Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ ଅଢ଼େଇ ଲକ୍ଷ ଟପିଲା କରୋନା ପଜିଟିଭ କେସ୍‌

ଭୁବନେଶ୍ୱର: ରାଜ୍ୟରେ ଅଢ଼େଇ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ପୁଣି ୩୦ ଜିଲ୍ଲାରୁ ୨, ୫୪୬ ନୂଆ ମାମଲା ସାମ୍ନାକୁ ଆସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧.୫୦୪ ଜଣ କ୍ୱାରେଣ୍ଟାଇନ୍ ସେଂଟର ହୋଇଥିବା ବେଳେ ୧,୦୪୨ ହେଉଛି ଲୋକାଲ କେସ୍ । 6. Boudh: 37 7. Cuttack: 134…

ଗ୍ରାସିମ ପ୍ଲାଣ୍ଟର ଷ୍ଟିମ ପାଇପ୍ ଫାଟିବା ଘଟଣା, ଆଉ ଜଣେ ମୃତ

ଗଞ୍ଜାମ: ଗଂଜାମ ଜିଲ୍ଲାର ଗ୍ରାସିମ ପ୍ଲାଂଟରେ ଷ୍ଟିମ୍ ପାଇପ ଫାଟିବା ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଇଂଜିନିୟର ଅଭିଷେକ ପାଲ । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିବା ଜଣାପିଛି । ଏହାକୁ ମିଶାଇ ଏହି ଘଟଣାରେ ମୃତ୍ୟୁ…

ମାତିଲେ ମାଓବାଦୀ, ଟିଆର୍‌ଏସ୍ ନେତାଙ୍କୁ ଗୁଳି କରି ହତ୍ୟା

ମାଲକାନଗିରି: ପୁଣି ମାତିଲେ ମାଓବାଦୀ । ଟି.ଆର.ଏସ ନେତାଙ୍କୁ ଗୁଳି କରି ହତ୍ୟା କରିଛନ୍ତି ସଶସ୍ତ୍ର ଲାଲ୍ ବାହିନୀ । ମାଲକାନଗିରି-ତେଲେଙ୍ଗାନା ସୀମାନ୍ତ ମୁଲୁଗୁ ଜିଲ୍ଲାରେ ଦେଖିବାକୁ ମିଳିଛି ଏଭଳି ମାଓ ହିଂସା । ନକ୍ସଲଙ୍କ ଗୁଳିରେ ପ୍ରାଣ ହରାଇଥିବା ଟିଆରଏସ ନେତା ହେଲେ ଭେଙ୍କଟପୁରମ ଥାନା…

ନିର୍ବାହୀ ଯନ୍ତ୍ରୀଙ୍କୁ ଅପହରଣ ଘଟଣା, ୮ ଗିରଫ

ଝାରସୁଗୁଡା: ଝାରସୁଗୁଡା ଗ୍ରାମ୍ର ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ ମନୋରଞ୍ଜ ପଟ୍ଟନାୟକଙ୍କୁ ଅପହରଣ ଘଟଣାରେ ୮ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତମାନେ ହେଲେ ଝାରସୁଗୁଡ଼ା ଆର ଡବ୍ଲୁ କଲୋନିର ଶିବ ତାଣ୍ଡି, ଟିଟିଲାଗଡ଼ ଥାନା ଅନ୍ତର୍ଗତ ବିଟାବନ୍ଧର ପଙ୍କଜ ବାଗ, ଟିଟିଲାଗଡ଼…

ମିଳିଲାନି ଆମ୍ବୁଲାନ୍ସ, ଟ୍ରଲିରେ ରୋଗୀଣା ସ୍ତ୍ରୀକୁ ପୁରୀରୁ ଆଣିଲେ କଟକ

କଟକ: ପୁରୀ ଜିଲ୍ଲା ସାକ୍ଷୀଗୋପଳରୁ କଟକ ସହର । ପାଖାପାଖି ୯୦ କିଲୋମିଟର । ବାଇକ୍ କିମ୍ବା ବସ୍‌ରେ ଗଲେ ୩ରୁ ୪ ଘଂଟା ଲାଗିବ । ଆଉ ଟ୍ରଲିରେ ଯଦି ଜଣେ ଲୋକଙ୍କୁ ବୋହି ଏତେ ଦୂର ନିଆଯାଏ ଆପଣ ଅନୁମାନ କରିପାରୁଥିବେ କେତେ ଘଂଟା ଲାଗିପାରେ । ଟ୍ରଲି ଉପରେ ଯନ୍ତ୍ରଣାରେ ଝଟପଟ ହେଉଥିବା ରୋଗୀଣା…

