Latest Odisha News

BREAKING NEWS

Browsing Category

ଓଡିଶା

Odisha

ଉଚ୍ଚ ଶିକ୍ଷାନୁଷ୍ଠାନରେ ଆରମ୍ଭ ହେବ ‘AI for ALL’: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ଵର: ଶିକ୍ଷାନୁଷ୍ଠାନରେ AI (କୃତିମ ବୁଦ୍ଧିମତା)କୁ ନେଇ ବଡ ସୂଚନା ଦେଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ମନ୍ତ୍ରୀ ବିଧାନସଭାରେ ଲିଖିତ ଉତ୍ତରରେ କହିଛନ୍ତି ଯେ, କଲେଜରେ ଆରମ୍ଭ ହେବ AI ଶିକ୍ଷା । ଉଚ୍ଚ ଶିକ୍ଷାନୁଷ୍ଠାନରେ ଆରମ୍ଭ ହେବ 'AI for ALL' ପାଠ୍ୟକ୍ରମ ।…

RatnaBhandar: ମାର୍ଚ୍ଚ ୨୫ରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି;3D ମ୍ୟାପିଂ ପାଇଁ ହୋଇଛି ବ୍ୟବସ୍ଥା

ପୁରୀ:ଆସନ୍ତା ୨୫ ତାରିଖ ବୁଧବାର ରତ୍ନଭଣ୍ଡାରରୁ ଅଳଙ୍କାର ଗଣତିମଣତି ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି । ମାର୍ଚ୍ଚ ୨୫ ଚୈତ୍ର ଶୁକ୍ଳ ସପ୍ତମୀ ତିଥିରୁ ୧୨ଟା ୯ରୁ ୧ ଟା ୪୫ ମଧ୍ୟରେ ଗଣତି ମଣତି ଶୁଭାରମ୍ଭ ହେବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି । ଭିଡିଓଗ୍ରାଫି, ଫଟୋଗ୍ରାଫି, 3D…

ପୋଲିସକୁ ବଡ଼ ସଫଳତା; ୨,୮୬୮କେଜି ଗଞ୍ଜେଇ ଜବତ

ବୌଦ୍ଧ: ବୌଦ୍ଧ ଜିଲ୍ଲା ପୋଲିସ, ମାଲକାନଗିରି ଜିଲ୍ଲା ପୋଲିସ ଓ ଗଜପତି ଜିଲ୍ଲା ପୋଲିସ ପକ୍ଷରୁ ନିଶା କାରବାର ବିରୋଧରେ ଅଭିଯାନକୁ ଜୋରଦାର କରାଯାଇଛି। ସୂଚନା ଅନୁଯାୟୀ ୧୫.୦୩.୨୦୨୬ ରୁ ୨୦.୦୩.୨୦୨୬ ମଧ୍ୟରେ ସର୍ବମୋଟ ୨,୮୬୮ କେଜି ଗଞ୍ଜେଇ ଜବତ କରାଯାଇଛି। ଏହି କ୍ରମରେ ବୌଦ୍ଧ ଜିଲ୍ଲା…

୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ ଜାରି କଲେ ରାଜ୍ୟ ସରକାର

ଭୁବନେଶ୍ଵର: ଶିଳ୍ପାନୁଷ୍ଠାନ ଉପରେ ବଡ଼ ଆକ୍ସନ ନେଲେ ରାଜ୍ୟ ସରକାର । ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି ସରକାର । ଜମି ନେଇ ଶିଳ୍ପ କରୁନଥିବା କାରଣରୁ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ୭ଟି ଶିଳ୍ପାନୁଷ୍ଠାନ ଜମି ଆବଣ୍ଟନ ରଦ୍ଦ ହୋଇଛି । ୫ଟି ମାମଲା…

ନିୟମିତ ହେଲେ ୧୩ ହଜାରରୁ ଊର୍ଦ୍ଧ୍ବ ଚୁକ୍ତିଭିତ୍ତିକ ସ୍କିମାଟିକ୍ ଜୁନିୟର ଟିଚର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ଚୁକ୍ତିଭିତ୍ତିକ ଭାବେ କାମ କରୁଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ (Junior Teacher, Schematic) ମାନଙ୍କୁ ନିୟମିତ କରିଛନ୍ତି । ୨୦୨୩-୨୪ ବର୍ଷରେ ନିଯୁକ୍ତି ପାଇଥିବା ଏହି ବର୍ଗର କନିଷ୍ଠ…

କେନ୍ଦ୍ରୀୟ ବିଦ୍ୟାଳୟରେ ନାମଲେଖା ପାଇଁ ବିଜ୍ଞପ୍ତି; ଏପ୍ରିଲ୍ ୨ ଯାଏଁ ଅନଲାଇନ୍ ପଞ୍ଜୀକରଣ, ଜୁନ୍ ୩୦ ତାରିଖ…

