Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗୁଣି ଗାରେଡ଼ି ସନ୍ଦେହରେ ହତ୍ୟା, ପ୍ରମାଣ ନଷ୍ଟ ପାଇଁ ପୋଡ଼ିଦେଲେ ମୃତଦେହ

ମାଲକାନଗିରି: ଅନ୍ଧବିଶ୍ୱାସର ଅନ୍ଧ ଗଳିରେ ମଣିଷ । ଗୁଣି ଗାରେଡ଼ି ସନ୍ଦେହରେ ଜଣଙ୍କୁ ହତ୍ୟା । ଏଭଳ ଅଭିଯୋଗ ଆସିଛି ମାଲକାନଗିରି ଜିଲ୍ଲା ସୀମାନ୍ତ ପଡ଼ିଆ ବ୍ଳକ ଉଦୟଗିରି ଗାଁରୁ । ହତ୍ୟା କରିବା ପରେ ଦୁର୍ବୃତ୍ତ ପ୍ରମାଣ ନଷ୍ଟ କରିବା ପାଇଁ ମୃତଦେହକୁ ମଶାଣୀରେ ନେଇ ପୋଡ଼ି ଦେଇଥିଲେ ।…

ଓଡିଶାରେ ଆଉ ୨୬୯୭ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୬୯୭ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୪୬ ହଜାର ୮୩୯ ଛୁଇଁଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ଉଦ୍ୟାନ କୃଷି ଅଧିକାରୀ

କଟକ: ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉଦ୍ୟାନ କୃଷି ବିଭାଗର ଅବସରପ୍ରାପ୍ତ ଅତିରିକ୍ତ ନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ ହୋଇଛି । ତାଙ୍କ ନାଁ ରମେଶ ଚନ୍ଦ୍ର ଦାସ । ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ କରିଛି କଟକ ଭିଜିଲାନ୍ସ…

କଟକରେ ଉନ୍ନତିକରଣ ପ୍ରକଳ୍ପର ତଦାରଖ କଲେ 5T ସଚିବ

କଟକ: ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲ ଉନ୍ନତିକରଣ କାମର ସମୀକ୍ଷା କରିଛନ୍ତି 5T ସଚିବ ଭି. କେ. ପାଣ୍ଡିଆନ୍ । ଆଜି ଭୋରରୁ ସେ କଟକରେ ପହଞ୍ଚିଥିଲେ । କଟକରେ ଚାଲିଥିବା ସମ୍ପ୍ରସାରଣ ଓ ଉନ୍ନତିକରଣ ଅଗ୍ରଗତିର ତଦାରଖ କରିଥିଲେ 5T ସଚିବ । ଭେରରୁ ଛତ୍ରବଜାର ଗସ୍ତ କରିଥିଲେ ଭି. କେ.…

ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ବିଜ୍ଞପ୍ତି ବାହାରିଲା, ଟିକେଟ ଲବି ଜୋରଦାର

ଭୁବନେଶ୍ୱର: ବାଲେଶ୍ୱର ସଦର ଓ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ପାଇଁ ଜାରି ହେଲା ବିଧିବଦ୍ଧ ବିଜ୍ଞପ୍ତି । ଏହାସହ ଆଜିଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଅକ୍ଟୋବର ୧୬ ମାନାଙ୍କନ ଦାଖଲର ଶେଷ ଦିନ । ୧୭ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ । ୧୯ ତାରିଖ ରହିଛି…

କରୋନା ସଂକ୍ରମଣରେ ଅବସର ପ୍ରାପ୍ତ ଆଇପିଏସ୍ ଅଧିକାରୀଙ୍କ ମୃତ୍ୟୁ

ଭୁବନେଶ୍ୱର: କରୋନା ସଂକ୍ରମଣରେ ୧୯୬୫ ବ୍ୟାଚର ଆଇପିଏସ୍ ଅଧିକାରୀ ଜନ୍ ନାୟକଙ୍କ ଗୁରୁବାର ଦିନ ମୃତ୍ୟୁ ଘଟିଛି । ଏହି ଦୁଃଖଦ ଖବର ମିଳିବା ପରେ ଓଡିଶା ଡିଜିପି ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ଟ୍ୱିଟ୍ ସୂଚନାନୁସାରେ, ଫୁଲବାଣୀ ଭଳି ପଛୁଆ ଅଞ୍ଚଳରୁ ନିଜର କାର୍ଯ୍ୟ ଆରମ୍ଭ ସହ…

