Latest Odisha News

BREAKING NEWS

Browsing Category

ଓଡିଶା

Odisha

ଖୋଲିବ ଚନ୍ଦକା ଅଭୟାରଣ୍ୟ; ଜାଣନ୍ତୁ କେବେଠୁ

ଭୁବନେଶ୍ୱର: କୋଭିଡ ପାଇଁ ବିଗତ ୬ ମାସ ହେବ ବନ୍ଦ ରହିଛି ସମସ୍ତ ପର୍ଯ୍ୟଟନ ସ୍ଥଳୀ । ତେବେ ଗତ ୨ ଦିନ ତଳେ ପର୍ଯ୍ୟଟନ ଦିବସ ଅବସରରେ ରାଜ୍ୟରେ ସମସ୍ତେ ପର୍ଯ୍ୟଟନ ସ୍ଥଳୀ ଗୁଡିକ ଖୋଲିବ ନେଇ ନିଷ୍ପତ୍ତି ହୋଇଛି । ତେବେ ଖୁବଶୀଘ୍ର ଖୋଲିବାକୁ ଯାଉଛି ଚନ୍ଦକା ଅଭୟାରଣ୍ୟ । କୋଭିଡ…

ଉତ୍ତରପ୍ରଦେଶରେ ଓଡ଼ିଆ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ମୀର୍ଜାପୁର: ଉତ୍ତରପ୍ରଦେଶରେ ଜଣେ ଓଡ଼ିଆ ଯୁବକଙ୍କର ସନ୍ଦେହଜନକ ମୃତ୍ୟୁ । ମୃତ ଯୁବକଙ୍କ ନାମ ହେଉଛି ଜୀବନନ୍ଦୁ ରଥ । ତାଙ୍କ ବୟସ ୩୫ ବର୍ଷ ହୋଇଥିବା ବେଳେ ତାଙ୍କ ଘର ଅନୁଗୁଳ ଜିଲ୍ଲା ତାଳଚେର ବ୍ଲକ୍‌ ଅନ୍ତର୍ଗତ ଗୁରୁଜାଙ୍ଗୁଲି ଗ୍ରାମରେ ବୋଲି ଜଣାପଡିଛି। ପ୍ରାପ୍ତ ସୂଚନାନୁସାରେ,…

ମାସ୍କ ଦୁର୍ନୀତି: ସ୍ୱାସ୍ଥ୍ୟ ମନ୍ତ୍ରୀ କହିଲେ, ଦୋଷୀଙ୍କୁ ଦଣ୍ଡ ଦେବେ ସରକାର

ଭୁବନେଶ୍ୱର: କରୋନା କାଳରେ ମାସ୍କ ଦୁର୍ନୀତି ପ୍ରସଙ୍ଗରେ ବଡ ବୟାନ ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ । କୋଭିଡ କିଟ୍ କିଣାରେ ଆସିଥିବା ଦୁର୍ନୀତି ଅଭିଯୋଗ ଲୋକାୟୁକ୍ତଙ୍କ ପାଖରେ ବିଚାରଧୀନ ଅଛି । ତଦନ୍ତ ପରେ ଯିଏ ଦୋଷୀ ସାବ୍ୟସ୍ତ ହେବ ତାଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କୋଭିଡ ନିୟମ ଉଲଂଘନ କରିବାରୁ ସରପଞ୍ଚଙ୍କୁ ୧ ଲକ୍ଷ ଟଙ୍କାର ଜରିମାନା

ବରଗଡ଼: କୋଭିଡ ୧୯ ନିର୍ଦ୍ଦେଶାବଳୀ ଉଲ୍ଲଂଘନ କରିଥିବା ଅଭିଯୋଗରେ ବରଗଡ ଜିଲ୍ଲାର ଜଣେ ସରପଞ୍ଚ ଦେଇଛନ୍ତି ୧ ଲକ୍ଷ ଟଙ୍କାର ଜରିମାନା । ଗାଇସିଲାଟର ବ୍ଲକର ଡେଭଲପମେଣ୍ଟ ଅଫିସର (ବିଡିଓ) ନିରଂଜନ ସା ଦେଇଥିବା ସୂଚନା ଅନୁସାରେ, ମଙ୍ଗଳବାର ଦିନ ପାଖାପାଖି ୧୫୦ ଗ୍ରାମବାସୀଙ୍କ ସହ…

