Latest Odisha News

BREAKING NEWS

Browsing Category

ଓଡିଶା

Odisha

ସାରୁଅରେ ଜମି ଦୁର୍ନୀତି ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: କ୍ରାଇମବ୍ରାଞ୍ଚ ହାତକୁ ଯାଇଛି ଖୋର୍ଦ୍ଧା ଜିଲ୍ଲା ସାରୁଅରେ ଜମି ଜବରଦଖଲ ଅଭିଯୋଗ ମାମଲା । କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରାକର । ଏନେଇ କ୍ରାଇମବ୍ରାଞ୍ଚକୁ ଚିଠି ଲେଖିଛି ରାଜସ୍ୱ ବିଭାଗ । ଖୋର୍ଦ୍ଧା ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ପଦକ୍ଷେପ…

କରୋନା ନେଲା ଆଉ ୧୫ ଜୀବନ, କଟକରୁ ସର୍ବାଧିକ ୩ ମୃତ

ଭୁବନେଶ୍ୱର: ରାଜ୍ୟରେ ବୁଧବାର କରୋନା ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୦୭୨କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି। ଆଜି କରୋନାରେ ୧୫ ଜଣ ମୃତକଙ୍କ ମଧ୍ୟରୁ କଟର ଜିଲାରୁ ସର୍ବାଧିକ ୩…

କୋଲ୍ ବ୍ଲକ ଆବଣ୍ଟନ ଦୁର୍ନୀତି: ୨୬ ତାରିଖକୁ ଘୁଞ୍ଚିଲା ଦିଲ୍ଲୀପ ରାୟଙ୍କ ଦଣ୍ଡ ବିଧାନ

ନୂଆଦିଲ୍ଲୀ: କୋଲ୍ ବ୍ଲକ ଆବଣ୍ଟନ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ସାମାନ୍ୟ ଆଶ୍ୱସ୍ତି । ଅକ୍ଟୋବର ୨୬ ତାରିଖକୁ ଘୁଞ୍ଚିଲା ଦିଲ୍ଲୀପ ରାୟ ଓ ଅନ୍ୟ ଦୋଷୀଙ୍କ ବିରୋଧରେ ଦଣ୍ଡ ଶୁଣାଣି । ଆଜି ମାମଲାରେ ଦଣ୍ଡ ବିଧାନ ଥିଲା । ଏହାକୁ…

ଖସୁଛି କରୋନା ଗ୍ରାଫ, ୨୪ ଘଣ୍ଟାରେ ୨,୬୦୪ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ କରୋନା ମିଟର । ଗତ ୨୪ ଘଂଟାରେ ରାଜ୍ୟରେ ୨୬୦୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୧୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୦୯୩ ହେଉଛି ଲୋକାଲ୍ କେସ୍‌। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଟ୍ୱିଟ୍ କରି ଜଣାଇଛି ।…

ବଗଲା ପାଇଁ ବିଜେପିର ପଦଯାତ୍ରା

ପୁରୀ: ବଗଲା ଧର୍ମଶାଳା ପାଇଁ ବିଜେପିର ବିରାଟ ପଦଯାତ୍ରା । ବଗଲା ଧର୍ମଶାଳା ବିକ୍ରିକୁ ବିରୋଧ କରି ବିଜେପି ପକ୍ଷରୁ ୨୭ ଦିନ ଧାରଣାରେ ବସିବା ପରେ ଆଜି ଏକ ଶୋଭଯାତ୍ରା ବାହାରିଛି । ପଦଯାତ୍ରାରେ ପୁରୀରୁ ଭୁବନେଶ୍ୱର ମୁଖ୍ୟମନ୍ତ୍ରୀଙ୍କୁ ଫେରାଦ ହେବାକୁ ଆସୁଛନ୍ତି । ସିଂହଦ୍ୱାରଠାରୁ…

ମାଓ କ୍ୟାମ୍ପ ଉପରେ ଚଢ଼ାଉ, ବିପୁଳ ମାଓ ସାମଗ୍ରୀ ଜବତ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ ଦନ୍ତେୱାଡାରୁ ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ ହୋଇଛି । ଦନ୍ତେୱାଡାର ଫେରେସା ଜଙ୍ଗଲରେ ଏକ ବଡ ଧରଣର ମଓ ଶିବିର ଥିବା ଖବର ପାଇ ଛତିଶଗଡ ପୋଲିସ ଓ ସିଆର୍‌ଫିଏଫ୍ ପକ୍ଷରୁ ମିଳିତ ଅପରେସନ୍ କରାଯାଇଥିଲା। ପୋଲିସକୁ ଦେଖି ମାଓବାଦୀମାନେ…