ପେଟ୍ରୋଲ ପମ୍ପ ବିସ୍ଫୋରଣ ମାମଲା: ସିସିଟିଭି ଯାଂଚରୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର: କେମିତି ହେଲା ରାଜଧାନୀ ରାଜଭବନ ନିକଟରେ ପେଟ୍ରୋଲ ପମ୍ପ ବିସ୍ଫୋରଣ । ବିସ୍ଫୋରଣ ସମୟରେ ଟାଙ୍କି ପାଖରେ କେତେ ଜଣ ଥିଲେ । ଡିସିପି ଓ ଅନ୍ୟ ବରିଷ୍ଠ ଅଧିକାରୀ କ୍ୟାପିଟାଲ ଥାନାରେ ଘଣ୍ଟା ଘଣ୍ଟା ଧରି ପେଟ୍ରୋଲ ପମ୍ପରୁ ଉଦ୍ଧାର ହୋଇଥିବା ସିସିଟିଭି ଫୁଟେଜ୍‌କୁ ଅନୁଧ୍ୟାନ…

ଆଜିଠୁ ପୁଣି ବର୍ଷିବ!

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବାରେ ଲାଗିଛି। ଏହା ୱେଲ୍‌ମାର୍କରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ପୁଣି ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। ଏ ନେଇ ପାଣିପାଗ…

[ଭିଡିଓ] ହାଥରସ୍ ମାମଲାରେ ଡୁଲେଶ୍ୱର ତାଣ୍ଡିଙ୍କ ଭାଇରାଲ୍ ରାପ୍ !

କଳାହାଣ୍ଡି: ପ୍ରଥମେ ଥିଲେ ପ୍ରବାସୀ ଶ୍ରମିକ । ହେଲେ ଏବେ ଡୁଲେଶ୍ୱର ତାଣ୍ଡି ପାଲଟିଛନ୍ତି ରାପର୍ ଡୁୁଲେ ରକର । ସବୁବେଳେ ସାଧାରଣ ଲୋକଙ୍କ ପ୍ରକୃତ ଘଟଣାକୁ ନିଜ ରାପିଂରେ ସଜାଇଥାନ୍ତି । ରାୟପୁରରେ ରହି କାମ କରୁଥିବା ଡୁଲେଶ୍ୱର କରୋନା ଲକ୍‌ଡାଉନ୍‌ରେ ଘର କଳାହାଣ୍ଡିକୁ ଫେରିବା ପରେ ରାପ୍…

ବାଲେଶ୍ୱର ନାବାଳିକା ଯୈାନ ଶୋଷଣ ମାମଲା; ଘଟଣାର ସଦ୍ୟତମ ରିପୋର୍ଟ ଦାଖଲ କରିବାକୁ ଏନ.ଏଚ.ଆର.ସିଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଗତ ଜୁନ୍ ୨୦୧୬ରେ ବାଲେଶ୍ୱର ଜିଲ୍ଲା ସୋର ଥାନା ତଳନଗର ଗ୍ରାମର ଜଣେ ୧୧ ବର୍ଷିୟ ନାବାଳିକା ଯୈାନ ଶୋଷଣ ମାମଲାରେ ବାଲେଶ୍ୱର ପୋଲିସର ମନ୍ଥରତାକୁ ନେଇ ଜାତୀୟ ମାନବାଧିକାର କମିଶନ ରାଜ୍ୟ ପ୍ରଶାସନ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି । ସୂଚନା ଅନୁଯାୟୀ, ସରକାର ଉକ୍ତ…

ଓଡିଶାରୁ ସୁସ୍ଥ ହେଲେ ଆଉ ୩୮୮୫ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୩୮୮୫ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସୁସ୍ଥ ହୋଇଥିବା ରୋଗୀଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୧୧୪୩, କଟକ ଜିଲ୍ଲାରୁ ୩୨୫, ପୁରୀ ଜିଲ୍ଲାରୁ ୧୯୩, ଝାରସୁଗୁଡ଼ା…