Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଧାନସଭାରେ ପ୍ରଦୀପ ମହାରଥୀଙ୍କ ପାର୍ଥିବ ଶରୀର

ଭୁବନେଶ୍ୱର: ବିଧାନସଭା ପରିସରରେ ପ୍ରଦୀପ ମହାରଥୀଙ୍କ ପାର୍ଥିବ ଶରୀର । ସେଠାରେ ତାଙ୍କୁ ସମସ୍ତ ବିଧାୟକ ଓ ମନ୍ତ୍ରୀମାନେ ଶେଷ ଦର୍ଶନ କରିଛନ୍ତି । ବାଚସ୍ପତିଙ୍କ ସମେତ ସମସ୍ତ ବିଧାୟକ ଓ ମନ୍ତ୍ରୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଏହାପରେ ତାଙ୍କ ମରଶରୀର ଦଳୀୟ କାର୍ଯ୍ୟାଳୟରେ ପହଂଚିଛି ।…

ଆଜିଠୁ ପର୍ଯ୍ୟଟକ ବୁଲିବେ ନନ୍ଦନକାନନ, ସାତ ମାସ ପରେ ଖୋଲିବ

ଭୁବନେଶ୍ୱର: ଆଜିଠୁ ଖୋଲିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ । କରୋନା ଯୋଗୁ ସାତ ମାସ ବନ୍ଦ ରହିବା ପରେ ଖୋଲିବ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନ । ଏବେ କୋଭିଡ୍ କଟକଣା ଭିତରେ ଖୋଲିବ । ଦୈନିକ ୧୫୦୦ ପର୍ଯ୍ୟଟକ ପ୍ରାଣୀ ଓ ଉଦ୍ଭିଦ ଉଦ୍ୟାନ ବୁଲିବାକୁ ଅନୁମତି ମିଳିବ । ନନ୍ଦନକାନନ ମଧ୍ୟକୁ…

ଦଶମ ଶ୍ରେଣୀ ପିଲାଙ୍କ ଲାଗି ‘ଶିକ୍ଷା ଶିଖର’ କାର୍ଯ୍ୟକ୍ରମ

ଭୁବନେଶ୍ୱର:  ରାଜ୍ୟରେ କରୋନା ଲାଗି ମାର୍ଚ୍ଚରୁ ସ୍କୁଲରେ ପାଠପଢ଼ା ବନ୍ଦ ରହିଛି । ତେବେ ଏହି ସମୟରେ ଶିକ୍ଷା ସଂଯୋଗ ମାଧ୍ୟମରେ ସମସ୍ୟାର ସମାଧାନ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ଶିକ୍ଷା କ୍ଷେତ୍ରରେ ଅଭିନବ ପ୍ରୟାସ ଆଣିବା ଲାଗି ଆରମ୍ଭ ହୋଇଛି ଶିକ୍ଷା ଶିଖର କାର୍ଯ୍ୟକ୍ରମ । ଏହା କେବଳ…

ଛାତ୍ର ଜୀବନରୁ ରାଜନୀତି, ସାତ ଥର ବିଧାୟକ ପ୍ରଦୀପ ମହାରଥୀ

ଭୁବନେଶ୍ୱର: ଓଡ଼ିଶା ରାଜନୀତିରେ ଜଣେ ଟାଣୁଆ ନେତା ପ୍ରଦୀପ ମହାରଥୀ । ୧୯୫୫ ମସିହା ଜୁଲାଇ ୪ ତାରିଖରେ ପୁରୀ ଜିଲ୍ଲା ପିପିଲିର ଖୋରାପଡ଼ାରେ ଜନ୍ମଗ୍ରହଣ କରିଥିଲେ । ବାପା ସ୍ୱର୍ଗତଃ ଗୋକୁଳାନନ୍ଦ ମହାନ୍ତିଙ୍କ ସୁପୁତ୍ର ପ୍ରଦୀପ ମହାରଥୀ ପୁରୀ ଏସସିଏସ୍ କଲେଜରେ ଛାତ୍ର  ଜୀବନରୁ ରାଜନୀତିରେ…

