Latest Odisha News

BREAKING NEWS

Browsing Category

ଓଡିଶା

Odisha

ଥମୁନି କରୋନା ମୃତ୍ୟୁ: ରାଜ୍ୟରେ ଆଖି ବୁଜିଲେ ଆଉ ୧୮

ଭୁବନେଶ୍ୱର: ରାଜ୍ୟରେ ଥମୁନି କରୋନା ଜନିତ ମୃତ୍ୟୁ । ଜଣଙ୍କ ପରେ ଜଣଙ୍କ ମୁଣ୍ଡ ନେଉଛି ମାରାତ୍ମକ ଭାଇରସ । ଗତ ୨୪ ଘଂଟାରେ କରୋନାରେ ରାଜ୍ୟରେ ପୁଣି ଆଉ ୧୮ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୪୦ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ…

କଟକ ପରେ ଅନୁଗୁଳରେ ବଢ଼ୁଛି ସଂକ୍ରମଣ, ଆଜି ରାଜ୍ୟରେ ୨୪୨୩ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ଟ୍ରେଣ୍ଡ । ଲଗାତର ତିନି ଦିନ ହେଲା ୩ ହଜାର ତଳେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୨୪୨୩ ନୂଆ କରୋନା ମାମଲା ସାମ୍ନାକୁ ଆସିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୧୭ଜଣ କ୍ବାରେଣ୍ଟାଇନ୍‌ରେ…

ବାଲେଶ୍ୱର ଉପନିର୍ବାଚନ: ପ୍ରଚାର ଆରମ୍ଭ କଲେ ବିଜେପି ପ୍ରାର୍ଥୀ

ବାଲେଶ୍ୱର: ଆସନ୍ତା ନଭେମ୍ବର ୩ ତାରିଖ ହେବ ବାଲେଶ୍ୱର ସଦର ବିଧାନସଭା ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ । ଏଥିପାଇଁ ଜୋରସୋରରେ ପ୍ରସ୍ତୁତି ଚାଲିଛି । ନାମାଙ୍କନ ପ୍ରକ୍ରିୟା ମଧ୍ୟ ଜାରି ରହିଛି । ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିନଥିବାବେଳେ ମାନସ ଦତ୍ତ ବିଜେପିରୁ ପ୍ରାର୍ଥୀ…

ବାଲେଶ୍ୱର ଉପନିର୍ବାଚନ: ରଘୁନାଥ ମହାନ୍ତି ବିଜେପି ପ୍ରଚାର କମିଟି ଅଧ୍ୟକ୍ଷ

ଭୁବନେଶ୍ୱର: ବାଲେଶ୍ୱର ଉପନିର୍ବାଚରେ ବିଜେପିର ପ୍ରଚାର ମଙ୍ଗ ଧରିବେ ବରିଷ୍ଠ ନେତା ରଘୁନାଥ ମହାନ୍ତି । ତାଙ୍କୁ ବିଜେପି ପ୍ରଚାର କମିଟି ଅଧ୍ୟକ୍ଷଭାବେ ଘୋଷଣା କରିଛି । ୧୩ ଜଣିଆ ପ୍ରଚାର କମିଟିର ଅଧ୍ୟକ୍ଷ ଭାବେ ରଘୁନାଥଙ୍କୁ ଦାୟିତ୍ୱ ମିଳିଛି । ବାଲେଶ୍ୱରର ସଦର ଉପନିର୍ବାଚନରେ କେମିତି…

ଆଜି ପ୍ରକାଶ ପାଇବ NEET ପରୀକ୍ଷାଫଳ, ଏମିତି ଜାଣିବେ ରେଜଲ୍ଟ

ନୂଆଦିଲ୍ଲୀ: ମେଡିକାଲ ପାଠ୍ୟକ୍ରମରେ ନାମଲେଖା ପାଇଁ ଆଜି ବାହାରିବା ପ୍ରବେଶିକା ପରୀକ୍ଷାଫଳ । ଛାତ୍ରଛାତ୍ରୀ ntaneet.nic.in କିମ୍ୱା mcc.nic.in ଓ୍ୱେବସାଇଟରୁ ନିଜ ରେଜଲ୍ଟ ଜାଣିପାରିବେ । ଏନେଇ ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସୀ ବା ଏନଟିଏ ପକ୍ଷରୁ ରେଜଲ୍ଟ ପ୍ରକାଶ କରାଯିବ ।…

