Latest Odisha News

BREAKING NEWS

Browsing Category

ଓଡିଶା

Odisha

ମହାନଦୀ ବିବାଦ ନେଇ ଦୋଷ ଠେଲାଠେଲି: ‘ପୂର୍ବ ସରକାର କିଛି କରିନଥିଲେ, ଆମେ କରିବୁ’

ଭୁବନେଶ୍ଵର: ମହାନଦୀକୁ ନେଇ ସରୁନି ବିବାଦ। ଏହି ବିବାଦ ନେଇ ଦୋଷ ଠେଲାଠେଲି। ପୂର୍ବ ସରକାରଙ୍କ ଉପରେ ବର୍ଷିଲେ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ। ସେ କହିଛନ୍ତି ଯେ, ମହାନଦୀ ପ୍ରସଙ୍ଗରେ ଆପୋଷ ସମାଧାନ ପାଇଁ ସରକାର ଚେଷ୍ଟା କରୁଛନ୍ତି। ଯାହା ପୂର୍ବ ସରକାର ସମୟରେ ହୋଇପାରି ନଥିଲା। ୨୧…

Ratnabhandara Meeting: ରତ୍ନଭଣ୍ଡାର ବୈଠକ: ଗଣତି ମଣତି ନେଇ SOP ଉପରେ ହେବ ଆଲୋଚନା

ପୁରୀ: ଆସନ୍ତା ୨୭ ତାରିଖରେ ରତ୍ନଭଣ୍ଡାର ବୈଠକ ହେବା ନେଇ ଜଷ୍ଟିସ ବିଶ୍ୱନାଥ ରଥ ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର ସମ୍ପୂର୍ଣ୍ଣ ମରାମତି ପରେ ଅଳଙ୍କାର ପୂର୍ଣ୍ଣ ସ୍ଥାପିତ ହେବ। ଏଥିସହ ଗଣତି ମଣତି ନେଇ SOP ଉପରେ ଆଲୋଚନା ହେବ । ଜଷ୍ଟିସ୍ ରଥ ଜଗନ୍ନାଥ ପ୍ରେମୀଙ୍କ ସହଯୋଗ କାମନା କରିଛନ୍ତି ।…

PUC Deadline Extended: ବୈଧ ପ୍ରଦୂଷଣ ପ୍ରମାଣପତ୍ର ବିନା ଇନ୍ଧନ ମନା ନିଷ୍ପତ୍ତି: ଆଉ ମାସେ ଘୁଞ୍ଚିଲା ସମୟ ସୀମା

ଭୁବନେଶ୍ୱର: ବୈଧ ପ୍ରଦୂଷଣ ପ୍ରମାଣପତ୍ର ବିନା ଇନ୍ଧନ ମନା ନିଷ୍ପତ୍ତି ମାସେ ଘୁଞ୍ଚିଲା ସମୟ ସୀମା। ପୂର୍ବରୁ ଜାନୁଆରୀରୁ ଲାଗୁ ପାଇଁ ନିଷ୍ପତ୍ତି ହୋଇଥିଲା। ଏବେ ଫେବୃଆରୀ ପହିଲାକୁ ଘୁଞ୍ଚିଲା ସମୟ ସୀମା। ଗାଡ଼ିର ପ୍ରଦୂଷଣ ଯାଞ୍ଚ ପାଇଁ ଜନସାଧାରଣଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ବାଣିଜ୍ୟ ଓ…

ASO ପରୀକ୍ଷା କେଳେଙ୍କାରୀ: କଳା ତାଲିକାଭୁକ୍ତ ହେଲା ସିଲିକନ୍ ଟେକ୍ ଲ୍ୟାବ୍ ପ୍ରାଇଭେଟ୍ ଲିମିଟେଡ

କଟକ: ASO ପରୀକ୍ଷା କେଳେଙ୍କାରୀ ପ୍ରସଙ୍ଗ। କଳା ତାଲିକାଭୁକ୍ତ ହେଲା ସିଲିକନ୍ ଟେକ୍ ଲ୍ୟାବ୍ ପ୍ରାଇଭେଟ୍ ଲିମିଟେଡ। ୫ ବର୍ଷ ପାଇଁ କଳା ତାଲିକାଭୁକ୍ତ କଲେ ହାଇକୋର୍ଟ। ASO ପରୀକ୍ଷାରେ ଅନିୟମିତତା କରିଥିବା ନେଇ ମିଳିଥିଲା ପ୍ରମାଣ। ତେବେ ୨୦୨୫ ମେ' ଚୁକ୍ତି ଅନୁଯାୟୀ ଏହି ସଂସ୍ଥାକୁ…

