Latest Odisha News

BREAKING NEWS

Browsing Category

ଓଡିଶା

Odisha

ଇନ୍‌ଫୋସିିଟି ସାଇ ମନ୍ଦିର ପାଚେରି ଭାଙ୍ଗିଲା ବିଡିଏ

ଭୁବନେଶ୍ୱର: ଭୁବନେଶ୍ୱର ଇନ୍‌ଫୋସିଟି ଥାନା ଅଂଚଳରେ ଥିବା ସାଇ ମନ୍ଦିର ପାଚେରି ଉଚ୍ଛେଦ । ଜବରଦଖଲ ଉଚ୍ଛେଦ ଅଭିଯୋଗରେ ମନ୍ଦିରର ପାଚେରି ଉଚ୍ଛେଦ କରାଯାଇଛି । ଏହି ଉଚ୍ଛେଦ କାର୍ଯ୍ୟରେ ଭୁବନେଶ୍ୱର ମହାନଗର ନିଗମ ଏବଂ ବିଡିଏ ସ୍କ୍ୱାଡ ସାମିଲ ହୋଇଛନ୍ତି । ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି…

ଭିଜିଲାନ୍ସ ଜାଲରେ ଅଧ୍ୟାପକ

ପାରଳାଖେମୁଣ୍ଡି: ଭିଜିଲାନ୍ସ ଜାଲରେ ଅଧ୍ୟାପକ। ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଗୁରାଣ୍ଡି କଲେଜର ଏଜୁକେସନ୍ ଅଧ୍ୟାପକ ଜି. ନାଗେଶ୍ୱର ରାଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ କରିଥିବା ସୂଚନା ମିଳିଛି। ନାଗେଶ୍ୱରଙ୍କ…

ରାଜ୍ୟରେ ୨ ହଜାର ତଳକୁ ଖସିଲା କରୋନା ଗ୍ରାଫ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା । ଧୀରେ ଧୀରେ ତଳମୁହାଁ ହେଉଛି ମାରାତ୍ମକ ଭାଇରସ । ଆଜି ଦୀର୍ଘ ଦିନ ପରେ ରାଜ୍ୟରେ ୨ ହଜାର ତଳକୁ ଖସିଛି କରୋନା ସଂକ୍ରମଣ । ଗତ ୨୪ ଘଂଟାରେ ଓଡ଼ିଶାରେ ୧୯୮୨ ନୂଆ କରୋନା ମାମଲା ସାମ୍ନାକୁ ଆସିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୫୬ଜଣ…

ସରକାରୀ କ୍ୱାର୍ଟର୍ସରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗୀର: ସରକାରୀ କ୍ୱାର୍ଟର୍ସରୁ ମିଳିଲା ବୃଦ୍ଧ ଦମ୍ପତିଙ୍କ ମୃତଦେହ। ବଲାଙ୍ଗିର ଜିଲ୍ଲା ଚନ୍ଦ୍ରଶେଖରନଗରର ଏକ ସରକାରୀ କ୍ୱାର୍ଟର୍ସରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ବୃଦ୍ଧ ଦମ୍ପତିଙ୍କ ଘର ସଦର ବ୍ଲକ ପୁଡ଼ାସିଂ ଗାଁରେ ବୋଲି ଜଣାପଡ଼ିଛି। ସନ୍ଦେହଜନକ ଅବସ୍ଥାରେ ଟାଉନ…

ବେକରେ ଛୁରି ଲଗାଇ ଲୁଟ୍

ଆଠଗଡ: ଘରେ ପଶି ବେକରେ ଛୁରି ଲଗାଇ ଲୁଟ୍ । ଏଭଳି ଅଭିଯୋଗ ଆସିଛି ଆଠଗଡ ଜିଲ୍ଲା ଖୁଂଟୁଣି ଥାନା ଖମାର ନୂଆଗାଁରେ । ଗତ ବିଳମ୍ବିତ ରାତିରେ ଘରେ ଦୁର୍ବୃତ୍ତମାନେ ପସି ବେକରେ ଛୁରି ଲଗାଇ ଟଙ୍କା ଓ ସୁନା ଗହଣା ଲୁଟି ନେଇଥିବା ଅଭିଯୋଗ ହୋଇଛି । ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଜାରି ରଖିଛି ।

