୟ ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର ଅଭିଯୋଗ କରିଛନ୍ତି ଯେ, ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭୟଭୀତ । ବାଲେଶ୍ୱର ସଦର ଆସନ ପାଇଁ…

ପ୍ରଥମେ କାହାକୁ ମିଳିବ କରୋନା ଟିକା?: ଚାଲିଛି ତାଲିକା ପ୍ରସ୍ତୁତି

ଭୁବନେଶ୍ୱର: କୋଭିଡ ଟିକା ଦେବା ପାଇଁ ତାଲିକା ପ୍ରସ୍ତୁତ କରିବାକୁ ଚିଠି ଆସିବା ପରେ ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଆଇଏମଏ ସଭାପତି ଡାକ୍ତର ମାଗୁଣି ବେହେରା କହିଛନ୍ତି ଯେ, କୋଭିଡ ଟିକା ପାଇଁ ସ୍ୱାସ୍ଥ୍ୟ କର୍ମୀଙ୍କ ତାଲିକା ପ୍ରସ୍ତୁତ କରିବାକୁ ଦୁଇ ଦିନ ତଳେ ଚିଠି ଆସିଛି । ୨୯…

ଗୋଟିଏ ଦିନରେ ଭୁବନେଶ୍ୱରରୁ ୧୮୨ ଆକ୍ରାନ୍ତ; ୨୭୬ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୮୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)। ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୪୪…

ଓଡିଶାର ୪ ଜିଲ୍ଲାରେ ଝଡବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ ଓ ଦେବଗଡ ଆଦି ଜିଲ୍ଲାର…

ବଦଳିଗଲା ମାଝୀଙ୍କ ଜୀବନ, ଡିଜିଟାଲ ପରାମର୍ଶ ଫସଲ ଅମଳ ପାଇଁ ଦେଖାଇଲା ନୂଆ ବାଟ

ଅନୁଗୁଳ : ଅନୁଗୁଳ ଜିଲ୍ଲା ଆଠମାଲିକ ବ୍ଲକର ନୂଆଗାଁର ଅମର ମାଝୀ । ପିଲାଦିନରୁ ନିଜ ଜେଜେ ବାପାଙ୍କ ଦ୍ଵାରା ଅନୁପ୍ରାଣିତ ହୋଇ ସେ ଏହି ଚାଷ କାମ କରିଆସୁଛନ୍ତି । ସବୁବେଳେ ଚାଷ କାମରେ ସେ ନୂଆ ନୂଆ ପ୍ରଣାଳୀ ଆପଣାଇ ଅଧିକ ଫସଲ ଅମଳ ପାଇଁ ଚେଷ୍ଟା କରିଥାନ୍ତି । ଏଥି ପାଇଁ ସ୍ଥାନୀୟ ଅଞ୍ଚଳରେ…

ଚିଙ୍ଗୁଡିଖୋଲରେ ଆରମ୍ଭ ହେଲା ଦୁର୍ଗାପୂଜା

ବେଗୁନିଆପଡ଼ା: କୋଭିଡ୍ କଟକଣା ମଧ୍ୟରେ ଶନିବାର ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଯାଇଛି ମା ଦୁର୍ଗାଙ୍କ ନବମୀ ପୂଜା। ଗଂଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ସ୍ଥିତ ଚିଙ୍ଗୁଡିଖୋଲ ଗ୍ରାମରେ ପ୍ରାୟ ୬୦ ବର୍ଷରୁ ଅଧିକ ସମୟ ଧରି ମାଙ୍କ ପୂଜାର୍ଚ୍ଚନା ହେଉଅଛି। ହେଲେ ଚଳିତ ବର୍ଷ କରୋନା କଟକଣା ତଥା…

ନକଲି ଜର୍ଦ୍ଦା କାରବାର, ଚଢ଼ାଉ ବେଳେ ପୋଲିସ ଓ ସାମ୍ବାଦିକଙ୍କୁ ଆକ୍ରମଣ

ଭଦ୍ରକ: ପୋଲିସ ଓ ସାମ୍ବାଦିକଙ୍କୁ ଆକ୍ରମଣ । ଭଦ୍ରକ ପୁରୁଣାବଜାର ଥାନା ହେଲାସାହିରେ ଚଢ଼ାଉ ବେଳେ ପୋଳିସ ଏବଂ ସାମ୍ବାଦିକଙ୍କ ଉପରେ ଆକ୍ରମଣ ହୋଇଛି । ନକଲି ଜର୍ଦ୍ଦା ପ୍ରସ୍ତୁତିକୁ ନେଇ ରେଡ୍ କରିବାକୁ ଯାଇଥିବା ବେଳେ ଏହି ଆକ୍ରମଣ ହୋଇଥିବା ସୂଚନା ମିଳିଛି । ଏପରିକି ସାମ୍ବାଦିକଙ୍କ ମୋବାଇଲ…