Latest Odisha News

BREAKING NEWS

Browsing Category

ଓଡିଶା

Odisha

ଉପ ନିର୍ବାଚନରେ ବିଜେପି ଲାଗି ପ୍ରଚାର କରିବେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ନଭେମ୍ବର ୩ରେ ହେବାକୁ ଥିବା ବାଲେଶ୍ବର ସଦର ଏବଂ ତିର୍ତୋଲ ନିର୍ବାଚନମଣ୍ଡଳୀରେ ଉପନିର୍ବାଚନରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥିରାଜ ହରିଚନ୍ଦନ ମଙ୍ଗଳବାର ଦିନ ଗଣମାଧ୍ୟମକୁ…

ଟ୍ଵିନ ସିଟି ସମେତ ଏହିସବୁ ଜିଲ୍ଲାକୁ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୫ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, ଭୁବନେଶ୍ୱର, ଯାଜପୁର କଟକ, ଖୋର୍ଦ୍ଧା,…

କର୍ତ୍ତବ୍ୟନିଷ୍ଠତା ପାଇଁ ପ୍ରଶଂସିତ ହେଲେ ହାବିଲଦାର

କଟକ: କଟକର ଟାଉନ୍ ଟ୍ରାଫିକ୍ ଆରକ୍ଷୀ ଥାନାର ହାବିଲଦାର ଲଳିତ୍ ମୋହନ ରାଉତଙ୍କୁ ପ୍ରଶଂସା କରିଛନ୍ତି ପୋଲିସ କମିଶନର। ସୂଚନା ଅନୁଯାୟୀ, ଗତ ୧୭ ତାରିଖ ଦିନ ଶିଖରପୁର ଟ୍ରାଫିକ୍ ଛକରେ କାର୍ଯ୍ୟରତ ଥିବା ସମ୍ପୃକ୍ତ ଅଧିକାରୀ ଜଣକ ରାସ୍ତା ଉପରେ ବଜୁରୀ ଓ ଚିପ୍ସ ଖେଳାଇ ହୋଇଯାଇଥିବା…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଶୁ ଚିକିତ୍ସକ

ଭୁବନେଶ୍ୱର: ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ଅନ୍ତର୍ଗତ ସୁବଳୟାର ଭେଟେରିନାରୀ ସର୍ଜନ ପ୍ରିୟବ୍ରତ ବେହେରା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ, ଜିଲ୍ଲାର ସୁବଳୟା ଥାନା ଅନ୍ତର୍ଗତ ବଡଖମାର ଗ୍ରାମର ଲକ୍ଷ୍ମଣ ମୋହନକୁଡାଙ୍କ ଅଭିଯୋଗ ପରେ…

ଘରେ ଲାଗିଲା ନିଆଁ, ଦୁଇ ମହିଳା ଗୁରୁତର

ଝାରସୁଗୁଡ଼ା: ବ୍ରଜରାଜଗନରରେ ସକାଳୁ ସକାଳୁ ଅଗ୍ନିକାଣ୍ଡ । ଗୋଟିଏ ଘରେ ନିଆଁ ଲାଗିବାରୁ ପୋଡ଼ି ହୋଇ ଗୁରୁତର ହୋଇଛନ୍ତି ଦୁଇ ଜଣ ମହିଳା । ସେମାନଙ୍କୁ ଚିକିତ୍ସା ପାଇଁ ରାଉରକେଲା ଆଇଜିଏଚରେ ଭର୍ତ୍ତି କରାଯାଇଛି । ବ୍ରଜରାଜନଗର ଷ୍ଟେସନପଡ଼ାରେ ଥଏହି ଅଘଟଣ ଘଟିଛି । ଆହତ ଦୁଇ ମହିଳା…