ଭୁବନେଶ୍ୱର: କେନ୍ଦ୍ରୀୟ ବିଦ୍ୟାଳୟରେ ନାମଲେଖା ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି । ଆଜି ଠାରୁ ଏପ୍ରିଲ୍ ୨ ତାରିଖ ଯାଏ ଅନଲାଇନ୍ ପଞ୍ଜୀକରଣ ସୁଯୋଗ ମିଳିବ । ଏହି ସମୟସୀମା ମଧ୍ୟରେ ବାଲବାଟିକା-୧ ଓ ୩ ଏବଂ ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ପଞ୍ଜୀକରଣ କରାଯିବ । ଏନେଇ କେନ୍ଦ୍ରୀୟ ବିଦ୍ୟାଳୟ…

ପଖାଳ କେବଳ ଆହାର ନୁହେଁ, ବରଂ ଓଡ଼ିଶାର ସଂସ୍କୃତି ଓ ପରମ୍ପରାର ଏକ ଅବିଚ୍ଛେଦ୍ୟ ଅଙ୍ଗ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ହେଉଛି ବିଶ୍ୱ ପଖାଳ ଦିବସ । ଓଡ଼ିଶାର ପ୍ରମୁଖ ଗ୍ରୀଷ୍ମକାଳୀନ ଖାଦ୍ୟ 'ପଖାଳ'ର ଲୋକପ୍ରିୟତାକୁ ଆହୁରି ବଢାଇବା ପାଇଁ ପର୍ଯ୍ୟଟନ ବିଭାଗ ପକ୍ଷରୁ ଭୁବନେଶ୍ୱର ସ୍ଥିତ ପାନ୍ଥନିବାସ ଠାରେ ରାଜ୍ୟସ୍ତରୀୟ 'ପଖାଳ ପରବ' କାର୍ଯ୍ୟକ୍ରମ ପାଳନ ହୋଇଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ମୃତ୍ୟୁ ସହ ସଂଘର୍ଷ କରି ଜିତିଥିଲେ, ଏସସିବି ନିଆଁ ଆଗରେ ହାରିଗଲେ

କୋରାପୁଟ: କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ। ଭେଣ୍ଡିଆ ପୁଅକୁ ହରାଇ ବାହୁନି ବାହୁନି କାନ୍ଦୁଛି ମାଆ। ଯେତେ ଡାକିଲେ ବି ଆଉ ଡାକ ଶୁଣୁନି ପୁଅ। ଦିନେ ମୃତ୍ୟୁ ସହ ସଂଘର୍ଷ କରି ସୁସ୍ଥ ହୋଇ ଜୀବନ ଜିତିଥିଲେ। ଶେଷରେ କଟକ ଏସସିବି ନିଆଁ ଆଗରେ ହାରିଗଲେ। ଭୟଙ୍କର ନିଆଁରୁ ବଞ୍ଚି ମଧ୍ୟ…

ଏଥର ମାଟ୍ରିକ ପରୀକ୍ଷା ଦେଲେନି ୯୯୩୦ ଛାତ୍ରଛାତ୍ରୀ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଅନେକ ଛାତ୍ରୀଛାତ୍ର ଅନୁପସ୍ଥିତ ରହିଛନ୍ତି । ଚଳିତ ବର୍ଷ ୫ ଲକ୍ଷ ୪୬ ହଜାର ୮୭୬ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷା ଦେବାପାଇଁ ଫର୍ମ ଭରିଥିଲେ ହେଲେ ସେମାନଙ୍କ ମଧ୍ୟରୁ ୫ ଲକ୍ଷ ୩୬ ହଜାର ୯୪୬ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି । ହେଲେ…

ନନ୍ଦନକାନନ ଆସିବେ ୩ ପ୍ରଜାତିର ନୂଆ ଅତିଥି

ଭୁବନେଶ୍ୱର: ନନ୍ଦନକାନନ ଆସିବେ ୩ ପ୍ରଜାତିର ନୂଆ ଅତିଥି। ଏହି ୩ ପ୍ରଜାତିରେ ରହିଛନ୍ତି ୧୮ ଜୀବଜନ୍ତୁ। ଏଥିପାଇଁ ପ୍ରକ୍ରିୟା ଜାରି ରହିଛି। ଚଳିତବର୍ଷର ଦ୍ଵିତୀୟ ପର୍ଯ୍ୟାୟରେ ଜନ୍ତୁ ଅଦଳବଦଳ ପ୍ରକ୍ରିୟା କାର୍ଯ୍ୟକାରୀ ହୋଇଛି। ନନ୍ଦନକାନନ ପ୍ରାଣୀଉଦ୍ୟାନ ଏବଂ ଗୁଜୁରାଟର ଜୁନାଗଡ଼ ସକ୍କରବାଗ…