Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁରୀ ସ୍ୱର୍ଗଦ୍ୱାରରୁ ହଟିଲା ଶବଦାହ କଟକଣା, ଜାଣନ୍ତୁ

ପୁରୀ: ପୁରୀ ସ୍ୱର୍ଗଦ୍ୱାରରେ ଜାରି ଥିବା ଶବଦାହ କଟକଣାକୁ ସୋମବାର ଦିନ ଜିଲ୍ଲା ପ୍ରଶାସନ ପକ୍ଷରୁ ଉଠାଇବା ପାଇଁ ନିଷ୍ପତ୍ତି ହୋଇଛି। ଏନେଇ ପୁରୀ ଜିଲ୍ଲାପାଳ ବଲୱନ୍ତ ସିଂ କହିଛନ୍ତି ଯେ “ବର୍ତ୍ତମାନର କୋଭିଡ ସ୍ଥିତିର ସମୀକ୍ଷା କରିବା ପରେ ଆମେ ପୁରୀ ସ୍ୱର୍ଗଦ୍ୱାରରେ ଲାଗୁ କରାଯାଇଥିବା…

ଦୁର୍ଗା ମୂର୍ତ୍ତି ଉଚ୍ଚତା; ଏହି ୯ ପୂଜା ମଣ୍ଡପକୁ ହାଇକୋର୍ଟଙ୍କ ଆଶ୍ୱସ୍ତି

କଟକ: ଓଡ଼ିଶା ହାଇକୋର୍ଟ କଟକ ସହରରେ ଆଠଟି ପୂଜା କମିଟି ଏବଂ ପୁରୀ ସହରର ଗୋଟିଏ କମିଟିକୁ ଦୁର୍ଗା ପୂଜା କରିବାକୁ ସୋମବାର ଦିନ ଅନୁମତି ଦେଇଛନ୍ତି। ଦେବୀଙ୍କ ପ୍ରତିମାକୁ ୪ ଫୁଟରୁ ଅଧିକ ଉଚ୍ଚ କରିଥିବା ୯ଟି ପୂଜା କମିଟିକୁ ଆଡଭୋକେଟ୍ ଜେନେରାଲଙ୍କ ରିପୋର୍ଟ ଆଧାରରେ ପୂଜାପାଠ କରିବାକୁ…

ରାଜଧାନୀ ସମେତ ଏହିସବୁ ଜିଲ୍ଲାକୁ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୫ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, କେନ୍ଦୁଝର, ଜଗତସିଂହପୁର, ଖୋର୍ଦ୍ଧା, ଭୁବନେଶ୍ୱର, ପୁରୀ,…

ଦଶାହକୁ ଯାଉଥିବା ବେଳେ ଓଲଟିଲା ଅଟୋ; ୨ ମୃତ ଓ ୧୦ ଆହତ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ୍ ଅନ୍ତର୍ଗତ ଚନ୍ଦାହାଣ୍ଡି ଠାରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହେବା ସହ ପ୍ରାୟ ୧୦ ଜଣ ଆହତ ହୋଇଛନ୍ତି । ଏଯାବତ୍ ମୃତକଙ୍କ ପରିଚୟ ମିଳିପାରିନାହିଁ । ପ୍ରାପ୍ତ ସୂଚନାନୁଯାୟୀ ଦଶାହରେ ଯୋଗ ଦେବା ପାଇଁ ଗୋଟିଏ…

ସ୍କୁଲ ଫି’ ମାମଲା, ସରକାରଙ୍କୁ ଜବାବ ତଲବ

କଟକ: ସ୍କୁଲ ଫି’ ମାମଲାରେ ସରକାରଙ୍କୁ ହାଇକୋର୍ଟଙ୍କ ଜବାବ ତଲବ । ହାଇକୋର୍ଟରେ ସ୍କୁଲ ଫି ଛାଡ ସମ୍ପର୍କିତ ପ୍ରସଙ୍ଗରେ ଆଗତ ଇଣ୍ଟରପ୍ରିଭେନସ୍ ପିଟିସନଙ୍କୁ ଆଗ୍ରାହ୍ୟ କରିଛନ୍ତି କୋର୍ଟ । ସ୍କୁଲ ଫି’ ନେଇ ରାଜ୍ୟ ସରକାରଙ୍କୁ କୋର୍ଟ ସ୍ପଷ୍ଟିକରଣ ମାଗିଛନ୍ତି । ୭ ଦିନ ମଧ୍ୟରେ ସ୍ପଷ୍ଟ…

