Latest Odisha News

BREAKING NEWS

Browsing Category

ଓଡିଶା

Odisha

ଡକାୟତି ଘଟଣାର ପର୍ଦ୍ଦାଫାଶ, ପୋଲିସ କବ୍‌ଜାରେ ୨ ବ୍ୟାଙ୍କ ଲୁଟେରା

ଭୁବନେଶ୍ୱର: ଭୁବନେଶ୍ୱରର ମଂଚେଶ୍ୱର ବରୀମୁଣ୍ଡ ବ୍ୟାଙ୍କ ଡକାୟତି ଘଟଣାର ପର୍ଦ୍ଦାଫାଶ ହୋଇଛି । କମିଶନରେଟ୍ ପୋଲିସ ଏଥିରେ ସମ୍ପୃକ୍ତ ଥିବା ୨ ଡକାୟତଙ୍କୁ ଗିରଫ କରିଛି । ଏଥିସହ ତାଙ୍କ ନିକଟରୁ ୫ ଲକ୍ଷ ଟଙ୍କା ଜବତ କରିଛି ପୋଲିସ । ସେପଟେ ଅନ୍ୟ ଜଣେ ଅଭିଯୁକ୍ତ ଫେରାର ହୋଇଯାଇଛି । ତାକୁ…

ବିିପଦ ସଂକେତ ଡେଇଁଲା ଜଳକା

ବାଲେଶ୍ୱର: ବିପଦ ସଂକେତ ଡେଇଁଲା ଜଳକା । ବାଲେଶ୍ୱର ଜିଲ୍ଲା ବସ୍ତାର ମଥାନୀ ଠାରେ ବିପଦ ସଂକେତ ଟପିଛି ଜଳକା ନଦୀ । ମଥାନୀ ଠାରେ ବିପଦ ସଂକେତ ୫.୫୦ ମିଟର ଥିବା ବେଳେ ଏବେ ୬.୨୩ ମିଟରରେ ଜଳ ପ୍ରଭାବିତ ହେଉଛି । ଲଘୁଚାପ ଜନିତ ବର୍ଷା ଯୋଗୁଁ ଜଳକା ନଦୀର ଜଳସ୍ତର ବଢ଼ିବାରେ ଲାଗିଛି । ନଦୀର…

ଆଜି ପ୍ରକାଶ ପାଇବ ଯୁକ୍ତ ୨ ଦ୍ୱିତୀୟ ପର୍ଯ୍ୟାୟ କଟ୍ ଅଫ୍‌

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍ ଲିଷ୍ଟ । କଳା, ବିଜ୍ଞାନ, ବାଣିଜ୍ୟ, ସଂସ୍କୃତ ଓ ଧନ୍ଦାମୂଳକ ପାଠ୍ୟକ୍ରମର ପ୍ରଥମ ବର୍ଷର ନାମଲେଖା ପାଇଁ ଅପରାହ୍ନରେ କଟ୍ ଅଫ୍ ମାର୍କ ପ୍ରକାଶ ପାଇବ । ଦ୍ୱିତୀୟ ମେଧା ତାଲିକାରେ ଚୟନ ହୋଇଥିବା ଛାତ୍ରଛାତ୍ରୀ ୬ରୁ ୮…

ଗରମ ଡାଲିରେ ପଡି ପ୍ରାଣ ହରାଇଥିବା ଛାତ୍ରୀଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଦେବାକୁ ଜାତୀୟ ମାନବାଧିକାର…

କୋରାପୁଟ: କୋରାପୁଟ ଜିଲ୍ଲା ବୈପାରୀଗୁଡା ବ୍ଲକ୍ ବାଲିଗାଁ ବାଳିକା ଉଚ୍ଚ ବିଦ୍ୟାଳୟରେ ଗରମ ଡାଲି ହାଣ୍ଡିରେ ପଡି ନାବାଳିକା ଛାତ୍ରୀର ମୃତ୍ୟୁ କୁ ନେଇ ଜାତୀୟ ମାନବାଧିକାର କମିଶନ ଛାତ୍ରୀଙ୍କ ପରିବାର ବର୍ଗଙ୍କୁ ୩ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଦେବାକୁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ…

ଏଲବୋ ଷ୍ଟ୍ରାଇକରେ ରେକର୍ଡ କଲେ ରାଉରକେଲା ଝିଅ

ରାଉରକେଲା: ରାଉରକେଲାର ଜଣେ ୨୧ ବର୍ଷ ବୟସ୍କା ଆଇନ ଛାତ୍ରୀ କାଜଲ ପାଣ୍ଡେ ଏକ ପଞ୍ଚିଂ ବ୍ୟାଗ (ମହିଳା)ରେ ଦୁଇ ହାତରେ ଫାଟେଷ୍ଟ ଏଲବୋ ଷ୍ଟ୍ରାଇକ୍ କରି ଅନ୍ତର୍ଜାତୀୟ ବୁକ୍ ଅଫ୍ ରେକର୍ଡରେ ପ୍ରବେଶ କରି ରେକର୍ଡ କରିଛନ୍ତି। ଏକ ମିନିଟରେ ୨୯୧ ଏଲବୋ ଷ୍ଟ୍ରାଇକ୍ କରିପାରିଛନ୍ତି। ଏହା ଛଡ଼ା…

ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆରୋଗ୍ୟଙ୍କ ସଂଖ୍ୟା

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୪୧୦୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସୁସ୍ଥ ହୋଇଥିବା ୪୧୦୮ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୭୨୧, କଟକରୁ ୪୯୨ ଜଣ, ଯାଜପୁରରୁ ୨୧୨ ଜଣ, ଅନୁଗୁଳରୁ ୧୮୬ ଜଣ,…

ଭୁବନେଶ୍ୱରରେ ୨୩ ହଜାର ଟପିଲା କରୋନା ସଂକ୍ରମଣ; ଆଜି ୩୫୪ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୫୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ…

ଯଶ୍ୱସୀ ପାଲା ଗାୟକ ଦିଲ୍ଲୀପ କୁମାର ଦାଶ; ଜାଣନ୍ତୁ ତାଙ୍କ ସମ୍ପର୍କରେ କିଛି…

ଭୁବନେଶ୍ୱର: ଉତ୍କଳୀୟ କଳା ସଂସ୍କୃତି ଓ ପରମ୍ପରାର ଆଲେଖ୍ୟ ବହନକରିଥିବା ବିଦଗ୍ଧ କଳା ପାଲାରେ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଗାୟକ କଳ୍ପଶ୍ରୀ ପଣ୍ଡିତ ଦିଲ୍ଲୀପ କୁମାର ଦାଶ । ୧୯୭୨ ମସିହା ଅକ୍ଚୋବର ୧୧ ତାରିଖରେ ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ବାଙ୍ଗରା ଗ୍ରାମରେ…

କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗ: ସିଲ ହେଲା ଏହି ସହରର ୬ଟି ଦୋକାନ

ବ୍ରହ୍ମପୁର: କୋଭିଡ ନିୟମ ଉଲଂଘନ ଅଭିଯୋଗରେ ଗଞ୍ଜାମ ଜିଲ୍ଲା ସହରର ବିଭିନ୍ନ ସ୍ଥାନରେ ୬ ଟି ଦୋକାନକୁ ସିଲ୍ କରିଥିବା ସୂଚନା ମିଳିଛି। ପ୍ରାପ୍ତ ସୂଚନାନୁସାରେ, ଡ୍ରେସ ବଜାର, ସୁନା ବଜାର, ବଡ ବଜାର ସ୍ଥିତ ଏକ ହୋଟେଲ ଏବଂ ଅନ୍ନପୂର୍ଣ୍ଣା ମାର୍କେଟରେ ଡ୍ରେସ, ଫ୍ୟାନ୍ସି ସାମଗ୍ରୀ ଏବଂ…

ରାଜଧାନୀରେ ଚାଞ୍ଚଲ୍ୟ; ଗୋଡାଇ ଗୋଡାଇ ଜଣଙ୍କୁ ହତ୍ୟା

ଭୁବନେଶ୍ୱର: ଭୁବନେଶ୍ୱରର ସାମନ୍ତରାପୁର ଅଞ୍ଚଳରେ ରବିବାର ଦିନ କିଛି ଦୁବୃର୍ତ୍ତ ଜଣେ ବ୍ୟକ୍ତିଙ୍କୁ ଗୋଡାଇ ଗୋଡାଇ ଆକ୍ରମଣ କରିଛନ୍ତି । ସୂଚନା ଅନୁଯାୟୀ ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଥିବା ଏକ ସିସିଟିଭିରେ କଏଦ ହୋଇଛି । ଉକ୍ତ ସିସିଟିଭି ଫୁଟେଜରେ ଦୁଇ ଜଣ ବ୍ୟକ୍ତି ବାଇକରେ ଆସି ଗୋଟିଏ…