Latest Odisha News

BREAKING NEWS

Browsing Category

ଓଡିଶା

Odisha

ମନ୍ଦିର ଖୋଲିବା ପ୍ରସଙ୍ଗ: ଆଜିଠୁ ପର୍ଯ୍ୟାୟ କ୍ରମେ ଶ୍ରୀମନ୍ଦିର ପ୍ରଶାସନ ବୈଠକ

ପୁରୀ: ସାଧାରଣ ଭକ୍ତଙ୍କ ଦର୍ଶନ ପାଇଁ ମନ୍ଦିର ଖୋଲିବା ପ୍ରସଙ୍ଗରେ ରାଜ୍ୟ ସରକାର ଆକ୍ସନ ପ୍ଲାନ ମାଗିଛନ୍ତି । ଏହାପରେ ଆଜିଠୁ ବସୁଛି ଶ୍ରୀମନ୍ଦିର ପ୍ରଶାସନର ବୈଠକ । ବିଭିନ୍ନ ପର୍ଯ୍ୟାୟରେ ବୈଠକ ବସିବ । ବିଭିନ୍ନ ନିଯୋଗ ଓ ସେବାୟତଙ୍କ ସହ ବିଚାରବିମର୍ଶ କରିବ ଶ୍ରୀମନ୍ଦିର ପ୍ରଶାସନ ।…

ଯୌତୁକ ନିର୍ଯାତନା ଅଭିଯୋଗରେ ଆର୍ମି ଅଫିସର ଗିରଫ

ଭୁବନେଶ୍ୱର: ସେନା ଅଧିକାରୀଙ୍କୁ ମହଙ୍ଗା ପଡ଼ିଲା ଯୌତୁକ ନିର୍ଯାତନା। ସ୍ତ୍ରୀଙ୍କ ଅଭିଯୋଗ ପରେ ଜଣେ ଆର୍ମି ଅଫିସରଙ୍କୁ ଗିରଫ କରିଛି ଭୁବନେଶ୍ୱର ମହିଳା ଥାନା ପୋଲିସ । ତାଙ୍କ ନାଁ ସୌମ୍ୟରଞ୍ଜନ ପତି । ସେ ଜଣେ ମେଜର ବୋଲି ଜଣାପଡ଼ିଛି । ଫରିଦାବାଦରେ କାର୍ଯ୍ୟରତ ଥିଲେ ସୌମ୍ୟରଞ୍ଜନ ।…

ଅନାଲୋଚିତ ଯୋଦ୍ଧା; ଓଡିଶା ଅଗ୍ନିଶମ ବାହିନୀ ଓ କମିଶନରେଟ ପୋଲିସ !

ଭୁବନେଶ୍ୱର: ରାଜଭାବନ ନିକଟସ୍ଥ ପେଟ୍ରୋଲ ପମ୍ପ ବିସ୍ଫୋରଣକୁ ଗୋଟିଏ ଦିନ ବିତିଗଲାଣି । ବିସ୍ଫୋରଣରେ ମୃତାହତଙ୍କ ସଂଖ୍ୟା ଅଜଣା ନୁହେଁ । କୋକୁଆ ଭୟରେ ରହିଥିଲେ ସ୍ଥାନୀୟ ଲୋକେ । ଆଖପାଖ ଅଂଚଳର ଲୋକେ କେବେ ବି ଏହି ଘଟଣାକୁ ସହଜରେ ଭୁଲିପାରିବେନି । ବିସ୍ଫୋରଣକୁ ବାଦ୍ ଦେଲେ ଏହି ଦୁର୍ଘଟଣା…

ମହିଳାମାନେ ନିଜ ଅଧିକାର ସାବ୍ୟସ୍ତ କରିବା ଆବଶ୍ୟକ: ମାନେକା ଗାନ୍ଧୀ

ଭୁବନେଶ୍ୱର: ମହିଳାମାନେ ଯେ ସମାଜରେ ପକ୍ଷପାତିତାର ଶିକାର ହୁଅନ୍ତି ଏହି ପୁରୁଣା କାଳିଆ ଚିନ୍ତାଧାରାକୁ ପଛରେ ପକାଇ ସେମାନେ ନିଜ ଅଧିକାର ସାବ୍ୟସ୍ତ କରିବା ସହ ଅନ୍ୟମାନଙ୍କୁ ଏଥିପାଇଁ ପ୍ରେରଣା ଦେବା ଉଚିତ୍ ବୋଲି ସାଂସଦ ମାନେକା ଗାନ୍ଧୀ କହିଛନ୍ତି । ପ୍ରତ୍ୟେକ ମହିଳା ଅନ୍ୟ…

ରାଜ୍ୟରେ ୮୭୯୬.୬୧ କୋଟି ମୂଲ୍ୟର ୧୨ ଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦିନ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧୦ଟି ପ୍ରକଳ୍ପର ଗ୍ରାଉଣ୍ଡ ବ୍ରେକିଂ ଏବଂ ୨ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏହି ପ୍ରକଳ୍ପର ଗୁଡିକର ଅଟକଳ ପ୍ରାୟ ୮୭୯୬.୬୧ କୋଟି ଟଙ୍କା ରହିଛି । ଏହାଦ୍ୱାରା ରାଜ୍ୟରେ ନୂତନ ଭାବେ…

ଲାଞ୍ଚ ନେଇ ଧରାପଡିଲେ ପ୍ରିନ୍ସପାଲ

ବ୍ରହ୍ମପୁର: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧରାପଡିଲେ କୁକୁଡାଖଣ୍ଡି ଯୁକ୍ତ ୨ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜିଆରଏଫ ଏମ୍ ଟୁନା ପାତ୍ର(୫୪)। ଜିପିଏଫ ବିଲ୍ ପଠାଇବା ପାଇଁ ପଦାର୍ଥ ବିଜ୍ଞାନ ଡେମୋନଷ୍ଟ୍ରେଟର ବସନ୍ତ କୁମାର ଜେନାଙ୍କ ଠାରୁ ୧୫ ହଜାର ଟଙ୍କା ଲାଞ୍ଚ…

ପେଟ୍ରୋଲ ପମ୍ପ ଅଗ୍ନିକାଣ୍ଡ ଘଟଣା; ମୃତକଙ୍କ ପରିବାରକୁ ୮ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବ IOCL

ଭୁବନେଶ୍ୱର: ରାଜଧାନୀ ସ୍ଥିତ ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ବୁଧବାର ଦିନ ଘଟିଥିବା ଅଗ୍ନିକାଣ୍ଡରେ ପ୍ରାଣ ଗରାଇଥିବା ବ୍ୟକ୍ତିଙ୍କ ପରିବାରକୁ ସହାୟତା ରାଶି ଘୋଷଣା କରିଛି ଭାରତୀୟ ତୈଳ ନିଗମ ଲିମିଟେଡ୍ (ଆଇଓସିଏଲ୍)। ଏହି ଅଗ୍ନିକାଣ୍ଡରେ ମୃତକଙ୍କ ପରିବାରକୁ ୮ ଲକ୍ଷ ଟଙ୍କା ଏବଂ ଗୁରୁତର…

ରାଜଧାନୀ ନାବାଳିକା ଗଣ ଦୁଷ୍କର୍ମ ମାମଲା; କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

ଭୁୁବନେଶ୍ୱର: କ୍ରାଇମବ୍ରାଞ୍ଚ ହାତକୁ ଯାଇଛି ରାଜଧାନୀ ନାବାଳିକା ଗଣଦୁଷ୍କର୍ମ ମାମଲାର ତଦନ୍ତ ଭାର । କ୍ରାଇମବ୍ରାଞ୍ଚ ର ଏକ ସ୍ୱତନ୍ତ୍ର ଟିମ୍ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ପରେ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି । ସୂଚନୁସାରେ, କ୍ରାଇମବ୍ରାଞ୍ଚର ଏକ ଟିମ ଓଟିଭି ଅଫିସରେ ପହଞ୍ଚି…

ସ୍କୁଲ୍ ଖୋଲିବାକୁ ସରକାରଙ୍କ ପ୍ରସ୍ତୁତି!

ଭୁବନେଶ୍ୱର: ସ୍କୁଲ୍ ଖୋଲିବାକୁ ପ୍ରକ୍ରିୟା ଆରମ୍ଭ କରିଛନ୍ତି ସରକାର। ଏଥିପାଇଁ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଙ୍କୁ ନିଜ ନିଜ ହେଡ଼ କ୍ୱାର୍ଟର ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଥିବା ସୂଚନା ଦିଆଯାଇଛି। କୋଭିଡ ଯୋଗୁଁ ଦୀର୍ଘ ୬ ମାସ ଧରି ବିଦ୍ୟାଳୟ ବନ୍ଦ ରହିଛି । ତେଣୁ ବିଦ୍ୟାଳୟ ପରିସରକୁ…

କରୋନା ଟୀକା ନଆସିବା ପର୍ଯ୍ୟନ୍ତ ସତର୍କତା ଅବଲମ୍ବନ କରିବାକୁ ଧର୍ମେନ୍ଦ୍ରଙ୍କ ପରାମର୍ଶ 

ଭୁବନେଶ୍ୱର: କରୋନା ସଂକ୍ରମଣକୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଗୁରୁବାର ଶୁଭାରମ୍ଭ ହୋଇଥିବା ଏକ ଜନଆନ୍ଦୋଳନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜେ ସାମିଲ ହୋଇ ଓଡ଼ିଶାବାସୀଙ୍କୁ ଏହି ଜନଆନ୍ଦୋଳନରେ ସାମିଲ ହେବାକୁ ନିବେଦନ କରିଛନ୍ତି । ମାସ୍କକୁ…