ଓଡ଼ିଆ ସଙ୍ଗୀତ ଜଗତର ମୁକୁଟ ବିହୀନ ସମ୍ରାଟ ଖୋକା ଭାଇଙ୍କର ଆଜି ଜନ୍ମ ଦିନ

ଭୁବନେଶ୍ୱର: ଓଡିଆ ସଂଗୀତ ଜଗତର ମୁକୁଟ ବିହୀନ ସମ୍ରାଟ ଅକ୍ଷୟ ମହାନ୍ତି। ତାଙ୍କ ଶବ୍ଦ ସଂଯୋଜନା ରେ ସଂଗୀତ ଜଗତ କୁ ମିଳିଛି ନୂତନ ଦିଗନ୍ତ । ଏକାଧାର ରେ ସେ ଥିଲେ ଜଣେ ଗାୟକ , ଗୀତିକାର , ସଂଗୀତଜ୍ଞ, ଗାଳ୍ପିକ, ଔପନ୍ୟାସିକ ଓ ଭ୍ରମଣ କାହାଣୀ ଲେଖକ । ଓଡିଆ ସଂଗୀତ ଜଗତ ପ୍ରତି ଅକ୍ଷୟ…

ମାସ୍କ ପିନ୍ଧି ନଥିଲେ ବୋଲି… ମହିଳାଙ୍କୁ ପୋଲିସର ମାଡ

କଟକ: ପୋଲିସର ମାସ୍କ ଚେକିଂ ବେଳେ ଲଙ୍କାକାଣ୍ଡ । ମହିଳାଙ୍କୁ ନିର୍ଘାତିଆ ମାଡ ମାରିଥିବା ଅଭିଯୋଗ । କଟକ ଜିଲ୍ଲା ଓଲଟପୁର ଥାନା ଅଧିନ ଅଡଶପୁର ଛକରେ ଦେଖିବାକୁ ମିଳିଥିଲା ଏଭଳି କିଛି ଦୃଶ୍ୟ । ମାସ୍କ ଚେକିଂ ବେଳେ ଜଣେ ମହିଳାଙ୍କୁ ପୁଲିସ ମାଡ଼ ମାରିଥିବା ଅଭିଯୋଗ ହୋଇଛି । ଏହା ପରେ…

ପୁଣି ଧରାପଡିଲା ନକଲି ସସ୍ କାରଖାନା, ୬୫୧ ବୋତଲ ଜବତ

ସୁନ୍ଦରଗଡ: ପୁଣି ଅସଲି ବ୍ରାଣ୍ଡରେ ବିକ୍ରି ହେଉଥିଲା ନକଲି ମାଲ । ଠାବ ହେଲା ନକଲି ସସ୍ କାରଖାନା । ସୁନ୍ଦରଗଡ ଜିଲ୍ଳା ରାଜଗାଙ୍ଗପୁର କୁମ୍ଭାରପଡାଠାର ଏକ ନକଲି ସସ୍ କାରଖାନା ଉପରେ ପୋଲିସ ଚଢଉ କରିଛି । ସେଠାରୁ ବହୁ ପରିମାଣର ନକଲି ସସ୍ ତିଆରି ପାଇଁ ବ୍ୟବହୃତ ସାମଗ୍ରୀ ଜବତ ହୋଇଛି । ଏହି…

ଯବାନ ପୁଅର ଭୁଜାଲି ଚୋଟରେ ବାପା ମୃତ

ଆନନ୍ଦପୁର: କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ ଚାଂଚଲ୍ୟ । ଯବାନ ପୁଅର ଭୁଜାଲି ଚୋଟରେ ବାପା ମୃତ ।  ଆନନ୍ଦପୁର ଉପଖଣ୍ଡ ମଦନପୁର ଗାଁରେ ଜଣେ ଆଇଟିବିପି ଯବାନ ପୁଅର ଆକ୍ରମଣରେ ବାପାର ମୃତ୍ୟୁ ହୋଇଛି। ଅଭିଯୁକ୍ତ ଯବାନ ହେଉଛନ୍ତି ଆଇଟିବିପିରେ ଚାକିରି କରିଥିବା ରଞ୍ଜନ ଓଝା। ସେ ଅରୁଣାଚଳ…

ମିଠା ଦୋକାନୀଙ୍କୁ ହତ୍ୟା ଘଟଣା, ଆଉ ୨ ଗିରଫ

ଭୁବନେଶ୍ୱର: ସାମନ୍ତରାପୁରରେ ମିଠା ଦୋକାନୀ ଜମ୍ବୁ ସାହୁଙ୍କ ହତ୍ୟା ଘଟଣାରେ ଆଉ ୨ ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ । ଗିରଫ ଦୁଇ ଅଭିଯୁକ୍ତ ହେଲେ ଶ୍ରୀତିକ ବିଶ୍ୱାଳ ଓ ଆଶୁତୋଷ ମହାନ୍ତି । ଏମାନେ ବ୍ୟବହାର କରିଥିବା ବାଇକ ଓ ଖଣ୍ଡାକୁ ମଧ୍ୟ ଜବତ କରିଛି କମିଶନରେଟ ପୋଲିସ । ଏହି…