Latest Odisha News

BREAKING NEWS

Browsing Category

ଓଡିଶା

Odisha

ତପ୍ତପାଣି ବସ୍ ଦୁର୍ଘଟଣା: OJEEରୁ ବଞ୍ଚିତ ଛାତ୍ରଛାତ୍ରୀଙ୍କ ପାଇଁ ହେବ ସ୍ୱତନ୍ତ୍ର ପରୀକ୍ଷା

ପାରଲାଖେମୁଣ୍ଡି: ଦୁର୍ଘଟଣା ଯୋଗୁଁ ଓଜେଇଇରୁ ବଞ୍ଚିତ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ହେବ ସ୍ୱତନ୍ତ୍ର ପରୀକ୍ଷା । ଆସନ୍ତା ୨୨ ତାରିଖରେ ଏହି ପରୀକ୍ଷା ହେବ । ଏ ନେଇ  ଗଜପତି ଜିଲ୍ଲାପାଳ ବିଜ୍ଞପ୍ତି ଜାରି କରିଛନ୍ତି । ଗୋଟିଏ ବସ୍‌ରେ ଅକ୍ଟୋବର ୧୫ରେ ଓଜେଇଇ ପରୀକ୍ଷା ଦେବାକୁ ଯାଉଥିଲେ…

ଦାଦା ବଟି ଆଦାୟ ଉପରେ ଲାଗିବ ରୋକ : କମିଶନରେଟ୍ ପୋଲିସ ଜାରି ହେବ ନୂଆ ହେଲପଲାଇନ ନମ୍ବର

ଭୁବନେଶ୍ୱର: ପାର୍ବଣ ଋତୁ ଆସିଗଲେ ବିଭିନ୍ନ ସ୍ଥାନରେ ଦାଦା ବଟି ଆଦାୟ ହେଉଥିବା ନଜରକୁ ଆସେ । ବେଳେ ବେଳେ ଏହାକୁ ନେଇ ଅନେକ ଅପରାଧ ମଧ୍ୟ ଘଟିଯାଇଥାଏ । ଏହାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ କମିଶନରେଟ୍ ପୋଲିସ ପକ୍ଷରୁ ଆଜି ଏକ ହେଲପ୍ ଲାଇନ ନମ୍ବର ଜାରି କରାଯିବ ବୋଲି ସୂଚନା ଦିଆଯାଇଛି ।…

୩ ଦିନ ଯାଏଁ ପ୍ରବଳ ବର୍ଷିବ, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆଜି କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବାର ସମ୍ଭାବନା ଅଛି । ଏହା ପ୍ରଭାବରେ ଆସନ୍ତା ୩ ଦିନ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ବିଶେଷ କରି ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାର ୧୪ଟି ଜିଲ୍ଲାରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ରହିଛି। ଏ ନେଇ ସତର୍କ କରାଇ…

ଲାଇନ୍‌ଚ୍ୟୁତ ହେଲା ଟ୍ରେନ୍ ଇଂଜିନ୍‌

ପୁରୀ: ଟ୍ରକ୍‌ରୁ ଲାଇନ୍ ଚ୍ୟୁତ ହେଲା ୩ଟି ବଗି । ପୁରୀ ଚନ୍ଦନପୁର-ତୁଲସୀଚଉରା ମଧ୍ୟରେ ଏକ ଖାଲି ଟ୍ରେନ୍‌ର ଇଂଜିନ୍‌, ଆଗ ୩ଟି ବଗି ଓ ପଛର ଗୋଟିଏ ଚକା ଲାଇନ୍‌ଚ୍ୟୁତ ହୋଇଛି । ଖୋର୍ଦ୍ଧା ରୋଡରୁ ଆସୁଥିବା ବେଳେ ଟ୍ରେନ୍‌ଟି ଲାଇନ୍‌ଚ୍ୟୁତ ହୋଇଥିବା ଜଣାପଡିଛି । ତେବେ କେଉଁ କାରଣ ଯୋଗୁଁ…

ସିନେମା ପାଇଁ ସିନେମା ନୁହେଁ..

ଭୁବନେଶ୍ୱର : ସିନେମା ପାଇଁ କେବଳ ସିନେମା ତିଆରି ହୁଏନି । ସିନେମା ତିଆରି ହୁଏ ସମାଜର କଲ୍ୟାଣ ପାଇଁ । ଏକଥାକୁ ପ୍ରମାଣ କରିବାକୁ ଯାଉଛି ସୁମିତ୍ରା ଏଣ୍ଟରଟେନମେଣ୍ଟ । କରୋନା ଯୋଗୁଁ ଠପ୍ ହେଇଯାଇଛି ଚଳଚ୍ଚିତ୍ର ଶିଳ୍ପ । କଳାକାର ହୁଅନ୍ତୁ କି ଟେକ୍ନିସିଆନ ସମସ୍ତଙ୍କ ପାଖରେ କାମର ଅଭାବ ।…