ବସ୍‌କୁ ୫ ଲକ୍ଷ ୬୬ ହଜାର ଜରିମାନା

ଭୁବନେଶ୍ୱର: ଯାତ୍ରୀବାହୀ ବସ୍‌କୁ ମୋଟା ଅଙ୍କର ଫାଇନ୍ । ୫ ଲକ୍ଷ ୬୬ ହଜାର ଟଙ୍କାର ଫାଇନ୍ କରିଛି ଭୁବନେଶ୍ୱର ଆର୍‌ଟିଓ-୨ । କରୋପୁଟ-ଭୁବନେଶ୍ୱରକୁ ଚଳାଚଳ କରୁଥିବା ଯାତ୍ରୀବାହୀ ବସ୍‌ ଟିର ବୈଧ ଷ୍ଟେଜ କ୍ୟାରେଜ ପରମିଟ ନଥିବାରୁ ଭୁବନେଶ୍ୱର ଆର୍‌ଟିଓ-୨ ଏହି ମୋଟା ଅଙ୍କର ଜରିମାନା କରିଛି ।…

ପାଣିକୋଇଲିରେ ଟ୍ରମା କେୟାର ସେଣ୍ଟର ପ୍ରତିଷ୍ଠା ପାଇଁ ରାଜ୍ୟ ସରକାରଙ୍କ ଗ୍ରୀନ ସିଗନାଲ୍

ଯାଜପୁର : ଯାଜପୁର ଜିଲ୍ଲା ପାଣିକୋଇଲି ଠାରେ ପ୍ରସ୍ତାବିତ ଟ୍ରମା କେୟାର ସେଣ୍ଟର ପ୍ରତିଷ୍ଠା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ମିଳିଛି ଗ୍ରୀନ ସିଗନାଲ୍। ବହୁ ପ୍ରତିକ୍ଷିତ ଏହି ଟ୍ରମା କେୟାର ସେଣ୍ଟର ପାଇଁ ଅର୍ଥ ମଞ୍ଜୁର ହୋଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ପ୍ରଥମ…

ସତର୍କ ସଙ୍କେତ ଡେଇଁଲା ଋଷିକୁଲ୍ୟା

ଗଞ୍ଜାମ: ସତର୍କ ସଂକେତ ଡେଇଁଛି ଋଷିକୁଲ୍ୟା ନଦୀ ।  ଗଞ୍ଜାମ ପୁରୁଷୋତ୍ତମପୁରରେ ସତର୍କ ସଙ୍କେତ ଟପିଛି ଋଷିକୁଲ୍ୟା ଜଳସ୍ତର । ନଦୀର ସର୍ତକ ସଂକେତ ୧୫.୮୩ ଥିବା ବେଳେ ବର୍ତମାନ ରହିଛି ୧୬.୩୫ । ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁଁ ନଦୀର ଜଳସ୍ତର ବଢ଼ିଛି । ନଦୀର ବିପଦ ସଙ୍କେତ ୧୬.୮୩ ମିଟର…

ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ, ଆୟଠୁ ଅଧିକ ସମ୍ପତ୍ତି ଠୁଳ ଅଭିଯୋଗ

ନବରଙ୍ଗପୁର: ଭିଜିଲାନ୍ସ ଜାଲରେ ସିନିୟର ଆକାଉଣ୍ଟାଣ୍ଟ । ନବରଙ୍ଗପୁର ନିୟନ୍ତ୍ରିତ ବଜାର କମିଟି ଅଫିସର ସିନିୟର ଆକାଉଣ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ତାଙ୍କ ନାଁ ଅଶୋକ କୁମାର ନନ୍ଦ । ଆୟ ବର୍ହିଭୂତ ସମ୍ପତ୍ତି ଠୁଅ ଅଭିଯୋଗରେ ସକାଳୁ ସକାଳୁ ରେଡ୍ ଚାଲିଛି । ଭିଜିଲାନ୍ସ…