Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆସନ୍ତାକାଲି ୧୨ ଘଣ୍ଟିଆ ନବରଙ୍ଗପୁର ବନ୍ଦର ଡାକରା ଦେଲା ବିଜେଡି

ନବରଙ୍ଗପୁର: ରାଇଘର ଡୁମରିମୁଣ୍ଡା ନର୍ସିଂ ଛାତ୍ରୀ ମୃତ୍ୟୁ ଘଟଣାକୁ ତୀବ୍ର ନିନ୍ଦା କରିଛି ବିଜେଡି । ଦଳ କହିଛି ଦିନକୁ ଦିନ ରାଜ୍ୟରେ ମହିଳା ମାନଙ୍କ ପ୍ରତି ଅତ୍ୟାଚାର ବଢିବାରେ ଲାଗିଛି । ଓଡ଼ିଶା ସରକାର ମହିଳା ମାନଙ୍କୁ ସୁରକ୍ଷା ଦେବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛି । ସୋମବାର ନବରଙ୍ଗପୁର…

କାର ଦୁର୍ଘଟଣାରେ ଜଣେ ଛାତ୍ର ମୃତ, ୫ ଆହତ

ଝାରସୁଗୁଡା: ଝାରସୁଗୁଡା ଅନ୍ତର୍ଗତ ସରବାହାଲ ଓଭରବ୍ରିଜ୍ ନିକଟରେ ରବିବାର ଦିନ ଏକ କାର ଡିଭାଇଡରରେ ଧକ୍କା ହୋଇଥିଲା। ଯାହା ଫଳରେ କାରଟି ଓଲଟି ପଡ଼ିବାରୁ ଜଣେ ଡିଏଭି ସ୍କୁଲ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ପାଞ୍ଚ ଜଣ ଆହତ ହୋଇଛନ୍ତି। ମୃତକଙ୍କ ନାମ କୃଷ୍ଣ ଯାଦବ (୧୫)। ଆହତମାନେ…

ଝଡବର୍ଷା ନେଇ ୧୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ରବିବାର ସନ୍ଧ୍ୟା ୭.୧୯ ପର୍ଯ୍ୟନ୍ତ ଓଡ଼ିଶାର ୧୮ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ବାଲେଶ୍ୱର, ଭଦ୍ରକ, ବୌଦ୍ଧ, ଗଜପତି, ଗଞ୍ଜାମ, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, କେନ୍ଦୁଝର, କୋରାପୁଟ,…

ଈର୍ଷାରେ ସାନ ଭାଇକୁ ମାରିଲା ନାବାଳକ

ଭୁବନେଶ୍ୱର: ବଲାଙ୍ଗୀର ଜିଲ୍ଲାର ଟିଟଲାଗଡ଼ରେ ଜଣେ ୧୭ ବର୍ଷୀୟ ନାବାଳକ ଈର୍ଷାପରାୟଣ ହୋଇ ତାଙ୍କ ସାନ ଭାଇଭଉଣୀଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ୧୨ ବର୍ଷୀୟ ନାବାଳକର ନିଖୋଜ ମାମଲାର ତଦନ୍ତ କରୁଥିବା ପୋଲିସ ଶନିବାର ଦିନ ନାବାଳକକୁ ଗିରଫ କରିଛି। ଏପରିକି ସେ ଦେଢ଼ ମାସ ତଳେ ସାନ…

ଶହୀଦ ଲକ୍ଷ୍ମଣ ନାୟକ ହସ୍ପିଟାଲର ନୂଆ କୋଠା ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଜୟପୁର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କୋରାପୁଟର ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ୬୫୦ ଶଯ୍ୟା ବିଶିଷ୍ଟ ନୂଆ କୋଠାର ଉଦଘାଟନ କରିଛନ୍ତି। ଏହା ଦକ୍ଷିଣ ଓଡ଼ିଶାର ସ୍ୱାସ୍ଥ୍ୟ ଭିତ୍ତିଭୂମିରେ ଏକ ବଡ଼ ପଦକ୍ଷେପ। ଏହି ନୂଆ ବ୍ଲକ କୋରାପୁଟ ଜିଲ୍ଲା ସହ ପାଖାପାଖି…

ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ମାମଲା: ମୁଖ୍ୟ ଅଭିଯୁକ୍ତ ପ୍ରମୋଦ ବେହେରା ମୋବାଇଲରୁ ମିଳିଲା ଆପତ୍ତିଜନକ ଭିଡିଓ

