Latest Odisha News

BREAKING NEWS

Browsing Category

ଓଡିଶା

Odisha

ଚିଟଫଣ୍ଡ ପରିଚାଳନା ନିର୍ଦ୍ଦେଶକ ଗିରଫ

କଟକ: ରାଜ୍ୟ ଓ  ଗୁଜୁରାଟର ସୁରତ ଏବଂ ଛତିଶଗଡରେ ଜମାକାରୀଙ୍କ ନିକଟରୁ ବିନୋଦିନୀ ଚିଟଫଣ୍ଡ ନାମରେ ପ୍ରାୟ ୬୮ ଲକ୍ଷ ଟଙ୍କାରୁ ଉର୍ଦ୍ଧ ଠକି ନେଇଥିବା ଏମ.ଡିକୁ ପୋଲିସ ଗିରଫ କରିଥିବା ସୂଚନା ମିଳିଛି । ବିନୋଦିନୀ ପ୍ରୋଜେକ୍ଟସ ଲିମିଟେଡ ଚିଟଫଣ୍ଡ କମ୍ପାନୀ ନାମରେ ୫୦୦ରୁ ଉର୍ଦ୍ଧ…

ରାଜ୍ୟରେ ‘ମୋ ବିଦ୍ୟୁତ୍ ଆପ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନ ରାଜ୍ୟରେ ମୋ ବିଦ୍ୟୁତ୍ ଆପ୍‌ର ଶୁଭାରମ୍ଭ କରିଛନ୍ତି। ସୂଚନା ଅନୁଯାୟୀ, ବିଦ୍ୟୁତ୍ ଉପଭୋକ୍ତାଙ୍କୁ ଗ୍ରାହକ ସେବା ପାଇବାରେ ସାହାଯ୍ୟ କରିବ ଏହି ଆପ୍‌। ଯାହା ପରେ ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ତୃତୀୟ ଦିନରେ ମା’ ବିରଜାଙ୍କ ରଥଯାତ୍ରା

ଯାଜପୁର: ଆଜି ତୃତୀୟ ଦିନରେ ଗଡ଼ିଲା ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ରଥ। ପରମ୍ପରା ମୁତାବକ ଶନିବାର ରଥ ପ୍ରତିଷ୍ଠା ପରେ ମା ଙ୍କ ରଥ ମନ୍ଦିର ଚତୁର୍ପାଶ୍ଵ ପରିକ୍ରମା କରିଥିଲା। କଟକଣା ଭିତରେ କେବଳ ସେବାୟତ ଓ ପୋଲିସ କର୍ମଚାରୀ ମାନଙ୍କ ଦ୍ୱାରା ଘଣ୍ଟ ଘଣ୍ଟା, ବାଜା ଧ୍ଵନିରେ…

ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୨୧୩ କରୋନା ପଜିଟିଭ; ୩୦୭ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୧୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।…

ସ୍ବର୍ଗତଃ ପ୍ରତାପ ଚନ୍ଦ୍ର ମହାନ୍ତିଙ୍କ ଜନ୍ମ ଶତବାର୍ଷିକୀ; ଅକ୍ଟୋବର ୨୩ରେ ରକ୍ତଦାନ ଶିବିର 

ଭୁବନେଶ୍ୱର: ରାଜ୍ୟ ଜଳ ସମ୍ପଦ, ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସଙ୍କ ଅଧ୍ୟକ୍ଷତାରେ ପୂର୍ବତନ ମନ୍ତ୍ରୀ, ସମାଜସେବୀ ତଥା ତିର୍ତ୍ତୋଲ ଏବଂ ଜଗତସିଂହପୁର ଅଂଚଳର ଅନ୍ୟତମ ବିଶିଷ୍ଟ ନେତା ସ୍ୱର୍ଗତ ପ୍ରତାପ ଚନ୍ଦ୍ର ମହାନ୍ତିଙ୍କର ଜନ୍ମ ଶତ ବାର୍ଷିକ ଉତ୍ସବ ଚଳିତ ମାସ…

୨୨ ତାରିଖ ସନ୍ଧ୍ୟା ୬ ରୁ ୬.୧୫ ମି. ପର୍ଯ୍ୟନ୍ତ ବିଦ୍ୟୁତ୍ ବ୍ୟବହାର ନକରିବା ପାଇଁ ରାଜ୍ୟବାସୀଙ୍କୁ ପିସିସି ସଭାପତିଙ୍କ…