ଓଡିଶା ପାଇଁ ଗର୍ବ, ନୋବେଲ ଶାନ୍ତି ପୁରସ୍କାର ଟିମରେ ଏନଆଇଟିର ପୂର୍ବତନ ଛାତ୍ର

ରାଉରକେଲା: ୱାର୍ଲଡ୍ ଫୁଡ ‌ପ୍ରୋଗ୍ରାମ(ଡବ୍ଲୁଏଫ୍‌ପି)କୁ ମିଳିଛି ନୋବେଲ ଶାନ୍ତି ପୁରସ୍କାର ୨୦୨୦ । ଏହା ଓଡିଶା ପାଇଁ ଗର୍ବ ଯେ ଏହି ଟିମରେ ପରାମର୍ଶଦାତା ପରିଷଦର ସଦସ୍ୟ ଭାବେ କାମ କରିଛନ୍ତି ରାଉରକେଲା ଏନଆଇଟିର ଛାତ୍ର ପ୍ରଣବ ଖୈତାନ । ସେ ଏଥିରେ ‘କୃତ୍ରିମ ବୁଦ୍ଧିମତା…

ଔଷଧୀୟ ମାଧବୀ ଚେର ସହ ବାଇକ ଜବତ, ୨ ଗିରଫ

ବୁଗୁଡା: ବୁଗୁଡା ବନବିଭାଗ ଅନ୍ତର୍ଗତ ମାଣିତରା ଫରେଷ୍ଟ ସେକସନରେ ଅକ୍ଟୋବର ୧୯ ତାରିଖ ଦିନ ୮୦ କିଲୋ ଔଷଧିୟ ମାଧବୀ ଚେର ଏବଂ ଏକ ବାଇକ ଜବତ ସହ ଦୁଇ ଜଣଙ୍କୁ ଗିରଫ କରାଯାଇଛି। ଛୋଟ ବଡ଼ ଦୁଇଟି ବସ୍ତାରେ ୮୦ କିଲୋ ଔଷଧିୟ ମାଧବୀ ଚେର ଧରି ଏକ ବାଇକରେ କୁମୁଟା ଗ୍ରାମର ଧବଳେଶ୍ବର ସେଠୀ,…

ନଭେମ୍ବରରେ ହେବ ଯୁକ୍ତ ୨ ଅତିରିକ୍ତ ପରୀକ୍ଷା, ଜାଣି ରଖନ୍ତୁ ତାରିଖ

ଭୁବନେଶ୍ୱର: ଯୁକ୍ତ ଦୁଇ ଅତିରିକ୍ତ ପରୀକ୍ଷା ପାଇଁ ଘୋଷଣା ହେଲା ତାରିଖ। ଆସନ୍ତା ନଭେମ୍ବର ୫, ୬ ଓ ୭ ରେ ଏହି ପରୀକ୍ଷା ଅନୁଷ୍ଠିତ ହେବ । ଯେଉଁ ବିଷୟ ଗୁଡ଼ିକର ପରୀକ୍ଷା ଅନୁଷ୍ଠିତ ହୋଇନି ଏବଂ ଗ୍ରେସ୍ ମାର୍କ ଦିଆଯାଇଛି, ସେସବୁ ବିଷୟରେ ପରୀକ୍ଷା ହେବ। ଏନେଇ ଆଜି ଉଚ୍ଚ ମାଧ୍ୟମିକ…

ପୂର୍ବତନ ଓଡ଼ିଶା ଆଇଜିପିଙ୍କ ପରଲୋକ

କଟକ: ଅବସରପ୍ରାପ୍ତ ଆଇପିଏସ୍ ଅଧିକାରୀ ସୁରେନ୍ଦ୍ର ନାଥ ସ୍ୱାଇଁ ଙ୍କ ଦେହାନ୍ତ ଘଟିଛି । ମୃତ୍ୟୁ ସମୟରେ ତାଙ୍କୁ ୭୬ବର୍ଷ ବୟସ ହୋଇଥିଲା । ଡିସେମ୍ବର ୧୯୮୧ରେ ଓଡିଶା ପୋଲିସ୍ ଫୋର୍ସରେ ଯୋଗ ଦେଇଥିବା ଜଣେ କ୍ରିୟାଶୀଳ ଅଧିକାରୀ ଥିଲେ ଶ୍ରୀ ସୁରେନ୍ଦ୍ର । ରେଭେନ୍ସା କଲେଜରୁ ସ୍ନାତକ ଏବଂ…

ଓଡିଶାରୁ ସୁସ୍ଥ ହେଲେ ଆଉ ୨୭୩୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୭୩୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଯାହାକୁ ମିଶାଇ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨,୪୯,୫୭୫ ଛୁଇଁଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ ହୋଇଛନ୍ତି-…