Latest Odisha News

BREAKING NEWS

Browsing Category

ଓଡିଶା

Odisha

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କର ୬ କୋଟି ୫୩ ଲକ୍ଷର ସମ୍ପତ୍ତି

ଭୁବନେଶ୍ୱର: କୁବେର ସହକାରୀ ନିର୍ବାହୀ ଯନ୍ତ୍ରୀ । କୋଟି କୋଟି ଟଙ୍କାର ଆୟ ବର୍ହିଭୂତ ସମ୍ପତ୍ତି ଠାବ । ଭୁବନେଶ୍ୱର ସାଧାରଣ ଜନସ୍ୱାସ୍ଥ୍ୟ ଡିଭିଜନ-୨ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ରନାଥ ପ୍ରଧାନଙ୍କ ଘର ଓ ବିଭିନ୍ନ ସ୍ଥାନରେ ଚଢ଼ାଉ ବେଳେ ଭିଜିଲାନ୍ସ ହାତରେ ଲାଗିଥିବା ସମ୍ପତ୍ତିର…

ବୁଗୁଡା ଅଞ୍ଚଳରୁ ୪୨ ଘନଫୁଟ ଶାଳ,ଜାମ ଓ ଫାଶୀ କାଠ ଗଣ୍ଡି ଜବତ

ବୁଗୁଡା  : ବୁଗୁଡା ବନାଞ୍ଚଳ ଅନ୍ତର୍ଗତ ଦୁଇ ଫରେଷ୍ଟ ସେକସନରୁ ଅକ୍ଟୋବର ୧୯ ତାରିଖ ଦିନ ୪୨ ଘନଫୁଟ କାଠ ଗଣ୍ଡି ଜବତ ହୋଇଥିବା ବେଳେ ବୁଗୁଡା ସେକ୍ସନରୁ ୨୫ ଘନଫୁଟ ଶାଳ କାଠ ଗଣ୍ଡି ଏବଂ ଭଗବାନପୁର ସେକ୍ସନରୁ ୧୭ ଘନ ଫୁଟ ଜାମ ଓ ଫାଶୀ କାଠଗଣ୍ଡି ହୋଇଥିବା ଜଣାପଡିଛି। ଦକ୍ଷିଣ ଘୁମୁସର…

ମିଳିଲା ଅନୁମତି; ଜାଣନ୍ତୁ, କେବେଠୁ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

ପୁରୀ: ଜଗନ୍ନାଥ ପ୍ରେମୀଙ୍କ ପାଇଁ ଖୁସି ଖବର। ପବିତ୍ର କାର୍ତ୍ତିକ ମାସରେ ପୁରୀ ସହର ଓ ଏହାର ନିକଟବର୍ତ୍ତୀ ଅଞ୍ଚଳର ଭକ୍ତଙ୍କ ପାଇଁ ଅବଢ଼ା ବିକ୍ରୟ ଆରମ୍ଭ କରିବା ନେଇ ପ୍ରୟାସ ଆରମ୍ଭ କରିଛି ଶ୍ରୀମନ୍ଦିର ପ୍ରଶାସନ। ମଙ୍ଗଳବାର ଦିନ ଗଣମାଧ୍ୟମକୁ ସୂଚନା ଦେଇ ମହସୁଆର ନିଜୋଗ କୃଷ୍ଣ ଚନ୍ଦ୍ର…

ପାର୍ବଣର ଶୁଭ ଅବସରରେ ରିଲାଏନ୍ସ ଜୁଏଲସର ଉତ୍କଳ କଲେକ୍ସନ

ଭୁବନେଶ୍ୱର: ପାର୍ବଣର ଶୁଭ ଅବସରରେ ରିଲାଏନ୍ସ ଜୁଏଲ୍ସର ‘ଉତ୍କଳ’ କଲେକ୍ସନ ସମ୍ଭାର ‘ଉତ୍କଳ’ ର ଶୁଭାରମ୍ଭ କରିଛି ଏହି ସ୍ୱତନ୍ତ୍ର କଲେକ୍ସନ ବା ସମ୍ଭାର ଓଡ଼ିଶାରକଳା, ପରମ୍ପରା ଓ ସଂସ୍କୃତିର ଚିହ୍ନ ବହନ କରୁଥିବା ଭାସ୍କର୍ଯ୍ୟ, ଶୈଳୀ ଓ ଡିଜାଇନ୍ ଆଧାରରେ ପ୍ରସ୍ତୁତ କରାଯାଇଛି ।…