ଭୁବନେଶ୍ୱର: ବିଦ୍ୟୁତ୍ ଉତ୍ପାଦନ ପାଇଁ ଆବଶ୍ୟକ ଥିବା ଜଳ, କୋଇଲା ଯଥେଷ୍ଟ ପରିମାଣରେ ସୂର୍ଯ୍ୟକିରଣ ଓ କୁଣ୍ଡା ଉପଲବ୍ଧ ଅଛି । ତେଣୁ ଆମ ରାଜ୍ୟରେ ସବୁଠାରୁ ବିଦ୍ୟୁତ୍ ଉତ୍ପାଦନ ଖର୍ଚ୍ଚ କମ୍ ହେବା କଥା । କିନ୍ତୁ ଯାହା ଉତ୍ପାଦନ ହେଉଛି ୩୫ ପ୍ରତିଶତ ବ୍ୟବସାୟିକ ଏବଂ ବୈଷିୟକ କ୍ଷତି ହେଉଛି ।…

ରାଜ୍ୟର ଜନଜାତିଙ୍କୁ ସଶକ୍ତ କରିବା ପାଇଁ ତିନି ବର୍ଷରେ ୧୬୫୬.୮ କୋଟି ଟଙ୍କା ପ୍ରଦାନ: ଧର୍ମେନ୍ଦ୍ର

ଭୁବନେଶ୍ୱର: ଓଡିଶାର ଜନଜାତି ତଥା ଅନ୍ୟାନ୍ୟ ସମ୍ପ୍ରଦାୟଙ୍କୁ ସଶକ୍ତ କରିବା ପାଇଁ ଗତ ତିନିବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସରକାର ରାଜ୍ୟକୁ ୧୬୫୬.୮ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ଅନୁଦାନ ଦେଇଛନ୍ତି ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହା ଛଡ଼ା…

ଜାଣନ୍ତୁ ‘ରକ୍ ଷ୍ଟାର’ ଅମ୍ପାୟାରଙ୍କ ବିଷୟରେ

ୟୁଏଇ: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୦ର ମ୍ୟାଚ୍ ନମ୍ବର ୩୫ ରେ ଦେଖାଯାଇଥିଲା ଗୋଟେ ଅଦ୍ଭୁତ ଘଟଣା । ସନରାଇଜର୍ସ ହାଇଦ୍ରାବାଦ ଓ କୋଲକାତା ନାଇଟ୍ ରାଇଡର୍ସ ମଧ୍ୟରେ ଚାଲିଥିବା ମ୍ୟାଚରେ ନିଜ ହେୟାର ଷ୍ଟାଇଲ୍ ହେତୁ ଅନଫିଲ୍ଡ ଅମ୍ପାୟାର ଆକର୍ଷଣର କେନ୍ଦ୍ର ପାଲଟିଥିଲେ । ଲମ୍ବା ଚୁଟି ପାଇଁ…

କଟକରେ ଆଉ ଜଣେ ନାବାଳିକାକୁ ହତ୍ୟା ଅଭିଯୋଗ

କଟକ: ଜଣେ ୧୬ ବର୍ଷର ନବାଳିକାକୁ ନାଟକୀୟ ଢଙ୍ଗରେ ଅପହରଣ କରିନେବା ପରେ ଜବରଦସ୍ତ ବିବାହ କରି ପରେ ତାକୁ କିରୋସିନ ଢାଳି ମରିଦେଇଥିବା ନେଇ ନାବାଳିକାର ବାପା ମଙ୍ଗଳାବାଗ ଥାନାରେ ଅଭିଯୋଗ କରିଥିବା ସୁଚନା ମିଳିଛି । ନାବାଳିକା ପରିବାରଙ୍କ ଠାରୁ ମିଳିଥିବା ତଥ୍ୟ ଅନୁଯାଇ ଭଦ୍ରକ ଜିଲ୍ଲା…

ଭାରତୀୟ ସଂସ୍କୃତିରେ ଓଡ଼ିଶାର ସ୍ଥାନ ଅଦ୍ୱିତୀୟ: ସ୍କନ୍ଦ ପୁରାଣ

ଭୁବନେଶ୍ୱର: ଅଢେଇ ହଜାର ବର୍ଷ ପୁରୁଣା ଉତ୍କଳ ସଂସ୍କୃତି ଓ ପୁରୁଷୋତ୍ତମ ତଥା ଶ୍ରୀଜଗନ୍ନାଥ ମହିମାର ଗାଥାକୁ ବର୍ଣ୍ଣନା କରିଥାଏ ସ୍କନ୍ଦପୁରାଣ । ମହର୍ଷି ବ୍ୟାସଦେବଙ୍କ ରଚିତ ଏହି ମହାନ ଗ୍ରନ୍ଥ ଭାରତର ଅନ୍ୟ ଜୀବନ୍ତ ଐତିହ୍ୟ ଗୁଡ଼ିକ ସହ ଓଡ଼ିଶାର ବିଭିନ୍ନ କ୍ଷେତ୍ରକୁ ମହିମା ମଣ୍ଡିତ…