Latest Odisha News

BREAKING NEWS

Browsing Category

ଓଡିଶା

Odisha

ବାଲେଶ୍ୱର ଔପଦା ଅଞ୍ଚଳରୁ ବଜ୍ରକାପ୍ତା ଉଦ୍ଧାର

ବାଲେଶ୍ୱର: ଔପଦା ଅଞ୍ଚଳରୁ ଗୋଟିଏ ବିରଳ ବଜ୍ରକାପ୍ତା ଉଦ୍ଧାର ହୋଇଛି । ଦନ୍ତୁର ଫରେଷ୍ଟ ବିଟହାଉସ ଅନ୍ତର୍ଗତ ଦାରିପୋଖରୀ ଗାଁ ଅନ୍ତର୍ଗତ ପୀଡ଼ାକଟା କେନାଲ ନିକଟରୁ ଏହାକୁ ଉଦ୍ଧାର କରାଯାଇଛି । କେନାଲ ନିକଟରେ ବଜ୍ରକାପ୍ତାକୁ ଦେଖିଥିଲେ ଗାଁ ଲୋକ । ଏହାର ଆନୁମାନିକ ଓଜନ ପ୍ରାୟ ୩…

ଆଜିଠୁ ନବରାତ୍ର, ଶକ୍ତିପୀଠ ଚଳଚଞ୍ଚଳ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ଶାରଦୀୟ ନବରାତ୍ର ପୂଜା । ଆଶ୍ୱିନ ମାସ ଶୁକ୍ଳ ପକ୍ଷର ପ୍ରତିପଦାରୁ ବିଜୟା ଦଶମୀ ପର୍ୟ୍ୟନ୍ତ ୯ଦିନ ଧରି ଚାଲିବ । ଶରତ ଋତୁର ଆଶ୍ୱିନ ମାସରେ ଏହି ପର୍ବ ପାଳନ ହେଉଥିବାରୁ ଏହାକୁ କୁହାଯାଏ ନବରାତ୍ରି । ପ୍ରଥମ ଦିନରେ ସମ୍ପୂର୍ଣ୍ଣ ରୀତିନୀତିରେ କଳସ ସ୍ଥାପନା…

କେନାଲକୁ ଓଲଟିଲା କାର୍‌; ୩ ମୃତ

କଟକ: କଟକ ସହରର ଉପକଣ୍ଠରେ ଥିବା ତେଲେଙ୍ଗାପେଣ୍ଠ ନିକଟସ୍ଥ କେନାଲକୁ ଏକ କାର୍ ଓଲଟି ପଡିବାରୁ ୩ ଜଣଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ସମ୍ବଲପୁରର ପୂର୍ବତନ ସାଂସଦ ଅମର ପ୍ରଧାନଙ୍କ ପୁଅ ଅଙ୍କୁର ପ୍ରଧାନ ଓ ତାଙ୍କ ସାଙ୍ଗ ଗୌତମ ଦାସ ରହିଛନ୍ତି। ତେବେ ଏଯାବତ୍ ଅନ୍ୟ ଜଣଙ୍କର ପରିଚୟ…

ପୁରୀରେ ସିରିଜ୍ ଟ୍ରେନପୋଡି ଘଟଣା, ଅଭିଯୁକ୍ତକୁ ୫ବର୍ଷ ଜେଲ୍ ଓ ଜରିମାନା

ପୁରୀ: ୨୦୧୫ ମସିହାରେ ପୁରୀ ରେଳଷ୍ଟେସନରେ ଘଟିଥିବା ତିନିଟି ଟ୍ରେନ ପୋଡି ମାମଲାରେ ଦଣ୍ଡାଦେଶ । ଅଭିଯୁକ୍ତ ସୁବାସ ରାମଚନ୍ଦ୍ରନ୍‌ଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ପୁରୀ ସିଜେଏମ୍ । ସୁବାସଙ୍କୁ ୫ବର୍ଷ ସଶ୍ରମ କାରାଦଣ୍ଡାଦେଶ ଶୁଣାଇଛନ୍ତି ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ ଡକ୍ଟର…

‘ମୂକନାୟକ’ ଖବରକାଗଜର ଶହେ ବର୍ଷ ପୂର୍ତ୍ତି ଉପଲକ୍ଷେ ଆଇଆଇଏମ୍‍ସି ପକ୍ଷରୁ ଇ-ଆଲୋଚନାଚକ୍ର

ଢେଙ୍କାନାଳ: ଏବେ ବି ଅନେକ ଲୋକ ନିଜ ଅଧିକାରରୁ ବଞ୍ଚିତ ହେଉଛନ୍ତି । ଗଣମାଧ୍ୟମରେ ଏଭଳି ଖବରର ସଂଖ୍ୟା ଆଶାଜନକ ନୁହେଁ । ଫଳରେ ଦେଶରେ ସମାନତା ଆସିପାରୁନି । ଏଣୁ ଗଣମାଧ୍ୟମ ଯତ୍ନବାନ ହୋଇ ଲୋକଙ୍କ ସମସ୍ୟାକୁ ଅଗ୍ରାଧିକାର ଦେବାର ଆବଶ୍ୟକତା ରହିଛି ବୋଲି ଅତିଥିମାନେ ମତବ୍ୟକ୍ତ କରିଛନ୍ତି ।…