ଓକିଲ ସଂଘ ନିର୍ବାଚନ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ରାଜ୍ୟ ବାର୍ କାଉନ୍‌ସିଲ୍‌ଙ୍କୁ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ । ରାଜ୍ୟର ସବୁ ଓକିଲ ସଂଘ ନିର୍ବାଚନ ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ୱାନ୍ ବାର୍ ୱାନ୍ ଇଲେକସନ୍ କରାଯାଉ ବୋଲି କୋର୍ଟ କହିଛନ୍ତି । ନିର୍ବାଚନ ପାଇଁ ନଭେମ୍ବର ଶେଷ ସୁଦ୍ଧା ବିଜ୍ଞପ୍ତି ପ୍ରକାଶ…

କିଭଳି ହେବ ଶ୍ରୀଜିଉଙ୍କ ନାଗାର୍ଜୁନ ବେଶ? ଶଙ୍କରାଚାର୍ଯ୍ୟଙ୍କ ମତ ଲୋଡିଲା ଜଗନ୍ନାଥ ସେନା

ପୁରୀ: କୋଭିଡ କଟକଣା ଭିତରେ ଶ୍ରୀମନ୍ଦିର ଖୋଲିବା ସହ କିଭଳି ହେବ ଶ୍ରୀଜିଉଙ୍କ ନାଗାର୍ଜୁନ । ଭକ୍ତମାନେ ନାଗାର୍ଜୁନ ବେଶର ଦର୍ଶନ କିଭଳି କରିବେ । ଏନେଇ ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଧାର୍ମିକ ମତ ପାଇଁ ଲୋଡିଛି ଶ୍ରୀଜଗନ୍ନାଥ ସେନା । ଜଗତଗୁରୁଙ୍କ ଗୋବଦ୍ଧନ ପୀଠକୁ ଆସି ଶ୍ରୀଜଗନ୍ନାଥ ସେନା…

ଓଡିଶାର ୪ ଜିଲ୍ଲାରେ ଝଡବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି। ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଖୋର୍ଦ୍ଧା (ଭୁବନେଶ୍ୱର), କଟକ (କଟକ ସହର) ପୁରୀ ଓ…

ବିପୁଳ ପରିମାଣର ବିସ୍ଫୋରକ ଓ ମାଓ ସାମଗ୍ରୀ ଜବତ

ମାଲକାନଗିରି: ସେନାବାହିନୀଙ୍କୁ ବଡ଼ ଧରଣର ସଫଳତା । କୋରାପୁଟ ମାଲକାନଗିରି ସୀମାରୁ ବିପୁଳ ବିସ୍ଫୋରକ ସାମଗ୍ରୀ ଜବତ । ଏତେ ପରିମାଣର ବିସ୍ଫୋରକ ଏକ ଡ୍ରମ ଭିତରେ ପୁରାଇ ମାଟି ତଳେ ଲୁଚାଇ ରଖାଯାଇଥିଲା । ଆନ୍ଧ୍ର ଓଡ଼ିଶା ବର୍ଡର ଡିଭିଜନାଲ କମିଟି ଏହାକ ଲୁଚାଇ ରଖିଥିଲା ।…

ରାଜ୍ୟରେ ଆଉ ୧୭ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ସୋମବାର ଦିନ ଆଉ ୧୭ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୧,୧୫୨ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ବଲାଙ୍ଗିରରୁ ୨, ଜଗତସିଂହପୁରରୁ ୧, ସୁବର୍ଣ୍ଣପୁରରୁ ୨, ବୌଦ୍ଧରୁ ୧, ବରଗଡରୁ…