୨୪ ଘଣ୍ଟାରେ କରୋନା ନେଲା ଆଉ ୧୪ ଜୀବନ

ଭୁବନେଶ୍ୱର: ରାଜ୍ୟ ଦିନକୁ ବିଗୁଡୁଛି କରୋନା ସ୍ଥିତି । ପ୍ରତିଦିନ ଗଡୁଛି ମୁଣ୍ଡ । ଆଜି ପୁଣି ଆଉ ୧୪ ଜଣଙ୍କ କରୋନାରେ ଜୀବନ ଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨କୁ ବୃଦ୍ଧି ପାଇଛି । ଆଜି କରୋନାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ମଧ୍ୟରେ ବାଲେଶ୍ୱର,…

ଖୋର୍ଦ୍ଧା ଓ କଟକରେ ପୁଣି ବଢ଼ିଲା: ଦିନକରେ ରାଜ୍ୟରୁ ୩୪୪୩ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଗତ ୪୮ ଘଣ୍ଟା ପରେ ପୁଣି ଥରେ ବଢ଼ିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩ ହଜାର ୪୪୩ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୨ହଜାର ୧୭ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୪ ଶହ ୨୬ । ୨୮ ତାରିଖରେ ୩୦୬୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ…

ସୁପରସୋନିକ୍ କ୍ରୁଜ ମିସାଇଲ୍ ବ୍ରହ୍ମୋସ୍‌ର ସଫଳ ପରୀକ୍ଷଣ

ବାଲେଶ୍ୱର: ବାଲେଶ୍ୱର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରୁ ବ୍ରହ୍ମୋସର ସଫଳ ପରୀକ୍ଷଣ ହୋଇଛି । ଭାରତ ଓ ରୁଷିଆର ମିଳିତ ଜ୍ଞାନକୌଶଳରେ ତିଆରି ହୋଇଥିବା ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ୍‌ ବ୍ରହ୍ମୋସ୍‌ର ବ୍ୟାବହାରିକ ପରୀକ୍ଷଣ ସକାଳ ୧୦ଟା ୨୭ରେ କ୍ଷେପଣାସ୍ତ୍ର କେନ୍ଦ୍ରର ୩ ନମ୍ବର ଲଞ୍ଚ୍‌…

କୋଭିଡ ପରିଚାଳନା ନେଇ ବିଧାନସଭାରେ ପ୍ରଶ୍ନ ଉଠାଇଲେ ସନ୍ତୋଷ ସିଂହ ସାଲୁଜା

ଭୁବନେଶ୍ୱର: ବିଧାନସଭା ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନରେ କୋଭିଡ୍ ପରିଚାଳନା ପ୍ରସଙ୍ଗରେ ସରକାରଙ୍କ ଟାର୍ଗେଟ କରିଛନ୍ତି କଂଗ୍ରେସ ବିଧାୟକ ସନ୍ତୋଷ ସିଂହ ସାଲୁଜା । ଅଭିଯୋଗ କରିଛନ୍ତି, ସରକାର କରୋନା ପ୍ରସଙ୍ଗରେ ତଥ୍ୟ ଲୁଚାଉଛନ୍ତି । ସନ୍ତୋଷ ସିଂହ ସାଲୁଜା ଆହୁରି କହିଛନ୍ତି, କରୋନା…

କରୋନା ମୁକାବିଲା ପାଇଁ ଓଡ଼ିଶାକୁ ପ୍ରଶଂସା କଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ

ଭୁବନେଶ୍ୱର: କରୋନା ମୁକାବିଲା କ୍ଷେତ୍ରରେ ଓଡ଼ିଶାର ପଦକ୍ଷେପ ପ୍ରଶଂସନୀୟ । କରୋନା ସଂଟକ ପୂର୍ବରୁ ପ୍ରତିକାତ୍ମକ ପଦକ୍ଷେପ ନେଉଥିଲେ ରାଜ୍ୟ ସରକାର । ଏଥିପାଇଁ ଓଡ଼ିଶା ସରକାରଙ୍କୁ ତାରିଫ କରିଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ । ଏହାପରେ ଟ୍ୱିଟ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ…

ପାଣିପାଗ ବିଭାଗର ସତର୍କ ସୂଚନା; ଏହି ୬ ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୬ ଟି ଜିଲ୍ଲାରେ ବର୍ଷା ସହ ଘଡଘଡି ସମ୍ଭାବନା ରହିଥିବା ନେଇ ବୁଧବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, ଜଗତସିଂହପୁର, ବାଲେଶ୍ଵର, ମୟୁରଭଞ୍ଜ, ଭଦ୍ରକ,…