Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆମ୍ବୁଲାନ୍ସରୁ ଜବତ ହେଲା ଗଞ୍ଜେଇ

ଗଞ୍ଜାମ: ରୋଗୀ ସେବା ପାଇଁ ପ୍ରଯୁଜ୍ୟ ଆମ୍ବୁଲାନ୍ସରୁ ଜବତ ହୋଇଛି ବିପୁଳ ପରିମାଣର ଗଞ୍ଜେଇ । ତେବେ ଜବତ ହୋଇଥିବା ଆମ୍ବୁଲାନ୍ସଟି ଦିଗପହଣ୍ଡିରୁ କୋଦାଳକୁ ଅଭିମୁଖେ ଯାଉଥିବା ସୂଚନା ମିଳିଛି । ସୂଚନୁସାରେ, କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ମୁଢାମ୍ବ ଫାଣ୍ଡି ଦ୍ୱାରା ଏହି ଗଞ୍ଜେଇ ଜବତ…

ମାଲକାନଗିରିରେ ଓଲଟିଲା ବସ; ୭ ଶ୍ରମିକ ଆହତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ଚମ୍ପାଖରି ନିକଟରେ ଏକ ଘରୋଇ ବସ୍ ଓଲଟି ପଡିବାରୁ ପାଖାପାଖି ୭ ଜଣ ଶ୍ରମିକ ଆହତ ହୋଇଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ଏହି ବସଟି ସୋନପୁରରୁ ପ୍ରାୟ ୨୭ ଜଣ ଶ୍ରମିକଙ୍କୁ ନେଇ ତାମିଲନାଡୁର ଥ୍ରିସୁର ଅଭିମୁଖେ ଯାଉଥିବା ବେଳେ କୌଣସି କାରଣବଶତଃ ଡ୍ରାଇଭର…

ରାଜ୍ୟର ଏହି ୧୯ ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୯ ଟି ଜିଲ୍ଲାରେ ବର୍ଷା ସହ ଘଡଘଡି ସମ୍ଭାବନା ରହିଥିବା ନେଇ ବୁଧବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, ଗଜପତି, କୋରାପୁଟ, ରାୟଗଡା, ମାଲକାନଗିରି, ସୋନପୁର,…

ପ୍ରଦୀପ ମହାରଥୀଙ୍କ ନିଧନରେ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ଶୋକ ପ୍ରକାଶ 

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ କୁମାର ମହାରଥୀଙ୍କ ବିୟୋଗରେ ରାଜ୍ୟ ଜଳସଂପଦ,ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଗଭୀର ଶୋକ ପ୍ରକାଶ କରିଛନ୍ତି I ଶୋକ ବାର୍ତ୍ତାରେ ମନ୍ତ୍ରୀ ପ୍ରକାଶ କରିଛନ୍ତି ଯେ, "ସ୍ବର୍ଗତ ମହାରଥୀଙ୍କ ବିୟୋଗ ଆମ ରାଜ୍ୟ ତଥା…

ପ୍ରେମିକାକୁ ପ୍ରତାରଣା, ବନ୍ଧା ହେଲେ ଡାକ୍ତର

ବୌଦ୍ଧ: ଫେସବୁକରେ ପ୍ରେମ ହେଲା । ଆଉ ଧିରେ ଧିରେ ସଂପର୍କ ନିବିଡ ହେଲା । ଯୁବତୀଙ୍କୁ ବିବାହ କରିବେ ବୋଲି ପ୍ରତିଶ୍ରୁତି ବି ଦେଲେ । ହେଲେ ଆଉ ଜଣେ ଝିଅକୁ ବାହା ହୋଇଗଲେ । ପ୍ରେମିକାକୁ ପ୍ରତାରଣା କରି ଶେଷରେ ବନ୍ଧା ହୋଇଛନ୍ତି ଜଣେ ଡାକ୍ତର । ବୌଦ୍ଧ ଜିଲ୍ଲା କଂଟାମାଳ ଗୋଷ୍ଠୀ…

ସ୍ୱର୍ଗଦ୍ୱାରରେ ଜଳିଲା ମହାରଥୀଙ୍କ ଜୁଇ

ପୁରୀ: ପଂଚଭୂତରେ ଲୀନ ହେଲେ ମହାରଥୀ । ପୁରୀ ସ୍ୱର୍ଗଦ୍ୱାରରେ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ପୁଅ ରୁଦ୍ର ମହାରଥୀ ମୁଖାଗ୍ନି ଦେଇଛନ୍ତି । ପାର୍ଥିବ ଶରୀର ଜଳିଯାଇଛି । ଆଉ, ବିଧାୟକ, ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସମସ୍ତଙ୍କ ଠାରୁ ଶେଷ ବିଦାୟ ନେଇଛନ୍ତି ।…

ମହାରଥୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କଲେ ପୁରୀ ସଦର ବିଧାୟକ ଜୟନ୍ତ ଷଡ଼ଙ୍ଗୀ

ଭୁବନେଶ୍ୱର: ଆରପାରିରେ ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀ । ତାଙ୍କ ବିୟୋଗରେ ରାଜ୍ୟ ରାଜନୀତିରେ ଖେଳିଯାଇଛି ଶୋକର ଛାୟା। ବରିଷ୍ଠ ବ୍ୟକ୍ତି ମାନେ ମଧ୍ୟ ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ କରୁଛନ୍ତି । ପୁରୀ ସଦର ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ…

ଝୁରୁଛି ବିଧାନସଭା: ‘ମରିନାହିଁ ମହାରଥୀ, ସରିନାହିଁ ରାଜନୀତି’

ଭୁବନେଶ୍ୱର: ମହାରଥୀଙ୍କୁ ଝୁରୁଛି ବିଧାନସଭା । ଗୃହରେ ସ୍ମୃତି ଚାରଣ ସମୟରେ ତାଙ୍କ ବିୟୋଗରେ ଭାବୁକ ହୋଇପଡିଥିଲେ ସମସ୍ତ ବିଧାୟକ। ମୁଖ୍ୟମନ୍ତ୍ରୀ ଆଣିଥିବା ଶୋକ ପ୍ରସ୍ତାବକୁ ସମର୍ଥନ କରି ଦୁଃଖିତ ଓ ମର୍ମାହତ ବୋଲି ବିବୃତି ରଖିଥିଲେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ । ସେହିପରି…

ଗୋଟିଏ ନଯାଉଣୁ ଆଉ ଗୋଟିଏ, ୯ ତାରିଖରେ ପୁଣି ଲଘୁଚାପ

ଭୁବନେଶ୍ୱର: ଲଘୁଚାପ ପରେ ଲଘୁଚାପ । ଗୋଟିଏ ନଯାଉଣୁ ଆଉ ଗୋଟିଏ ଲଘୁଚାପ ନେଇ ପୂର୍ବାନୁମାନ । ଆସନ୍ତା ୯ ତାରିଖ ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ବଳୟ ସୃଷ୍ଟି ହେବ । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । A fresh…

ମହାରଥୀଙ୍କ ପାଇଁ ବିଧାନସଭାରେ ଶୋକପ୍ରସ୍ତାବ

ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ପ୍ରଦୀପ ମହାରଥୀଙ୍କ ବିୟୋଗରେ ବିଧାନସଭାରେ ଆଗତ ହେଲା ଶୋକପ୍ରସ୍ତାବ । ଗୃହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଶୋକପ୍ରସ୍ତାବ ଆଣିଛନ୍ତି । ଏହାକୁ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ସମର୍ଥନ କରିଛନ୍ତି । ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ…