Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ ଆଉ ୧୬ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ଶୁକ୍ରବାର ଦିନ ଆଉ ୧୬ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୮୭୫ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ବାଲେଶ୍ୱରରୁ ୨, ବରଗଡରୁ ୧, ଭୁବନେଶ୍ୱରରୁ ୪, କଟକରୁ ୨, ଜଗତସିଂହପୁରରୁ ୧,…

ରାଜ୍ୟରେ ବଢୁଛି କରୋନା ସଂକ୍ରମଣ; ଆଜି ୩୬୦୦ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୩୬୦୦ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୨୬ ହଜାର ୩୩୪ରେ ପହଞ୍ଚିଛି ।…

ଓଡ଼ିଆ କଳା ଓ ସଂସ୍କୃତିର ବାର୍ତ୍ତାବହ ଗୋଟିପୁଅ ନାଚ, ଜାଣନ୍ତୁ ଏହା ସମ୍ପର୍କରେ

ଭୁବନେଶ୍ୱର: ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର,…

ଗୋଟିଏ ଦିନରେ ରାଜ୍ୟରେ ୪୮ ହଜାରରୁ ଅଧିକ କରୋନା ନମୁନା ପରୀକ୍ଷା

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୪୮ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୪୮ ହଜାର ୨୧୭ କରୋନା ନମୁନା ପରୀକ୍ଷା ହୋଇଛି। ଏଥିମଧ୍ୟରୁ ୩୯,୩୩୮ ଜଣଙ୍କର ଆଣ୍ଟିଜେନ, ୮୭୯୧ ଟି ଆରଟି-ପିସିଆର୍ ଓ ୮୮ ଟି ଟ୍ରୁନଟ୍…

ମାଲକାନଗିରି ଜଙ୍ଗଲରୁ ମାଓବାଦୀ ଲୁଚାଇ ରଖିଥିବା ୨୧ କେଜି ଜିଲୋଟିନ୍ ଜବତ

ମାଲକାନଗିରି: ବିଏସଫକୁ ମିଳିଛି ବଡ଼ ସଫଳତା । ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ୍ ଅନ୍ତର୍ଗତ ରାଜୁଲକୋଣ୍ଡା ଜଙ୍ଗଲରୁ ୨୧ କିଲୋଗ୍ରାମ୍ ଜିଲୋଟିନ୍ ଜବତ ହୋଇଛି । ଏହି ଘଟଣା ପରେ ମାଓବାଦୀମାନେ ଏକ ବଡ଼ ଧରଣର ହିଂସାକାଣ୍ଡ ଘଟାଇବାକୁ ଯୋଜନା କରିଥିବା କୁହାଯାଉଛି । ଗତକାଲି ୭୬ ବିଏସଫ…

ଓଡିଶାର ୧୩ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଓଡିଶାର କେତେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର ପ୍ରାୟ ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛନ୍ତି ଭୁବନେଶ୍ୱରସ୍ଥିତ ପାଣିପାଗ ବିଭାଗର…

ସବ୍ୟସାଚୀଙ୍କୁ ମିଳିବ ମହାତ୍ମା ଗାନ୍ଧୀ ସେବା ସମ୍ମାନ

ଭୁବନେଶ୍ବର: ଓଡିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ତଥା ଅସହାୟଙ୍କ ସାହାରା ସାଜିଥିବା ହିରୋ ସବ୍ୟସାଚୀଙ୍କୁ ମିଳିବ ମହାତ୍ମା ଗାନ୍ଧୀ ସେବା ସମ୍ମାନ । ଭାରତୀୟ ସ୍କାଉଟ୍‌ ଓ ଗାଇଡ୍‌ ଫେଲୋସିପ୍‌, ରାଜ୍ୟ ଶାଖା ପକ୍ଷରୁ ଚଳିତ ବର୍ଷ ଜାତୀୟ ମହାତ୍ମା ଗାନ୍ଧୀ ସେବା ସମ୍ମାନ ପାଇବେ…

ବାଲୁକା କଳାରେ ଗାନ୍ଧୀ ଜୟନ୍ତୀ; ସତ୍ୟାଗ୍ରହରୁ ସ୍ୱଚ୍ଛାଗ୍ରହର ନାରା ଦେଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର: ଜାତିର ପିତା ମହାତ୍ମା ଗାନ୍ଧୀଙ୍କର ଆଜି ହେଉଛି ୧୫୧ ତମ ଜନ୍ମ ଦିବସ। ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀର ସ୍ୱର୍ଣ୍ଣିମ ବେଳାଭୂମିରେ ତିଆରି କରିଛନ୍ତି ଗାନ୍ଧିଜୀଙ୍କ ପ୍ରତିମା। ନିଜ ସ୍ୱତନ୍ତ୍ର ଢ଼ଙ୍ଗରେ ସେ ଗାନ୍ଧୀଜୀଙ୍କ…

ଆଜିଠୁ ବିଜେଡିର ଜନସଚେତନତା ଅଭିଯାନ, ଏସବୁ କାମ କରିବେ କର୍ମକର୍ତ୍ତା

ଭୁବନେଶ୍ୱର: ଗାନ୍ଧୀ ଜୟନ୍ତୀ ଅବସରରେ ଆଜିଠୁ ଆରମ୍ଭ ହେଉଛି ବିଜେଡିର ରାଜ୍ୟବ୍ୟାପୀ ଜନ ସଚେତନତା ଅଭିଯାନ । କୋଭିଡ ନେଇ ଲୋକଙ୍କୁ ସଚେତନତା କରିବା ଲକ୍ଷ୍ୟରେ ନଭେମ୍ବର ୨ ତାରିଖ ପର୍ୟ୍ୟନ୍ତ ଏହି ଅଭିଯାନ ଚାଲିବ । କାର୍ଯ୍ୟକ୍ରମରୁ ରାଜ୍ୟବ୍ୟାପୀ ତ୍ୱରାନ୍ୱିତ କରିବା ପାଇଁ ଦଳୀୟ ସାଂସଦ,…

ପ୍ରଦର୍ଶିତ ହେବ ପ୍ରାମାଣିକ ଚଳଚ୍ଚିତ୍ର ‘ଓଡିଶାରେ ଗାନ୍ଧିଜୀ’

ଭୁବନେଶ୍ୱର: ଜାତିର ପିତା ମହାତ୍ମା ଗାନ୍ଧିଙ୍କ ୧୫୧ ତମ ଜୟନ୍ତୀ ପାଳିତ ହୋଇଛି ଶୁକ୍ରବାର ଦିନ । ଏହି ଅବସରରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଓଡିଶା ସାହିତ୍ୟ ଏକାଡେମୀ ଦ୍ୱାରା ଏକ ପ୍ରାମାଣିକ ଫିଲ୍ମ ପ୍ରଦର୍ଶିତ କରାଯିବ । ସୂଚନାନୁଯାୟୀ, ଆଜି ଦିନ ୧୦ଟା ବେଳେ…