Latest Odisha News

BREAKING NEWS

Browsing Category

ଓଡିଶା

Odisha

ଦଶହରା ଛୁଟିରେ ଦୁଇ ଦିନ ଦୁଇ ଘଣ୍ଟା ଲେଖାଏ ଖୋଲା ରହିବ RTO

ଭୁବନେଶ୍ୱର: ଆସନ୍ତା ୨୪ ଓ ୨୬ ତାରିଖ ଦଶହରା ଛୁଟି ଥିଲେ ବି ରାଜ୍ୟରେ ଖୋଲା ରହିବ ଆରଟିଓ । ପୂରା ଦିନ ନୁହେଁ, ଦୁଇ ଘଣ୍ଟା ପାଇଁ ଖୋଲା ରହିବ । କେବଳ ନୂଆ ଗାଡ଼ି ପଞ୍ଜିକରଣ ପାଇଁ ଦୁଇ ଘଣ୍ଟା ଆଞ୍ଚଳିକ ପରିବହନ ଅଫିସ ଖୋଲା ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ପରିବହନ କମିଶନର ।…

ଓଡିଶାର କେଉଁସବୁ ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି, ଜାଣନ୍ତୁ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୭ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି। ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କେନ୍ଦ୍ରାପଡା, ଜଗତସିଂହପୁର, ନୟାଗଡ, କଟକ (କଟକ…

ବିନା ଭକ୍ତରେ ଏବର୍ଷ ମାଆ ମାଣିକେଶ୍ୱରୀଙ୍କ ଛତର ଯାତ୍ରା, ଲାଗିବ ୧୪୪ ଧାରା

ଭବାନୀପାଟଣା: ଆସନ୍ତା ୨୪ ତାରିଖରେ କଳାହାଣ୍ଡି ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଆ ମାଣିକେଶ୍ୱରୀଙ୍କ ଛତର ଯାତ୍ରା । ଏବର୍ଷ କରୋନା ଯୋଗୁ ବିନା ଭକ୍ତରେ ମାଆଙ୍କ ଯାତ୍ରା ଅନୁଷ୍ଠିତ ହେବ । ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜାରି ହୋଇଛି ଗାଇଡଲାଇନ୍ । ଆସନ୍ତାକାଲି ମଧ୍ୟରାତ୍ରୀରୁ ୨୫…

ଏଥର ବିନା ଦର୍ଶକରେ ରାବଣ ପୋଡି

ଭୁବନେଶ୍ୱର: କରୋନା ପାଇଁ ଚଳିତ ବର୍ଷ ଫିକା ପଡିବ ଦଶହରା । ଏଥିସହ ବିନା ଦର୍ଶକରେ ହେବ ରାବଣ ପୋଡି । ଘରେ ବସି ଫେସ୍‌ବୁକ୍ ଓ ୟୁଟ୍ୟୁବରେ ଲାଇଭ ଦେଖିବେ ଦର୍ଶକ । କଟକରେ ପ୍ରଶାସନର ଅନୁମତି କ୍ରମେ ରାବଣ ପୋଡି ଉତ୍ସବକୁ ଅନୁମତି ମିଳିଛି । କିନ୍ତୁ କରୋନା କଟକଣା ଯୋଗୁଁ ଚଳିତଥର ଏଠାରେ ବିନା…

କାଲି ୧୨ ଶହ ଛୁଇଁବ ରାଜ୍ୟରେ କରୋନା ଡେଥ୍ କେସ୍, ୨୪ ଘଣ୍ଟାରେ ୧୫ ମୃତ

ଭୁବନେଶ୍ୱର: ଆସନ୍ତାକାଲି ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୧୨ ଶହ ଛୁଇଁବ । ଗତ ୨୪ ଘଣ୍ଟାରେ ଆଉ ୧୫ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ୮ଟି ଜିଲ୍ଲାର ସଂକ୍ରମିତ । ରାଜ୍ୟରେ ମୋଟ୍ ମୃତ୍ୟୁସଂଖ୍ୟା ୧୧ ଶହ ୯୬କୁ ବୃଦ୍ଧି ପାଇଛି । Regret to…

୧୯୧୩ ନୂଆ ପଜିଟିଭ ଚିହ୍ନଟ , ରାଜ୍ୟରେ ୧୦୦ ଉପରେ ମାତ୍ର ୩ ଜିଲ୍ଲା

ଭୁବନେଶ୍ୱର: ରାଜ୍ୟରେ କମିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଲଗାତାର ତିନିରୁ ଚାରି ଦିନ ହେବ ଓଡ଼ିଶାରେ ୨ ହଜାର ତଳେ ସଂକ୍ରମିିତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୯୩୧ ନୂଆ କରୋନା ମାମଲା ସାମ୍ନାକୁ ଆସିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୦୯ଜଣ…

ଯାଜପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା; ଜଣେ ମୃତ, ୨ ଗୁରୁତର

ଯାଜପୁର: ୧୬ ନଂ ଜାତୀୟ ରାଜପଥର ପାଣିକୋଇଲି ଥାନା ମୁକୁନ୍ଦବିନ୍ଧା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଟ୍ରକ ସହ ଏକ କାର ର ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ କାର ଚାଳକଙ୍କ ମୃତ୍ୟୁ ଘଟିଛି ଏବଂ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ କଟକ ବଡ଼…

ଅବପାତର ରୂପ ନେବ ଲଘୁଚାପ, ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ୱେଲମାର୍କଡ ଲୋ ପ୍ରେସର ବର୍ତ୍ତମାନ ଉତ୍ତର-ପଶ୍ଚିମ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ତଥା ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ସକ୍ରିୟ ରହିଛି । ଏହି ଲଘୁଚାପ ସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୫.୮ କିଲୋମିଟର ଉଚ୍ଚତା ଯାଏଁ ବାୟୁମଣ୍ଡଳରେ…

ଧରାବତରଣ କରିବେ ମହାମାୟା, ଆଜି ମଣ୍ଡପରେ ଷଷ୍ଠୀ ପୂଜା

ଭୁବନେଶ୍ୱର: ଧରବତରଣ କରିବେ ଜଗତଜଜନୀ । ଆଜିଠୁ ମଣ୍ଡପରେ ଦୁର୍ଗତିନାଶିନୀଙ୍କ ଷଷ୍ଠୀ ପୂଜା । ଏଥିପାଇଁ ସମସ୍ତ ପୂଜା ମଣ୍ଡପରେ ପ୍ରସ୍ତୁତି ସରିଛି । ଆଜି ମାଆଙ୍କର ବିଲ୍ୱବରଣ ନୀତି ଅନୁଷ୍ଠିତ ହେବ । ଚଳିତବର୍ଷ କରୋନା ଯୋଗୁ ଦଶହରା ମାହୋଲ ଫିକା ପଡ଼ିଛି । କଟକଣା ଭିତରେ ଆୟୋଜିତ ହେଉଛି…

ହାଇଦ୍ରାବାଦ ବନ୍ୟା: ତେଲେଙ୍ଗାନାକୁ ୫ କୋଟିର ସହାୟତା ଘୋଷଣା କଲା ଓଡିଶା

ଭୁବନେଶ୍ୱର: ବନ୍ୟା ପ୍ରଭାବିତ ହାଇଦ୍ରାବାଦ ଏବଂ ତେଲେଙ୍ଗାନାର କିଛି ଅଞ୍ଚଳରେ ରିଲିଫ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ବୁଧବାର ଟୁଇଟ୍ କରି କହିଛନ୍ତି, “ହାଇଦ୍ରାବାଦ / ତେଲେଙ୍ଗାନାର କିଛି…