Latest Odisha News

BREAKING NEWS

Browsing Category

ଓଡିଶା

Odisha

ବଜ୍ରପାତ ନେଲା ଦୁଇ ଜୀବନ, ୩ ଗୁରୁତର

ବାଙ୍କୀ: ବଜ୍ରପାତରେ ଗଲା ଦୁଇ ଜୀବନ । ବାଙ୍କି ଦୋଲଣାପୁର ଗାଁରେ ବଜ୍ରପାତରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି । ମୃତକ ହେଲେ ଲିପୁ ପରିଡା ଓ ଧାଡ଼ିଆ ସାହୁ । ଆହତମାନଙ୍କୁ ବାଙ୍କୀ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ ଚାଷ ଜମିରେ କାମ କରୁଥିବା ବେଳେ…

କାର୍ ଜାଳିଦେଲେ କୋଇଲା ମାଫିଆ

ଭଦ୍ରକ: ପୋଲିସକୁ ଖବର ଦେବାରୁ କାର୍ ଜାଳିଦେଳେ କୋଇଲା ମାଫିଆ । ଘର ନିକଟରେ ଥିବା ହୁଣ୍ଡାଇ କାର୍‌ରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଭଦ୍ରକ ଗ୍ରାମାଂଚଳ ଥାନା ଇଚ୍ଛାପୁର ମାରପୁର ଗାଁରେ । ଭଦ୍ରକର ଧାମରା ରେଳପଥରେ କୋଇଲା ଟ୍ରେନ ଯାଉଥିବା ବେଳେ, ଚଳନ୍ତା…

ଗଜପତିରେ ପ୍ରବଳ ବର୍ଷା, ୫ଶହ ଲୋକଙ୍କୁ ସ୍ଥାନାନ୍ତର, ବିପଦରେ ଅଠରନଳା ପୋଲ

ଗଜପତି: ଲଘୁଚାପ ପ୍ରଭାବରେ ଗଜପତି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଜିଲ୍ଲାରେ ରାତିତମାମ ବର୍ଷା ଜାରି ରହିଛି । ଯାହାଫଳରେ କି ମୋହନ ଅଠର ନଳା ପୋଲ ଏବେ ବିପଦରେ । ପୋଲଠାରୁ ମାତ୍ର ଏକ ଫୁଟ ତଳେ ପାଣି ପ୍ରବାହିତ ହେଉଛି । ତେଣୁ ପୋଲ ପ୍ରତି ବିପଦର ଆଶଙ୍କା ରହିଛି ।…

ଦକ୍ଷିଣ ଓଡ଼ିଶାରେ ବର୍ଷୁଛି, ଟୁଇନ୍ ସିଟିକୁ ବର୍ଷା ଆଲର୍ଟ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଡିପ୍ ଡିପ୍ରେସନର ରୂପ ନେଇ ଉତ୍ତର ଆନ୍ଧ୍ରପ୍ରଦେଶର କାକିନାଡା ନିକଟରେ ସ୍ଥଳଭାଗ ଅତିକ୍ରମ କରିଛି । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଜାରି ରହିଛି ବର୍ଷା । ଗଞ୍ଜାମ, ଗଜପତି ଓ ନବରଙ୍ଗପୁର ଜିଲ୍ଲାରେ ବର୍ଷୁଛି । କିଛି ସ୍ଥାନରେ ପ୍ରବଳରୁ ଅତି…

ବଢ଼ିଲା +୩ ନାମଲେଖା ଅବଧି, ୨୨ରେ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍ ଲିଷ୍ଟ

ଭୁବନେଶ୍ୱର: ବଢ଼ିଲା ଯୁକ୍ତ ୩ ନାମଲେଖା ଅବଧି । ୧୭ ଯାଏଁ ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ଜାରି ରହିବ । ରାଜ୍ୟରେ ଥିବା ଡିଗ୍ରୀ ଓ ସ୍ୱୟଂଶାସିତ କଲେଜଗୁଡ଼ିକରେ ଯୁକ୍ତ ତିନି କଳା, ବିଜ୍ଞାନ, ବାଣିଜ୍ୟ, ସେଲ୍ଫ ଫାଇନାନ୍ସିଂ କୋର୍ସ ଓ ସଂସ୍କୃତର ଶାସ୍ତ୍ରୀ ପଢ଼ିବା ପାଇଁ ପ୍ରଥମ ପର୍ଯ୍ୟାୟ…

ବାଲେଶ୍ୱରରେ ବିଜେଡି ପ୍ରାର୍ଥୀକୁ ନେଇ ଅସନ୍ତୋଷ

ବାଲେଶ୍ୱର: ପ୍ରାର୍ଥୀ ଘୋଷଣା ପରେ ବାଲେଶ୍ୱର ବିଜେଡିରେ ବଢ଼ୁଛି ଅସନ୍ତୋଷ । ସ୍ୱରୂପ ଦାସଙ୍କ ବିଜେଡି ଟିକେଟ୍ ଦେବା ପରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କ ସମର୍ଥକ ଚିହିଁକି ଉଠିଛନ୍ତି । ରବୀନ୍ଦ୍ର ଜେନାଙ୍କ କାର୍ଯ୍ୟାଳୟ ସାମ୍ନା କର୍ମୀମାନେ ରୁଣ୍ଡ ହୋଇ ସୂରୁପ ଦାସଙ୍କ ପ୍ରାର୍ଥିତ୍ୱକୁ…

ବଜ୍ରପାତ ସହ ବର୍ଷା ଆଶଙ୍କା; ୧୧ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୧ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ,କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି, ରାୟଗଡ଼ା,…

ବଙ୍ଗୋପସାଗରରେ ଡିପ୍ ଡିପ୍ରେସନ୍, ଓଡ଼ିଶାର ଏସବୁ ଜିଲ୍ଲାରେ ବର୍ଷା

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ (ଡିପ୍ ଡିପ୍ରେସନ) ପରିଣତ ହୋଇଛି । ଆଜି ସକାଳୁ ଏହା ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିଛି । ଗତ ୬ ଘଣ୍ଟା ହେବ ଡିପ୍ ଡିପ୍ରେସନ୍ ଘଣ୍ଟାପ୍ରତି ୧୭ କିଲୋମିଟର ବେଗରେ ପଶ୍ଚିମ-ଉତ୍ତର ପଶ୍ଚମି…

କଲରାପତରିଆ ଚମଡା ଜବତ, ଜଣେ ଗିରଫ

ଭୁବନେଶ୍ୱର: କ୍ରାଇମବ୍ରାଂଚ ଏସ୍‌ଟିଏଫ୍ କବଜାରେ କଲରାପତରିଆ ସ୍ମଗଲର । ବିକ୍ରି ଯୋଜନା ବେଳେ ଗୋଟିଏ କଳରାପତରିଆ ବାଘ ଚମଡା ଜବତ କରିଛି ଏସ୍‌ଟିଏଫ୍ । ଏଥିସହ ଏହି ସ୍ମଗଲିଂରେ ସମ୍ପୃକ୍ତ ଥିବା ଜଣକୁ ଏସ୍‌ଟିଏଫ୍ ଗିରଫ ମଧ୍ୟ କରିଛି । ସମ୍ବଲପୁର-ସୋନପୁର ସୀମା ଅଚଂଳରୁ ଏହି ବାଘ ଚମଡା ଜବତ…

ଡକାୟତି ଯୋଜନା ପଣ୍ଡ କଲା ପୋଲିସ

ଯାଜପୁର: ଡକାୟତି ଯୋଜନା ପଣ୍ଡ କଲା ପୋଲିସ। ଯାଜପୁର ଜିଲ୍ଲା ବ୍ୟାସନଗର ସହରରେ ଗତ ବିଳମ୍ବିତ ରାତିରେ ଡକାୟତି କରିବାକୁ ଯୋଜନା କରୁଥିବା ସମୟରେ ଯାଜପୁର ରୋଡ଼ ପୋଲିସ ୫ ଜଣ ଡକାୟତଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ପୋଲିସ ସେମାନଙ୍କ ନିକଟରୁ ୨ ଟି ଜିଅନ୍ତା ବୋମା, ମାରଣାସ୍ତ୍ର,…