Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୁବନେଶ୍ୱର ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାରେ ଜଣେ ମୃତ

ଭୁବନେଶ୍ୱର: ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ କଟକ ବଡ଼ମେଡିକାଲରେ ଜଣେ ଆହତ ପ୍ରାଣ ହରାଇଛନ୍ତି । ଏହି ସୂଚନା ଦେଇଛନ୍ତି ଏସସିବି ଜରୁରିକାଳୀନ ଅଧିକାରୀ ଡାକ୍ତର ଭୁବନାନନ୍ଦ ମହାରଣା । ମୃତକଙ୍କ ନାଁ ସତ୍ୟ ନାୟକ ଓ ଘର…

ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପ ଅଞ୍ଚଳ ବିପଦମୁକ୍ତ, ଖାଲି କରାଗଲା ଗ୍ୟାସ ଟାଙ୍କି

ଭୁବନେଶ୍ୱର: ରାଜଭବନ ଅଞ୍ଚଳ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାରେ ବିପଦ ଟଳିଛି । ବିଳମ୍ବିତ ରାତିରେ IOCL ଅଧିକାରୀ ଫାଟିଥିବା ଗ୍ୟାସ ଟାଙ୍କିକୁ ଖାଲି କରିଦେଇଛନ୍ତି । ସେଥିରୁ ବାହାର କରାଯାଇଛି ବାକିଥିବା ଗ୍ୟାସ । ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି ଅଗ୍ନିଶମ ଡିଜି ସତ୍ୟଜିତ ମହାନ୍ତି ।…

କବି ନିତ୍ୟାନନ୍ଦ ନାୟକ ପାଇବେ ଚଳିତ ବର୍ଷର ଶାରଳା ପୁରସ୍କାର

ଭୁବନେଶ୍ୱର :ବିଶିଷ୍ଟ କବି ନିତ୍ୟାନନ୍ଦ ନାୟକ ତାଙ୍କ କବିତା ସଂକଳନ ‘ସେତେବେଳକୁ ନ ଥିବ’ ପାଇଁ ପାଇବେ ୪୧ ତମ ଶାରଳା ପୁରସ୍କାର । ପୁରସ୍କାର ବାବଦକୁ ତାଙ୍କୁ ୫ ଲକ୍ଷ ଟଙ୍କା ଅର୍ଥ ରାଶି ସହ ମାନପତ୍ର ପ୍ରଦାନ କରାଯିବ । ଏହି କବିତା ପୁସ୍ତକଟି ୨୦୧୭ ମସିହାରେ ଫ୍ରେଣ୍ଡସ୍ ପବ୍ଲିକେଶନ ପକ୍ଷରୁ…

ସହିଦ କୋଭିଡ ଯୋଦ୍ଧାଙ୍କ ପରିବାରକୁ ଅନୁକମ୍ପା ସହାୟତା ଯୋଗାଇ ଦିଆଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ ପରିଚାଳନା ସଂପର୍କରେ ସମୀକ୍ଷା କରିଛନ୍ତି। ଏହି ଅବସରରେ ସହିଦ୍ କୋଭିଡ ଯୋଦ୍ଧାଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ତରଫରୁ ଅନୁକମ୍ପା ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା…

ଓଡ଼ିଶା ଶିଳ୍ପୀ ମହାସଂଘ ପକ୍ଷରୁ ୱେବିନାର ମାଧ୍ୟମରେ ଅଷ୍ଟମ ବାର୍ଷିକ ମହୋତ୍ସବ ପାଳିତ

ଭୁବନେଶ୍ବର: ଆଜି ଓଡ଼ିଶା ଶିଳ୍ପୀ ମହାସଂଘର ଅଷ୍ଟମ ବାର୍ଷିକ ମହୋତ୍ସବ ପାଳିତ ହୋଇଛି। କରୋନା ଯୋଗୁ ଏଥର ୱେବିନାର ମାଧ୍ୟମରେ ଏହି ଏହି ଉତ୍ସବ ପାଳନ କରାଯାଇଛି। ଏହି ମହୋତ୍ସବର ମୁଖ୍ୟ ଅତିଥୀ ଭାବେ ରାଜ୍ୟସଭା ସାଂସଦ ଅଶ୍ବିନୀ ବୈଷ୍ଣବ ଯୋଗ ଦେଇ ଓଡ଼ିଶା କଳା କାରିଗରୀର ଉଚ୍ଚ ପ୍ରଶଂସା…