ଭିଜିଲାନ୍ସ ଜାଲରେ ସମ୍ବଲପୁର ବରିଷ୍ଠ ରାଜସ୍ୱ ସହାୟକ,୪ ସ୍ଥାନରେ ଚାଲିଛି ରେଡ୍‌

ସମ୍ବଲପୁର:ସମ୍ବଲପୁର ସେଟେଲମେଣ୍ଟ (ବନ୍ଦୋବସ୍ତ) ଅଫିସରଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ବରିଷ୍ଠ ରାଜସ୍ୱ ସହାୟକ(SRA)ବାସୁଦେବ ଭୋଇଙ୍କ ଘରେ ଭିଜିଲାନ୍ସ ଚଢ଼ଉ । ଏନେଇ ବାସୁଦେବଙ୍କ ଚାରୋଟି ସମ୍ପତ୍ତି ଥିବା ସ୍ଥାନରେ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଚଢ଼ଉ କରିଛନ୍ତି। ଆୟ ବହିର୍ଭୂତ…

world-famous Dhanu Yatra: ଆଜିଠୁ ଦୁଲୁକିବ ବରଗଡ଼, ଧନୁଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼: ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ସଜେଇ ହୋଇଛି କଂସଙ୍କ ରାଜ ଦରବାର ସମେତ ରଂଗମହଲ ।ଯାହାକୁ ନେଇ ସାରା ବରଗଡ଼ ସହର ଚଳଚଂଚଳ ହୋଇ ଉଠିଥିବା ବେଳେ ଏହାର ପ୍ରସ୍ତୁତି କାମ ଯୋରସୋରରେ ଆଗେଇ ଚାଲିଛି ।  ଚଳିତଥର ୭୮ ବର୍ଷରେ ପଦାର୍ପଣ କରିବ ବରଗଡ଼ ଧନୁଯାତ୍ରା। ଆଜି (ବୁଧବାର)ଠାରୁ…

World Famous Dhanu yatra:ଆଜିଠୁ ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା, କଂସଙ୍କ ଅଟ୍ଟହାସ୍ୟରେ କମ୍ପିବ ମଥୁରା ନଗରୀ

ବରଗଡ: ଆଜି ଠାରୁ ୧୧ ଦିନ ଧରି ଚାଲିବ ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା। ବରଗଡ଼ ପାଲଟିବ ମଥୁରାନଗରୀ। ଚାଲିବ କଂସ ରାଜୁତି। ଆଜି ଉଦଘାଟିତ ହେବ ୭୮ତମ ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା । ଏନେଇ ସାରା ବରଗଡ଼ ସହର ଏବେ ଚଳଚଂଚଳ ହୋଇଉଠିଥିବା ବେଳେ ମଥୁରା ଠାରୁ ଆରମ୍ଭ କରି ଗୋପପୁର…

ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା !୨ ଜଣଙ୍କୁ ଉଠାଇ ନେଇ ପଚରାଉଚରା

ଭଦ୍ରକ: ଚାନ୍ଦବାଲି ଥାନା ଅଞ୍ଚଳର ଘଞ୍ଚ ଜଙ୍ଗଲରେ ନାବାଳିକାର ମୃତଦେହ ଉଦ୍ଧାର । ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ପରିବାରର ଅଭିଯୋଗ । ବାଲିଗାଁ ସହରାଞ୍ଚଳ ସ୍ୱାସ୍ଥ୍ୟ ଆରୋଗ୍ୟ କେନ୍ଦ୍ର ନିକଟରେ ଥିବା ଘଞ୍ଚ ବୁଦା ଭିତରୁ ନାବାଳିକାର ମୃତଦେହ ଉଦ୍ଧାର ହୋଇଛି । ନ୍ୟାୟ ଦାବି​‌ରେ ସ୍ଥାନୀୟ…

ଏସ୍‌ସିବିରେ ହେବ ୧୭ ମହଲା ପାର୍କିଂ, ରାଜ୍ୟର ୭ ମେଡିକାଲ କଲେଜ କ୍ୟାମ୍ପସରେ ଆଟେଣ୍ଡାଣ୍ଟଙ୍କ ପାଇଁ ବିଶ୍ରାମ ଗୃହ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ଏହି ବୈଠକରେ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ପୁନଃବିକାଶ କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା। ଏହି…

ମହାନଦୀ ଜଳ ବିବାଦ; ଆନ୍ତଃମନ୍ତ୍ରୀସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ମହାନଦୀ ଆନ୍ତଃରାଜ୍ୟ ଜଳ ସମସ୍ୟା ଉପରେ ଆନ୍ତଃମନ୍ତ୍ରୀସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଆଜି ମାନ୍ୟବର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଜଳସମ୍ପଦ ବିଭାଗର ରାଜୀବ୍ ଭବନରେ ଅନୁଷ୍ଠିତ ହୋଇଥିଲା । ବୈଠକରେ ହୀରାକୁଦ ପ୍ରକଳ୍ପ,…