Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ ଆହୁରି ୪ ଦିନ ଲାଗି ରହିବ କୁହୁଡ଼ିର ପ୍ରଭାବ, ୧୪ ଜିଲ୍ଲାକୁ ସତର୍କତା

ଭୁବନେଶ୍ବର: ରାଜଧାନୀରେ କଲବଲ କରୁଛି ଘନ କୁହୁଡ଼ି। ଅସ୍ତବ୍ୟସ୍ତ ଜନଜୀବନ, ରାସ୍ତାରେ ଯାତାୟାତ ମୁସ୍କିଲ୍। ରାଜ୍ୟରେ ଆହୁରି ୪ ଦିନ ଲାଗି ରହିବ କୁହୁଡ଼ିର ପ୍ରଭାବ। ଆଗାମୀ ୨୪ ଘଣ୍ଟା ପାଇଁ ୧୪ ଜିଲ୍ଲାକୁ ଘନ କୁହୁଡ଼ି ସତର୍କତା। ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଓ ୪ଟି ଜିଲ୍ଲାକୁ ଅରେଞ୍ଜ…

Odisha Vigilance creates New history: ଦେଶରେ ପ୍ରଶଂସିତ ହେଲା ରାଜ୍ୟ ଭିଜିଲାନ୍ସ ଏକାଡେମୀ; ୨୦ ବର୍ଷର…

ଭୁବନେଶ୍ୱର: ଗତ ୨୦ ବର୍ଷର ଇତିହାସକୁ ପଛରେ ପକାଇ ଓଡ଼ିଶା ଭିଜିଲାନ୍ସ ଏକ ଉତ୍କୃଷ୍ଟ ଉଦାହରଣ ସୃଷ୍ଟି କରିଛି। ସରକାରଙ୍କ ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଯୋଗୁଁ ରାଜ୍ୟରେ ଭିଜିଲାନ୍ସ ବିଭାଗ ସକ୍ରିୟ ଭାବରେ କାର୍ଯ୍ୟକରି ଦୁର୍ନୀତିଖୋରମାନଙ୍କୁ ଧରିବାରେ ସଫଳ ହୋଇଛି। ଆଜି…

ଧାନସଂଗ୍ରହରେ ସ୍ୱଚ୍ଛତା ପାଇଁ ପଞ୍ଜିକୃତ ଜମିର ଉପଗ୍ରହ ମାଧ୍ୟମରେ ସର୍ବେକ୍ଷଣ; ଏଯାଏଁ ୨୫ ଲକ୍ଷ ପ୍ଲଟର ହେଲାଣି ସର୍ଭେ

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ଖରିଫ୍‌ ଧାନସଂଗ୍ରହ ଜାରି ରହିଛି । ଧାନ ବିକ୍ରୟ ପାଇଁ ପଞ୍ଜିକୃତ ଚାଷୀ ପ୍ରଦାନ କରିଥିବା ସେମାନଙ୍କ ଚାଷଜମିର ବିବରଣୀକୁ ଆଧାର କରି ଉପଗ୍ରହ ମାଧ୍ୟମରେ ଫଟୋ ଉତ୍ତୋଳିତ କରାଯାଇ ସେହି ପ୍ଲଟଗୁଡ଼ିକର ସବିଶେଷ ତଥ୍ୟ ଗ୍ରହଣ କରାଯାଉଛି । ଏହି ପ୍ରକ୍ରିୟାରେ…

Tiger skin seized:୨ ବାଘ ଛାଲ ଓ ୨ ସମ୍ୱର ଶିଙ୍ଗ ଜବତ ସହ ୬ ଗିରଫ

ନୂଆପଡ଼ା:ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବନବିଭାଗ ପକ୍ଷରୁ ପୃଥକ ଦୁଇଟି ସ୍ଥାନରେ ଚଢ଼ଉ । ଏଥିରେ  ଦୁଇଟି କଲରାପତରିଆ ବାଘ ଛାଲ ଓ ୨ ସମ୍ୱର ଶିଙ୍ଗ ଜବତ କରାଯାଇଛି । ଏହି ଘଟଣାରେ ବନ ବିଭାଗ ବାପ ପୁଅ ସମେତ ୬ ଜଣଙ୍କୁ ଗିରଫ କରିଛି। ଖଡ଼ିଆଳ ଡ଼ିଏଫଓ ଅଜିଜ ଖାନ ଏ ନେଇ ସୂଚନା ଦେଇଛନ୍ତି ।…

ଚିତାଳୋ କଲେଜର ପୂର୍ବତନ ଅଧ୍ୟକ୍ଷ ଓ ପୂର୍ବତନ ସଭାପତି ଗିରଫ

ଯାଜପୁର: ଯାଜପୁର ଜିଲ୍ଲାର ଚିତାଳୋ ଡିଗ୍ରୀ କଲେଜର ପୂର୍ବତନ ପ୍ରିନ୍ସିପାଲ ତଥା ବର୍ତ୍ତମାନର ଓଡ଼ିଆ ଭାଷା ଅଧ୍ୟାପକ ଅଦ୍ୱୈତ ପ୍ରସାଦ ମଲ୍ଲିକ ଏବଂ ପୂର୍ବତନ ଅଧ୍ୟକ୍ଷ ତଥା ଅନୁଷ୍ଠାନର ପରିଚାଳନା ପରିଷଦର ପୂର୍ବତନ ସଭାପତି ବଦ୍ରି ନାରାୟଣ ରାୟଙ୍କୁ ୩୨,୦୭,୬୨୦ ଟଙ୍କାର ସରକାରୀ ପାଣ୍ଠି…