ପଟ୍ଟାମୁଣ୍ଡାଇ: କେନ୍ଦ୍ରାପଡ଼ାର ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ମାମଲାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ପ୍ରମୋଦ ବେହେରାଙ୍କୁ ଗିରଫ କରିଛି। ପ୍ରମୋଦ କେନ୍ଦ୍ରାପଡ଼ା ଜିଲ୍ଲାର ବିଲିକାନା ପଞ୍ଚାୟତ ଅନ୍ତର୍ଗତ ତେରୋଇ ଗାଁର ବାସିନ୍ଦା। ପୋଲିସ ପ୍ରମୋଦଙ୍କ ମୋବାଇଲରୁ ପାଖାପାଖି ୫୦ଟି ଅଶ୍ଳୀଳ ଭିଡିଓ…

ଭୁବନେଶ୍ୱରରେ ନବବୋଧୂଙ୍କ ଶବ ଝୁଲନ୍ତା ଅବସ୍ଥାରେ ଉଦ୍ଧାର, ଶ୍ୱଶୁର ଘର ଲୋକଙ୍କ ବିରୁଦ୍ଧରେ ହତ୍ୟା ଅଭିଯୋଗ

ଭୁବନେଶ୍ୱର: ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଧୀରୁକୁଟି ସାହିରେ ଆଜି ଜଣେ ନବବିବାହିତାଙ୍କୁ ଶ୍ୱଶୁର ଘରେ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତ ମହିଳାଙ୍କ ନାଁ ତୃପ୍ତି ନାୟକ। ସେ ଭୁବନେଶ୍ୱରର ଅନ୍ଧାରୁଆ ଗାଁର ସୁବାଷ ନାୟକଙ୍କ ଝିଅ। ତୃପ୍ତିଙ୍କ ପରିବାର ଅଭିଯୋଗ କରିଛନ୍ତି, ତାଙ୍କୁ…

ପାତ୍ରପଡ଼ା ଛକ ନିକଟରେ ଦୁର୍ଘଟଣା ଘଟାଇଥିବା ଥର୍‌ ଧରାପଡ଼ିଲା; NH ଅବରୋଧ କଲେ …

ଭୁବନେଶ୍ବର:ଗତକାଲି ପାତ୍ରପଡ଼ା V2 ସମୁଖରେ ହୋଇଥିଲା ମର୍ମନ୍ତୁଦ ଦୁର୍ଘଟଣା । ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଆଠ ବର୍ଷର ଝିଅର ଜୀବନ ଚାଲିଯାଇଥିଲା ଓ ମା’, ଦୁଇ ବର୍ଷ ର ପୁଅ ଗୁରୁତର ଅବସ୍ଥାରେ ଏମ୍ସ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି । ସୂଚନାଥାଉକି ରାସ୍ତା ପାରି ହେବା ସମୟ ରେ ପଛରୁ…

୩ ଦିନିଆ ଓଡିଶା ଗସ୍ତରେ ଆସିବେ ମୋହନ ଭାଗବତ

ଭୁବନେଶ୍ୱର:୩ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡ.ମୋହନ ଭାଗବତ । ସୂଚନାମୁତାବକ ଅଗଷ୍ଟ ୧୩ ତାରିଖ ଦିନ ସଂଧ୍ୟାରେ ଭୁବନେଶ୍ୱରରେ ପହଁଚିବେ । ସେ ତିନି ଦିନିଆ ଓଡିଶା ପ୍ରବାସ ସାରି ଅଗଷ୍ଟ ୧୫ ତାରିଖ ଦିନ ଓଡିଶାରୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି ସଂଘର…

ପଟ୍ଟାମୁଣ୍ଡାଇ ଘଟଣା: ପୁରୁଷ ବନ୍ଧୁଙ୍କ ନାଁରେ ଏତଲା ଦେଲେ ମୃତ ଯୁବତୀଙ୍କ ବାପା

କେନ୍ଦ୍ରାପଡା:ପଟ୍ଟାମୁଣ୍ଡାଇରେ ଜିଅନ୍ତା ଜଳି ଯୁବତୀଙ୍କ ମୃତ୍ୟୁ ଘଟଣା । ଏହି ଘଟଣାରେ କେନ୍ଦ୍ରାପଡ଼ା ଏସପି ସିଦ୍ଧାର୍ଥ କଟାରିଆଙ୍କ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି । ସୂଚନାନୁସାରେ ପୁରୁଷ ବନ୍ଧୁଙ୍କ ନାଁରେ ଏତଲା ଦେଇଛନ୍ତି ଯୁବତୀଙ୍କ ବାପା । ମାନସିକ ନିର୍ଯାତନାରୁ ଯୁବତୀଙ୍କ ମୃତ୍ୟୁ…