ସ୍ୱାମୀଙ୍କ ଦୋକାନ ଆଗରେ ସ୍ତ୍ରୀ ଓ ପୁଅ ଉପରେ ଚଢ଼ିଗଲା ଟ୍ରକ୍

ସମ୍ୱଲପୁର: ଅଭାବନୀୟ ଓ ଦୁଃଖଦ ଘଟଣା । ମୃତ୍ୟୁର ବାହକ ସାଜିଲା ଟ୍ରକ । ମାଆ ଓ ପୁଅ ଉପରେ ମାଡ଼ିଗଲା । ଘଟଣାସ୍ଥଳରେ ଦୁଇ ଜଣଙ୍କର ପ୍ରାଣ ବାୟୁ ଉଡ଼ିଯାଇଛି । ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ସମ୍ୱଲପୁର ଜିଲ୍ଲା ପଡ଼ିଆବାହଳରେ । ମୃତକମାନେ ହେଲେ ଆଲ୍ଲାଦିନ ମେହେର ଓ ତାଙ୍କର…

ଯାଜପୁର ପୋଲିସ କବ୍ଜାରେ ଡକାୟତି ଗ୍ୟାଙ୍ଗ 

ଯାଜପୁର: ପୋଲିସ କବ୍ଜାରେ ଡକାୟତି ଗ୍ୟାଙ୍ଗ। ଯାଜପୁର ଜିଲ୍ଲା କୋରାଇ ଥାନା ରଗଡି ଲକ୍ଷ୍ମୀନଗର ଅଞ୍ଚଳରେ ହୋଇଥିବା ଡକାୟତି ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କ ନିକଟରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ନଗଦ ୫ ହଜାର ଟଙ୍କା ଓ ୫ ଟି ମୋବାଇଲ ଫୋନ ଜବତ…

ଦଶହରା ପାଇଁ କଟକରେ ମୁତୟନ ରହିବେ ୩୦ ପ୍ଲାଟୁନ୍ ଫୋର୍ସ

କଟକ: ଏବର୍ଷ କରୋନା କଟକଣା ଭିତରେ ଦଶହରା ଅନୁଷ୍ଠିତ ହେଉଛି । କଟକ ସହରରେ ଦଶହରା ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ । ମୁତୟନ ରହିବେ ୩୦ ପ୍ଲାଟୁନ୍ ଫୋର୍ସ । ଶହେ ଜଣ ପୋଲିସ ଅଫସର ନିୟୋଜିତ ରହିବେ । ଏହି ସୂଚନା ଦେଇଛନ୍ତି କଟକ ଡିସିପି ପ୍ରତୀକ ସିଂ । ଦଶହରା ପାଇଁ ସୁରକ୍ଷା…

ଯାଜପୁରରେ ଦୁଇ ବାଇକ ମୁଁହାମୁହିଁ ଧକ୍କା: ଜଣେ ମୃତ

ଯାଜପୁର: ଯାଜପୁର ଜିଲ୍ଲା ସୁକିନ୍ଦା ଥାନା କନ୍ତିରା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା। ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କୁ ସୁକିନ୍ଦା ମେଡ଼ିକାଲରେ ପ୍ରାଥମିକ ଚିକିତ୍ସା…

ଭୁବନେଶ୍ୱରରେ ବୃଦ୍ଧାଙ୍କ ଠାରୁ ଲୁଟ୍ କଲେ ଦୁବୃର୍ତ୍ତ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଶୈଳଶ୍ରୀ ବିହାର ନିକଟ ଅଞ୍ଚଳରୁ ମଙ୍ଗଳବାର ଦିନ କେହି ଦୁବୃର୍ତ୍ତ ଜଣେ ବୟସ୍କା ମହିଳାଙ୍କ ଠାରୁ ସୁନା ଅଳଙ୍କାର ଲୁଟ୍ କରିଥିବା ଅଭିଯୋଗ ହୋଇଛି । ସମ୍ପୃକ୍ତ ମହିଳାଙ୍କ ନାମ ଶାନ୍ତିଲତା ବେହେରା ବୋଲି ଜଣାପଡିଛି । ସୂଚନା ଅନୁଯାୟୀ, ଉକ୍ତ ମହିଳା ଜଣକ…