ବାର୍ଥ ଡେ’ ପାର୍ଟି ପାଇଁ ବାର୍ ସିଲ୍‌

ଭୁବନେଶ୍ୱର: ମହଙ୍ଗା ପଡିଲା ବାର୍‌ରେ ବାର୍ଥ ଡେ’ ପାଳନ । ଭୁଲିଗଲେ କୋଭିଡ କଟକଣା । କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ବାର୍ ସିଲ୍ କଲା ପୋଲିସ । ଭୁବନେଶ୍ୱର ଇନ୍‌ଫୋସିଟି ଅଚଂଳରେ ଥିବା ଇକୋ ବାର୍ ଉପରେ କମିଶନରେଟ୍ ପୋଲିସ ଚଢ଼ାଉ କରି ସିଲ୍ କରିଛି । ବାର୍ଥ ଡେ ପାଳନ ବେଳେ କାହାରି ମୁହଁରେ…

ରାସ୍ତା ଉପରେ ଜଳିଗଲା ଟ୍ରକ

ଭୁବନେଶ୍ୱର: ରାସ୍ତା ଉପରେ ହୁ ହୁ ହୋଇ ଜଳିଗଲା ଟ୍ରକ୍ । ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ଉପକଣ୍ଠ ପାହାଳରେ ଘଟିଛି ଏହି ଘଟଣା। ଏକ ବାଲି ବୋଝେଇ ଟ୍ରକ ଜଳିଯାଇଛି । ଟ୍ରକଟି କଟକରୁ ଭୁବନେଶ୍ୱର ଆସୁଥିବାବେଳେ ହାଠତ ପାହାଳ ଛକ ନିକଟରେ ଇଞ୍ଜିନରୁ ଧୂଆଁ ବାହାରିଥିଲା । ଏହାକୁ ଦେଖି…

୨୩ ଯାଏଁ ପ୍ରବଳ ବର୍ଷିବ, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦକ୍ଷିଣରୁ ଉପକୂଳ ପ୍ରବଳ ବର୍ଷିବ। ଆଜିଠୁ ୫ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।ତେବେ ଏହାର ପ୍ରଭବାରେ ଉପକୂଳ ଜିଲ୍ଲା ସମେତ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ…

ଭଲ ଖବର: ରାଜ୍ୟରେ ସୁସ୍ଥ ହେଲେଣି ୯୧% କରୋନା ଆକ୍ରାନ୍ତ, ଆଜି ଡିସଚାର୍ଜ ହେଲେ ୨୬୧୦ ଜଣ

ଭୁବନେଶ୍ୱର: ରାଜ୍ୟବାସୀଙ୍କ ପାଇଁ ଭଲ ଖବର । ଦୁଇ ଦିନ ଭିତରେ ରାଜ୍ୟରେ କରୋନା ସୁସ୍ଥ ସଂଖ୍ୟା ଅଢେଇ ଲକ୍ଷ ଛୁଇଁବ । ଆଜି ଆରୋଗ୍ୟ ଲାଭ କରିଛନ୍ତି ଆଉ ୨ ହଜାର ୬୧୦ ଆକ୍ରାନ୍ତ । ଏହାକୁ ମିଶାଇ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୨ ଲକ୍ଷ ୪୬ ହଜାର ୮୩୭କୁ ବୃଦ୍ଧି ପାଇଛି । Another 2610…

ସମାଲୋଚନା ପରେ ନିଜ ଟ୍ବିଟକୁ ନେଇ ସଫେଇ ଦେଲେ ବୈଜୟନ୍ତ

ଭୁବନେଶ୍ୱର: ଓଡ଼ିଶାକୁ ‘ପାକିସ୍ତାନ’ ସହ ତୁଳନା କରିଥିବା କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ବୈଜୟନ୍ତ ଜୟ ପଣ୍ଡାଙ୍କୁ କଡା ସମାଲୋଚନା ପରେ ସେ ନିଜ ଟ୍ବିଟକୁ ନେଇ ସଫେଇ ଦେଇଛନ୍ତି। ଏନେଇ ସେ ଏକ ଟ୍ବିଟ କରିଛନ୍ତି।…