ଟାଙ୍ଗରପାଲି: ମାଣ୍ଡିଆ ତିଆରି ଲଡୁ, ହାଲୁଆ, ଖିରି ଓ ସରବତରେ ମହକିଲା ‘ପୁଷ୍ଟିଶସ୍ୟ ଖାଦ୍ୟ ଉତ୍ସବ’ 

ସୁନ୍ଦରଗଡ଼: ମାଣ୍ଡିଆରୁ ତିଆରି ହେଉଛି ଭଳିକି ଭଳି ସୁଆଦିଆ ଖାଦ୍ୟ। ପୁଷ୍ଟିକର ମାଣ୍ଡିଆରୁ ରସଗୋଲା, ଗୋଲାପଜାମୁନ, ବରା, ପକଡ଼ି, ଲଡୁ, କେକ୍, ପିଠା, ହାଲୁଆ, ସରବତ ଆଦି ପ୍ରସ୍ତୁତ ହେଉଛି। ଟାଙ୍ଗରପାଲି ବ୍ଲକରେ ଶୁକ୍ରବାର ଦିନ ଆୟୋଜିତ ‘ପୁଷ୍ଟିଶସ୍ୟ ଖାଦ୍ୟ ଉତ୍ସବ’ରେ ଅତିଥି ଏବଂ ସ୍ଥାନୀୟ…

ଇତିହାସ ରଚିଲେ ଓଡ଼ିଆ ପୁଅ ; ନିଟ୍ ପରୀକ୍ଷାରେ ରଖିଲେ ଶତ ପ୍ରତିଶତ ନମ୍ବର

ଭୁବନେଶ୍ୱର: ଜାତୀୟ ସ୍ତରରେ ଓଡିଶା ପାଇଁ ଗର୍ବ ଆଣିଦେଲେ ଓଡ଼ିଆ ପୁଅ ସୋଏବ ଆଫତାବ। ସର୍ବଭାରତୀୟ ମେଡ଼ିକାଲ୍ ପ୍ରବେଶିକା ପରୀକ୍ଷା ନିଟ୍ ରେ ସମଗ୍ର ଦେଶରେ ପ୍ରଥମ ହୋଇଛନ୍ତି ସୋଏବ। ପ୍ରାପ୍ତ ସୂଚନାନୁଯାୟୀ, ରାଉରକେଲାର ୧୮ ବର୍ଷୀୟ ଛାତ୍ର ସୋଏବ ଅଫତାବ ସମୁଦାୟ ୭୨୦ ରୁ ୭୨୦ ନମ୍ବର ରଖି…

ରାଜଧାନୀ ସମେତ ଏହିସବୁ ଜିଲ୍ଲାକୁ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୨ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, ଭୁବନେଶ୍ୱର, ଗଞ୍ଜାମ, କଳାହାଣ୍ଡି, ଗଜପତି, ଖୋର୍ଦ୍ଧା,…

ଇମ୍ଫାକୁ ସମ୍ମାନଜନକ ଫିମି ହିନ୍ଦୁସ୍ଥାନ ଜିଙ୍କ୍ ସ୍ୱାସ୍ଥ୍ୟ ଓ ନିରାପତ୍ତା ପୁରସ୍କାର

ଭୁବନେଶ୍ୱର: ଫେରୋକ୍ରମ ଉତ୍ପାଦନକାରୀ କମ୍ପାନୀ ଇଣ୍ଡିଆନ୍ ମେଟାଲ୍ସ ଆଣ୍ଡ ଫେରୋ ଆଲୟଜ୍ (ଇମ୍ଫା)କୁ ଏହାର ମହାଗିରି ମାଇନ୍ସ (କ୍ରୋମାଇଟ୍‌) ପାଇଁ ଫେଡେରେସନ୍ ଅଫ୍ ଇଣ୍ଡିଆନ୍ ମିନେରାଲ୍ ଇଣ୍ଡଷ୍ଟ୍ରିଜ୍ (ଫିମି) ଦ୍ୱାରା ସମ୍ମାନଜନକ ‘ହିନ୍ଦୁସ୍ଥାନ ଜିଙ୍କ୍ ହେଲ୍‌ଥ ଆଣ୍ଡ ସେଫ୍ଟି ଆୱାର୍ଡ…

ଭୁବନେଶ୍ୱରରେ ୨୪ ଘଣ୍ଟାରେ ୨୪୩ ଆକ୍ରାନ୍ତ, ୩୫୭ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୪୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୬୮ ଜଣ…