Latest Odisha News

BREAKING NEWS

Browsing Category

ଓଡିଶା

Odisha

ପିଜି ପାଠ୍ୟକ୍ରମରେ ନାମଲେଖା ପାଇଁ ଆଜିଠୁ ଏକକ ପ୍ରବେଶିକା

ଭୁବନେଶ୍ୱର: ରାଜ୍ୟର ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ପିଜି ପାଠ୍ୟକ୍ରମରେ ନାମଲେଖା ପାଇଁ ଆଜିଠୁ ଏକକ ପ୍ରବେଶିକା ପରୀକ୍ଷା । ପ୍ରଥମ ଥର ପାଇଁ ଏଭଳି ପ୍ରବେଶିକା କରାଯାଉଛି । ସକାଳ ୧୦ଟାରୁ ୩ଟି ସିଫ୍ଟରେ ପରୀକ୍ଷା ହେବ । ଏଥିପାଇଁ ରାଜ୍ୟରେ ୨୬ଟି ସେଣ୍ଟର କରାଯାଛି । ଆସନ୍ତା ୨୧ ତାରିଖ…

ଆଜିଠୁ OJEE, ୩ଟି ସିଟିଂରେ ହେବ ପରୀକ୍ଷା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) । ଏହା ସୋମବାରଠାରୁ ଆରମ୍ଭ ହୋଇ ଅକ୍ଟୋବର ୧୯ ଯାଏଁ ଚାଲିବ ।  ରାଜ୍ୟର ୨୧ଟି ସହରରେ ୫୪ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ ପରୀକ୍ଷାର୍ଥୀ । ସେହିପରି ରାଜ୍ୟ ବାହାରେ କୋଲକାତା, ରାଂଚି ଓ ପାଟଣା ସହରରେ ୫ଟି…

ଅବପାତର ରୂପ ନେଲା ଲଘୁଚାପ, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଅବପାତର ରୂପ ନେଲା ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ଲଘୁଚାପ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ । ଏହାପରେ ଏହାର ଗତି ପଶ୍ଚିମ-ଉତ୍ତର ପଶ୍ଚିମ ଆଡ଼କୁ ରହିବ । ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଓ ବିଶାଖାପାଟଣା ଦେଇ ଅବପାତ…

ନବରାତ୍ରୀରେ ମା’ଙ୍କ ନଅ ରୂପ, ଜାଣନ୍ତୁ କେଉଁ ଦିନ ରହିଛି କେଉଁ ବେଶ

ଭୁୁବନେଶ୍ୱର: ଆସନ୍ତା ୨୫ ତାରିଖରେ ଜଗତ ଜନନୀଙ୍କ ବିଜୟା ଦଶମୀ । ପୂଜା ପେଣ୍ଡାଲ ଓ ଦେବୀ ପୀଠରେ ପୂଜା ପାଇବେ ମା ଦୁର୍ଗା । ଏହା ପୂର୍ବରୁ ୧୭ ତାରିଖରୁ ଆରମ୍ଭ ହେଉଛି ମା’ଙ୍କ ନବଦିନାତ୍ମକ ପୂଜା । ଭାରତୀୟ ସଂସ୍କୃତି ଓ ପରମ୍ପରାରେ ଏହି ନବରାତ୍ରୀ ପୂଜାର ମହାତ୍ମ୍ୟ ଅଧିକ ରହିଛି । ବିଶେଷ…

ସମ କୋଭିଡ ହସ୍ପିଟାଲ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର: ସମ କୋଭିଡ ହସ୍ପିଟାଲ ର ଚିକିତ୍ସା ତଥା ଡାକ୍ତରଙ୍କୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ମହାମାରୀକୁ ପ୍ରତିହତ କରିବା ନିମନ୍ତେ ଏହି ହସ୍ପିଟାଲର ଦାୟିତ୍ବରେ ଥିବା ଡାକ୍ତରମାନେ ଯେଉଁଭଳି ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ ସଂପାଦନ କରୁଛନ୍ତି ଏଥିରେ ସେ…

ରାଜ୍ୟ ପାଇଁ ଗର୍ବର ମୁହୂର୍ତ୍ତ; ପୁରୀର ସ୍ବର୍ଣ୍ଣିମ ବେଳାଭୂମିକୁ ଆନ୍ତର୍ଜାତିକ ବ୍ଲୁ ଫ୍ଲାଗ ପ୍ରମାଣପତ୍ର 

ଭୁବନେଶ୍ୱର: ଦେଶର ୫ଟି ରାଜ୍ୟ ଓ ୨ଟି କେନ୍ଦ୍ରଶାସିତ ଅଞ୍ଚଳରେ ଥିବା ୮ ଟି ବେଳାଭୂମିକୁ ୟୁଏନଇପି, ୟୁଏନଡବ୍ଲୁଟିଓ, ଏଫଇଇ, ଆଇୟୁସିଏନର ସଦସ୍ୟମାନଙ୍କୁ ନେଇ ଗଠିତ ଆନ୍ତର୍ଜାତିକ ବିଚାରକମଣ୍ଡଳୀ ବ୍ଲୁ ଫ୍ଲାଗ ସମ୍ମାନ ପ୍ରଦାନ କରିଛନ୍ତି । ଦେଶପାଇଁ ଏହା ଏକ ଗର୍ବର ମୂହୁର୍ତ୍ତ …

ଗର୍ଭବତୀ ମହିଳା ଓ ଶିଶୁଙ୍କ ବିକାଶ ପାଇଁ ‘ମାତୃଜ୍ୟୋତି’ କାର୍ଯ୍ୟକ୍ରମର ହେଲା ଶୁଭାରମ୍ଭ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ଏକାଧିକ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସଦଭାବନା ଭବନଠାରେ ରବିବାର ଦିନ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ମହିଳା ଓ ଶିଶୁ ବିକାଶ ପାଇଁ ପ୍ରମୁଖ କାର୍ଯ୍ୟକ୍ରମ ‘ମାତୃଜ୍ୟୋତି’ ଉଦଘାଟନ କରାଯାଇଛି। ଏହା ସହିତ…

ଓଡିଶାରୁ ସୁସ୍ଥ ହେଲେ ଆଉ ୩୩୪୨ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୩୩୪୨ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଖୋର୍ଦ୍ଧାରୁ ସର୍ବାଧିକ ୫୧୧, କଟକରୁ ୩୬୬ ଜଣ, ମୟୂରଭଂଜରୁ ୩୬୨ ଜଣ, ଅନୁଗୁଳରୁ ୨୮୮ ଜଣ, ଯାଜପୁରରୁ ୧୫୫ ଜଣ,…

ଆସନ୍ତାକାଲିଠୁ ଆରମ୍ଭ ହେବ ଓଜେଇଇ ପରୀକ୍ଷା

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ତଥା ଅକ୍ଟୋବର ୧୨ରୁ ୧୯ ଯାଏଁ ରାଜ୍ୟରେ ଅନୁଷ୍ଠିତ ହେବାକୁ ଯାଉଛି ଓଜେଇଇ ପରୀକ୍ଷା। ଏପରିକି ଚଳିତ ଥର ୩ଟି ସିଫ୍ଟରେ ପରୀକ୍ଷା ଅନୁଷ୍ଠିତ ହେବ । କମ୍ପ୍ୟୁଟର ବେସଡ୍ ପରୀକ୍ଷା ହେବାକୁ ଥିବା ବେଳେ ପ୍ରାୟ ୨ ଘଣ୍ଟା ଧରି ପରୀକ୍ଷା କରାଯିବ । ସକାଳ ପ୍ରାୟ ୯ରୁ…

ମା’ ଦୁର୍ଗାଙ୍କ ପୂଜାର୍ଚ୍ଚନା, ସଂକ୍ଷେପରେ…

ଭୁବେନଶ୍ୱର: ଦୁର୍ଗା ପୂଜା । ଭାରତରେ ସବୁଠୁ ଅଧିକ ଦିନ ଧରି ଏହି ପୂଜା ଉତ୍ସବକୁ ପାଳନ କରାଯାଇଥାଏ । ତେବେ ଦେଶର ବିଭିନ୍ନ ପ୍ରାନ୍ତରେ ପୂଜାର ନାମକରଣ ବି ଭିନ୍ନ ରହିଥାଏ । ୯ଟି ରୂପରେ ୯ଦିନ ପର୍ଯ୍ୟନ୍ତ ପୂଜା ପାଇଥାନ୍ତି ମା' ଦୁର୍ଗା । ଉତ୍ତର ଦିଗରେ ଥିବା ରାଜ୍ୟଗୁଡିକ ଯେଉଁଠି ନବରାତ୍ରୀ…