Latest Odisha News

BREAKING NEWS

Browsing Category

ଓଡିଶା

Odisha

ସମ୍ କୋଭିଡ ହସ୍ପିଟାଲରେ ସୁସ୍ଥ ହେଲେ କରୋନା ସଂକ୍ରମିତ ୯୩ ବର୍ଷୀୟା ମହିଳା

ଭୁବନେଶ୍ୱର: କରୋନା ମହାମାରୀ ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି ଜଣେ ୯୩ ବର୍ଷୀୟା ମହିଳା । ଉପଯୁକ୍ତ ଚିକିତ୍ସା ଓ ଯତ୍ନ ଦ୍ୱାରା ବରିଷ୍ଠ ନାଗରିକ ମାନେ କରୋନାରୁ ସୁସ୍ଥ ହୋଇପାରିବେ । ଏହା ପୁଣି ଥରେ ସାବ୍ୟସ୍ତ ହୋଇଛି ସମ୍ କୋଭିଡ ହସ୍ପିଟାଲରେ । କରୋନା ସଂକ୍ରମିତ ହୋଇଥିବା ୯୩ ବର୍ଷୀୟା…

ଭୁବନେଶ୍ୱରର ୩ ସ୍ଥାନରେ ଅପରାଜିତା ଷଡଙ୍ଗୀଙ୍କ ବୈଠକ

ଭୁବନେଶ୍ୱର: କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଅଫିସକୁ ବିଏମସି ୧୫ ଦିନ ପାଇଁ ସିଲ୍ କରିଦେଇଛି । ଯାହା ପରେ ରବିବାର ଦିନ ଘୋଷଣା କରିଛନ୍ତି ଯେ ସେ ଭୁବନେଶ୍ୱରର ୩ଟି ସ୍ଥାନରେ ଜନସାଧାରଣ ବୈଠକ ଅନୁଷ୍ଠିତ କରିବେ । ସେ କହିଛନ୍ତି ଯେ ଏହି ଅବଧି ମଧ୍ୟରେ…

ଆଇପିଏସ ଅନୁପ ସାହୁଙ୍କ ନାଁରେ ଫେକ୍ ଫେସବୁକ୍ ଆକାଉଣ୍ଟ

ଭୁବନେଶ୍ୱର: ଆଇପିଏସ୍ ଅନୁପ ସାହୁଙ୍କ ନାଁରେ ଏକ ଫେକ୍ ଫେସବୁକ୍ ଆକାଉଣ୍ଟ ଖୋଲାଯାଇଥିବା ଅଭିଯୋଗ ହୋଇଛି। ବର୍ତ୍ତମାନ ଗୁଇନ୍ଦା ବିଭାଗ ଡିଆଇଜି ଥିବା ଖୋଦ୍ ଅନୁପ ନିଜେ ଏହି ସୂଚନା ଦେଇଛନ୍ତି। ତେବେ ଏଥିରୁ କୌଣସି ଫ୍ରେଣ୍ଡ ରିକ୍ୟୁଏଷ୍ଟ ଗ୍ରହଣ ନକରିବାକୁ ସେ ସୋସିଆଲ ମିଡିଆରେ ଅନୁରୋଧ…

ଭୁବନେଶ୍ୱରରୁ ୨୯୦ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୯୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ…

ବାଲେଶ୍ୱର ଓ ତିର୍ତ୍ତୋଲ ଉପ ନିର୍ବାଚନ; ବିଜେପିର ପ୍ରାର୍ଥୀ ତାଲିକା ଘୋଷଣା

ଭୁବନେଶ୍ୱର: ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ଉପ ନିର୍ବାଚନ ଲାଗି ରାଜ୍ୟ ରାଜନୀତି ସରଗରମ ହୋଇଉଠିଛି । ଏହି ପରିପ୍ରେକ୍ଷୀରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି । ସୂଚନା ଅନୁଯାୟୀ, ବାଲେଶ୍ୱର ସଦର ଆସନରୁ ବିଜେପି ସ୍ୱର୍ଗତ ମଦନ ମୋହନ ଦତ୍ତଙ୍କ ପୁଅ…

କଟକର ପାନ ଦୋକାନୀ ପାଳିଲେ ବିଗ୍ ବି’ଙ୍କ ବାର୍ଥ ଡେ’