ତିନି ଅସହାୟ ଶିଶୁଙ୍କୁ ସହାୟତାର ହାତ ବଢାଇଲା କିସ ଫାଉଣ୍ଡେସନ

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲା ଜରଦା ଥାନା ଭୋଗିବନ୍ଧ ଗ୍ରାମର ତିନି ଅସହାୟ ଭାଇ ଭଉଣୀଙ୍କୁ ସହଯୋଗର ହାତ ବଢାଇଛି କିସ ଫାଉଣ୍ଡେସନ। ସୂଚନା ଅନୁସାରେ, ସେମାନଙ୍କ ମା ବାଳାବତୀ ନାୟକଙ୍କ ମୃତ୍ୟୁ ଗତ ଅଗଷ୍ଟ ମାସରେ ହୋଇ ଯାଇଥିବା ବେଳେ ସେପ୍ଟେମ୍ବର ମାସରେ ବାପା କୁଷନ ନାୟକଙ୍କ ଅକାଳ ବିୟୋଗ…

ଓଡିଶାରୁ ସୁସ୍ଥ ହେଲେ ଆଉ ୩୪୫୫ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୩୪୫୫ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଖୋର୍ଦ୍ଧାରୁ ୫୭୧ ଜଣ, କଟକରୁ ୨୯୨ ଜଣ, ପୁରୀରୁ ୨୫୪ ଜଣ, ଅନୁଗୁଳରୁ ୧୭୫ ଜଣ, ଯାଜପୁରରୁ ୧୬୬ ଜଣ, ବରଗଡ଼ରୁ ୧୩୩ ଜଣ,…

ଭୁବନେଶ୍ୱରରେ ୨୪ ହଜାର ଟପିଲା କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୧୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।…

ଭୁବନେଶ୍ୱର ଓ ବାଙ୍ଗାଲୋର ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ

ଭୁବନେଶ୍ୱର:  ରେଳ ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା ଅକ୍ଟୋବର ମାସ ୧୨ ତାରିଖ ଠାରୁ ଭୁବନେଶ୍ୱରରୁ ଏବଂ ୧୩ ତାରିଖ ଠାରୁ ବାଙ୍ଗାଲୋରରୁ ଏକ ସ୍ୱତନ୍ତ୍ର ଟ୍ରେନ ଭୁବନେଶ୍ୱର-ବାଙ୍ଗାଲୋର-ଭୁବନେଶ୍ୱର ମଧ୍ୟରେ ଚଳାଚଳ ପାଇଁ ନିଷ୍ପତ୍ତି ନିଆଯାଇଅଛି। ୦୮୪୬୩ ଭୁବନେଶ୍ୱର-ବାଙ୍ଗାଲୋରର ସ୍ୱତନ୍ତ୍ର…

କରୋନାକୁ ପରାଜିତ କଲେ ୯୬ ବର୍ଷୀୟ ସ୍ୱାଧିନତା ସଂଗ୍ରାମୀ

ଭୁବନେଶ୍ୱର: ସାରା ବିଶ୍ୱରେ ଜାରି ରହିଥିବା କୋଭିଡ -୧୯ ମହାମାରୀ ସହ ଲଢ଼ି ଏହାକୁ ପରାଜିତ କରିଛନ୍ତି ଜଣେ ୯୬ ବର୍ଷୀୟ ସ୍ୱାଧିନତା ସଂଗ୍ରାମୀ । ସମ୍ କୋଭିଡ ହସ୍ପିଟାଲ୍‌ରେ ସଫଳ ଚିକିତ୍ସା ପାଇବା ପରେ ଏହି ବର୍ଷୀୟାନ୍ ବ୍ୟକ୍ତି ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଚାରିଆଡେ ଆନନ୍ଦର ଲହରୀ…