ବାଘ ଶାବକର ନାମକରଣ କରିପାରିବେ ଜନସାଧାରଣ; ସୋସିଆଲ୍ ମିଡିଆରେ ନନ୍ଦନକାନନ କର୍ତ୍ତୃପକ୍ଷଙ୍କ ଅନୁରୋଧ

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠ ସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଥିବା ବାଘ ଶାବକର ନାମକରଣ କରିପାରିବେ ଜନସାଧାରଣ । ଏନେଇ କର୍ତ୍ତୃପକ୍ଷ ସୋସିଆଲ୍ ମିଡିଆରେ ନିବେଦନ କରିଛନ୍ତି । https://twitter.com/ddnandankanan/status/1314155473021542400?s=19 ସୂଚନାନୁଯାୟୀ…

ଆଜି ଲଘୁଚାପ, କାଲି ଡିପ୍ରେସନ୍, ୧୧ରୁ ଓଡ଼ିଶାରେ ବର୍ଷା

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗର ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି ଦାନା ବାନ୍ଧିବ ଲଘୁଚାପ ବଳୟ । ଏହା ଧୀରେ ଧୀରେ ଘନୀଭୂତ ହେବ । ଲଘୁଚାପ କ୍ଷେତ୍ର ଆସନ୍ତା ୨୪ ଘଣ୍ଟା ଭିତରେ ନେବ ଡିପ୍ରେସନର ରୂପ । ଭାରତୀୟ ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି । ଡିପ୍ରେସନର ଧୀରେ ଧୀରେ…

ତିର୍ତ୍ତୋଲ୍ ଓ ବାଲେଶ୍ୱର ଉପନିର୍ବାଚନ; ପୋଷ୍ଟାଲ୍ ବାଲାଟରେ ଭୋଟ ଦେବେ କୋଭିଡ ଭୋଟର

ଭୁବନେଶ୍ୱର: ବାଲେଶ୍ୱର ଓ ତିର୍ତ୍ତୋଲ୍ ବିଧାନସଭା ନିର୍ବାଚନ ମଣ୍ଡଳୀ ଉପନିର୍ବାଚନ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଛି । ଶୁକ୍ରବାର ଦିନ ଏହି ଉପନିର୍ବାଚନ ଲାଗି ବିଜ୍ଞପ୍ତି ପ୍ରକାଶ ପାଇବ। ଏହି ପରିପ୍ରେକ୍ଷୀରେ ଯେଉଁ ଭୋଟର ମାନେ କୋଭିଡ ସଂକ୍ରମିତ ଓ ବୟସ୍କ ହୋଇଥିବେ, ସେମାନେ…

ଖୋର୍ଦ୍ଧା ମଳିପଡା ନିକଟରେ ପଡିଛି ମାଈହାତୀର ମୃତଦେହ

ଖୋର୍ଦ୍ଧା: ପୁଣି ଏକ ହାତୀତ ମୃତ୍ୟୁ । ଖୋର୍ଦ୍ଧା ବନଖଣ୍ଡର ମଳିପଡ଼ା-ଦଲକ ରାସ୍ତା ମଝିରୁ ଏକ ମାଈହାତୀର ମୃତଦେହ ଉଦ୍ଧାର ହୋଇଛି । ତେବେ ହାତୀ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ଖୋର୍ଦ୍ଧା ବନ ବିଭାଗ ଟିମ୍ ପହଞ୍ଚି ତଦନ୍ତ କରୁଛନ୍ତି । କେମିତି ଓ କେଉଁ ପରିସ୍ଥିତିରେ ହାତୀର…