ପୂର୍ତ୍ତ ବିଭାଗର ପୂର୍ବତନ ସଚିବ ନବକିଶୋର ରଥଙ୍କ ପରଲୋକ

ଭୁବନେଶ୍ୱର : ପୂର୍ତ୍ତ ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତଥା ସଚିବ ନବ କିଶୋର ରଥଙ୍କର ଆଜି ଦେହାନ୍ତ ଘଟିଛି । ଲକ୍ଷ୍ମୀସାଗର ସ୍ଥିତ ତାଙ୍କ ବାସଭବନରେ ୮୨ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଅପରାହ୍ନରେ ପୁରୀ ସ୍ୱର୍ଗଦ୍ୱାରଠାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯାଇଛି । ୨୦୦୬ରେ…

ସମସ୍ତ ପରିସ୍ଥିତି ପାଇଁ ଆମେ ପ୍ରସ୍ତୁତ: ଗଞ୍ଜାମ ଜିଲ୍ଲାପାଳ

ଗଞ୍ଜାମ: ବଙ୍ଗୋପସାଗରର ପୂର୍ବ-ମଧ୍ୟଭାଗରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସ୍ଥାନାନ୍ତର କରିବାକୁ ଗଞ୍ଜାମ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ଥିବା ସୂଚନା…

ସମ୍‌ରେ ନୂତନ ରେନାଲ୍ ପାଥୋଲୋଜି ବିଭାଗର ମାଇକ୍ରୋସ୍କୋପ୍ ଯନ୍ତ୍ର ଉଦ୍‌ଘାଟିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନ୍‌ଷ୍ଟିୁଚ୍ୟଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ (ଆଇଏମ୍‌ଏସ୍ ଆଣ୍ଡ ସମ୍‌) ହସ୍ପିଟାଲ୍‌ରେ ନୂତନ ରେନାଲ୍ ପାଥୋଲୋଜି ବିଭାଗରେ ଅତ୍ୟାଧୁନିକ ଇମ୍ୟୁନୋଫ୍ଲୋରେନସ୍ ମାଇକ୍ରୋସ୍କୋପ ଯନ୍ତ୍ର ଉଦ୍‌ଘାଟିତ…

କୀଟନାଶକ ପିଇ ପ୍ରାଣ ହରାଇଲେ ସ୍ୱାମୀ; ସ୍ତ୍ରୀ ଗୁରୁତର

ପାରାଦ୍ବୀପ: କୁଜଙ୍ଗ ବ୍ଲକ ଅନ୍ତର୍ଗତ ମଙ୍ଗରାଜପୁର ଗ୍ରାମପଂଚାୟତ ଅଧିନସ୍ଥ ହସିଣା ଗ୍ରାମରେ କୀଟନାଶକ ଔଷଧ ପିଇ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ପତ୍ନୀ ଗୁରୁତର ଅଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ ମେଡିକାଲ କୁ ସ୍ଥାନତରିତ କରାଯାଇଥିବା ସୂଚନା ମିଳିଛି।…

ଭୁବନେଶ୍ୱରରୁ ୨୨୯ କରୋନା ଆକ୍ରାନ୍ତ ଚିହ୍ନଟ; ସେଥିରୁ ୧୮୨ ଲୋକାଲ୍ କେସ୍‌

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୨୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୪୭ ଜଣ କ୍ୱାରେଣ୍ଟାଇନ୍ ଏବଂ ୧୮୨ଟି…

ରାଜ୍ୟବାସୀଙ୍କୁ ସମ୍ବୋଧିତ କଲେ ମୁଖ୍ୟମନ୍ତ୍ରୀ; କହିଲେ କରୋନା ସଂକ୍ରମଣକୁ ରୋକିବାରେ ଓଡିଶା ସଫଳ

ଭୁବନେଶ୍ୱର: ଆଜି ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ସେ ଓଡ଼ିଶାର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ପୂଜା ପାଇଁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଗତ ସାତ ମାସ ହେଲା ଓଡିଶା କରୋନା ବିରୋଧରେ ଲଢେଇ ଜାରି ରଖିଛି ।…