୫୫ ଲକ୍ଷ ଆତ୍ମସାତ ଘଟଣାରେ ଫରେଷ୍ଟରଙ୍କୁ ବାନ୍ଧିଲା ଭିଜିଲାନ୍ସ…

ଭୁବନେଶ୍ୱର: ୫୫ ଲକ୍ଷ ଆତ୍ମସାତ ଘଟଣାରେ ଫରେଷ୍ଟରଙ୍କୁ ବାନ୍ଧିଲା ଭିଜିଲାନ୍ସ। କଳାହାଣ୍ଡିରେ ଥିବା ଥୁଆମୁଳ ରାମପୁର ବନ ବିଭାଗ ମଧ୍ୟରେ ମୃତ୍ତିକା ଏବଂ ଆର୍ଦ୍ରତା ସଂରକ୍ଷଣ (ଏସଏମସି) କାର୍ଯ୍ୟରେ ଅନିୟମିତତାର ତଦନ୍ତ କରି ଲାଞ୍ଜିଗଡ଼ ଅନ୍ତର୍ଗତ ବିଶ୍ୱନାଥପୁରରେ ବନ ରେଞ୍ଜରେ ଅଧିକାରୀଙ୍କ…

Air Pollution: ୮ଟି ସହରରେ ଲଗାତାର ଭାବେ ପ୍ରଦୂଷଣ ସ୍ତର ବୃଦ୍ଧି, ୫ ସହରରେ ଏକ୍ୟୁଆଇ ୩୦୦ ପାର୍

ଭୁବନେଶ୍ୱର: ଦେଶର ରାଜଧାନୀକୁ ବି ପଛରେ ପକାଇ ଦେଇଛି ଓଡିଶା । ରାଜ୍ୟରେ ପ୍ରଦୂଷଣ ଭୟଙ୍କର ରୂପ ଧାରଣ କରିଛି । କୁହୁଡ଼ି ଆସ୍ତରଣ ଭିତରେ ବାୟୁରେ ଧୂଳିକଣା ଜମାଟ ବାନ୍ଧିବା ପରି ପ୍ରତିତ ହେଉଛି । ୫ଟି ସହରରେଏକ୍ୟୁଆଇ ୩୦୦ ପାର୍ କରିଥିବାବେଳେ, ୮ଟି ସହରରେ ଲଗାତାର ଭାବେ ପ୍ରଦୂଷଣ ସ୍ତର…

ଓଡିଶାର ୪୦୦ ଦିବ୍ୟାଙ୍ଗ ଏବଂ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ଯୋଗାଇବା ପାଇଁ ଓଏଚପିସି ଏବଂ ଏଏଲଆଇଏମସିଓ ମଧ୍ୟରେ…

ଭୁବନେଶ୍ବର: ସମାବେଶୀତା, ସହାନୁଭୂତି ଓ ସାମାଜିକ ଦାୟିତ୍ୱକୁ ସୁଦୃଢ଼ କରିବା ଦିଗରେ ଏକ ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଓଡିଶା ଜଳ ବିଦ୍ୟୁତ୍ ନିଗମ ଲିମିଟେଡ୍ (ଓଏଚପିସି) ଏବଂ କୃତ୍ରିମ ଅଙ୍ଗ ନିର୍ମାଣ ନିଗମ, ଭୁବନେଶ୍ୱର ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଏହି…

Utkal Keshari Dr. Harekrushna Mahatab: ୩୯ତମ ସ୍ବାଧୀନତା ସଂଗ୍ରାମୀ ମହୋତ୍ସବ;ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ…

ଭୁବନେଶ୍ୱର: ଡକ୍ଟର ମହତାବଙ୍କ ଜୀବନ କାଳ ମଧ୍ୟରେ ସ୍ବାଧୀନତା ଆନ୍ଦୋଳନ ଏବଂ ତା ପରବର୍ତ୍ତୀ ପର୍ଯ୍ୟାୟରେ ଓଡିଶାରେ ଯେ କୌଣସି ଆନ୍ଦୋଳନ ହୋଇଛି କିମ୍ବା ପ୍ରତିବାଦର ସ୍ବର ଉଠିଛି, ତା’ର ନେତୃତ୍ବ ମହତାବ ନେଇଛନ୍ତି କିମ୍ବା ସେହି ଆନ୍ଦୋଳନ ପଛରେ ଡକ୍ଟର ମହତାବଙ୍କ ଦୃଢ ପ୍ରେରଣା ରହିଛି ବୋଲି…

Capital Hospital: ବଦଳିବ କ୍ୟାପିଟାଲ ହସ୍ପିଟାଲ ଦନ୍ତ ବିଭାଗ…

ଭୁବନେଶ୍ବର: ବଦଳିବ କ୍ୟାପିଟାଲ ହସ୍ପିଟାଲ ଦନ୍ତ ବିଭାଗର ରୂପ ରେଖ । ବରିଷ୍ଠ ଦାନ୍ତ ଡାକ୍ତରଙ୍କୁ ନିଯୁକ୍ତି କରାଯିବ । ବିଭାଗରେ ଅତ୍ୟାଧୁନିକ ଚିକିତ୍ସା ଉପଲବ୍ଧ କରାଯିବ । ବିଭାଗରେ ରୋଗୀଙ୍କୁ ନିୟମିତ ହେଉଥିବା ଦୁର୍ବ୍ୟବହାର ଉପରେ ତଦନ୍ତ ହେବ । ଏନେଇ କ’ଣ କ’ଣ ପଦକ୍ଷେପ ନିଆଯିବ ସେନେଇ…