ପରଲୋକରେ ପିପିଲି ବିଧାୟକ ପ୍ରଦୀପ ମହାରଥୀ

ଭୁବନେଶ୍ୱର: ପରଲୋକରେ ବରିଷ୍ଠ ବିଜେଡି ନେତା ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀ । ୬୬ ବର୍ଷ ବୟସରେ ଆଜି ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ।…

ସେଲ ରାଉରକେଲା ଇସ୍ପାତ କାରଖାନାକୁ ଗ୍ରୀନଟେକ ପୁରସ୍କାର

ରାଉରକେଲା: ସେଲ ରାଉରକେଲା ଇସ୍ପାତ କାରଖାନା ଶିକ୍ଷାର ପ୍ରୋତ୍ସାହନରେ ଉଲ୍ଲେଖନୀୟ ସଫଳତା ପାଇଁ ଗ୍ରୀନଟେକ୍ ଫାଉଣ୍ଡେସନ୍ ତରଫରୁ ସମ୍ମାନଜନକ ସିଏସଆର ପୁରସ୍କାର ଲାଭ କରିଛି। ଗତ ଅକ୍ଟୋବର ୧ ତାରିଖରେ ଅନଲାଇନରେ ଆୟୋଜିତ ହୋଇଥିବା 'ସପ୍ତମ ବାର୍ଷିକ ସିଏସ୍ଆର୍ ଭାରତ ସମ୍ମିଳନୀ- ୨୦୨୦'ରେ…

ଓଡିଶାରୁ ସୁସ୍ଥ ହେଲେ ଆଉ ୪୦୬୬ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୪୦୬୬ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସୁସ୍ଥ ହୋଇଥିବା ୪୦୬୬ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬୪୮, କଟକରୁ ୫୨୧, ଅନୁଗୁଳରୁ ୨୨୫, ଯାଜପୁରରୁ ୧୮୧, ସୁନ୍ଦରଗଡରୁ…

କୋଭିଡ ଡାକ୍ତରଖାନା ଯାଞ୍ଚ ପାଇଁ ସ୍ବତନ୍ତ୍ର ସ୍କ୍ୱାର୍ଡ ଗଠନ କରିବାକୁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ନିର୍ଦେଶ ଦେଲେ…

ଭୁବନେଶ୍ୱର: ରାଜ୍ୟର ସମସ୍ତ ସରକାରୀ ତଥା ବେସରକାରୀ କୋଭିଡ ଡାକ୍ତରଖାନାର ଯାଞ୍ଚ ପାଇଁ ଏକ ସ୍ୱତନ୍ତ୍ର ସ୍କ୍ୱାର୍ଡ ଗଠନ କରିବାକୁ ଓଡିଶା ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଶନିବାର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କୋଭିଡ…

ଗୋଟିଏ ଦିନରେ ଭୁବନେଶ୍ୱରରୁ ୩୨୯ ପଜିଟିଭ; ୩୪୧ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୨୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୧୦ ଜଣ…

ନାସାରନ୍ଧ୍ରରୁ ବାହରିଲା ଗଲ୍ଫ ବଲ୍ ଆକାରର ଟ୍ୟୁମର୍

ଭୁବନେଶ୍ୱର: ସମ୍ ଅଲ୍ଟିମେଟ୍ ମେଡିକେୟାରର ସ୍କଲ ବେଶ୍ ସର୍ଜରୀ ବିଶେଷଜ୍ଞଙ୍କର ବିରଳ ଅସ୍ତ୍ରୋପଚାର। ଜଣେ ମଧ୍ୟବୟସ୍କ ବ୍ୟକ୍ତିଙ୍କର ନାସାରନ୍ଧ୍ରରୁ ଏକ ଟ୍ୟୁମରକୁ ଆଧୁନିକ ଅସ୍ତ୍ରୋପଚାର ଦ୍ୱାରା ସଫଳତାର ସହ ବାହାର କରାଯାଇଛି। ନାସାରନ୍ଧ୍ରଟି ମସ୍ତିଷ୍କ ସହ ଜଡିତ ଥିବା ବେଳେ ମିନିମାଲ୍…