କଟକ: ଆଜି ହେଉଛି ବଲିଉଡର ସହେନ୍‌ସା ବିଗ୍ ବିଙ୍କ ଜନ୍ମ ଦିନ । ୭୮ରେ ପାଦ ରଖିଛନ୍ତି ଅମିତାଭ ବଚ୍ଚନ । ତେବେ ତାଙ୍କ ଜନ୍ମ ଦିନକୁ ନିଆରା ଢ଼ଙ୍ଗରେ ପାଳନ କରିଛନ୍ତି ତାଙ୍କର ଜଣେ ବଡ ଫ୍ୟାନ୍ । କଟର ବାଦାମବାଡି ଅଂଚଳର ପାନ ଦୋକାନୀ ଧନେଶ୍ୱର ଅମିତାଭଙ୍କ ଜନ୍ମ ଦିବସକୁ ଧୁମଧାମରେ ପାଳନ…

ଭୁବନେଶ୍ୱରରେ ଏଟିଏମ୍ ଲୁଟିଲେ ଦୁର୍ବୃତ୍ତ

ଭୁବନେଶ୍ୱର: ଭୁବନେଶ୍ୱରର ଇନଫୋସିଟି ଥାନା ଅନ୍ତର୍ଗତ ପଟିଆ ରେଳ ଷ୍ଟେସନ୍ ନିକଟରେ ଥିବା ଏକ ଏଟିଏମକୁ କିଛି ଦୁର୍ବୃତ୍ତ ଲୁଟ୍ କରିଥିବା ଘଟଣା ନଜରକୁ ଆସିଛି । ମିଳିଥିବା ସୂଚନା ଅନୁଯାୟୀ କିଛି ଦୁର୍ବୃତ୍ତ ଗତକାଲି ବିଳମ୍ବିତ ରାତିରେ ପଞ୍ଜାବ ନ୍ୟାସନାଲ୍ ବ୍ୟାଙ୍କ (ପିଏନବି) ଏଟିଏମ୍…

ପାଣି ପାଇଁ ଗୋଷ୍ଠୀ ସଂଘର୍ଷ, ତେଣ୍ଟା ମାଡରେ ୨ ମୃତ, ୯ ଆହତ

ବ୍ରହ୍ମଗିରି: ତେଂଟାମାଡରେ ୨ଜଣଙ୍କ ମୃତ୍ୟୁ ହୋଇଛି । ବ୍ରହ୍ମଗିରିରେ ଡମିଣିସେଣାରେ ଦୁଇ ପରିବାର ମଧ୍ୟରେ  ଗୋଷ୍ଠୀ ସଂଘର୍ଷ ଦେଖାଦେଇଛି । ଗୋଷ୍ଠୀ ସଂଘର୍ଷରେ ତେଂଟା ମାଡ଼ କରାଯାଇଥିଲା । ଯେଉଁଥିରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣଙ୍କ ଅବସ୍ଥା ସଂଙ୍କଟାପନ୍ନ ରହିଛି । ରେବଣା ନୂଆଗାଁ…

ଅବପାତର ରୂପ ନେଲା ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି । ଏବେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଉପେର ଏହା ରହିଛି । ଆସନ୍ତା ୨୪ ଘଂଟା ଭିତରେଏହା ତୀବ୍ର ଅବପାତରେ ରୂପ ନେବାକୁ ଯାଉଥିବା ଆକଳନ କରିଛି ପାଣିପାଗ ବିଭାଗ । ଦକ୍ଷିଣ-ଦକ୍ଷିଣ ପୂର୍ବ…

ଆଖି ବୁଜିଲେ ଆଉ ୧୬ କରୋନା ରୋଗୀ, ଖୋର୍ଦ୍ଧାରେ ସର୍ବାଧିକ ୫ ମୃତ

ଭୁବନେଶ୍ୱର: ରାଜ୍ୟରେ ମାଡି ଚାଲିଛି ମହାମାରୀ କରୋନା । ଜଣଙ୍କ ପରେ ଜଣଙ୍କ ଜୀବନ ନେଉଛି ପ୍ରାଣଘାତି ଭାଇରସ । ରାଜ୍ୟରେ ୨୪ ଘଂଟାରେ ପୁଣି ୧୬ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୨୨ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ…